ଦ୍ରୌପଦୀଙ୍କୁ ପ୍ରାର୍ଥୀ କରି ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଦେଇଛନ୍ତି ମୋଦି: ଭାଜପା
ଭୁବନେଶ୍ୱର,୨୨।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଓଡ଼ିଶାକୁ ବାରମ୍ବାର ସମ୍ମାନିତ କରାଯାଇଛି। ଏବେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରି ମୋଦି ସରକାର ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଛାଡ଼ିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କୁ ଭାଜପା ପକ୍ଷରୁ ରାଷ୍ଟ୍ରପତି…
ସିନ୍ଧିଆ-ପାଇଲଟଙ୍କ ପରେ ଏବେ ସିନ୍ଦେ, ଦଳୀୟ ଅସନ୍ତୋଷ ଭାଜପା ପାଇଁ ସୃଷ୍ଟି କରୁଛି ସୁଯୋଗ…
ନୂଆଦିଲ୍ଲୀ, ୨୨।୬ : ଜ୍ୟୋତିରାଦିତ୍ୟ ସିନ୍ଧିଆ, ସଚିନ ପାଇଲଟ ଏବଂ ବର୍ତ୍ତମାନ ଏକନାଥ ସିନ୍ଦେଙ୍କ ପାଇଁ ଭାଜପା ଲାଗି ସୁଯୋଗ ସୃଷ୍ଟି ହୋଇଛି। ଭାଜପାର ୨୪ ଗୁଣନ ୭ ରାଜନୀତିର ଗୋଟିଏ ଦିଗ ହେଉଛି ବିରୋଧୀ ଦଳଗୁଡ଼ିକରେ ଅସନ୍ତୁଷ୍ଟ ନେତାଙ୍କ ପ୍ରତ୍ୟେକ…
ପଚରାଉଚରା ପାଇଁ ସମୟ ମାଗିଲେ ସୋନିଆ
ନୂଆଦିଲ୍ଲୀ,୨୨।୬: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ବୁଧବାର ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)କୁ ଚିଠି ଲେଖିଛନ୍ତି। ଇଡି ନିକଟରେ ହାଜର ହେବାକୁ କିଛି ସପ୍ତାହ ସମୟ ମାଗିଛନ୍ତି। କୋଭିଡ ଏବଂ ଫୁସଫୁସ ସଂକ୍ରମଣରୁ ସେ ସମ୍ପୂର୍ଣ୍ଣ ସୁସ୍ଥ ନ ହେବା ପର୍ଯ୍ୟନ୍ତ ତାଙ୍କୁ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ କଲେ ହାଇକୋର୍ଟ
କଟକ ଅଫିସ,୨୨ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଲାଗି ରହିଥିବା ସମସ୍ତ ବିବାଦର ଅନ୍ତ ଘଟିଛି। ପ୍ରକଳ୍ପକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ହୋଇଥିବା ସମସ୍ତ ମାମଲା ଉପରେ ବୁଧବାର ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ହାଇକୋର୍ଟ। ଦାୟର ଜନସ୍ବାର୍ଥ ମାମଲା ସହ ଅନ୍ୟ…
ଟୁଇନ୍ସିଟିରେ ପ୍ରବଳ ବର୍ଷା
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟୁଇନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା। ବୁଧବାର ରାଜଧାନୀ ଭୁବନେଶ୍ବର, କଟକରେ ଆକାଶରେ ପ୍ରବଳ ମେଘ ଘୋଟି ରହିଥିବା ବେଳେ ବର୍ଷା ହେଉଛି। ଫଳରେ ଲୋକମାନଙ୍କୁ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି। ଅପରପକ୍ଷେ ରାଜ୍ୟରେ ସକ୍ରିୟ ହେଉଛି…
ଆସିଲା ରଶ୍ମିରେଖାଙ୍କ ବ୍ୟବଚ୍ଛେଦ ରିପୋର୍ଟ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖାଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ରିପୋର୍ଟରେ ସେ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଛି। ଶ୍ୱାସରୁଦ୍ଧ ହେବା ଯୋଗୁ ତାଙ୍କ ମୃତ୍ୟୁ ହୋଇଛି। ବ୍ୟବଚ୍ଛେଦ ହେବାର ୨୪ରୁ ୩୬ ଘଣ୍ଟା ପୂର୍ବରୁ ରଶ୍ମୀରେଖାଙ୍କ ମୃତ୍ୟୁ…
ବୁବୁ ପଣ୍ଡା ହତ୍ୟା ମାମଲା: ପ୍ରମାଣ ଅଭାବରୁ ୧୦ ଅଭିଯୁକ୍ତ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୨୨ା୬: ଅତିରିକ୍ତ ଜିଲା ଜଜ୍ (ଏଡିଜେ)- ୧ ସଂଘମିତ୍ରା ଶର୍ମା ବହୁ ଚର୍ଚ୍ଚିତ ରଣ୍ଡାର ବୁବୁ ଓରଫ ଗଣେଶ ପଣ୍ଡା ହତ୍ୟା ମାମଲାର ବୁଧବାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୧୦ ଜଣ ଅଭିଯୁକ୍ତଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।…
‘ୟୁନିଭର୍ସ ବସ’ଙ୍କୁ ଭେଟି ଟ୍ରୋଲ ହେଲେ ମାଲ୍ୟା
ନୂଆଦିଲ୍ଲୀ,୨୨।୬: ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ କ୍ରିକେଟର ତଥା ‘ୟୁନିଭର୍ସ ବସ’ ଭାବରେ ଜଣାଶୁଣା କ୍ରିସ ଗେଲ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛନ୍ତି। ପୂର୍ବତନ ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା ଟୁଇଟର୍ରେ ଗେଲଙ୍କ…
ପ୍ରତିଦିନ ପୃଥିବୀରେ ଘଟୁଛି ୯,୦୦୦ରୁ ଅଧିକ ଭୂକମ୍ପ…
ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୨।୬ : ପୃଥିବୀରେ ପ୍ରତିଦିନ ରିକ୍ଟର ସ୍କେଲରେ ୨.୦ ତୀବ୍ରତାରୁ କମ ତୀବ୍ରତାଯୁକ୍ତ ଭୂକମ୍ପ ବହୁ ସଂଖ୍ୟାରେ ଘଟିଥାଏ। ଏହି ଭୂକମ୍ପକୁ ମାଇକ୍ରୋ ଶ୍ରେଣୀଭୁକ୍ତ କରାଯାଇଛି । ଏହି ଭୂକମ୍ପକୁ ଅନୁଭବ କରିହୋଇ ନଥାଏ। ରିକ୍ଟର ସ୍କେଲରେ ମାଇକ୍ରୋ ବର୍ଗର…
ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ଭେଟିଲେ ନବୀନ
ଭୁବନେଶ୍ୱର(ବ୍ୟୁରୋ)/ରୋମ,୨୨।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବିଶ୍ୱର ସର୍ବପୁରାତନ ସହର ରୋମରେ ପୋପଙ୍କୁ ଭେଟଛନ୍ତି। ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପ ଫ୍ରାନ୍ସିସ୍ଙ୍କୁ ଭେଟିଛନ୍ତି। ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିବାର ସୁଯୋଗ ପାଇଛନ୍ତି ସେ । ତେବେ…
ଆଫଗାନିସ୍ତାନ ଭୂକମ୍ପ, ଶୋଇଥିବା ଅବସ୍ଥାରେ ୯୦୦ରୁ ଅଧିକଙ୍କ ମୃତ୍ୟୁ …
କାବୁଲ, ୨୨।୬ : ଆଫଗାନିସ୍ତାନରେ ଅନୁଭୂତ ହୋଇଥିବା ଭୂକମ୍ପରେ ଶୋଇଥିବା ଅବସ୍ଥାରେ ୯୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଇତିମଧ୍ୟରେ ୯୨୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬୦୦ରୁ ଅଧିକ ଆହତ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଟିତଳେ…
ଇଡ଼ି ପଚରାଉଚରା ଏକ ଛୋଟ ପ୍ରସଙ୍ଗ, ଅଗ୍ନିପଥ-ବେରୋଜଗାରୀ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ରାହୁଲ…
ନୂଆଦିଲ୍ଲୀ, ୨୨।୬ : ନ୍ୟାଶନାଲ ହେରାଲ୍ଡ ମାମଲାରେ ଇଡି ଯାଞ୍ଚର ସମ୍ମୁଖୀନ ହେଉଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର କହିଛନ୍ତି ଯେ ଇଡି ଏବଂ ଏହିପରି ଏଜେନ୍ସିଗୁଡ଼ିକ ମୋ ଉପରେ ଚାପ ପକାଇ ପାରିବେ ନାହିଁ। ସେ କହିଛନ୍ତି, ମୋତେ…
Archives


