Home

ଭାରତୀୟ ଦଳ ପାଇଁ ଖୁସି ଖବର

ପୋର୍ଟ ଅଫ୍‌ ସ୍ପେନ୍‌,୪।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଚତୁର୍ଥ ମ୍ୟାଚ ଅଗଷ୍ଟ ୬ରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଭାରତୀୟ ଦଳର ଅଧିନାୟକ ରୋହିତ…

ଆଜାଦୀ କା ଅମୃତ ମହୋତ୍ସବ: ୫ରୁ ୧୫ ପର୍ଯ୍ୟନ୍ତ ଦେଶର ସମସ୍ତ ଐତିହ୍ୟସ୍ଥଳୀକୁ ପ୍ରବେଶ ମାଗଣା

ନୂଆଦିଲ୍ଲୀ,୪।୮: ଭାରତର ପ୍ରତ୍ନତାତ୍ତ୍ୱକ ସର୍ବେକ୍ଷଣ(ଏଏସ୍‌ଆଇ) ଅଧୀନରେ ଥିବା ସମସ୍ତ ସ୍ମାରକୀ ଏବଂ ଐତିହ୍ୟସ୍ଥଳୀକୁ ପର୍ଯ୍ୟଟକମାନେ ମାଗଣାରେ ପ୍ରବେଶ କରିପାରିବେ। ଏହି ସୁବିଧା ଆସନ୍ତା ୫ରୁ ୧୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବୁଧବାର କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ସୂଚନା…

ପୁଣି ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ଇଡି

ନୂଆଦିଲ୍ଲୀ,୪।୮: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ପୁଣି ଥରେ ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ପହଞ୍ଚିଛି। କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଦୁଇଟି ଇମେଲ ପଠାଇ ତାଙ୍କୁ ୟଙ୍ଗ୍‌ ଇଣ୍ଡିଆନ ପ୍ରାଇଭେଟ ଲିମିଟେଡ୍‌ରେ ଉପସ୍ଥିତ ରହିବାକୁ…

ୟୁଜର୍ସଙ୍କ ତଥ୍ୟ ସଂଗ୍ରହ କରୁଥିବା ୩୪୮ ଆପ୍‌ ବ୍ୟାନ୍‌

ନୂଆଦିଲ୍ଲୀ,୪ା୮: ୟୁଜର୍ସଙ୍କ ବ୍ୟକ୍ତିଗତ ତଥ୍ୟ ସଂଗ୍ରହ କରି ତାହାକୁ ଅନ୍ୟତ୍ର ପଠାଉଥିବା ୩୪୮ ଆପ୍ଲିକେଶନକୁ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଏହାକୁ ଏବେ ବ୍ୟାନ୍‌ କରାଯାଇଛି ବୋଲି ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ବୁଧବାର ଲୋକ ସଭାରେ…

ମଲ୍ଲିକାର୍ଜୁନ ଖଡ୍‌ଗେଙ୍କୁ ଇଡି ସମନ

ନୂଆଦିଲ୍ଲୀ,୪।୮: ନ୍ୟାଶନାଲ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ଆଉ ଏକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏବଂ ଦଳର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପଚରାଉଚରା କରିବା ପରେ ଇଡି କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ୍‌ଗେଙ୍କୁ…

ବାବୁସାନ୍‌ଙ୍କ ଜାମିନ ଆବେଦନରେ ପୂର୍ଣ୍ଣଚ୍ଛେଦ

କଟକ ଅଫିସ,୪ା୮: ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟରେ ଆଗୁଆ ଜାମିନ ପାଇଁ କରିଥିବା ଆବେଦନରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ତଦନ୍ତରେ ବାବୁସାନ ସହଯୋଗ କରିଥିବାରୁ ହାଇକୋର୍ଟ ଏହି ଆବେଦନର ଅନ୍ତ ଘଟାଇଛନ୍ତି। ଏନେଇ ବାବୁସାନ୍‌ଙ୍କ ଓକିଲ ଧରଣୀଧର ନାୟକ କହିଛନ୍ତି। ଆଗୁଆ…

ଆଜମ ଖାଁ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଲକ୍ଷ୍ନୌ,୪।୮: ସମାଜବାଦୀ ପାର୍ଟି(ଏସ୍‌ପି) ନେତା ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାନ ଅସୁସ୍ଥ ହୋଇପଡ଼ିଛନ୍ତି। ବୁଧବାର ରାତିରେ ନିମୋନିଆ ହେବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭତ୍ତି କରାଯାଇଥିଲା। ହେଲେ ଅବସ୍ଥା…

ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୪ା୮(ବ୍ୟୁରୋ): ବିଶିଷ୍ଟ ସାହିତ୍ୟ ସାଧିକା, ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୧୬ତମ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଉତ୍କଳ ସମ୍ମିଳନୀ ଏବଂ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ପକ୍ଷରୁ ରାଜଭବନ ନିକଟସ୍ଥ…

ସୁପ୍ରିମ୍‌କୋର୍ଟଙ୍କ ସ୍ପଷ୍ଟୀକରଣ, ଆମ ପର୍ଯ୍ୟନ୍ତ ପ୍ରତି ମାମଲା ଆସିଲେ ୫୦୦ ବର୍ଷରେ ବି ଶେଷ ହେବନି ଶୁଣାଣି…

ନୂଆଦିଲ୍ଲୀ, ୪।୮ : ବିଚାରାଧୀନ ମାମଲାଗୁଡ଼ିକର ଶୀଘ୍ର ସମାଧାନ ପାଇଁ ସୁପ୍ରିମକୋର୍ଟର ଜଷ୍ଟିସ ସଞ୍ଜୟ କିଶନ କୌଲ କୋର୍ଟର ସଦସ୍ୟମାନଙ୍କୁ କହିଛନ୍ତି। ଏଥି ସହ ସେ କହିଛନ୍ତି ଯେ ଯଦି ପ୍ରତ୍ୟେକ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଆସେ, ତେବେ ୫୦୦ ବର୍ଷ…

ବନ୍ଧୁକ, ଭୁଜାଲି ଦେଖାଇ ବ୍ୟାଙ୍କ ମାଲିକଙ୍କଠାରୁ ଲୁଟିନେଲେ ୯ ଲକ୍ଷ ଟଙ୍କା

ଖଇରା,୪ା୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଡୁଙ୍ଗୁରା ବଜାରରେ ଥିବା ଏକ କିଓସ୍କୋ ବ୍ୟାଙ୍କ ମାଲିକଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ୭ଜଣ ଯୁବକ ୯ଲକ୍ଷ ଟଙ୍କା ଲୁଟି ନେଇଥିବାର ଅଭିଯୋଗ ପାଇଛି ା ସିସି ଟିଭି ଫୁଟେଜରୁ ଜଣେ…

ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

କଟକ ଅଫିସ/ପାରାଦୀପ,୪ା୮(ସ୍ବ.ପ୍ର.): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। କଟକ ଓଡ଼ିଆ…

୪୯ ତମ ପ୍ରଧାନ ବିଚାରପତି ଲଳିତଙ୍କ କାର୍ଯ୍ୟକାଳ ହେବ ୭୪ ଦିନର…

ନୂଆଦିଲ୍ଲୀ, ୪।୮ : ପ୍ରଧାନ ବିଚାରପତି ଏନ.ଭି ରମନା ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ପାଇଁ ଆଇନ ମନ୍ତ୍ରଣାଳୟକୁ ଜଷ୍ଟିସ ୟୁୟୁ ଲଳିତଙ୍କ ନାମ ସୁପାରିଶ କରିଛନ୍ତି। ଏହାପୂର୍ବରୁ ଆଇନ ମନ୍ତ୍ରୀ ରମନାଙ୍କୁ ଚିଠି ଲେଖି ତାଙ୍କ ଉତ୍ତରାଧିକାରୀ କିଏ ହେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri