୩୬୯ ଟ୍ରେନ୍ ବାତିଲ
ନୂଆଦିଲ୍ଲୀ,୧୮ା୬: ଅଗ୍ନିପଥ ପ୍ରତିବାଦ ଯୋଗୁ ରେଳ ବିଭାଗ ପକ୍ଷରୁ ଟ୍ରେନ୍ ସେବା ପ୍ରଭାବିତ ହୋଇଛି। କେତେକ ରୁଟ୍ରେ ଟ୍ରେନ ସମ୍ପୂର୍ଣ୍ଣ ବାତିଲ କରାଯାଇଥିବାବେଳେ ଆଉ କେତେକ ରୁଟ୍ରେ ଆଂଶିକ ବାତିଲ କରାଯାଇଛି। କେତେକ ଟ୍ରେନ୍ର ଗତିପଥ ବଦଳାଇ ଯାତ୍ରା କରିବାର ବ୍ୟବସ୍ଥା…
ଯୁବକଙ୍କୁ ନିର୍ମମ ହତ୍ୟା, ଜଣେ ଗୁରୁତର
ସିମୁଳିଆ,୧୮ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ତହସିଲ ରାସ୍ତାରେ ଶନିବାର ଭୋର୍ ସମୟରେ ପ୍ରଦୀପ କୁମାର ନାୟକ ଓରଫ ବଳିଆ(୩୫) ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଦୁର୍ବୃତ୍ତମାନେ ତାଙ୍କ ବେକ ଓ ମୁଣ୍ଡକୁ କୌଣସି ଧାରୁଆ ଅସ୍ତ୍ରରେ ହାଣି…
ବାଂଲାଦେଶରେ ପ୍ରବଳ ବନ୍ୟା, ୨୫ ମୃତ
ଢାକା,୧୮ା୬: ବାଂଲାଦେଶରେ ପ୍ରବଳ ବନ୍ୟା ଯୋଗୁ ୨୫ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଦେଶର ବିଭିନ୍ନ ସହରରେ ୪୦ ଲକ୍ଷରୁ ଅଧିକ ଲୋକ ବନ୍ୟାପାଣିରେ ଫସି ରହିଛନ୍ତି। ଗତ ବୁଧବାର ଏହି ବନ୍ୟା ଉତ୍ତର-ପୂର୍ବ ଅଞ୍ଚଳରେ ହୋଇଥିଲା। ଭାରତର ମେଘାଳୟ ଏବଂ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୯,୪୩୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
କରୋନା ଲକ୍ଷଣ ଥିଲେ ରଥଯାତ୍ରା ମନା
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଉନ୍ନୟନ କମିଶନର ପ୍ରଦୀପ ଜେନା କରୋନା ଲକ୍ଷଣ ଥିଲେ କେହି ରଥଯାତ୍ରା ଦେଖିବାକୁ ଆସନ୍ତୁ ନାହିଁ ନିବେଦନ କରିଛନ୍ତି। ଆଜି ପୁରୀ ଟାଉନ…
ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ
ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ବଗାଁ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମ ଖତାଡ଼ି ସାହିର ଭୋଳା ସ୍ବାଇଁ (୩୫) । ଏ ନେଇ ହିଞ୍ଜିଳି ଥାନାରେ କେସ୍…
‘ସମସ୍ତ ବିଭାଗ ସଜାଗ ରୁହନ୍ତୁ’
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା କିପରି ଶୃଙ୍ଖଳିତ ଭାବରେ କରାଯିବ ସେନେଇ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ଜୋରଦାର ପ୍ରୟାସ ଚଳାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ…
ପ୍ରତି ୩୦ ବର୍ଷରେ ଅଣ୍ଡା ଦିଏ ଏକ ପଥର, କାରଣ ଜାଣିଲେ…
ଦୁନିଆରେ ଅନେକ ଅନନ୍ୟ ତଥା ଅଜବ ଜିନିଷ ରହିଛି, ଯାହାର ଉତ୍ତର କାହା ପାଖରେ ନାହିଁ। ପ୍ରକୃତି ହିଁ ଏସବୁ ଘଟାଇଥାଏ ବୋଲି ଆମକୁ ଧରି ନେବାକୁ ହେବ। ଯାହାକୁ ଦେଖି ଲୋକେ ଆଶ୍ଚର୍ଯ୍ୟ ହୁଅନ୍ତି। କିନ୍ତୁ କେହି ଏପରି ଘଟଣାର…
ଅଗ୍ନିପଥ ଯୋଜନା: ଜନ୍ତରମନ୍ତରରେ ସତ୍ୟାଗ୍ରହ କରିବ କଂଗ୍ରେସ
ନୂଆଦିଲ୍ଲୀ,୧୮।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଦେଶର ବିଭିନ୍ନ ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଦିନକୁ ଦିନ ଏହି ପ୍ରତିିବାଦ ଉଗ୍ର ରୂପ ନେଉଥିବା ବେଳେ କଂଗ୍ରେସ ମଧ୍ୟ ବିରୋଧର ସ୍ବର ଉଠାଇଛି। ମୋଦି ସରକାରଙ୍କୁ ଘେରିବାକୁ ଯାଇ…
କାବୁଲ ଗୁରୁଦ୍ୱାରାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ
କାବୁଲ,୧୮।୬: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଶନିବାର ସକାଳେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଅସ୍ତଶସ୍ତ୍ରରେ ଧରି କିଛି ଆତଙ୍କବାଦୀ ହଠାତ୍ ଏକ ଗୁରୁଦ୍ୱାରାରେ ପ୍ରବେଶ କରିଥିଲେ। ଏହାପରେ ଲୋକଙ୍କ ଉପରେ ଅତର୍କିତ ଗୁଳି ଚଳାଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଗୁଳିକାଣ୍ଡରେ…
ଆସାମ-ତ୍ରିପୁରାରେ ବନ୍ୟା ବିତ୍ପାତ: ୫୫ଲୋକଙ୍କ ମୃତ୍ୟୁ, ୧୯ଲକ୍ଷ ପ୍ରଭାବିତ
ଡିସପୁର/ଅଗରତାଲା,୧୮।୬: ଆସାମ ଓ ତ୍ରିପୁରାରେ ବନ୍ୟା ବିତ୍ପାତ ଦେଖାଦେଇଛି। ଏହି ବନ୍ୟା ବିତ୍ପାତ ଯୋଗୁ ଏପର୍ଯ୍ୟନ୍ତ ୫୫ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱା ଶର୍ମାଙ୍କୁ ଫୋନରେ ରାଜ୍ୟରେ ବର୍ତ୍ତମାନର…
ପୁସ୍ତକରୁ ହଟିଲା ଦଙ୍ଗା, ନକ୍ସଲ-ଜରୁରୀ ପରିସ୍ଥିତି ବିଷୟ
ନୂଆଦିଲ୍ଲୀ,୧୮।୬: ନ୍ୟାଶନାଲ କାଉନସିଲ୍ ଅଫ୍ ଏଜୁକେଶନ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ(ଏନ୍ସିଇଆର୍ଟି) ଦ୍ୱାଦଶ ଶ୍ରେଣୀର ବିଭିନ୍ନ ପାଠ୍ୟପୁସ୍ତକରୁ ୨୦୦୨ ଗୁଜରାଟ ଦଙ୍ଗା, ଶୀତଳ ଯୁଦ୍ଧ, ନକ୍ସଲ ଆନ୍ଦୋଳନ ଏବଂ ମୋଗଲ କୋର୍ଟ ବିଷୟକୁ ହଟାଇଦେଇଛି। ଦ୍ୱାଦଶ ଶ୍ରେଣୀ ରାଜନୀତି ବିଜ୍ଞାନ ପାଠ୍ୟକ୍ରମରୁ ଗୁଜରାଟ…
Archives


