‘ଜନତାଙ୍କୁ ନେଇ ସରକାର, ସରକାରଙ୍କୁ ନେଇ ଜନତା ନୁହେଁ’
ନୂଆଦିଲ୍ଲୀ,୫।୮: ଦରବୃଦ୍ଧି ଓ ବେରୋଜଗାରୀକୁ ନେଇ କଂଗ୍ରେସ ଶୁକ୍ରବାର ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ କରୁଛି। ଏହି କ୍ରମରେ ଦିଲ୍ଲୀରେ କଂଗ୍ରେସର ବରିଷ୍ଠ କର୍ମକର୍ତ୍ତା ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆନ୍ଦୋଳନ ବେଳେ ପୋଲିସ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସ…
ଏଲ୍ଏସି ନିକଟରେ ଚାଇନାର ଫାଇଟର ଜେଟକୁ ଦେଖି ଭାରତର ଚେତାବନୀ, ଉସକାଇବାକୁ ନ କର ପ୍ରୟାସ
ନୂଆଦିଲ୍ଲୀ,୫ ।୮: ଭାରତ ଓ ଚାଇନା ମଧ୍ୟରେ ଲଗାତାର ଉତ୍ତେଜନା ଲାଗି ରହିଛି । ଚାଇନା ସେନା ପକ୍ଷରୁ ସୀମାରେ ସର୍ବଦା ଉସକାଇବା ଭଳି କାମ କରାଯାଉଛି । କିଛିଦିନ ତଳେ ଏଲଏସି ନିକଟରେ ଫାଇଟର ବିମାନ ଉଡୁଥିବା ଦେଖାଯିବା ପରେ…
ନାନ୍ସିଙ୍କ ଉପରେ ପ୍ରତିବନ୍ଧକ ଲଗାଇଲା ଚାଇନା
ବେଜିଂ,୫।୮: ତାଇଓ୍ବାନ ଯାତ୍ରା ପରେ ଆମେରିକା ହାଉସ୍ ସ୍ପିକର ନାନ୍ସି ପେଲୋସିିଙ୍କ ଉପରେ ଚାଇନା ପ୍ରତିବନ୍ଧକ ଲଗାଇଛି। ଶୁକ୍ରବାର ଚାଇନାର ବର୍ହିବ୍ୟାପାର ମନ୍ତ୍ରଣାଳୟ ନାନ୍ସି ଏବଂ ତାଙ୍କ ପରିବାରର ସଦସ୍ୟଙ୍କ ଉପରେ ପ୍ରତିବନ୍ଧକ ଘୋଷଣା କରିଛି। ଏଥିସହ ନାନ୍ସିଙ୍କ ଗସ୍ତକୁ ଦୃଢ଼…
ରିପୋର୍ଟିଂ କରି ସ୍କୁଲର ସମସ୍ୟା ଦେଖାଇଲେ ୧୨ବର୍ଷୀୟ ଛାତ୍ର: ଭିଡିଓ ଭାଇରାଲ
ରାଞ୍ଚି,୫।୮: ଝାଡ଼ଖଣ୍ଡର ଗୋଡ୍ଡା ଅଞ୍ଚଳରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ ୧୨ବର୍ଷୀୟ ଛାତ୍ର ସାମ୍ବାଦିକ ହୋଇ ବିଦ୍ୟାଳୟର ସମସ୍ୟାକୁ ସମସ୍ତଙ୍କ ସମ୍ମୁଖକୁ ଆଣିବାକୁ ପ୍ରୟାସ କରିଛନ୍ତି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
ମାର୍ଗାରେଟ୍ ଆଲଭାଙ୍କୁ ସମର୍ଥନ ଦେବ ଟିଆର୍ଏସ୍
ନୂଆଦିଲ୍ଲୀ,୩।୮: ଆସନ୍ତା ଉପରାଷ୍ଟ୍ରପତି ନିର୍ବାଚନରେ ଟିଆର୍ଏସ୍ ବିରୋଧୀ ଦଳର ପ୍ରାର୍ଥୀ ମାର୍ଗାରେଟ୍ ଆଲଭାଙ୍କୁ ସମର୍ଥନ କରିବ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଟିଆର୍ଏସ୍ ମୁଖ୍ୟ କେ ଚନ୍ଦ୍ରଶେଖର ରାଓ ଦଳର ନେତାଙ୍କ ସହ ପରାମର୍ଶ ପରେ ଆଲଭାଙ୍କୁ ସମର୍ଥନ କରିବାର ଚୂଡ଼ାନ୍ତ ନିଷ୍ପତ୍ତି…
ହସ୍ପିଟାଲରେ ଶିଶୁ ମୃତ୍ୟୁ ନେଇ ଉତ୍ତେଜନା
ବାଲେଶ୍ୱର ଅଫିସ,୫ା୮: ବାଲେଶ୍ୱର ଜିଲା ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଶିଶୁ ମୃତ୍ୟୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ପ୍ରକାଶ, ବାଲିଆପାଳ ଥାନା ଅଧିନସ୍ଥ ବଡ଼ସିମୁଳିଆ ଅଞ୍ଚଳର ଦିଲୀପ କୁମାର୍ ବୀର ସ୍ତ୍ରୀ ରବିନା ନାୟକଙ୍କୁ…
ଅନ୍ତେବାସୀ ଛାତ୍ରଙ୍କ ମୃତ୍ୟୁ, ଚିକିତ୍ସା ଅଭିଯୋଗ ଆଣିଲେ ପରିବାର ଲୋକେ
ନୀଳଗିରି,୫ା୮(ଡି.ଏନ୍.ଏ): ହଷ୍ଟେଲରେ ରହୁଥିବା ଆଦିବାସୀ ଛାତ୍ରଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତମ ଚିକିତ୍ସା ଯୋଗାଇବା ବଦଳରେ ଗୁରୁତର ଛାତ୍ରଙ୍କୁ ଘରକୁ ପଠାଇ ଦେଇଥିଲେ ଶିକ୍ଷକ। ଶୁକ୍ରବାର ଚିକତ୍ସା ହେଉଥିବା ବେଳେ ଆଖି ବୁଜିଛନ୍ତି। ଏଭଳି ଘଟଣା ବାଲେଶ୍ୱର ଜିଲା…
ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ୨ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, ୫ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ୨ଟି ପୁସ୍ତକ ‘ଶେଷ ଚିଠି’ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ମହାନ୍ତିଙ୍କୁ ତାଙ୍କ ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇବା…
ନନ୍ଦିନୀ ଥିଲେ ନାରୀ ପ୍ରଗତିର ମୂର୍ତ୍ତିମନ୍ତ ପ୍ରତୀକ
ଭୁବନେଶ୍ୱର,୫।୮(ବ୍ୟୁରୋ):ନନ୍ଦିନୀ ଶତପଥୀ ଥିଲେ ନାରୀ ସଶକ୍ତୀକରଣ ଓ ପ୍ରଗତିର ପ୍ରତୀକ। ନାରୀ ସ୍ବାଧୀନତା ପାଇଁ ସେ ଆଜୀବନ ଲଢ଼େଇ କରିଥିଲେ। ପ୍ରଶାସନିକ ନିଷ୍ପତ୍ତି ନେବାରେ କଠୋର ଥିବାବେଳେ ଜନକଲ୍ୟାଣ କାର୍ଯ୍ୟରେ ଜଣେ ମା’ ଭାବରେ ସ୍ନେହମୟୀର ଭୂମିକା ନିର୍ବାହ କରୁଥିଲେ। ଓଡ଼ିଶାର…
କ୍ରୀଡ଼ା: ଦକ୍ଷତା ପ୍ରଦର୍ଶନର ଅନ୍ୟତମ ମାର୍ଗ
ସମଗ୍ର ବିଶ୍ୱରେ କ୍ରୀଡ଼ାର ମହତ୍ତ୍ୱ ବଢିଛି। ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚିତ ହେବା ଲାଗି ବିଭିନ୍ନ ଦେଶ କ୍ରୀଡ଼ାକୁ ଗୁରୁତ୍ୱ ଦେଉଛନ୍ତି। କ୍ରୀଡ଼ାରେ ଉତ୍କର୍ଷତା ହାସଲ କରିବା ସେମାନଙ୍କର ଏକମାତ୍ର ଲକ୍ଷ୍ୟ… ସମଗ୍ର ବିଶ୍ୱରେ କ୍ରୀଡ଼ାର ମହତ୍ତ୍ୱ ବଢ଼ିଛି। ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚିତ…
ସ୍ବାଧୀନତା ଦିବସରେ ଆତ୍ମାହୁତି ପାଇଁ ରାଷ୍ଟ୍ରପତିଙ୍କୁ ଚିଠି
ଖୁଣ୍ଟୁଣୀ,୫।୮(ଡି.ଏନ୍.ଏ.): ଖୁଣ୍ଟୁଣୀର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବାକୁ ୧୯୯୪ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବାରେ ସରକାର ଓ ପ୍ରଶାସନ ଅବହେଳା କରିଆସୁଛନ୍ତି। ଏହାର ପ୍ରତିବାଦରେ ସ୍ବାଧୀନତା ଦିବସରେ ଡାକ୍ତରଖାନା…
ନାଟକ ମୋର ପ୍ରଥମ ପ୍ରେମ
ଜାତୀୟ ପୁରସ୍କାରପ୍ରାପ୍ତ ରଜିତ କପୁର ବଲିଉଡ୍ର ଜଣେ ଜଣାଶୁଣା ଅଭିନେତା। ଅଭିନୟ ଛଡ଼ା ସେ ପ୍ରଯୋଜନା, ନିର୍ଦ୍ଦେଶନା ତଥା କାହାଣୀ ମଧ୍ୟ ଲେଖିଥାନ୍ତି। ୧୯୯୩ର ବ୍ୟୋମକେଶ ବକ୍ସି ଏବଂ ୧୯୯୬ରେ ମହାତ୍ମା ଗାନ୍ଧୀଙ୍କ ଚରିତ୍ର ତାଙ୍କୁ ଦର୍ଶକଙ୍କ ମହଲରେ ବେଶ୍ ଲୋକପ୍ରିୟ…
Archives


