ଲକ୍ଷେ ଦେଲେ ଗାଁରେ ମିଶିବେ ପରିବାର
ଛତ୍ରପୁର,୧୭ା୬(ଡି.ଏନ୍.ଏ.):ଗଞ୍ଜାମ ଜିଲାରେ ଗୋଟିଏ ପରେ ଗୋଟିଏ ସାମାଜିକ ବାସନ୍ଦ ଘଟଣା ପଦାକୁ ଆସିବାରେ ଲାଗିଛି। ବିଶେଷକରି ଛତ୍ରପୁର ନିର୍ବାଚନମଣ୍ଡଳୀରେ ଗତ ଦେଢମାସ ହେଲା ଏପରି ଅଭିଯୋଗ ଆସୁଛି। ୧୧ ବର୍ଷ ହେଲା ଏକ ପରିବାର ବାସନ୍ଦ ହୋଇଛନ୍ତି। ଗାଁରେ ମିଶିବାକୁ ହେଲେ…
ସୁପ୍ରିମକୋର୍ଟ ବିଚାରପତିଙ୍କୁ ହୃଦ୍ଘାତ
ନୂଆଦିଲ୍ଲୀ,୧୭।୬(ପି.ଟି.):ହିମାଚଳପ୍ରଦେଶରେ ଥିବା ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଏମ୍.ଆର୍. ଶାହାଙ୍କୁ ଗୁରୁବାର ହୃଦ୍ଘାତ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ଅଣାଯାଇଛି। ଭାରତର ପ୍ରଧାନ ବିଚାରପତି ଏନ୍.ଭି. ରମନା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସହ ଯୋଗାଯୋଗ କରି ଜଷ୍ଟିସ ଶାହାଙ୍କୁ…
ୟୁକ୍ରେନ୍ରେ ଇୟୁ ନେତା
କିଭ୍, ୧୭ା୬:ରୁଷିଆ ଆକ୍ରମଣ ବିରୋଧରେ ୟୁକ୍ରେନ୍କୁ ସମର୍ଥନ ଜଣାଇବା ପାଇଁ ଜର୍ମାନୀ ଚାନ୍ସେଲର ଓଲାଫ୍ ସ୍କୋଲ୍ଜ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରଁ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ମାରିଓ ଦ୍ରାଘି ଗୁରୁବାର କିଭ୍ରେ ପହଞ୍ଚିଛନ୍ତି। ୟୁରୋପୀୟ ସଂଘ(ଇୟୁ)ର ଏହି ୩ ନେତା ୟୁକ୍ରେନ୍…
ଆସାମ ବନ୍ୟା: ମୃତ୍ୟୁସଂଖ୍ୟା ୪୪
ଗୁଆହାଟୀ,୧୭।୬:ଆସାମର ଗୋଲପଡା ସହରରେ ଗୁରୁବାର ପ୍ରବଳ ବର୍ଷା ଜନିତ ଭୂସ୍ଖଳନରେ ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚତ୍ଛି। ସୋମବାର ରାତିରୁ ଆସାମର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ମଙ୍ଗଳବାର ଗୁଆହାଟୀରେ…
୨ରୁ ସିପିଏସ୍ଇ ଲିଖିତ ପରୀକ୍ଷା
କଟକ ଅଫିସ, ୧୭।୬:ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ଦ୍ୱାରା ପରିଚାଳିତ ମିଳିତ ପୋଲିସ ସେବା ପରୀକ୍ଷା (ସିପିଏସ୍ଇ)-୨୦୧୮ ବର୍ଷ ପାଇଁ କମ୍ପ୍ୟୁଟରଭିତ୍ତିକ ଲିଖିତ ପରୀକ୍ଷା ଅନ୍ଲାଇନ ମାଧ୍ୟମରେ କରାଯିବ। ଉକ୍ତ ପରୀକ୍ଷା ଆସନ୍ତା ଜୁଲାଇ ୨ରୁ ୯ ତାରିଖ ଏବଂ ୧୧ରୁ…
ରାହୁଲଙ୍କ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ ଓଡ଼ିଆ ଇଞ୍ଜିନିୟର
ପାଟଣା,୧୭ା୬(ସ୍ବ.ପ୍ର.):ଛତିଶଗଡ଼ର ଜାହାଙ୍ଗିର ଚମ୍ପା ଜିଲା ପିହରିଡ଼ ଗ୍ରାମରେ ୮୦ ଫୁଟ ଗଭୀର ବୋରୱେଲରେ ଫସି ରହିଥିବା ଦିବ୍ୟାଙ୍ଗ ବାଳକ ରାହୁଲଙ୍କ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ ଜଣେ ଓଡ଼ିଆ ଯୁବ ଇଞ୍ଜିନିୟର। ସେ ହେଲେ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅଧୀନ…
୨ ଥାକିଆ ହେବ ନିଆଳି- ଓଲଟପୁର ରାସ୍ତା
ଭୁବନେଶ୍ୱର(ବ୍ୟୁରୋ)/କଣ୍ଟାପଡା,୧୭।୬(ଡି.ଏନ୍.ଏ.):କେନ୍ଦ୍ର ସରକାରଙ୍କ ଅଧୀନ କଟକ ଜିଲା ଓଲଟପୁରସ୍ଥିତ ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା କେନ୍ଦ୍ର ଏସ୍ ଭି ନିରତାରକୁ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗୁରୁବାର ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ନିର୍ତାରକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାର ଅବସ୍ଥାକୁ ସେ…
ଦ୍ରୁତଗତିରେ ବଢ଼ୁଛି ବ୍ଲାକ୍ହୋଲ୍: ପ୍ରତି ସେକେଣ୍ଡରେ ପୃଥିବୀ ଆକୃତିର ଗ୍ରହ ଗିଳୁଛି
କାନବେରା, ୧୭ା୬:ଏକ ଅଭୂତପୂର୍ବ ଆବିଷ୍କାର କ୍ରମେ ଅଷ୍ଟ୍ରେଲୀୟ ଜ୍ୟୋତିର୍ବିଜ୍ଞାନୀ ପ୍ରାୟ ୯ ଶହ କୋଟି ବର୍ଷର ଏକ ବ୍ଲାକ୍ହୋଲ ବା କୃଷ୍ଣଗର୍ତ୍ତକୁ ଠାବ କରିଛନ୍ତି। ବ୍ଲାକ୍ହୋଲଟି ଏତେ ଦ୍ରୁତଗତିରେ ବଢ଼ୁଛି ଯେ, ପ୍ରତି ସେକେଣ୍ଡରେ ଏହା ଗୋଟିଏ ପୃଥିବୀ ଆକାରର ଗ୍ରହକୁ…
ଭାରତୀୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଦଳରେ ଦୂତୀ, ଶ୍ରାବଣୀ
ନୂଆଦିଲ୍ଲୀ,୧୬।୬: ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ଆଥ୍ଲେଟିକ୍ସ ଫେଡେରେଶନ (ଏଏଫ୍ଆଇ) ପକ୍ଷରୁ ଗୁରୁବାର ୩୭ ଜଣିଆ ଭାରତୀୟ ଆଥ୍ଲେଟ୍ ଦଳ ଘୋଷଣା କରାଯାଇଛି। ଅଲିମ୍ପିକ୍ ଚାମ୍ପିୟନ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଏହି ଦଳର ନେତୃତ୍ୱ ନେବେ। ଏହି ଦଳରେ…
ରାସ୍ତା ବିପର୍ଯ୍ୟସ୍ତ, ୭୫ ଲକ୍ଷ ପଇଠ ପାଇଁ କମ୍ପାନୀକୁ ନୋଟିସ୍
କେନ୍ଦୁଝର,୧୬ା୬(ସ୍ବ.ପ୍ର.): ଲୋକଙ୍କ ସୁରକ୍ଷିତ ଯାତାୟାତ ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ତିଆରି କରାଯାଇଛି। ତେବେ ଉକ୍ତ ରାସ୍ତାରେ ଭାରିଯାନ ଚଳାଚଳ କରିବାରୁ ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଚାୟତ ଜାମୁଡିହାଠାରୁ ବିସ୍ତାପାଳ ପର୍ଯ୍ୟନ୍ତ ପ୍ରାୟ ୧.୪୨ କୋଟି ଟଙ୍କା ବ୍ୟୟରେ ଦୀର୍ଘ…
ଝିଅକୁ ଏମିତି ମା’ ରୂପରେ ଦେଖିବାକୁ ଚାହାନ୍ତି ଅନିଲ
ମୁମ୍ବାଇ,୧୬ା୬: ବଲିଉଡ୍ ଅଭିନେତା ଅନିଲ କପୁର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଯୁଗ୍ ଯୁଗ୍ ଜିଓ’ର ପ୍ରମୋଶନରେ ବ୍ୟସ୍ତ ଥିବାବେଳେ ନାତୁଣୀ କି ନାତିଙ୍କୁ ସ୍ବାଗତ କରିବାକୁ ବି ଅପେକ୍ଷା କରିଛନ୍ତି। କାରଣ ଅନିଲଙ୍କ ଝିଅ ସୋନମ କପୁର ମାଆ ହେବାକୁ ଯାଉଛନ୍ତି।…
ତେଲ ଭରିବା ପାଇଁ ଧାଡ଼ିରେ ଠିଆ ହୋଇଥିବା ଅଟୋ ଚାଳକଙ୍କ ମୃତ୍ୟୁ
କଲମ୍ବୋ,୧୬ା୬: ଶ୍ରୀଲଙ୍କା ଅତ୍ୟନ୍ତ ଖରାପ ପରସ୍ଥିତି ଦେଇ ଗତି କରୁଛି। ଖାଦ୍ୟ ସାମଗ୍ରୀଠାରୁ ଆରମ୍ଭ କରି ପେଟ୍ରୋଲିୟମ ଉତ୍ପାଦ ଦର ଆକାଶଛୁଆଁ ହୋଇଛି। ପରିସ୍ଥିତି ଏପରି ହୋଇଛି ଯେ, ଶ୍ରୀଲଙ୍କାର ଜଣେ ସାଧାରଣ ନାଗରିକ ପର୍ଯ୍ୟାପ୍ତ ପରିମାଣର ଇନ୍ଧନ କିଣିବାକୁ ସକ୍ଷମ…
Archives


