ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହୋଇଛି ୩୭୫ ସଂକ୍ରାମକ ରୋଗ, ୨୧୮ ରୋଗ ବିପଜ୍ଜନକ…
ଲଣ୍ଡନ, ୯।୮ : ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀରେ ୩୭୫ ପ୍ରକାର ସଂକ୍ରାମକ ରୋଗ ସୃଷ୍ଟି ହୋଇଛି। ସେଥିମଧ୍ୟରୁ ୨୧୮ଟି ରୋଗ ବିପଜ୍ଜନକ ବୋଲି ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ନେଚର ପତ୍ରିକାରେ ଏହା ପ୍ରକାଶିତ ହୋଇଛି। ଓ୍ବିକ୍ସୋନ୍ସିନ୍…
ଘନୀଭୂତ ହେଲା ଲଘୁଚାପ: ଆଉ ୧୨ ଘଣ୍ଟା ପ୍ରବଳ ବର୍ଷିବ, ଜାରି ହେଲା ଓ୍ବାର୍ନିଂ
ଭୁବନେଶ୍ୱର,୯ା୮(ବ୍ୟୁରୋ)-ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏଥିଯୋଗୁ ଆସନ୍ତା ୧୨ ଘଣ୍ଟା ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ…
ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ବିନା ପରେଡରେ ହେବ ପତାକା ଉତ୍ତୋଳନ
ଭୁବନେଶ୍ୱର,୯ା୮(ବ୍ୟୁରୋ)-ଚଳିତ ବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପରେଡ ହେବ ନାହିଁ । ରାଜ୍ୟରେ କୋଭିଡ ସଂକ୍ରମଣ ଜାରି ରହିଥିବାରୁ ମଙ୍ଗଳବାର ଅନୁଷ୍ଠିତ ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ପରେଡ ନ ହେଲେ…
କି ଭୁଲ କରିଦେଲେ ସଞ୍ଜୁ…
ନୂଆଦିଲ୍ଲୀ,୯।୮: ଚଳିତ ମାସରେ ଆରମ୍ଭ ହେବାକୁ ଥିବା ଏସିଆ କପ୍ ଲାଗି ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ। ଏଥିରେ ପୂର୍ବ ଅଧିନାୟକ ବିରାଟ କୋହଲି ଏବଂ କେଏଲ୍ ରାହୁଲଙ୍କୁ ସୁଯୋଗ ମିଳିଛି। ହେଲେ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ସଞ୍ଜୁ ସାମସନ୍, ଈଶାନ…
୭ ବର୍ଷ ବୟସରେ ଅପହରଣ, ୯ ବର୍ଷ ପରେ ଫେରିଲେ: ଭାବୁକ କରିବ ‘କେସ୍ ନଂ ୧୬୬’ର କାହାଣୀ
ବମ୍ବେ,୯।୮: କେସ୍ ନଂ ୧୬୬। ଏକ ୭ ବର୍ଷୀୟ ନାବାଳିକାର ନିଖୋଜ ହେବାର ଏହି ମାମଲା ଏବେ ଚର୍ଚ୍ଚାରେ। କାରଣ ବମ୍ବେର ଜଣେ ପୋଲିସ ଅଫିସର ନିଜ ଚାକିରିକାଳ ସମୟରେ ୧୬୫ ନିଖୋଜ ପିଲାଙ୍କୁ ଖୋଜିଥିଲେ ହେଁ ୧୬୬ ନଂ କେସ୍ରେ…
ବସ୍-ଅଟୋ ମୁହାଁମୁହିଁ, ୯ ମୃତ …
କୋଲକାତା, ୯।୮ : ପଶ୍ଚିମବଙ୍ଗର ବୀରଭୂମ ଜିଲାର ଜାତୀୟ ରାଜପଥ ନମ୍ବର ୬୦ରେ ଏକ ଯାତ୍ରୀବାହୀ ବସ୍ ଏବଂ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୯ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାମପୁରହାଟ ନିକଟରେ…
ବୁଧବାର ଅପରାହ୍ନ ୨ଟାରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ ନେବେ ଶପଥ…
ପାଟନା, ୯।୮ : ମହାମେଣ୍ଟର ନେତା ଭାବେ ନିର୍ବାଚିତ ହୋଇଥିବା ଜେଡ଼ିୟୁ ନେତା ନୀତୀଶ କୁମାର ବୁଧବାର ଅପରାହ୍ନ ୨ଟାରେ ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ନୀତୀଶଙ୍କୁ ୧୬୪ ବିଧାୟକ ସମର୍ଥନ କରୁଥିବାନେଇ ସେ ଦାବି ଉପସ୍ଥାପନ…
ଇଫତାରରୁ ମହରମ୍, ନୀତୀଶଙ୍କ ଧର୍ମନିରପେକ୍ଷ ରାଜନୀତି…
ପାଟନା, ୯।୮: କୁହାଯାଏ ଯେ ରାଜନୀତିରେ କେବେ ବିନା କାରଣରେ କିଛି ହୋଇ ନଥାଏ। ପ୍ରତି ପଦକ୍ଷେପର କିଛି ବିଶେଷ ରାଜନୈତିକ କାରଣ ରହିଥାଏ। ଯାହାଦ୍ୱାରା ଜନସାଧାରଣଙ୍କୁ ସ୍ବତନ୍ତ୍ର ବାର୍ତ୍ତା ପ୍ରଦାନ କରାଯାଇଥାଏ। ଏହି ମର୍ମରେ ନୀତୀଶ କୁମାର ରାଜ୍ୟରେ ଭାଜନା…
କାର୍ ଦୁର୍ଘଟଣାରେ ଚାଲିଗଲା ଖ୍ୟାତନାମା ଅମ୍ପାୟାର ରୁଡି କର୍ଜନଙ୍କ ଜୀବନ
ନୂଆଦିଲ୍ଲୀ,୯।୮: ଦକ୍ଷିଣ ଆଫ୍ରିକାର ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ରୁଡି କର୍ଜନଙ୍କ ଏକ କାର୍ ଦୁର୍ଘଟଣାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ତାଙ୍କୁ ୭୩ ବର୍ଷ ହୋଇଥିଲା। ପରିବାରରେ ତାଙ୍କର ସ୍ତ୍ରୀ ଏବଂ ୪ ସନ୍ତାନ ରହିଛନ୍ତି। ୧୯୯୦ରୁ ୨୦୧୦ ପର୍ଯ୍ୟନ୍ତ ସେ କ୍ରିକେଟର…
ଜଣେ ହତାଶ ବ୍ୟକ୍ତି ନିଜକୁ ବଞ୍ଚାଇବାର ପ୍ରୟାସ କରୁଛନ୍ତି, ସିସୋଦିଆଙ୍କୁ ଅନୀଲ ବୈଜଲଙ୍କ ଉତ୍ତର…
ନୂଆଦିଲ୍ଲୀ, ୯।୮ : ଦିଲ୍ଲୀର ନୂତନ ଅବକାରୀ ନୀତି ନେଇ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଭିଯୋଗର ଉତ୍ତର ଦେଇ ପୂର୍ବତନ ଉପରାଜ୍ୟପାଳ ଅନୀଲ ବୈଜଲ କହିଛନ୍ତି ଯେ ଜଣେ ହତାଶ ବ୍ୟକ୍ତି ନିଜକୁ ବଞ୍ଚାଇବାର ପ୍ରୟାସ କରୁଛନ୍ତି। ସେ ଏକ ବିବୃତି…
ନୀତୀଶଙ୍କ ଇସ୍ତଫା ଏକ ଶୁଭାରମ୍ଭ, ଦେଶରୁ ଭାଜପା ପୋଛି ହୋଇଯିବ, କହିଲେ ଅଖିଳେଶ …
ଲକ୍ଷ୍ନୌ, ୯।୮ : ବିହାରରେ ଜାରି ରହିଥିବା ରାଜନୈତିକ ସ୍ଥିତି ନେଇ ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ ଭାଜପାକୁ ଟାର୍ଗେଟ କରିଛନ୍ତି। ନୀତୀଶ କୁମାରଙ୍କ ଇସ୍ତଫାକୁ ଅଖିଳେଶ ଏକ ଭଲ ଶୁଭାରମ୍ଭ କରିଛନ୍ତି। ଏଣିକି ଦେଶରୁ ଭାଜପା ପୋଛି…
ମହାମେଣ୍ଟ ନେତା ହେଲେ ନୀତୀଶ, ହେବେ ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ…
ପାଟନା, ୯।୮ : ମହାମେଣ୍ଟର ନେତା ଭାବେ ଜେଡ଼ିୟୁ ନେତା ନୀତୀଶ କୁମାରଙ୍କୁ ଚୟନ କରାଯାଇଛି। ମଙ୍ଗଳବାର ଅପରାହ୍ନରେ ନୀତୀଶ ରାବ୍ରୀ ଦେବୀଙ୍କ ବାସଜ ଭବନରେ ପହଞ୍ଚିଥିଲେ। ସେଠାରୁ ଆରଜେଡି ନେତା ତେଜସ୍ବୀ ଯାଦବ ଏବଂ କଂଗ୍ରେସର ଭକ୍ତ ଚରଣ ଦାସଙ୍କ…
Archives


