Home

ଚାଇନାକୁ ମିଳିଲା ଆଉ ଏକ ଦେଶର ସମର୍ଥନ

କଲମ୍ବୋ,୫।୮: ତାଇୱାନ ପ୍ରସଙ୍ଗରେ ଚାଇନା ଆଉ ଏକ ଦେଶର ସମର୍ଥନ ମିଳିଛି। ରୁଷିଆ ଏବଂ ପାକିସ୍ତାନର ସମର୍ଥନ ପରେ ବର୍ତ୍ତମାନ ଶ୍ରୀଲଙ୍କା ଚାଇନାକୁ ସମର୍ଥନ କରିଛି। ଆମେରିକାର ସିନେଟ୍‌ର ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇୱାନ ଗସ୍ତର ଗୋଟିଏ ଦିନ ପରେ ଶ୍ରୀଲଙ୍କା…

୨୨୫୩.୧୫ କୋଟିରେ ହେବ ୧୧ ପ୍ରକଳ୍ପ

ଭୁବନେଶ୍ବର,୫ା୮(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ୧୧ ନୂଆ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ। ଏଥିରେ ମୋଟ ୨୨୫୩.୧୫ କୋଟି ଟଙ୍କାର ପୁଞ୍ଜିନିବେଶ କରାଯିବ। ପ୍ରକଳ୍ପଗୁଡ଼ିକରେ ମୋଟ୍‌ ୩,୮୧୭ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ମିଳିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ…

ଫୋନ୍‌ ପେ ପକ୍ଷରୁ ସ୍ମାର୍ଟ ସ୍ପିକରର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୮: ଦେଶର ପ୍ରମୁଖ ଫିନ୍‌ଟେକ ପ୍ଲାଟ୍‌ଫର୍ମ ଫୋନ୍‌ ପେ ପକ୍ଷରୁ ସ୍ମାର୍ଟ ସ୍ପିକରର ଶୁଭାରମ୍ଭ କରାଯାଇଛି। ଉକ୍ତ ସ୍ମାର୍ଟ ସ୍ପିକର ପ୍ରାଥମିକ ପର୍ଯ୍ୟାୟରେ ୫ଟି ସହରର ୧ଲକ୍ଷରୁ ଅଧିକ ଡିଭାଇସରେ ଫୋନ୍‌ ପେ ମର୍ଚ୍ଚାଣ୍ଟ ପାର୍ଟନରଙ୍କ ଦ୍ୱାରା ବ୍ୟବହୃତ ହେଉଛି ା…

ଅଂଶଧନ ବିକ୍ରି କରିବ ସ୍ପାଇସ୍‌ଜେଟ୍‌

ନୂଆଦିଲ୍ଲୀ,୫।୮: ଦେଶର ପ୍ରମୁଖ ଘରୋଇ ବିମାନ କମ୍ପାନୀ ସ୍ପାଇସ୍‌ଜେଟ୍‌ ପାଣ୍ଠି ଯୋଗାଡ଼ କରିବା ଲାଗି ନିଜର ଅଂଶଧନ ବିକ୍ରି କରିବା ସମ୍ପର୍କରେ ବିଚାର କରୁଛି। ଏପରିକି ବିଭିନ୍ନ କାରଣରୁ କମ୍ପାନୀ ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। କମ୍ପାନୀର ଅଂଶଧନ…

ବଢିପାରେ ରେପୋରେଟ୍‌

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଙ୍କ ମୂଲ୍ୟ ନିର୍ଦ୍ଧାରଣ କମିଟିର ୩ ଦିନିଆ ବୈଠକ ବୁଧବାରଠାରୁ ଆରମ୍ଭ ହୋଇଯାଇଛି। ଦେଶରେ ବଢ଼ି ଚାଲିଥିବା ମୁଦ୍ରାସ୍ଫୀତି ନିୟନ୍ତ୍ରଣ ଲାଗି ଏହି ପଦକ୍ଷେପ ନିଆଯାଇପାରେ। ଯଦି ଏମ୍‌ପିସି ଏଥିଲାଗି ପ୍ରସ୍ତାବ କରନ୍ତି ତେବେ…

ଓଡ଼ିଶା ବଜାରରେ ‘ନ୍ୟୁ ଟିଭିଏସ୍‌ ରୋନିନ୍‌’

ଭୁବନେଶ୍ୱର,୫।୮:ଦେଶର ପ୍ରମୁଖ ଦୁଇ ଓ ତିନି ଚକିଆ ଯାନ ନିର୍ମାତା ‘ଟିଭିଏସ୍‌ ମୋଟର’ ପକ୍ଷରୁ ଓଡ଼ିଶା ବଜାରରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ରେଟ୍ରୋ ମୋଟର ସାଇକେଲ ‘ନ୍ୟୁ ଟିଭିଏସ୍‌ ରୋନିନ୍‌’କୁ ଗୁରୁବାର ସ୍ଥାନୀୟ ଖଣ୍ଡଗିରିର ଏକ ହୋଟେଲ ପରିସରରେ ଉନ୍ମୋଚନ କରାଯାଇଛି।…

କେୟାର ହସ୍ପିଟାଲରେ ଅସ୍ଥି, ଖଞ୍ଜା ଦିବସ

ଭୁବନେଶ୍ୱର,୫।୮:ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ‘କେୟାର ହସ୍ପିଟାଲ’ ପକ୍ଷରୁ ନ୍ୟାସନାଲ ବୋନ ଆଣ୍ଡ ଜଏଣ୍ଟ ବା ଜାତୀୟ ଅସ୍ଥି ଓ ଖଞ୍ଜା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆଣ୍ଠୁ ପ୍ରତିରୋପଣ କରିଥିବା ୨୦ରୁ ଉର୍ଦ୍ଧ୍ୱ ରୋଗୀ…

ଭାଜପା-ଜେଡିୟୁ ମଧ୍ୟରେ ଫାଟ!

ପାଟନା,୫।୮: ବିହାରରେ ଥିବା ଜନତା ଦଳ ୟୁନାଇଟେଡ (ଜେଡିୟୁ) ଏହାର ସହଯୋଗୀ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଆଗାମୀ ଦିନରେ ବଡ ଝଟକା ଦେଇପାରେ। ଜେଡିୟୁ ଜାତୀୟ ସଭାପତି ଲଲାନ ସିଂ ଦୁଇ ଦଳ ମଧ୍ୟରେ ମେଣ୍ଟକୁ ନେଇ ଏହି ବଡ଼…

କମିପାରେ ଖାଇବାତେଲ ଦର

ନୂଆଦିଲ୍ଲୀ,୫।୮:ଦୀର୍ଘଦିନର ଦରବୃଦ୍ଧି ପରେ ଗତ ମାସ ବିଭିନ୍ନ ବର୍ଗର ଖାଇବା ତେଲ ଉପରେ ୫ରୁ ୧୦ ଟଙ୍କା ହ୍ରାସ ଘଟିଥିଲା। ଫଳରେ ଖାଉଟି କିଛି ପରିମାଣରେ ଆଶସ୍ତି ଲାଭ କରିଥିଲେ। ଏପରିକି ସାରା ଦେଶ ଆଗକୁ ପାର୍ବଣ ପାଳନ କରିବ। ଏହାକୁ…

ପାକିସ୍ତାନରେ ଖୋଲିଲା ୧୨ଶହ ବର୍ଷ ପୁରୁଣା ମନ୍ଦିର

ଲାହୋର, ୫ା୮: ଦୀର୍ଘଦିନର ଆଇନଗତ ଲଢ଼େଇ ପରେ ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଏକ ୧୨ଶହ ବର୍ଷ ପୁରୁଣା ବାଲ୍ମିକୀ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି। ଏକ ଖ୍ରୀଷ୍ଟିଆନ ପରିବାର ଏହାକୁ କବଜା କରି ରଖିବା ଯୋଗୁ ଦୁଇ ଦଶନ୍ଧିରୁ ଅଧିକ ସମୟ…

ସୁପ୍ରିମକୋର୍ଟ: ୧୦ ବର୍ଷ ହେଲା ବିଚାରାଧୀନ ୧୦ ହଜାର ମାମଲା

ନୂଆଦିଲ୍ଲୀ, ୫ା୮:ସୁପ୍ରିମକୋର୍ଟରେ ଅଦ୍ୟାବଧି ୭୧ ହଜାରରୁ ଊର୍ଦ୍ଧ୍ୱ ମାମଲା ପଡ଼ିରହିଥିବାବେଳେ ସେଥିମଧ୍ୟରୁ ୧୦ ହଜାରରୁ ଅଧିକ ଗତ ଦଶନ୍ଧି ଧରି ଗଡ଼ୁଛି। ଏ ନେଇ ଆଇନମନ୍ତ୍ରୀ କିରେନ ରିଜିଜୁ ଗୁରୁବାର ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ଏକ ଲିଖିତ ଉତ୍ତରରେ ମନ୍ତ୍ରୀ…

ଘୋଟିଲା ଯୁଦ୍ଧ ବାଦଲ

ବେଜିଂ/ତାଇପେଇ/ଓ୍ବାଶିଂଟନ,୫ା୮:ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ୟୁକ୍ରେନ୍‌ ଦଖଲ ଉଦ୍ୟମର ଦୁଷ୍ପରିଣାମ କେବଳ ଦୁଇ ପଡ଼ୋଶୀ ଭୋଗୁ ନାହାନ୍ତି। ଫେବୃୟାରୀ ୨୪ରୁ ଚାଲିଥିବା ଯୁଦ୍ଧ ସାରା ବିଶ୍ୱର ଅର୍ଥନୀତିକୁ ପ୍ରଭାବିତ କରିଛି। ଏହାର ଅବସାନ କେବେ ଘଟିବ ଆକଳନ କରି ହେଉ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri