Home

ସ୍ବତଃ ତାଲିକା ବ୍ୟବସ୍ଥା ଲାଗୁ କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୬ା୯: ଓଡ଼ିଶା ହାଇକୋର୍ଟରେ ମାମଲାଗୁଡ଼ିକର ସ୍ବତଃ ତାଲିକାଭୁକ୍ତ(ଅଟୋ ଲିଷ୍ଟିଂ) ପଦ୍ଧତି ଆପଣାଇବାକୁ ସୁପ୍ରିମକୋର୍ଟ ସୋମବାର ପ୍ରସ୍ତାବ ଦେଇଛନ୍ତି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ କ୍ରିଷ୍ଣା ମୁରାରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ମାମଲାର ତାଲିକା(ଲିଷ୍ଟିଂ) ବ୍ୟବସ୍ଥାକୁ ତ୍ୱରିତ…

ଦିଲ୍ଲୀରେ ଯାତ୍ରୀ, ଭୁବନେଶ୍ୱରରେ ବେଗ୍‌

ଭୁବନେଶ୍ବର,୬ା୯(ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଘରୋଇ ଅନୁଷ୍ଠାନ ପକ୍ଷରୁ ଜୀବନବ୍ୟାପୀ ସାଧନା ପାଇଁ ପୁରସ୍କାର ମିଳିଛି। ଏହି ଉତ୍ସବରେ ଯୋଗଦେବାକୁ ବିଜେଡିର ବହୁ ଆଗ ଧାଡ଼ିର ଯୁବ ଓ ଛାତ୍ର ନେତାମାନେ ଦିଲ୍ଲୀ ଯାଇଥିଲେ। ସେଠାରେ କାର୍ଯ୍ୟକ୍ରମ…

ହାଉଯାଉ ନକଲି ବ୍ରାଣ୍ଡ୍‌

ଭୁବନେଶ୍ୱର,୬ା୯(ବ୍ୟୁରୋ):ହାଟବଜାରରେ ହାଉଯାଉ ନକଲି ବ୍ରାଣ୍ଡ୍‌। ତେଲ, ଲୁଣ, ହଳଦୀ, ସସ୍‌, ଡିଟରଜେଣ୍ଟ, ଦୁଗ୍ଧ, ଘିଅ, ପନିରଠାରୁ ଆରମ୍ଭକରି ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଭେଜାଲ ବଜାରକୁ କବଳିତ କରିଛି। ଗତ କିଛି ବର୍ଷ ହେବ ଏଭଳି ଅପମିଶ୍ରଣ ରାଜ୍ୟରେ ବଢ଼ି ବଢ଼ି ଚାଲିଛି,…

ବ୍ରିଟେନ ମହାରାଣୀଙ୍କୁ ଇସ୍ତଫା ପତ୍ର ଦେବେ ବୋରିସ ଜନସନ, ଲିଜ ଟ୍ରସ୍ ନେବେ ଶପଥ

ଲଣ୍ଡନ,୬ ।୯: ଶାସକ କଂଜରଭେଟିଭ ପାର୍ଟିର ନେତା ପଦର ଦୌଡରେ ମନ୍ତ୍ରୀ ଲିଜ ଟ୍ରସ୍ ବିଜୟୀ ହୋଇଛନ୍ତି । ସେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭରୀତୀୟ ମୂଳ ବାସନ୍ଦା ଋଷି ସୁନକଙ୍କୁ କଡା ମୁକାବିଲାରେ ହରାଇଛନ୍ତି । ଏବେ ଲିଜ ବ୍ରିଟେନ…

ଦରଘା ବୁଲିବା ପରେ ଜୟଶଙ୍କରଙ୍କୁ ଭେଟିଲେ ହାସିନା

ନୂଆଦିଲ୍ଲୀ, ୫ା୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ସୋମବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ବୟନଶିଳ୍ପ, ରେଳପଥ ରାଷ୍ଟ୍ରମନ୍ତ୍ରୀ ଦର୍ଶନ ବିକ୍ରମ ଜର୍ଦ୍ଦୋଶ ତାଙ୍କୁ ସ୍ବାଗତ କରିଥିଲେ। ୪ ଦିନିଆ ଗସ୍ତର ପ୍ରଥମ ଦିନରେ ହାସିନା ପ୍ରସିଦ୍ଧ ସୁଫି ସନ୍ଥ ନିଜାମୁଦ୍ଦିନ୍‌ ଔଲିଆ ଦରଘାକୁ…

ବଦାନତା ଦେଖାଇଲା ଭାରତ: ପାକିସ୍ତାନକୁ ପଠାଇଲା ମୃତଦେହ

ଶ୍ରୀନଗର,୫।୯: ଫିଦାୟିନ ଆକ୍ରମଣକାରୀ ତବାରକ ହୁସୈନ୍‌ଙ୍କ ମୃତଦେହ ପାକିସ୍ତାନକୁ ହସ୍ତାନ୍ତର କର ନିଜର ବଦାନତା ଦେଖାଇଛି ଭାରତ। ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟା ୬ମିନିଟ୍‌ରେ ହୁସୈନଙ୍କ ମୃତଦେହକୁ ପାକିସ୍ତାନୀ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି ବୋଲି ଡକ୍ଟର ମନମିତ କୌର କହିଛନ୍ତି। ଶନିବାର…

ବେଆଇନ ନିର୍ମାଣ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସିଲ୍‌ କରି ଲେଭାନା ହୋଟେଲକୁ ଭାଙ୍ଗିବାକୁ ନିର୍ଦ୍ଦେଶ

ଲକ୍ଷ୍ନୌ,୫।୯: ଉତ୍ତରପ୍ରଦେଶର ଲକ୍ଷ୍ନୌ ସ୍ଥିତ ଲେଭାନା ହୋଟେଲକୁ ନେଇ ପୋଲିସ ଏକ ବଡ଼ ସୂଚନା ଦେଇଛି। ନକ୍ସା ପାସ୍‌ ନ କରି ଏହି ହୋଟେଲ ନିର୍ମାଣ କରାଯାଇଛି ବୋଲି ସୋମବାର ପୋଲିସ କହିଛି। ଏହି ପରିପ୍ରେକ୍ଷୀରେ ହୋଟେଲକୁ ସିଲ୍‌ କରିବା ସହ…

ଏଏପି ନେତାଙ୍କୁ ନୋଟିସ୍‌ ପଠାଇଲେ ଉପରାଜ୍ୟପାଳ: ୪୮ଘଣ୍ଟାରେ ଜବାବ ଦିଅ

ନୂଆଦିଲ୍ଲୀ,୫।୯: ଦିଲ୍ଲୀରେ ଆମ ଆଦମୀ ପାର୍ଟି(ଏଏପି) ଓ ଉପରାଜ୍ୟପାଳ ମଧ୍ୟରେ ଜାରି ରହିଥିବା ବିବାଦ ବର୍ତ୍ତମାନ ଏକ ଆଇନଗତ ନୋଟିସରେ ପହଞ୍ଚିଛି। ନିକଟରେ ଦିଲ୍ଲୀରେ ଏହାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଥିବା ବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି।…

ଗୁରୁଦିବସରେ ୪୭ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

ନୂଆଦିଲ୍ଲୀ,୫।୯: ବିଦ୍ୟାଳୟ ଶିକ୍ଷାକ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୪୬ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଗୁରୁଦିବସ ଅବସରରେ ଜାତୀୟ ପୁରସ୍କାରରେ ସମ୍ମାନିତ କରିଛନ୍ତି। ପଞ୍ଜାବ, ମହାରାଷ୍ଟ୍ର, ରାଜସ୍ଥାନ, ହିମାଚଳ ପ୍ରଦେଶ, ତେଲେଙ୍ଗାନା ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, ବିହାର, ସିକିମ୍‌,…

ଗୁରୁଦିବସରେ ମୋଦିଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୯: ଗୁରୁଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ସ୍କୁଲ ଫର୍‌ ରାଇଜିଂ ଇଣ୍ଡିଆ (ପିଏମ୍‌- ଏସ୍‌ଏଚ୍‌ଆରଆଇ) ଯୋଜନା ଅଧୀନରେ ସମଗ୍ର ଭାରତର ୧୪,୫୦୦ ବିଦ୍ୟାଳୟର ବିକାଶ ଏବଂ ନବୀକରଣ କରାଯିବ। ଗୁରୁଦିବସ ଅବସରରେ ଏକ…

ରାହୁଲଙ୍କୁ ଭେଟିଲେ ନୀତୀଶ: ୫୦ମିନିଟ୍‌ ଧରି ଚାଲିଲା ଆଲୋଚନା

ନୂଆଦିଲ୍ଲୀ,୫।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ଦିଲ୍ଲୀରେ ପହଞ୍ଚିବା ପରେ ନୀତୀଶ କୁମାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ସାକ୍ଷାତକାର ପ୍ରାୟ ୫୦ମିନିଟ ଧରି…

ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଲିଜ୍‌ ଟ୍ରସ୍‌ଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଟ୍ରସଙ୍କ ନେତୃତ୍ୱରେ ଭାରତ-ବ୍ରିଟେନ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କ ଆହୁରି ସୁଦୃଢ ହେବାକୁ ଯାଉଛି। ନୂତନ ଦାୟିତ୍ୱ ଓ ସଫଳ କାର୍ଯ୍ୟକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?