Home

ପିଲାଙ୍କ କୃମି ସମସ୍ୟା ଓ ନିରାକରଣ

ସୁସ୍ଥ ଓ ନୀରୋଗ ରହିବା ପାଇଁ କିଏ ବା ନ ଚାହେଁ? ବିଭିନ୍ନ ପ୍ରକାର ପ୍ରତିରୋଧମୂଳକ ପଦକ୍ଷେପ ଗ୍ରହଣ କରି ନୀରୋଗ ରହିବାର ବାଟ ଆମେ ସମସ୍ତେ ଖୋଜିଥାଉ। ଏକ ଆନନ୍ଦଦାୟକ ଜୀବନ ଶୈଳୀ ପାଇଁ ଆମେ ସର୍ବଦା ଚେଷ୍ଟିତ। ତେବେ…

ଧାର୍ମିକ-ଭାଷାଗତ ସଂଖ୍ୟାଲଘୁ ମାନ୍ୟତା ନିଷ୍ପତ୍ତି ରାଜ୍ୟ ଅନୁସାରେ ହେବ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୮।୮ : ଦେଶର ସର୍ବୋଚ୍ଚ ନ୍ୟାୟାଳୟ ପୁଣି ଥରେ ଦୋହରାଇଛନ୍ତି ଯେ ଧାର୍ମିକ ତଥା ଭାଷା ସଂଖ୍ୟାଲଘୁ ସମ୍ପ୍ରଦାୟର ମାନ୍ୟତା ରାଜ୍ୟ ଅନୁଯାୟୀ ନିଷ୍ପତ୍ତି ନିଆଯିବ। ୧୯୫୭ ପରଠାରୁ ଏହା ଦେଶର ନିୟମ ହୋଇଆସୁଛି। ପ୍ରାରମ୍ଭରେ ସୁପ୍ରିମକୋର୍ଟ ଏହି ପିଟିଶନର…

ରହସ୍ୟମୟ ଆଣ୍ଟାର୍କଟିକା

ନୈସର୍ଗିକ ଶୋଭାର ଭଣ୍ଡାର ହେଉଛି ଆଣ୍ଟାର୍କଟିକା। ପୃଥିବୀର ଦକ୍ଷିଣ ଭାଗକୁ ନେଇ ଏହି ବରଫାବୃତ୍ତ ଅଞ୍ଚଳ ଗଠିତ ଏବଂ ଏହା ହେଉଛି ସ୍ଥାୟୀ ଜନବସତିହୀନ ମହାଦେଶ। ଏଥିରେ ଭୌଗୋଳିକ ଦକ୍ଷିଣ ମେରୁ ଅଛି। ଏହାର ୯୮ ପ୍ରତିଶତ ଅଂଶ ବରଫରେ ଆଚ୍ଛାଦିତ।…

ଜମ୍ମୁ-କଶ୍ମୀରରେ ଦେଶଦ୍ରୋହ-ଆତଙ୍କବାଦ ବିରୋଧୀ ଆଇନର ହୋଇଛି ଅପବ୍ୟବହାର,ଅବସରପ୍ରାପ୍ତ ବିଚାରପତି-ସରକାରୀ କର୍ମଚାରୀଙ୍କ ଅଭିଯୋଗ…

ନୂଆଦିଲ୍ଲୀ, ୮।୮ : ଉପରାଜ୍ୟପାଳଙ୍କ ଶାସନ ଅଧୀନରେ ଜମ୍ମୁ-କଶ୍ମୀରରେ ନାଗରିକଙ୍କ ଅବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଛି। ବିଚାରପତି ତଥା ପୂର୍ବତନ ସରକାରୀ କର୍ମଚାରୀଙ୍କ ପକ୍ଷରୁ ଏହି ଭଅିଯୋଗ ଅଣାଯାଇଛି ଦିଲ୍ଲୀ ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଏପି ଶାହାଙ୍କ…

ଧାନତଳି ବଞ୍ଚାଇବାକୁ ଯାଇ ନଦୀରେ ଫସିଗଲେ ୨ ଚାଷୀ

ଭବାନୀପାଟଣା,୮ା୮(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ଏକ ଅଭବାନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଧାନ ତଳିକୁ ବଞ୍ଚାଇବା ଯାଇ ନଦୀରେ ୨ ଚାଷୀ ଜଳବନ୍ଦୀ ହୋଇଥିଲେ। ଦୀର୍ଘ ସମୟ ଧରି ଜଳରେ ଫସିରହିବା ପରେ ଅଗ୍ନିଶମ ବିଭାଗ ସେମାନଙ୍କୁ ଉଦ୍ଧାର କରିଛି। କଳାହାଣ୍ଡି…

ହାତୀନଦୀରେ ବନ୍ୟା: ଚାଷଜମି ଜଳମଗ୍ନ

ଭବାନୀପାଟଣା,୮ା୮(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଜାରିରହିଛି। ଏପରିସ୍ଥଳେ ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୨ଟି ଗେଟ୍‌ ଖୋଲିବା ପରେ ରବିବାର ବିଳମ୍ବିତ ରାତିରୁ ତଳମୁଣ୍ଡରେ ଥିବା ଜୁନାଗଡ଼ ସହର ନିକଟିସ୍ଥ ହାତୀନଦୀରେ…

ପାଣି ନାହିଁ: ଜମି ଫାଟି ଆଁ କଲାଣି

ବଡ଼ଗାଁ, ୮ା୮(ଡି.ଏନ.ଏ.): ଜମି ଫାଟି ଆଁ କରିଛି। ଯାହା ବୁଣା ହୋଇଥିଲା ସେସବୁ ନଷ୍ଟ ହୋଇଗଲା। ରୁଆ ପାଇଁ ତଳି ପକାଇଥିବା ଚାଷୀ ବର୍ଷା ଅପେକ୍ଷାରେ ରହିଲା। ବିଳମ୍ବ ଯୋଗୁ ଧାନ ରୁଆ ମଧ୍ୟ ହୋଇପାରିଲାନି। ଚାଷୀ ଉପାୟ ଶୂନ୍ୟ ହୋଇ…

ଚାଷକୁ ପାଣି ଅଭାବ, ମରୁଡ଼ି ଆଶଙ୍କା

ଲହୁଣୀପଡ଼ା,୮।୮(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅଞ୍ଚଳରେ ମରୁଡ଼ି ଆଶଙ୍କା ପ୍ରକାଶ ପାଇିଛି। ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଧାନଚାଷ ବ୍ୟାହତ ହୋଇଛି। ପାଣି ଅଭାବରୁ ଜମି ଫାଟି ଯାଇ ଆଁ କରିଥିବା ବେଳେ ଚାଷୀକୁଳ ହତାଶ ହୋଇ ବର୍ଷାକୁ…

ଗୋଟିଏ ମଞ୍ଚରେ ନବୀନ-ଶାହା

କଟକ ଅଫିସ୍‌,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଏକ ଦୈନିକ ଖବରକାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର…

ରାତିରେ ବୁଲୁଛି ଡ୍ରୋନ କ୍ୟାମେରା, ଲୋକେ ଭୟଭୀତ

ଖଡ଼ିଆଳ,୮।୮(ଡି.ଏନ.ଏ.): ନୂଆପଡ଼ା ଜିଲାରେ ଚୋର ଆତଙ୍କ ବଢ଼ିବାରେ ଲାଗିଥିବାବେଳେ ବର୍ତ୍ତମାନ ଖଡ଼ିଆଳ ଅଞ୍ଚଳରେ ତାର ପ୍ରଭାବ ପଡିଛି। ଖଡ଼ିଆଳର ବିଭିନ୍ନ ଗ୍ରାମାଞ୍ଚଳରେ ଡ୍ରୋନ କ୍ୟାମେରା ଉଡୁଥିବା ନେଇ ଲୋକଙ୍କ ଭୟ ଦ୍ବିଗୁଣିତ ହୋଇଥିବା ଜଣାପଡିଛି। କିଛି ଦିନ ହେଲା ତୁକୁଲା, କିରିକିଟା,…

‘ଦିଲ୍ଲୀ କ୍ରାଇମ୍‌-୨’ର ଟ୍ରେଲର ରିଲିଜ୍‌

ଓ୍ବେବ୍‌ ସିରିଜ୍‌ ‘ଦିଲ୍ଲୀ କ୍ରାଇମ’ର ସଫଳତା ପରେ ବର୍ତ୍ତମାନ ଦର୍ଶକ ଏହାର ସିଜନ ୨କୁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏବେ ଏହି ୱେବ ସିରିଜର ଦ୍ୱିତୀୟ ସିଜିନର ଟ୍ରେଲର ରିଲିଜ ହୋଇଛି। ‘ଦିଲ୍ଲୀ କ୍ରାଇମ ସିଜନ ୨’ରେ ଜଣେ ବୃଦ୍ଧଙ୍କ…

ଅବାଧରେ ଚାଲିଛି ବାଲି ଚୋରାଚାଲାଣ

ଖଡ଼ିଆଳ,୮ା୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକରେ ଥିବା ସୁନ୍ଦରନଦୀର ଅନେକ ସ୍ଥାନରେ ସରକାରୀ ସ୍ବୀକୃତିପ୍ରାପ୍ତ ବାଲିଘାଟ ରହିଛି। ହେଲେ ସେହି ବାଲିଘାଟଗୁଡିକ ୨୦୨୧-୨୨ ମସିହା ପାଇଁ ନିଲାମ ହୋଇ ନ ଥିବାରୁ ଅବାଧରେ ବାଲି ଚୋରା ଚାଲାଣ ହେଉଛି। ଅସାଧୁ ବ୍ୟବସାୟୀମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri