କାନ୍ଥରେ ସ୍ପାଇଡର ପରି ଦୌଡୁଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ…
ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏହି ଭିଡିଓଗୁଡ଼ିକ ମଧ୍ୟରୁ କିଛି ଭିଡିଓ ହସର ଖୋରାକ ଯୋଗାଉ ଥିବା ବେଳେ ଆଉ କିଛି ଭାବପ୍ରବଣ କରିଦିଏ। ଆଉ କିଛି ଭିଡିଓ ଚକିତ ବି କରେ। ଏବେ…
ଆଧ୍ୟାତ୍ମିକ ସ୍ତମ୍ଭକାର ଶ୍ରୀସନ୍ନ୍ୟାସୀ ଜୀ ସମ୍ବର୍ଦ୍ଧିତ
କଟକ ଅଫିସ,୧୬ା୬: ଆଧ୍ୟାତ୍ମିକ ସ୍ତମ୍ଭକାର, ପ୍ରବକ୍ତା, ଜଗନ୍ନାଥ ସଂସ୍କୃତି ଗବେଷକ ତଥା ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ହାପି ଲିଭିଂ ଫାଉଣ୍ଡେଶନ ପକ୍ଷରୁ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ସମ୍ବର୍ଦ୍ଧନା ସଭାରେ ଫାଉଣ୍ଡେଶନର ଅଧ୍ୟକ୍ଷ ତଥା ଅନ୍ତର୍ଜାତୀୟ…
ବଢ଼ିବ ବିଜୁଳି ସଙ୍କଟ, ଲାଇଟ୍ ବନ୍ଦ କରିବାକୁ ସରକାରଙ୍କ ନିବେଦନ
କାନ୍ବେରା,୧୬ା୬: ଆଗାମୀ ଦିନରେ ଅଷ୍ଟ୍ରେଲିଆରେ ବିଦ୍ୟୁତ୍ ସଙ୍କଟ ଆହୁରି ବଢ଼ିପାରେ। ଏହାକୁ ଦୃଷ୍ଟିରେ ରଖି ଶକ୍ତି ମନ୍ତ୍ରୀ କ୍ରିସ୍ ବୋଓ୍ବେନ ଗୁରୁବାର ସିଡ୍ନୀରେ ଘରୁ ବ୍ଲାକଆଉଟ୍ ହେବାର ଚେତାବନୀ ଦେଇଛନ୍ତି। ବ୍ଲାକଆଉଟ ରୋକିବା ପାଇଁ ସେ ସାଧାରଣ ଲୋକଙ୍କୁ ସନ୍ଧ୍ୟାରେ ଲାଇଟ୍…
କଶ୍ମୀର ପଣ୍ଡିତଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଫସିଲେ ଅଭିନେତ୍ରୀ
ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାଇ ପଲ୍ଲବୀ କଶ୍ମୀରୀ ପଣ୍ଡିତଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଫସିଯାଇଛନ୍ତି। ନିକଟରେ ସାଇ ଆଗାମୀ ଚଳଚ୍ଚିତ୍ର ‘ବିରାଟ ପର୍ବମର’ ପ୍ରମୋଶନ ସମୟରେ ବଲିଉଡ ଫିଲ୍ମ କଶ୍ମୀର ଫାଇଲ୍ସରେ ପ୍ରଦର୍ଶିତ କଶ୍ମୀର ପଣ୍ଡିତଙ୍କ ଦୃଶ୍ୟକୁ ଗୋ ସୁରକ୍ଷା…
ସଶକ୍ତ-ସମୃଦ୍ଧ-ଏକୀକୃତ ଆସିଆନ ଗଠନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ…
ନୂଆଦିଲ୍ଲୀ, ୧୬।୬ : ଏକ ଶକ୍ତିଶାଳୀ, ସମୃଦ୍ଧ ଏବଂ ଏକୀକୃତ ଆସିଆନ (ଏଏସଇଏଏନ) ଗଠନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ । ଏନେଇ ଭାରତ ଏହାର ପୂର୍ଣ୍ଣ ସମର୍ଥନ ଲାଗି ପ୍ରତିଶ୍ରୁତି ଦେଇଛି । ବହିର୍ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଆସିଆନର ୧୦…
ରାଜ୍ୟରେ ବଢୁଛି କରୋନା ସଂକ୍ରମଣ: ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟର କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ୨୦ ଭିତରେ ସଂକ୍ରମଣ ରହୁଥିବାବେଳେ ଗୁରୁବାର ତାହା ବଢି ୪୧ରେ ପହଞ୍ଚିଛି। କେବଳ ରାଜ୍ୟରେ ନୁହେଁ, ଦେଶରେ ମଧ୍ୟ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।…
ବିଶ୍ୱରେକର୍ଡ ହାସଲ କଲେ ଏହି କ୍ରିକେଟର୍
ବ୍ରିସବେନ,୧୬।୬: ଅଷ୍ଟ୍ରେଲୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଷ୍ଟିଫେନ ନେରୋ ଦୃଷ୍ଟିହୀନ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ୧୪୦ ବଲରୁ ନେରୋ ଅପରାଜିତ ୩୦୯ ରନ୍ ସ୍କୋର କରିଥିଲେ। ଏହା ଏକ ବିଶ୍ୱ ରେକର୍ଡ। ଏହାପୂର୍ବରୁ ୧୯୯୮ ଦୃଷ୍ଟିହୀନ କ୍ରିକେଟ…
ସର୍ଭିକାଲ କ୍ୟାନସର ସ୍ବଦେଶୀ ଟିକାକୁ ଡିସିଜିଆଇ ମଞ୍ଜୁରୀ…
ନୂଆଦିଲ୍ଲୀ, ୧୬।୬ : ସେରମ ଇନଷ୍ଟିଚ୍ୟୁଟର କ୍ୱାଡି ଭେଲଣ୍ଟ ହ୍ୟୁମାନ ପାପିଲୋମାଭାଇରସ ଟିକାକୁ ଡିସିଜିଆଇର ବିଶେଷଜ୍ଞ କମିଟି ଦ୍ୱାରା ଅନୁମୋଦନ କରାଯାଇଛି। ଏହି ସ୍ବଦେଶୀ ଟିକା ୯ ରୁ ୨୬ ବର୍ଷ ବୟସ୍କଙ୍କଠାରେ ଦେଖାଦେଉଥିବା ଗର୍ଭାଶୟ କର୍କଟ (ସର୍ଭିକାଲ କ୍ୟାନସର) ସମସ୍ୟାର…
ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶା ଛୁଇଁଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟକୁ…
ଅଗ୍ନିପଥ ଯୋଜନାରେ ପ୍ରତିରକ୍ଷାମନ୍ତ୍ରୀ ନିଜର ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ, କହିଲେ ବରୁଣ ଗାନ୍ଧୀ…
ନୂଆଦିଲ୍ଲୀ, ୧୬।୬ : ସ୍ଥଳସେନା, ନୌସେନା ଏବଂ ବାୟୁସେନାରେ ନିଯୁକ୍ତି ପାଇଁ ଆରମ୍ଭ ହୋଇଥିବା ଅଗ୍ନିପଥ ଯୋଜନା ନେଇ ବିଭିନ୍ନ ବର୍ଗରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସିବାରେ ଲାଗିଛି। ଏହି ପ୍ରସଙ୍ଗରେ ଭାଜପା ଏମ୍ପି ବରୁଣ ଗାନ୍ଧୀ ବହୁ ଟୁଇଟ କରିଛନ୍ତି।…
୨୦୩୨ ସୁଦ୍ଧା ଭାରତୀୟ ସେନାର ଅଧା ହେବ ଅଗ୍ନିବୀରଙ୍କ ସଂଖ୍ୟା, ପ୍ରତିବର୍ଷ ଦେଢ଼ ଲକ୍ଷ ନିଯୁକ୍ତି …
ନୂଆଦିଲ୍ଲୀ, ୧୬।୬ : ଭାରତୀୟ ସେନାରେ ସମ୍ପ୍ରତି ୧୨ ଲକ୍ଷ ଯବାନ ଅଛନ୍ତି। ଅଗ୍ନିପଥ ଯୋଜନା ଅନୁସାରେ ୨୦୩୨ ସୁଦ୍ଧା ଅଗ୍ନିବୀରଙ୍କ ସଂଖ୍ୟା ଏହାର ଅଧା ସହିତ ସମାନ ହେବ। ଅର୍ଥାତ ଆଗାମୀ ୧୦ ବର୍ଷ ମଧ୍ୟରେ ଅଗ୍ନିପଥ ଯୋଜନା ଅଧୀନରେ…
ସାଦ ଖାଇଲେ ସୋନମ
ବଲିଉଡ ଅଭିନେତ୍ରୀ ସୋନମ କପୁର ଖୁବ୍ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆଜିକାଲି ସେ ନିଜ ଗର୍ଭଧାରଣ ସମୟକୁ ଉପଭୋଗ ମଧ୍ୟ କରୁଛନ୍ତି। ସୋନମ ଏବେ ଲଣ୍ଡନରେ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ସମୟ ବିତାଉଛନ୍ତି। ଲଣ୍ଡନରେ ତାଙ୍କ ସାଦଖିଆ ଅର୍ଥାତ୍ ବେବି…
Archives


