Home

ବନ୍ୟା ବୈଠକରେ ଶୋଇପଡ଼ିଲେ ମନ୍ତ୍ରୀ, କଂଗ୍ରେସ କଲା କଟାକ୍ଷ…

ବେଙ୍ଗାଲୁରୁ, ୬।୯ : ପ୍ରବଳ ବର୍ଷା ଯୋଗୁ କର୍ନାଟକରେ ଏକ ବଡ ସମସ୍ୟା ସୃଷ୍ଟି କରିଛି। ଏଥି ସହିତ ରାଜଧାନୀ ବେଙ୍ଗାଲୁରୁର ଅବସ୍ଥା ଅତ୍ୟନ୍ତ ଖରାପ ହେବାରେ ଲାଗିଛି। ଏଠାରେ ଲୋକେ ଯାତାୟାତ ପାଇଁ ଟ୍ରାକ୍ଟର ବ୍ୟବହାର କରିବାକୁ ପଡୁଛି। ସେଥିପାଇଁ…

ସାଇରସ୍‌ ମିସ୍ତ୍ରୀଙ୍କ ନିଧନ ପରେ ସଂକଳ୍ପ ନେଲେ ଆନନ୍ଦ ମହିନ୍ଦ୍ରା: କହିଲେ, ଏହା ସମସ୍ତଙ୍କ ପାଇଁ ଜରୁରୀ

ନୂଆଦିଲ୍ଲୀ,୬।୯: ଟାଟା ସନ୍ସର ପୂର୍ବତନ ଚେୟାରମେନ ସାଇରସ୍‌ ମିସ୍ତ୍ରୀଙ୍କ ରବିବାର ସଡ଼କ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଘଟଣାସ୍ଥଳର ଯାଞ୍ଚ ସମୟରେ ଜଣାପଡ଼ିଛି ଯେ, ସାଇରସ୍‌ ପଛରେ ବସିଥିଲେ ମଧ୍ୟ ସିଟ୍‌ ବେଲ୍ଟ ବାନ୍ଧି ନ ଥିଲେ। ଯାହାଫଳରେ ତାଙ୍କର ମୃତ୍ୟୁ ଘଟିଛି।…

ସୈନ୍ୟବାହିନୀ ସହିତ ବିବାଦ: ନିଜ ଉପରକୁ ବିପଦ ଡାକିଛନ୍ତି ଇମ୍ରାନ…

ଇସଲାମାବାଦ, ୬।୯ : ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାକିସ୍ତାନର ନୂତନ ସେନାଧ୍ୟକ୍ଷଙ୍କ ନିଯୁକ୍ତି ସମ୍ପର୍କରେ ବିବୃତ୍ତି ଯୋଗୁ ବିବାଦ ଉପୁଜିଥିଲା। ରାଜନୈତିକ ସମୀକ୍ଷକଙ୍କ କହିବାନୁସାରେ, ଇମ୍ରାନ ଖାନ ପୂର୍ବରୁ କ୍ରୋଧିତ ଥିବା ସୈନ୍ୟବାହିନୀଙ୍କୁ ପୁଣି ଅଧିକ ଉତ୍ତେଜିତ କରି ନିଜ…

ହରିଆଣାରେ ‘ମେକ୍‌ ଇଣ୍ଡିଆ ନମ୍ବର ଓ୍ବାନ’ ଅଭିଯାନ ଆରମ୍ଭ କରିବେ କେଜ୍‌ରିଓ୍ବାଲ

ଚଣ୍ଡିଗଡ଼,୬।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ବୁଧବାର ହରିଆଣାରୁ ‘ମେକ ଇଣ୍ଡିଆ ନମ୍ବର ୱାନ’ ଅଭିଯାନ ଆରମ୍ଭ କରିବେ। ଏହି ଅବସରରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ମଧ୍ୟ ତାଙ୍କ ସହ ଉପସ୍ଥିତ ରହିବେ। ସେପ୍ଟେମ୍ବର ୭ରେ…

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନକାଉଣ୍ଟରରେ ୨ ଆତଙ୍କବାଦୀ ମୃତ…

ଶ୍ରୀନଗର, ୬।୯ : ମଙ୍ଗଳବାର ଆତଙ୍କବାଦ ବିରୋଧୀ ଅପରେଶନ ଅଲଆଉଟରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଧିକ ଆତଙ୍କବାଦୀଙ୍କ ସନ୍ଧାନରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି…

୩୦ ବର୍ଷରେ ୩୦ ଟ୍ରିଲିୟନ ଅର୍ଥନୀତିରେ ପହଞ୍ଚିବ ଭାରତ: ପୀୟୂଷ ଗୋୟଲ…

ନୂଆଦିଲ୍ଲୀ, ୬।୯ : ଭାରତ ବ୍ରିଟେନକୁ ପଛରେ ପକାଇ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ଏଠାରେ ଉଲ୍ଲେଖଯୋଗ୍ୟ ବିଷୟ ହେଉଛି ଯେ ଆମେ ବର୍ତ୍ତମାନ ବ୍ରିଟେନକୁ ପଛରେ ପକାଇଛୁ। ବ୍ରିଟେନ ଭାରତକୁ ୨୦୦ ବର୍ଷରୁ ଅଧିକ ବର୍ଷ ଧରି…

ରିଲିଜ ହେଲା ‘ଗୁଡବାଏ’ର ଟ୍ରେଲର୍‌; କମେଡି ଆଳରେ ସମ୍ପର୍କର ଗୁରୁତ୍ୱ ବୁଝାଉଛି ଫିଲ୍ମ

ବମ୍ବେ: ରିଲିଜ ହୋଇଛି ମହାନାୟକ ଅମିତାଭ ବଚ୍ଚନ ଏବଂ ନୀନା ଗୁପ୍ତା ଅଭିନୀତ ଫିଲ୍ମ ‘ଗୁଡବାଏ’ର ଟ୍ରେଲର। ଫିଲ୍ମରେ ପ୍ରଥମ ଥର ଲାଗି ନୀନା ଅମିତାଭଙ୍କ ସ୍ତ୍ରୀ ଭୂମିକାରେ ନଜର ଆସୁଥିବା ବେଳେ ଦକ୍ଷିଣ ଭାରତୀୟ ସିନେମାରେ ହିଟ୍‌ ଅଭିନେତ୍ରୀ ରଶିକା…

ବନ୍ୟା ପାଇଁ କଂଗ୍ରେସ ଦାୟୀ: ବୋମ୍ମାଇ…

ବେଙ୍ଗାଲୁରୁ, ୬।୯ : ଦକ୍ଷିଣ ଭାରତର କେତେକ ରାଜ୍ୟରେ ମୌସୁମୀ ବର୍ଷା ସଙ୍କଟ ସୃଷ୍ଟି କରିଛି। କର୍ନାଟକର ବେଙ୍ଗାଲୁରୁ, କେରଳ ଏବଂ ତାମିଲନାଡୁର ବହୁ ଅଞ୍ଚଳରେ ବର୍ଷା ଲୋକମାନଙ୍କ ପାଇଁ ବିପଦ ଆଣିଛି। ସ୍ମାର୍ଟ ସିଟି ବେଙ୍ଗାଲୁରୁର ରାସ୍ତା ଜଳମଗ୍ନ ଘଟଣା…

ଟିମ୍‌ ଇଣ୍ଡିଆ ପାଇଁ କର ବା ମର ସ୍ଥିତି…

ସାରଜା, ୬।୯ : ପାକିସ୍ତାନଠାରୁ ପରାଜିତ ହେବା ପରେ ଟିମ୍‌ ଇଣ୍ଡିଆକୁ ଏସିଆ କପରେ ରହିବା ପାଇଁ ପ୍ରତ୍ୟେକ ମ୍ୟାଚ ଜିତିବାକୁ ପଡ଼ିବ। ଫଳରେ ଟିମ୍‌ ଇଣ୍ଡିଆ ପାଇଁ କର ବା ମର ସ୍ଥିତି ସୃଷ୍ଟି ହୋଇଛି। ଗୋଟିଏ ପରାଜୟ ଟିମ୍‌…

ବିରୋଧୀଙ୍କୁ ଏକଜୁଟ କରିବା ଆମର ଲକ୍ଷ୍ୟ: ନୀତୀଶ…

ନୂଆଦିଲ୍ଲୀ, ୬।୯ : ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳଙ୍କ ମଧ୍ୟରେ ଉଷ୍ଣତା ବଢ଼ିବାରେ ଲାଗିଛି। ଏହି ମର୍ମରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଭେଟିଛନ୍ତି। ଏହି ବୈଠକରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ…

ଦେଶର ପ୍ରଥମ ନାଜାଲ ଭାକ୍ସିନକୁ ଡିସିଜିଆଇ ମଞ୍ଜୁରୀ…

ନୂଆଦିଲ୍ଲୀ, ୬।୯ : କରୋନା ମହାମାରୀ ବିରୋଧରେ ଭାରତକୁ ଆଉ ଏକ ବଡ଼ ସଫଳତା ମିଳିଛି। ଜରୁରୀକାଳୀନ ବ୍ୟବହାର ପାଇଁ ଦେଶର ପ୍ରଥମ ନାଜାଲ ଭାକ୍ସିନକୁ ଡିସିଜିଆଇ ମଞ୍ଜୁରୀ ପ୍ରଦାନ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏସମ୍ପର୍କରେ ସୂଚନା ପ୍ରଦାନ…

ସେପ୍ଟମ୍ବର ୧୭ରେ ରକ୍ତଦାନ ଅମୃତ ମହୋତ୍ସବ…

ନୂଆଦିଲ୍ଲୀ, ୬।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ରକ୍ତ ଦାନ ଅମୃତ ମହୋତ୍ସବ ଆରମ୍ଭ କରାଯିବ। ଏଥିପାଇଁ ଆରୋଗ୍ୟ ସେତୁ ପୋର୍ଟାଲରେ ପଞ୍ଜୀକରଣ ଆରମ୍ଭ ହୋଇଛି । ସେପ୍ଟେମ୍ବର ୧୭ ରେ ସାରା ଦେଶରେ ଏକ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?