Home

ମାଡ୍‌ପିଟ୍‌ରେ ଜଣଙ୍କ ଜୀବନ ଗଲା

ଜମନକିରା,୩ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍‌ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପୋଲିସ ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ମେଣ୍ଢାବାହାଲ ଗ୍ରାମର ୩ ଜଣ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୁଚିଣ୍ଡା-ବଲାଙ୍ଗୀରରେ ଖୋଲିବ ୨ ନୂଆ ଆଇଟିଆଇ

ଭୁବନେଶ୍ବର, ୩ା୮(ବ୍ୟୁରୋ): ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ୨ଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ…

କିଏ ଏହି ପେଲୋସି? ଯାହାଙ୍କ ନାଁ ଶୁଣିଲେ ଚିହିଙ୍କି ଉଠୁଛି ଚାଇନା

ଓ୍ବାଶିଂଟନ,୩ା୮: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ଙ୍କ ବାରମ୍ବାର ଚେତାବନୀ ସତ୍ତ୍ୱେ ଆମେରିକାର ଲୋକ ସଭା ବାଚସ୍ପତି ନାନ୍ସି ପେଲୋସିଙ୍କ ବିମାନ ତାଇଓ୍ବାନରେ ପହଞ୍ଚିଛି। ଯେଉଁଥିପାଇଁ ଚାଇନା ସରକାର ଜୋ ବାଇଡେନଙ୍କୁ ଧମକ ଦେଇଛନ୍ତି। ଚାଇନା ସରକାର କହିଛନ୍ତି, ତାଙ୍କୁ ଉତ୍ତେଜିତ କରିବା…

ଆତଙ୍କବାଦୀ ଭଳି ବ୍ୟବହାର କରାଯାଉଛି: କଂଗ୍ରେସ

ନୂଆଦିଲ୍ଲୀ,୩।୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ହେରାଲ୍ଡ ହାଉସ୍‌ରେ ଥିବା ୟଙ୍ଗ୍‌ ଇଣ୍ଡିଆନ୍‌ ଲିମିଟେଡ୍‌ର ଅଫିସକୁ ସିଲ୍‌ କରିଛି। ଏଥିସହ କଂଗ୍ରେସ ମୁଖ୍ୟାଳୟ ସଂଯୋଗ କରୁଥିବା ରାସ୍ତାରେ ବ୍ୟାରିକେଡ୍‌ କରାଯିବା ସହ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ବାସଭବନ ବାହାରେ ଅଧିକ ସଂଖ୍ୟକ…

ଆଇଏଏସ୍‌ ସ୍ତରରେ ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ କୃଷି, ଅଶ୍ୱଥିଙ୍କୁ…

ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଆଇଏଏସ୍‌ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ, ସେହିପରି ଆଇଏଏସ୍‌ ଅଶ୍ୱଥି ଏସ୍‌ଙ୍କୁ ସ୍କୁଲ ଓ ଗଣଶିକ୍ଷା ସଚିବ…

୭ କିମି ଚାଲିଚାଲି ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଛାତ୍ର

କେନ୍ଦୁଝର,୩ା୮(ସ୍ବ.ପ୍ର.): ସଦର ବ୍ଲକ ରାଙ୍କିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ବୁଧବାର ଦଶମ ଶ୍ରେଣୀ ଛାତ୍ରମାନେ ୭ କିଲୋମିଟର ରାସ୍ତା ଚାଲଚାଲି ଆସି ଜିଲାପାଳଙ୍କ ଅଫିସ ଘେରାଉ କରି ସେମାନଙ୍କ ସମସ୍ୟା ଜଣାଇଛନ୍ତି। ଖାଦ୍ୟ,ପାନୀୟ,ପୋଷାକ ଯୋଗାଣ ତଥା…

ଦୀକ୍ଷା ନେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୩।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ଲିଙ୍ଗାୟତ ସମ୍ପ୍ରଦାୟର ଦୀକ୍ଷା ଗ୍ରହଣ କରିଛନ୍ତି। କର୍ନାଟକର ଚିତ୍ରଦୁର୍ଗାଠାରେ ଥିବା ପ୍ରସିଦ୍ଧ ଲିଙ୍ଗାୟତ ମଠର ମୁଖ୍ୟ ଡାକ୍ତର ଶିବମୂର୍ତ୍ତୀ ମୁରଗା ଶରଣରୁ ସ୍ବାମୀଙ୍କୁ ଭେଟି ସେ ଇଷ୍ଟଲିଙ୍ଗ ଦୀକ୍ଷା ନେଇଥିଲେ। ଏହି ସମୟରେ…

ଅପ୍‌ଗ୍ରେଡ୍‌ ହେବ ୧୦୦ ହାଇସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର,୩।୮(ବ୍ୟୁରୋ): ସ୍କୁଲଗୁଡ଼ିକରୁ ଡ୍ରପ୍‌ଆଉଟ୍‌ ରୋକିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛି। ଆସନ୍ତା ଶିକ୍ଷା ବର୍ଷରୁ ଅପଗ୍ରେଡ ହେବ ୧୦୦ଟି ହାଇସ୍କୁଲ। ଯେଉଁ ସବୁ ବ୍ଲକରେ ପ୍ଲସ ଟୁ କଲେଜ ନାହିଁ ସେଠାରେ ହାଇସ୍କୁଲଗୁଡ଼ିକୁ ଅପଗ୍ରେଡ୍‌…

ବାୟାପଣ୍ଡାଧାର ଜୁଆଙ୍ଗ ସାହିରେ ପହଞ୍ଚିଲେ ଆଇଟିଡିଏ ଟିମ୍‌

କେନ୍ଦୁଝର,୩ା୮(ସ୍ବ.ପ୍ର.): କେନ୍ଦୁଝର ବାଂଶପାଳ ବ୍ଲକ ଅନ୍ତର୍ଗତ ବାୟାପଣ୍ଡାଧାର ଜୁଆଙ୍ଗ ଗ୍ରାମରେ କେନ୍ଦୁଝର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ତପନ କୁମାର ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ା ଏନେଇ ଧରିତ୍ରୀରେ ଖବର ପାଇବା ପରେ ଉକ୍ତ…

ନ୍ୟାଶନାଲ ହେରାଲ୍ଡ ମାମଲା: ୟଙ୍ଗ ଇଣ୍ଡିଆ କାର୍ଯ୍ୟାଳୟ ସିଲ୍‌

ନୂଆଦିଲ୍ଲୀ,୩।୮: ନ୍ୟାଶନାଲ ହେରାଲ୍ଡ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ବୁଧବାର ଇଡି ହେରାଲ୍ଡ ହାଉସରେ ଅବସ୍ଥିତ ୟଙ୍ଗ ଇଣ୍ଡିଆର କାର୍ଯ୍ୟାଳୟକୁ ସିଲ କରିଛି। ମଙ୍ଗଳବାର ଇଡି ଏହି କାର୍ଯ୍ୟାଳୟରେ ଚଢାଉ କରିଥିଲା। ୟଙ୍ଗ ଇଣ୍ଡିଆନ କମ୍ପାନୀର…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗି ରୋହିତ ହେଲେ ‘ନମ୍ବର-୧’

ସେଣ୍ଟ କିଟ୍ସ,୩।୮: ଟିମ୍‌ ଇଣ୍ଡିଆ କ୍ୟାପ୍‌ଟେନ୍‌ ରୋହିତ ଶର୍ମା ମଙ୍ଗଳବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ବଡ ଉପଲବ୍ଧି ହାସଲ କରିଛନ୍ତି। ଏପରି କରି ସେ ପୂର୍ବ ଅଧିନାୟକ ବିରାଟ କୋହଲିଙ୍କ ରେକର୍ଡ ଭାଙ୍ଗିଛନ୍ତି। ରୋହିତ ଟି୨୦ ମ୍ୟାଚ୍‌ରେ ସବୁଠାରୁ…

ଅଗଷ୍ଟ ୫ରୁ ୧୫ ଦେଶର ସମସ୍ତ ଐତିହ୍ୟ ସ୍ମାରକୀରେ ମାଗଣା ପ୍ରବେଶ

ନୂଆଦିଲ୍ଲୀ,୩।୮: ଦେଶର ଐତିହ୍ୟ ସ୍ମାରକୀଗୁଡିକରେ ଆସନ୍ତା ୧୦ ଦିନ ପାଇଁ ପ୍ରବେଶ ଶୁଳ୍କ ଆଦାୟ କରାଯିବ ନାହିଁ। ବୁଧବାର ଭାରତ ସରକାରଙ୍କ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଆସନ୍ତା ଅଗଷ୍ଟ ୫ରୁ ଏହା କାର୍ଯ୍ୟକାରୀ ହେବ। ଏହା ଅଧୀନରେ ପର୍ଯ୍ୟଟକମାନେ ଅଗଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri