ସିବିଆଇ କୋର୍ଟରୁ ଲାଲୁଙ୍କୁ ଆଶ୍ୱସ୍ତି: ଚିକିତ୍ସା ପାଇଁ ଯାଇପାରିବେ ସିଙ୍ଗାପୁର
ପାଟନା,୨।୮: ବିହାର ରାଜଧାନୀ ପାଟନା ହାଇକୋର୍ଟ ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବର୍ତ୍ତମାନ ସେ ଚିକିତ୍ସା ପାଇଁ ସିଙ୍ଗାପୁର ଯାଇପାରିବେ। ମଙ୍ଗଳବାର ସିବିଆଇ କୋର୍ଟ ତାଙ୍କୁ ସିଙ୍ଗାପୁର ଯିବା ପାଇଁ…
ଜନ୍ତର ମନ୍ତରରେ ଧାରଣା ଦେଲେ ପ୍ରଧାନମନ୍ତ୍ରୀଙ୍କ ଭାଇ…
ନୂଆଦିଲ୍ଲୀ, ୨।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଇ ପ୍ରହ୍ଲାଦ ମୋଦି ଜନ୍ତର ମନ୍ତରରେ ଧାରଣା ଦେଇଛନ୍ତି। ଅଲ ଇଣ୍ଡିଆ ଫେୟାର ପ୍ରାଇସ ଦୋକାନ ଡିଲର ଫେଡେରେଶନର ଉପାଧ୍ୟକ୍ଷ ପ୍ରହ୍ଲାଦ ମୋଦି ସଂଗଠନର ବିଭିନ୍ନ ଦାବି ନେଇ ମଙ୍ଗଳବାର ଧାରଣରେ ବସିଥିଲେ।…
ପାଣ୍ଠି ସଂଗ୍ରହ କରୁଥିବା ୧୦୦ରୁ ଅଧିକ ଟିଏମ୍ସି ନେତାଙ୍କ ନାମ ଶାହାଙ୍କୁ କହିଲେ ଶୁଭେନ୍ଦୁ…
ନୂଆଦିଲ୍ଲୀ, ୨।୮ : ପଶ୍ଚିମବଙ୍ଗର ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ମଙ୍ଗଳବାର ଭେଟିଛନ୍ତି। ଏହି ସମୟରେ ଶୁଭେନ୍ଦୁ ଅମିତ ଶାହାଙ୍କୁ ପାଣ୍ଠି ସଂଗ୍ରହ କରୁଥିବା ୧୦୦ ରୁ ଅଧିକ ଟିଏମ୍ସି ନେତାଙ୍କ ନାମ କହିଛନ୍ତି। ଯେଉଁମାନେ…
ଗୁଜରାଟ ବିଧାନସଭା ନିର୍ବାଚନ: ୧୦ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଏଏପି
ଅହମଦାବାଦ,୨।୮: ଚଳିତ ବର୍ଷ ଗୁଜୁରାଟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଆମ ଆଦମୀ ପାର୍ଟି(ଏଏପି)ର ଲକ୍ଷ୍ୟ ଗୁଜରାଟ ମିଶନ ରହିଥିବା ବେଳେ ଏଥିପାଇଁ ସମସ୍ତ ପ୍ରସ୍ତୁତି ଚଳାଇଛି। ମଙ୍ଗଳବାର ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୧୦ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା…
ବୁଲେଟ୍ ପ୍ରୁଫ୍ କାର୍ କିଣିଲେ ସଲମାନ୍
ବମ୍ବେ: ବଲିଉଡ୍ର ଦବଙ୍ଗ ଖାଁ ସଲମାନଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି। ଏଥିନେଇ ତାଙ୍କ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯାଉଛି। ଆଖପାଖରେ ସୁରକ୍ଷାକର୍ମୀଙ୍କ ସହ ସଲମାନଙ୍କୁ ଲାଇସେନ୍ସ ପ୍ରାପ୍ତ ବନ୍ଧୁକ ରଖିବାକୁ ଅନୁମତି ମିଳିସାରିଛି। ଏବେ କିନ୍ତୁ ଆଉ…
ଅପରେଶନ ଲୋଟସକୁ ଆମେ ଭୟ କରୁନୁ, କହିଲେ ମୁଖ୍ୟମନ୍ତ୍ରୀ…
ନୂଆଦିଲ୍ଲୀ, ୨।୮ : ଝାଡଖଣ୍ଡରେ ସରକାରଙ୍କୁ ଅସ୍ଥିର କରିବା ପାଇଁ ଅପରେଶନ ଲୋଟସ ଅଭିଯାନ ଚଳାଇଥିବା ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଆମେ ଅପରେଶନ ଲୋଟସକୁ ଭୟ କରୁ ନାହିଁ। ଝାଡଖଣ୍ଡର…
ଲୋକଙ୍କ ପକେଟରେ ନିଆଁ ଲାଗିଛି, ଦରଦାମ ବୃଦ୍ଧି ନେଇ ଅଧୀର ରଞ୍ଜନଙ୍କ ମନ୍ତବ୍ୟ…
ନୂଆଦିଲ୍ଲୀ, ୨।୮ : ଦେଶରେ ଦରଦାମ ଉପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉତ୍ତର ସମ୍ପର୍କରେ କଂଗ୍ରେସ ନେତା ଅଧୀର ରଞ୍ଜନ ଭାଜପା ସରକାରଙ୍କ ନୀତିକୁ କଡ଼ା ସମାଲୋଚନା କରିଛନ୍ତି। ଏନଡିଟିଭିକୁ ଏକ ସାକ୍ଷାତକାର ଦେଇ ଅଧୀର ରଞ୍ଜନ ସରକାରଙ୍କୁ ଦୋଷାରୋପ କରି…
ବୁଧବାର ଏମ୍ପିମାନେ କରିବେ ତ୍ରିରଙ୍ଗା ବାଇକ୍ ରାଲି, ଲାଲ କିଲ୍ଲାରୁ ସଂସଦ ଭବନ…
ନୂଆଦିଲ୍ଲୀ, ୨।୮ : କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ ବୁଧବାର ସକାଳେ ଲାଲ କିଲ୍ଲାରୁ ସଂସଦ ଭବନ ପର୍ଯ୍ୟନ୍ତ ଏମ୍ପିମାନଙ୍କ ପାଇଁ ସଂସ୍କୃତି ମନ୍ତ୍ରଣାଳୟ ପ୍ରକ୍ଷରୁ ଏକ ତ୍ରିରଙ୍ଗା ବାଇକ ରାଲି ଆୟୋଜନ କରାଯିବ। ଏଥିରେ ଭାଗ ନେବାକୁ…
ବିଚାରପତିଙ୍କ ସ୍ବାସ୍ଥ୍ୟ ଭଲ ନାହିଁ, ଅପେକ୍ଷା କର, ହିଜାବ୍ ମାମଲାରେ ସିଜେଆଇଙ୍କ ଜବାବ…
ନୂଆଦିଲ୍ଲୀ, ୨।୮ : ସୁପ୍ରିମକୋର୍ଟରେ କର୍ନାଟକ ହିଜାବ ମାମଲାରେ ଶୀଘ୍ର ଶୁଣାଣି କରିବାକୁ ସେ ଏକ ବେଞ୍ଚ ଗଠନ କରିବେ ବୋଲି ସିଜେଆଇ ଏନ.ଭି. ରମନା କହିଛନ୍ତି। ଜଣେ ବିଚାରପତିଙ୍କ ସ୍ବାସ୍ଥ୍ୟ ଭଲ ନାହିଁ, ତେଣୁ ଅପେକ୍ଷା କର ବୋଲି ରମନା…
ଇଡ଼ି ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି ମାମଲା, କେନ୍ଦ୍ରଠାରୁ ୧୦ ଦିନ ମଧ୍ୟରେ ଜବାବ ଲୋଡିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୨।୮ : ସୁପ୍ରିମକୋର୍ଟ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟର ନିର୍ଦ୍ଦେଶକ ସଞ୍ଜୟ ମିଶ୍ରାଙ୍କ କାର୍ଯ୍ୟକାଳ ବଢ଼଼ାଇବା ନିଷ୍ପତ୍ତି ଯାଞ୍ଚ୍ କରିବେ। ଏନେଇ ଶୀର୍ଷକୋର୍ଟ କେନ୍ଦ୍ରକୁ ନୋଟିସ ଜାରି କରି ଏହାର ଜବାବ ୧୦ ଦିନ ମଧ୍ୟରେ ମାଗିଛନ୍ତି। ଏହା ଉପରେ ଶୁଣାଣି ୧୦…
ମଧ୍ୟପ୍ରଦେଶ ଜଙ୍ଗଲରେ ଖଲିସ୍ତାନୀ ଲିଙ୍କ୍, କହିଲେ ମନ୍ତ୍ରୀ…
ଭୋପାଳ,୨।୮ : ପଶ୍ଚିମ ମଧ୍ୟପ୍ରଦେଶ ଜଙ୍ଗଲରେ ଖଲିସ୍ତାନୀ ବିଛିନ୍ନତାବାଦୀଙ୍କ ଲିଙ୍କ୍ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ନିଶ୍ଚିତ କରିଛନ୍ତି। ଇତିମଧ୍ୟରେ ରାଜ୍ୟର ଖରଗୋନ ଜିଲାରୁ ଖଲିସ୍ତାନ ସମର୍ଥକଙ୍କ ସହ ଯୋଗାଯୋଗରେ ଥିବା ଜଣେ ବନ୍ଧୁକଧାରୀ ଆସନ ସିଂ ସିକିଲଗାରଙ୍କୁ…
ସଂକ୍ରମଣରେ ସାମାନ୍ୟ ବ୍ରେକ୍…
ନୂଆଦିଲ୍ଲୀ, ୨।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
Archives


