ଓଏମ୍ସିରେ ନିରାପତ୍ତା ସମ୍ପର୍କିତ କର୍ମଶାଳା
ଭୁବନେଶ୍ୱର,୩ା୮: ଓଡ଼ିଶା ଖଣି ନିଗମ (ଓଏମ୍ସି) ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ‘ସେଫ୍ଟି କନ୍କ୍ଲେଭ-୨୨’ ଶୀର୍ଷକ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନିଗମର ଅଧ୍ୟକ୍ଷ ଡି. କେ. ସିଂହ ଓ ଏମ୍ଡି ବଲ୍ୱନ୍ତ ସିଂହ ସମ୍ମାନିତ ଅତିଥି…
ପ୍ରକୃତି ଆମର ସଂସ୍କୃତିର ପରିଚୟ: ରାମଦେବ
ନୂଆଦିଲ୍ଲୀ,୩ା୮: ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ ଏବଂ ପତଞ୍ଜଳି ବିଶ୍ୱବିଦ୍ୟାଳୟ ହରିଦ୍ୱାରର ମିଳିତ ପ୍ରୟାସରେ ୪ ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ନିକଟରେ ଆରମ୍ଭ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ୨ୟ ଦିନରେ ପାରମ୍ପରିକ ଭାରତୀୟ ଚିକିତ୍ସାର ଆଧୁନିକୀକରଣ, ଜନସ୍ବାସ୍ଥ୍ୟ ଏବଂ ଶିଳ୍ପ ଦୃଷ୍ଟିକୋଣ ଶୀର୍ଷିକ…
ଗ୍ୟାସ୍ ଲିକ୍: ୫୦ ମହିଳା କର୍ମଚାରୀ ହସ୍ପିଟାଲରେ ଭର୍ତ୍ତି
ବିଶାଖାପାଟଣା,୩ା୮: ଆନ୍ଧ୍ରପ୍ରଦେଶର ଅନକାପଲ୍ଲୀ ଜିଲା ଅନ୍ତର୍ଗତ ବ୍ରାଣ୍ଡିକ୍ସ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍ (ଏସ୍ଇଜେଡ୍) ମଧ୍ୟରେ ଥିବା ଏକ ପୋଷାକ କାରଖାନାର ଲାବରେଟୋରିରେ ମଙ୍ଗଳବାର ଗ୍ୟାସ୍ ଲିକ୍ ହୋଇ ୫୦ ମହିଳା କର୍ମଚାରୀ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କୁ ଏକ ମେଡିକାଲ ସେଣ୍ଟରରେ ପ୍ରାଥମିକ…
୭ ଜଣଙ୍କ ହତ୍ୟାକାରୀଙ୍କୁ ମୃତ୍ୟୁଦଣ୍ଡାଦେଶ
ଗାଜିଆବାଦ,୩ା୮: ୨୦୧୩ରେ ଜଣେ ବ୍ୟବସାୟୀ ଓ ତାଙ୍କ ପରିବାରର ୬ ଜଣ ସଦସ୍ୟଙ୍କୁ ହତ୍ୟା କରିଥିବା ଡ୍ରାଇଭର ରାହୁଲ ବର୍ମାଙ୍କୁ ସୋମବାର ଗାଜିଆବାଦର ଏକ କୋର୍ଟ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ବ୍ୟବସାୟୀ ସତୀଶ ଚନ୍ଦ୍ର ଗୋଏଲ୍ ଓ ତାଙ୍କ ପରିବାର ସଦସ୍ୟଙ୍କୁ…
କୋଭିଡ୍ ଟିକାକରଣ ପରେ ସିଏଏ ଲାଗୁ ହେବ: ଶାହା
ନୂଆଦିଲ୍ଲୀ,୩ା୮: ଦେଶରେ କୋଭିଡ୍ ଟିକାକରଣ ଅଭିଯାନ ଶେଷ ହେବା ପରେ ନାଗରିକତ୍ୱ (ସଂଶୋଧନ) ଆଇନ(ସିଏଏ) ଲାଗୁ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା କହିଛନ୍ତି। ଉକ୍ତ ଆଇନ ଅନୁଯାୟୀ ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନରୁ ବେଆଇନ ଭାବେ ଆସି ଭାରତରେ…
ମେଟା ସିଓଓ ପଦରୁ ଶେରିଲଙ୍କ ଇସ୍ତଫା
ଓ୍ବାଶିଂଟନ,୩ା୮: ଫେସ୍ବୁକ୍ର ମୂଳ କମ୍ପାନୀ ମେଟାରେ ୧୪ ବର୍ଷ କାର୍ଯ୍ୟ କରିବା ପରେ ଏହାର ମୁଖ୍ୟ ଅପରେଟିଂ ଅଫିସର (ସିଓଓ) ପଦରୁ ଶେରିଲ ସ୍ୟାଣ୍ଡବର୍ଗ ଇସ୍ତଫା ଦେଇଛନ୍ତି। ମେଟା ସଫଳତା ପଛରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ତାଙ୍କ ଇସ୍ତଫା ସମ୍ପର୍କରେ…
ରାଜ୍ୟରେ ସାମ୍ବିଧାନିକ ଶାସନ ଚାଲୁନାହିଁ: ମୋହନ
ଭୁବନେଶ୍ୱର,୩ା୮(ବ୍ୟୁରୋ): ସୋମବାର କେନ୍ଦୁଝର ଜିଲାର ତେଲକୋଇ ବ୍ଲକରେ ଏସ୍ଟି କମିଶନ ସଦସ୍ୟ ଅନନ୍ତ ନାୟକ ଆଦିବାସୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜନଶୁଣାଣି ପାଇଁ ଯାଇଥିଲେ। ବଳଭଦ୍ରପୁର ଏବଂ ଓରିଆ ଅଞ୍ଚଳରେ ଶାସକ ଦଳର ନେତାଙ୍କ ଦ୍ୱାରା କିଛି ପ୍ରାୟୋଜିତ ଆଦିବାସୀ ଲୋକ…
ଦ୍ରୌପଦୀ ମୁର୍ମୁଙ୍କୁ ସମ୍ବର୍ଦ୍ଧନା ପାଇଁ ଦିଲ୍ଲୀ ଗଲେ ବିଧାୟକ: ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ଭେଟିବେ
ଭୁବନେଶ୍ୱର,୩ା୮ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦେବା ପାଇଁ ମଙ୍ଗଳବାର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ସମେତ ୨୪ ଜଣ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ଟିମ୍ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀରେ ବିଜେଡିର ୧୫…
ସନ୍ଦେହରେ ସଂଖ୍ୟା: ୧୩ ବର୍ଷରେ ଚାଷୀସଂଖ୍ୟା ସାଢ଼େ ୪ଗୁଣ ବଢ଼ିଛି
ଯାଜପୁର ଅଫିସ,୩ା୮: ରାଜ୍ୟରେ ୨୦୦୯-୧୦ରେ ୧,୩୫୭ ଧାନ ସଂଗ୍ରହ କେନ୍ଦ୍ର(ପିପିସି) ଜରିଆରେ ୩ ଲକ୍ଷ ୪୧ ହଜାର ଚାଷୀଙ୍କଠାରୁ ୧୬.୩୧ ଲକ୍ଷ ମେଟ୍ରିକ ଟନ ଧାନ କିଣାଯାଇଥିଲା। ୨୦୨୧-୨୨ରେ ୩,୮୬୨ ପିପିସିରେ ୧୫ ଲକ୍ଷ ୧୫ ହଜାର ଚାଷୀଙ୍କଠାରୁ ୭୧.୦୪ ଲକ୍ଷ…
ଦରଦାମ୍ ବଢ଼ିଛି ଏହା ସତ୍ୟ, ଆମେ ପଳାୟନ କରୁନୁ, କହିଲେ ଅର୍ଥମନ୍ତ୍ରୀ…
ନୂଆଦିଲ୍ଲୀ, ୨।୮ : ଦେଶରେ ଦରଦାମ୍ ବଢ଼ିଛି। ଏହା ସତ୍ୟ। ଆମେ ଏଥିରୁ ପଳାୟନ କରୁନୁ ବୋଲି ରାଜ୍ୟ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଦରଦାମ୍ ବୃଦ୍ଧି ବିତର୍କ ସମୟରେ କହିଛନ୍ତି। ଆମର ଦରଦାମ ବୃଦ୍ଧିର ଏକ ବ୍ୟାଣ୍ଡ୍ ରହିଥାଏ। ମହଙ୍ଗା…
୯ମ ଦିନରେ ଆମରଣ ଅନଶନ: ଅସୁସ୍ଥ ହୋଇପଡ଼ିବା ଯୋଗୁ ୨ କାଉନସିଲର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
ଦେବଗଡ଼,୨।୮(ଡି.ଏନ୍.ଏ.) : ଦେବଗଡ଼ ପୌର ପରିଷଦ ମହାଦୁର୍ନୀତିର ତଦନ୍ତ ସହ ୧୫ ଦଫା ଦାବି ନେଇ ପୌର ପରିଷଦର ୭ କାଉନସିଲରଙ୍କ ଆମରଣ ଅନଶନ ମଙ୍ଗଳବାର ୯ମ ଦିନରେ ପହଞ୍ଚିଛି। ହେଲେ ଏଯାବତ ଏହାର କୌଣସି ସମାଧାନ ହୋଇ ପାରିନାହିଁ। ଜିଲା…
୭ରୁ ଜେଇଇ ଆଡ୍ଭାନ୍ସଡ ଆବେଦନ, ସେପ୍ଟମ୍ବର ୧୧ରେ ରେଜଲ୍ଟ
ଭୁବନେଶ୍ୱର, ୨।୮(ବ୍ୟୁରୋ) – ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ(ଆଡ୍ଭାନ୍ସଡ) ୨୦୨୨ ଚଳିତ ମାସ ୨୮ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତା ୭ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ୭ ତାରିଖ ପୂର୍ବାହ୍ନ ୧୦ଟାରୁ ୧୧ ତାରିଖ ଅପରାହ୍ନ…
Archives


