ଜୁଲାଇ ୯ରେ ପଡ଼ିବ ହାତଗଣ୍ଠି
ବମ୍ବେ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ସଂଗ୍ରାମ ସିଂ ଏବଂ ପାୟଲ ରୋହତଗୀ ହାତକୁ ଦୁଇ ହାତ ହେବେ। ବାର ବର୍ଷ ଧରି ପରସ୍ପରକୁ ଡେଟ୍ କରିବା ପରେ ଉଭୟଙ୍କ ସମ୍ପର୍କ ଆଉ ପାଦେ ଆଗକୁ ବଢ଼ିବ। ପୂର୍ବରୁ ସେମାନେ ବିବାହ…
‘ବିରୋଧ ପ୍ରଦର୍ଶନ ଛାଡନ୍ତୁ, ପ୍ରଧାନମନ୍ତ୍ରୀଙ୍କ ଉପରେ ବିଶ୍ୱାସ ରଖନ୍ତୁ’
ନୂଆଦିଲ୍ଲୀ,୧୯।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାକୁ ବିରୋଧ କରୁଥିବା ଯୁବକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିଶ୍ୱାସ ରଖିବାକୁ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଆହ୍ବାନ କରିଛନ୍ତି। ଆନ୍ଦୋଳନକୁ ଶେଷ କରିବା ଏବଂ ଆଲୋଚନାର ରାସ୍ତା ବାଛିବା ସହିତ ଯୋଜନାକୁ…
ଡେଙ୍ଗୁ କବଳରେ ଲକ୍ଷ୍ମୀପୁର, ୩ ଦିନରେ ୧୫ ଚିହ୍ନଟ
କୋରାପୁଟ,୧୯ା୬(ସ୍ବ.ପ୍ର.): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଏବେ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଡାକ୍ତରଖାନାରେ ସବୁବେଳେ ରୋଗୀଙ୍କ ଭିଡ଼ ଜମୁଛି। କିଛିଦିନ ତଳେ କେତେକ ଲୋକ ଜ୍ୱରରେ ଆକ୍ରାନ୍ତ ଥିଲା ସମୟରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କ…
ଅଗ୍ନିପଥ ଯୋଜନାକୁ ବିରୋଧ: ଜନ୍ତର ମନ୍ତରରେ କଂଗ୍ରେସର ସତ୍ୟାଗ୍ରହ ଆରମ୍ଭ
ନୂଆଦିଲ୍ଲୀ,୧୯।୬: ଭାରତ ସରକାର ଅଗ୍ନିପଥ ଯୋଜନା ଘୋଷଣା କରିବା ଦିନଠାରୁ ଏହା ବିରୋଧରେ ପ୍ରଦର୍ଶନ ଜାରି ରହିଛି। ଦେଶରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ କରାଯାଉଥିବାବେଳେ ରାଜନୀତି ମଧ୍ୟ ତୀବ୍ର ରୂପ ନେଉଛି। ରବିବାର କଂଗ୍ରେସ ଜନ୍ତର ମନ୍ତରରେ ଏହି ଯୋଜନା ବିରୋଧରେ…
ମଝି ଆକାଶରେ ବିମାନରେ ଲାଗିଲା ନିଆଁ
ପାଟନା,୧୯।୬: ମଝି ଆକାଶରେ ବିମାନରେ ନିଆଁ ଲାଗିଯାଇଛି। ବିହାର ପାଟନା ବିମାନ ବନ୍ଦରରେ ଏଭଳି ଏକ ବିମାନ ଦୁର୍ଘଟଣା ଘଟିଛି। ଫଳରେ ବିମାନକୁ ଜରୁରୀକାଳୀନ ଅବତରଣ କରାଯାଇଛି। ବିମାନରେ ୧୮୫ ଜଣ ଯାତ୍ରୀ ଥିଲେ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି।…
ଏନ୍ଗେଜ୍ମେଣ୍ଟ ପିୟରସିଂ
ପିୟରସିଂର ଟ୍ରେଣ୍ଡ ତ ବହୁ ଆଗରୁ ଆରମ୍ଭ ହୋଇସାରିଛି। କିନ୍ତୁ ଏବେ ଏନ୍ଗେଜ୍ମେଣ୍ଟ ପିୟରସିଂ ଏକ ନୂଆ ଟ୍ରେଣ୍ଡ ଭାବେ ଉଭା ହୋଇଛି। ଏହାକୁ କେହି କେହି ଏନ୍ଗେଜ୍ମେଣ୍ଟ ରିଂ ପିୟରସିଂ, ଓ୍ବେଡିଂ ରିଂ ପିୟରସିଂ ଅବା କେବଳ ଫିଙ୍ଗର୍ ପିୟରସିଂ…
ବସ୍-ଟ୍ରକ୍ ମୁହାଁମୁହିଁ, ୩ ଗୁରୁତର
ବରଗଡ଼ ଅଫିସ,୧୯ା୬: ବରଗଡ଼ ଜିଲା ବରପାଲି ମେହେରପଡ଼ା ନିକଟରେ ରବିବାର ଭୋର୍ ସମୟରେ ସରକାରୀ ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ କାହାର ମୃତ୍ୟୁ ହୋଇନାହିଁ। ୩ ଡ୍ରାଇଭର ଗୁରୁତର ଥିବା ବେଳେ ୧୮ଜଣ ଯାତ୍ରୀ ଆହତ ହୋଇଛନ୍ତି।…
କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଚାହୁଁଥିଲେ କରନ୍ତୁ ଏପରି…
କାର୍ଯ୍ୟକ୍ଷେତ୍ରରେ ଉନ୍ନତି କରିବାକୁ କାହାର ବା ଇଚ୍ଛା ନୁହେଁ। ହେଲେ ବେଳେବେଳେ କୌଣସି କାରଣ ବଶତଃ ସବୁ ଠିକ୍ ଥାଇ ବି ସୂଯୋଗ ହାତରୁ ଖସିଯାଏ। ଏଭଳି ସମସ୍ୟାରୁ କିପରି ମୁକ୍ତି ପାଇହେବ ଆସନ୍ତୁ ଜାଣିବା ସେ ନେଇ କେତୋଟି ବାସ୍ତୁ…
ବୋହୂଙ୍କ କାଠଫାଳିଆରେ ଶ୍ୱଶୁରଙ୍କ ଜୀବନ ଗଲା
ଆସିକା,୧୯ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଛି। ସାମାନ୍ୟ ବଚସାରୁ ଶ୍ୱଶୁରକୁ କାଠଫାଳିଆରେ ପିଟି ପିଟି ମାରିଦେଇଛନ୍ତି ବୋହୂ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୀମାଞ୍ଚଳ ନାୟକ(୫୫)। ବୋହୂ ସୁଲତା ନାୟକଙ୍କୁ ପୋଲିସ…
କିଛି ନୂଆ କାମ କରିବାକୁ ହେଲେ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ: ମୋଦି
ନୂଆଦିଲ୍ଲୀ,୧୯ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପ୍ରଗତି ମଇଦାନରେ ଆଟିପିଓ ଟନେଲର ଉଦଘାଟନ କରିଛନ୍ତି । ଏହା ପୂର୍ବରୁ ସେ ଏହି ଟନେଲର ଯାଞ୍ଚ ମଧ୍ୟ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଦଶନ୍ଧି ପୂର୍ବରୁ ଭାରତର ପ୍ରଗତି…
ରାସ୍ତାରେ ଆମ୍ବୁଲାନ୍ସ ରଖି ଆତ୍ମହତ୍ୟା କଲେ ଡ୍ରାଇଭର
ନରସିଂହପୁର,୧୯ା୬(ଡି.ଏନ୍.ଏ.): କଟକ ଜିଲା କାନପୁର ଥାନା ଅଞ୍ଚଳରେ ରାସ୍ତାରେ ଆମ୍ବୁଲାନ୍ସ ରଖି ଗଛରେ ରଶି ଲଗାଇ ଜଣେ ଡ୍ରାଇଭର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ କାବୁଲି ସେନାପତି(୩୫)। ତାଙ୍କ ଘର ତିଗିରିଆ ଥାନା ବିନ୍ଧାଣିମା ଗାଁରେ। ସେ…
ମନ୍ଦିରରୁ ହୁଣ୍ଡି ଚୋରି
ବ୍ରହ୍ମପୁର ଅଫିସ,୧୯ା୬: ସହରରେ ଚୋରି ବଢ଼ିବାରେ ଲାଗିଛି। ଲୁଟେରାଙ୍କ ଟାର୍ଗେଟରେ ଏବେ ମନ୍ଦିର। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବିଦ୍ୟୁତପୁର କଲୋନୀରେ ଥିବା ଶିବ ମନ୍ଦିର ହୁଣ୍ଡି ଚୋରି ହୋଇଛି। ରବିବାର ସକାଳେ ପୂଜକ ମନ୍ଦିର ଭିତରକୁ ଯିବା ବେଳେ ସେଠାରେ ହୁଣ୍ଡି…
Archives


