ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ଶିଖର ଧାୱନଙ୍କ ଯୋଡ଼ି ଗୋଟିଏ…
ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ
ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ ସ୍ବରୂପ ଶୁକ୍ରବାର ଓ ଶନିବାର ପର୍ଯ୍ୟାୟକ୍ରମେ ୭ଟି ସ୍ଲୁଇସ ଗେଟ ଖୋଲାଯାଇଛି। ବର୍ତ୍ତମାନ…
କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍ରେ ଇରାନକୁ ହରାଇଲା
ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ ପରାସ୍ତ କରି ଚଳିତ ଏସିଆନ ଗେମ୍ସରେ ଦେଶ ପାଇଁ ତୃତୀୟ ସ୍ବର୍ଣ୍ଣ ହାସଲ…
ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା
ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍ ତଥା ପାଟଣା କଲେଜର ଅନ୍ୟତମ ପ୍ରତିଷ୍ଠାତା ସଦସ୍ୟ ସନାତନ ମହାନ୍ତଙ୍କ ପରଲୋକ ଘଟିଛି। ଶୁକ୍ରବାର…
କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ
ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍ରୁ ଡେଇଁ ନିଖୋଜ ହୋଇଥିବା ଜଣାପଡ଼ିଛି। ନିଖୋଜ ଯୁବକ ହେଉଛନ୍ତି ବାବୁଲି ତରାଇଙ୍କ ପୁଅ ଅଜୟ ତରାଇ…
କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ
ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ପ୍ରକାଶ ପାଇଛି। ମୃତକ ହେଉଛନ୍ତି ନୂଆସାହି ଗ୍ରାମର ମଦନ ପୃଷ୍ଟି। ତାଙ୍କ…
ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା
ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି ରହିଥିଲା। ଏହାଯୋଗୁ ଜନଜୀବନ ପ୍ରଭାବିତ ହୋଇପଡ଼ିଥିଲା। ଏପଟେ ରୁଷିକୁଲ୍ୟା ନଦୀର ଜଳପତ୍ତନ କ୍ରମାଗତ…
ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…
ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା ହେବାର ମାତ୍ର ୨୪ ଘଣ୍ଟା ମଧ୍ୟରେ ଶିକ୍ଷକ ନେତା ଭୂଷଣ ଝା ଜନ…
ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି
ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଏହି ସ୍ବତନ୍ତ୍ର ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମ ସମୟରେ…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍ସନ୍: ଲାଗିଲା ପୁଣି ଝଟକା
ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍ରୁ ବାଦ ପଡ଼ିବା ପରେ ଏବେ ଅଷ୍ଟ୍ରେଲିଆ-ଏ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଅନଅଫିସିଆଲ ୫୦…
ବିଧାନସଭାରେ ଛତାମଖନା ଆଇଏସ୍ଏସ୍ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ
ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ୍ ଷ୍ଟ୍ରକଚର (ଆଇଏସ୍ଏସ୍)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ ଜମିର ବ୍ୟବହାର, ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଏବଂ ଏମ୍ଏମ୍ଡିଆର ସଂଶୋଧନ ଆଇନର ସମ୍ଭାବ୍ୟ…
ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ
ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି। ଫଳରେ ଦେଶର ପ୍ରମୁଖ ଏବଂ ରଣନୀତିକ ଦୃଷ୍ଟିକୋଣରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବନ୍ଦରଗୁଡ଼ିକ ମଧ୍ୟରେ…

