Home

ଗାଜା ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ହମାସ କମାଣ୍ଡର ସମେତ ୧୦ମୃତ

ଜେରୁଜେଲମ,୬ ।୮: ଇସ୍ରାଏଲ ପକ୍ଷରୁ ଶୁକ୍ରବାର ଗାଜା ଉପରେ କରାଯାଇଥିବା ଏୟାର ଷ୍ଟ୍ରାଇକରେ ହମାସର ଜଣେ ବରିଷ୍ଠ କମାଣ୍ଡରଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି । ପାଲେଷ୍ଟାଇନର ଅଧିକାରୀ ଏହି…

ଅମିତଙ୍କୁ ଦିଗବିଜୟଙ୍କ ଜବାବ, ଜନତାଙ୍କ ହକ ପାଇଁ କଂଗ୍ରେସ ସହ ଅଛନ୍ତି ଭଗବାନ ରାମ

ନୂଆଦିଲ୍ଲୀ,୬ ।୮: ଦରଦାମ ବୃଦ୍ଧି ଓ ବେକାରୀ ସମସ୍ୟାକୁ ନେଇ କଂଗ୍ରେସ ଦେଶବ୍ୟାପି ପ୍ରଦର୍ଶନ କରୁଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ଏହାକୁ ନେଇ ବିଭିନ୍ନ ପ୍ରକାର ଅଭିଯୋଗ ଆଣିଛି । ପ୍ରଥମେ ଭାଜପା ନେତା ଏହାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କାର୍ଯ୍ୟାନୁଷ୍ଠାନକୁ…

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୬ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାରଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଆସନ୍ତା ୭ରେ ଦିଲ୍ଲୀର ବିଜ୍ଞାନ ଭବନରେ ହେବାକୁ ଥିବା ନୀତି ଆୟୋଗ ୭ମ ପରିଚାଳନା ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ସେହିପରି ଶୁକ୍ରବାର…

ପଦକ ପକ୍କା କଲେ ଭବିନା

ବର୍ମିଂହାମ,୫ା୮: ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଶୁକ୍ରବାର କ୍ଲାସ୍‌ ୩-୫ ପାରା ଟେବଲ ଟେନିସର ଫାଇନାଲରେ ପହଞ୍ଚିବା ସହିତ ଭାରତ ପାଇଁ ପଦକ ପକ୍କା କରିଛନ୍ତି ଭବିନା ବେନ୍‌ ପଟେଲ। ପାରାଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ୩୫ ବର୍ଷୀୟ ଭବିନା ଇଂଲଣ୍ଡର ସୁ…

କଂଗ୍ରେସର କଳା ପୋଷାକ ପିନ୍ଧି ବିକ୍ଷୋଭକୁ ଭିନ୍ନ ରୂପ ଦେଲେ ଶାହା, ରାମ ମନ୍ଦିର ସହ ଯୋଡ଼ିଲେ

ନୂଆଦିଲ୍ଲୀ,୫।୮: କଂଗ୍ରେସ ପକ୍ଷରୁ ଦରଦାମ ବୃଦ୍ଧି ଏବଂ ବେକାରୀ ସମସ୍ୟାକୁ ନେଇ କରାଯାଇଥିବା ବିକ୍ଷୋଭକୁ ନେଇ ବଡ଼ ବୟାନ ଦେଇଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଅଗଷ୍ଟ ୫ ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ଶିଳାନ୍ୟାସ କରାଯାଇଥିଲା। ଏଣୁ ଆଜିର…

ଏଣିକି ଡ. ସୁରେଶ ରାଇନା

ନୂଆଦିଲ୍ଲୀ,୫।୮: ‘ଡକ୍ଟରେଟ୍‌’ ଉପାଧି ପାଇଲେ ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା। ଓ୍ବେଲ୍ସର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ଆଣ୍ଡ ଆଡଭାନ୍ସ ଷ୍ଟଡିଜ୍‌(ଭିଇଏଲ୍‌ଏସ୍‌) ପକ୍ଷରୁ ରାଇନାଙ୍କୁ ଏହି ଡିଗ୍ରୀ ପ୍ରଦାନ କରାଯାଇଛି। ଏହି ବିଶେଷ ମୂହୁର୍ତ୍ତରେ କ୍ରିକେଟରଙ୍କ ପୁରା ପରିବାର…

ଅଗଷ୍ଟ ୧୮ ଯାଏ ଜେଲରେ ରହିବେ ପାର୍ଥ-ଅର୍ପିତା

କୋଲକାତା,୫।୮: ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ଅଭିନେତ୍ରୀ ଅର୍ପିତା ମୁଖାର୍ଜୀଙ୍କୁ ଅଗଷ୍ଟ ୧୮ ଯାଏ ଅର୍ଥାତ ଆସନ୍ତା ୧୪ ଦିନ ଯାଏ ଜେଲରେ ରହିବେ। ଉଭୟଙ୍କୁ ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଘଟଣାରେ ଇଡି ଗିରଫ କରି ଜେରା…

ଶାହିଦଙ୍କୁ କରିନାଙ୍କ ପୂର୍ବ ସ୍ବାମୀ କହିଲେ କରନ୍‌ ଜୋହର

ବମ୍ବେ: ପ୍ରସାରିତ ହେବା ଦିନଠାରୁ ଚର୍ଚ୍ଚାରେ ରହିଛି ନିର୍ଦ୍ଦେଶକ କରନ୍‌ ଜୋହରଙ୍କ ବିବାଦୀୟ ରିଆଲିଟି ଶୋ’ ‘କଫି ଉଇଥ୍‌ କରନ୍‌’। ସେଲିବ୍ରିଟିମାନଙ୍କ ସହ ଗପ୍‌ସପ୍‌ ସାଙ୍ଗକୁ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ପ୍ରସଙ୍ଗକୁ ନେଇ କରନ୍‌ ପ୍ରଶ୍ନ କରୁଛନ୍ତି। ଗୁରୁବାର ପ୍ରସାରିତ…

କହିଥିଲେ ଶାହାରୁଖ: ‘କାଜୋଲ ମୋ’ ସାନ ଭଉଣୀ’

ବମ୍ବେ: ବଲିଉଡ୍‌ରେ ଏକାଠି କାମ କରୁଥିବା କଳାକାରଙ୍କ ଲିଙ୍କଅପ୍‌ର ଅନେକ ଖବର ଶୁଣିବାକୁ ମିଳେ। କେତେବେଳେ ଏହା ସତ ପାଲଟେ ତ କେତେବେଳେ ଗୁଜବ। ଏହି କ୍ରମରେ ସୁପରଷ୍ଟାର ଶାହାରୁଖ ଖାଁଙ୍କ ନାମ ଅନେକ ନାୟିକାଙ୍କ ସହ ଯୋଡ଼ା ଯାଇଛି। ସେଥିରୁ…

ମୋଦି ସରକାରଙ୍କ ବିିରୋଧରେ କଂଗ୍ରେସର ଆନ୍ଦୋଳନ: ଗିରଫ ହେଲେ ୨୦୦ନେତା, ୫୦ଏମ୍‌ପି

ନୂଆଦିଲ୍ଲୀ,୫।୮: ଦରବୃଦ୍ଧି ଓ ବେରୋଜଗାରୀ ଓ ଜିଏସ୍‌ଟିକୁ ନେଇ ମୋଦି ସରକାରଙ୍କୁ ଘେରିବା ପାଇଁ କଂଗ୍ରେସ ଶୁକ୍ରବାର ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ କରିଛି। ଏହି କ୍ରମରେ ଦିଲ୍ଲୀରେ ମଧ୍ୟ କଂଗ୍ରେସର ବରିଷ୍ଠ କର୍ମକର୍ତ୍ତା ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି ପ୍ରତିବାଦରେ ଦଳର କଂଗ୍ରେସ…

ଚାଇନା ହମ୍ବତୋଟା ବନ୍ଦରକୁ ପଠାଇଲା ସ୍ପାଏ ଜାହାଜ: ଆପତ୍ତି କଲା ଭାରତ

କଲମ୍ବୋ/ବେଜିଂ,୫।୮: ଏଲ୍‌ଏସିକୁ ନେଇ ଭାରତ-ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ପୁଣି ଦେଖାଦେଇଛି। ବର୍ତ୍ତମାନ ଚାଇନାର ଆଉ ଏକ କାର୍ଯ୍ୟ ଦୁଇ ଦେଶ ମଧ୍ୟରେ ଥିବା ତିକ୍ତତା ସମ୍ପର୍କକୁ ଆହୁରି ଦ୍ୱିଗୁଣିତ କରିଦେଇଛି। ଭାରତ ଏବଂ ଚାଇନା ମଧ୍ୟରେ ବଢ଼ୁଥିବା ତିକ୍ତତାର…

୨୦ କି.ମି ମୃତଦେହ କାନ୍ଧରେ ବୋହିବା ଘଟଣା: ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ବାରାଣସୀ,୫।୮: ଉତ୍ତରପ୍ରଦେଶର ପ୍ରୟାଗରାଜ ଜିଲାରେ ପୁଅର ମୃତଦେହକୁ କାନ୍ଧରେ ବୋହିବା ଘଟଣାର ୩ ଦିନ ପରେ ଯୋଗୀ ସରକାର ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବିଦ୍ୟୁତ୍‌ ବିଭାଗର ୩ଜଣ ଅଧିକାରୀଙ୍କୁ ସରକାର ନିଲମ୍ବିତ କରିଥିବା ବେଳେ ମୁଖ୍ୟ ଯନ୍ତ୍ରୀଙ୍କ ସମେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri