Home

ଅଟା ତରଳ କି କଠିନ ରାହୁଲ ଗାନ୍ଧୀ ଜାଣନ୍ତି ନାହିଁ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୪।୯: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଦଳ ପକ୍ଷରୁ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ ଅନୁଷ୍ଠିତ ‘ମହଙ୍ଗାଇ ପର୍‌ ହଲ୍ଲା ବୋଲ୍‌’ ରାଲିରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ମୋଦି ଭୟ ଓ ଘୃଣାର ପ୍ରସାର…

ଶିଶୁଙ୍କ ପୋଷଣ ଲାଗି ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗଙ୍କ ପ୍ରଶଂସା

ସୁନ୍ଦରଗଡ଼, ୪।୯(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲାରେ ସାନ ପିଲାଙ୍କ ପୋଷଣ ପାଇଁ ସରକାରଙ୍କ ପକ୍ଷରୁ ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗ ପ୍ରଶଂସା କରିଛନ୍ତି। ପିଲାଙ୍କ ପୋଷଣ ସହ ଏହା ସ୍ଥାନୀୟ ଚାଷୀ ଏବଂ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ଜୀବିକାକୁ…

ବକ୍ସ ଅଫିସ୍‌ରେ ‘ଲାଇଗର’ ସୁପର୍‌ ଫ୍ଲପ୍‌: ନିର୍ମାତାଙ୍କୁ ଟଙ୍କା ଫେରାଇବେ ବିଜୟ

ମୁମ୍ବାଇ: ବକ୍ସ ଅଫିସ୍‌ରେ ‘ଲାଇଗର’ ଫିଲ୍ମ ଫ୍ଲପ୍‌ ହେବା ପରେ ଏହାର ନିର୍ମାତା ଏବଂ କଳାକାରମାନେ ନିରାଶ ହୋଇଛନ୍ତି। ଫିଲ୍ମରେ ମୁଖ୍ୟ ଭୂମିକାରେ ଥିବା ସାଉଥ୍‌ ଅଭିନେତା ବିଜୟ ଦେବରକୋଣ୍ଡା କ୍ଷତିପୂରଣ ପାଇଁ ଫିଲ୍ମ ନିର୍ମାତାଙ୍କୁ ୬ କୋଟି ଟଙ୍କା ଫେରାଇବାକୁ…

କୋହଲିଙ୍କ ଜବରଦସ୍ତ ବ୍ୟାଟିଂ: ପାକିସ୍ତାନକୁ ୧୮୨ ରନ୍‌ର ଟାର୍ଗେଟ୍‌

ଦୁବାଇ,୪।୯: ଏସିଆ କପ୍‌ ୨୦୨୨ ସୁପର୍‌-୪ ଏକ ମ୍ୟାଚ୍‌ରେ ରବିବାର ଭାରତ ପାକିସ୍ତାନକୁ ୧୮୨ ରନ୍‌ର ଟାର୍ଗେଟ୍‌ ଦେଇଛି। ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୧୮୧ ରନ୍‌ ସଂଗ୍ରହ କରିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ…

କମେଣ୍ଟମରାରୁ ଛାତ୍ରୀଙ୍କୁ ହତ୍ୟା: ଗାଁ ପୋଖରୀରୁ ମୃତଦେହ ଜବତ

ଯାଜପୁର ଅଫିସ/ପ୍ରୀତିପୁର/ଦଶରଥପୁର(ଡି.ଏନ୍‌.ଏ.),୪ା୯ କମେଣ୍ଟମରାକୁ କେନ୍ଦ୍ରକରି ଜଣେ ଛାତ୍ରୀଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଉତ୍ତଙ୍ଗରା ପଞ୍ଚାୟତ ଅଧୀନ ବରିକୂଳ ଗ୍ରାମର ଅମୂଲ୍ୟ ଦାସଙ୍କ ଝିଅ ଅମ୍ରିତା(୧୪)। ତାଙ୍କ ମୃତଦେହକୁ ଗାଁର ନାଳକୂଳ ପୋଖରୀରୁ ଶନିବାର ରାତିରେ…

କଂଗ୍ରେସକୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୪।୯ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଗୁଜରାଟ ଗସ୍ତ ପୂର୍ବରୁ ଦଳକୁ ବଡ଼ ଝଟ୍‌କା ଲାଗିଛି। ବିଶ୍ୱନାଥସିଂ ବାଘେଲା ରାଜ୍ୟ ଯୁବକଂଗ୍ରେସ ଅଧ୍ୟକ୍ଷ ପଦରୁ ରବିବାର ଇସ୍ତଫା ଦେଇଛନ୍ତି। ସୋମବାର ରାହୁଲ ଅହମଦାବାଦ ଆସି ‘ଭାରତ ଯୋଡୋ ଯାତ୍ରା’ରେ ଯୋଗଦେବା ସହ…

କଙ୍ଗନାଙ୍କ ଖୁଲାସା: ମହେଶଙ୍କ ଅସଲି ନାଁ ଅସ୍‌ଲାମ

ମୁମ୍ବାଇ, ୪ା୯:ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ପୁଣି ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏଥର ସେ ଫିଲ୍ମ ନିର୍ମାତା ମହେଶ ଭଟ୍ଟଙ୍କୁ ଟାର୍ଗେଟ କରିଛନ୍ତି। ଇନ୍‌ଷ୍ଟାଗ୍ରାମରେ ପୁରୁଣା ଭିଡିଓ ଶେୟାର କରି କଙ୍ଗନା କହିଛନ୍ତି, ମହେଶ ଭଟ୍ଟଙ୍କ ଅସଲି…

ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ: ୭, ୮ରେ ଭାଜପା କରିବ ସାଧାରଣ ସଭା

ଭୁବନେଶ୍ବର,୪ା୯(ବ୍ୟୁରୋ):୨୩ ବର୍ଷର ନିରୁଙ୍କଶ ଶାସନରେ ମଧ୍ୟ ଓଡିଶାର ମହିଳାମାନେ ନ୍ୟାୟ ପାଇବା ସ୍ବପ୍ନ ପାଲଟିଛି। ଏନ୍‌ସିଆର୍‌ବି ରିପୋର୍ଟ-୨୦୨୧ରେ ଏହା ସ୍ପଷ୍ଟ ଉଲ୍ଳେଖ ରହିଛି। ରାଜ୍ୟରେ ମହିଳା ବିରୋଧୀ ହିଂସା, ମହିଳା ଅପହରଣ, ମହିଳା ଅସଦାଚରଣ, ବଳାତ୍କାର, ନାବାଳିକା ଯୈାନ ନିଯ୍ୟାତନା, ମହିଳା…

ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଟସ୍‌ ଜିତିଲା ପାକିସ୍ତାନ

ଦୁବାଇ,୪।୯:ଏସିଆ କପରେ ରବିବାର ଦୁଇ ଚିରପ୍ରତିଦ୍ୱନ୍ଦୀ ଭାରତ ଏବଂ ପାକିସ୍ତାନ ପରସ୍ପରକୁ ଭେଟୁଛନ୍ତି। ସୁପର୍‌-୪ର ଏହି ହାଇଭୋଲଟେଜ୍‌ ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରିବ। ଏହି ମ୍ୟାଚ୍‌ ପାଇଁ ଦଳରେ…

ସ୍ତ୍ରୀଙ୍କୁ ମାରି ପାଇଖାନା ଟାଙ୍କିରେ ପକାଇଥିଲେ ସ୍ବାମୀ: ୪ ମାସ ପରେ ମିଳିଲା ମୃତଦେହ

କୋରାପୁଟ,୪।୯(ସ୍ବ.ପ୍ର.)ଷ କୋରାପୁଟ ଜିଲାର କାକିରିଗୁମ୍ମା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୪ ମାସ ତଳୁ ନିଖୋଜ ଥିବା ମହିଳାଙ୍କ ମୃତଦେହ ଏକ ପାଇଖାନା ଟାଙ୍କିରୁ ଉଦ୍ଧାର ହୋଇଛି। ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ହିଁ ଏହି ହତ୍ୟାକାଣ୍ଡର ଅଭିଯୁକ୍ତ…

ମ୍ୟାଗସେସେ ପୁରସ୍କାର ଗ୍ରହଣ କରିବାକୁ ମନା କଲେ କେ. କେ. ଶୈଳଜା

ଥିରୁଭାନନ୍ତପୁରମ୍‌,୪।୯: କେରଳର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବରିଷ୍ଠ ସିପିଆଇ (ଏମ) ନେତା କେ.କେ ଶୈଳଜା ସମ୍ମାନଜନକ ମ୍ୟାଗସେସେ ପୁରସ୍କାର ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। ସେ କହିଛନ୍ତି, ମ୍ୟାଗସେସେ ପୁରସ୍କାର କମିଟି ତରଫରୁ ତାଙ୍କ ନିକଟକୁ ଏକ ଚିଠି ଆସିଛି।…

ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୯: ମୁମ୍ବାଇ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣାରେ ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ଦେଶର ବଡ ଶିଳ୍ପପତିମାନଙ୍କ ମଧ୍ୟରେ ସାଇରସ ଥିଲେ ଅନ୍ୟତମ। ତାଙ୍କର ହଠାତ୍‌ ମୃତ୍ୟୁ ଖବର ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?