Home

ପାର୍ଥ ଚାଟାର୍ଜୀଙ୍କ ଉପରକୁ ଚପଲ ଫିଙ୍ଗିଲେ ମହିଳା

କୋଲକତା,୨।୮: ପଶ୍ଚିମବଙ୍ଗ ଶିକ୍ଷା ନିଯୁକ୍ତି ଦୁର୍ନୀତିରେ ଇଡି ଅନୁସନ୍ଧାନର ସମ୍ମୁଖୀନ ହୋଇଥିବା ପୂର୍ବତନ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଉପରକୁ ମଙ୍ଗଳବାର ଜଣେ ମହିଳା ଚପଲ ଫିଙ୍ଗିଛନ୍ତି। ପାର୍ଥ ଚାଟାର୍ଜୀଙ୍କୁ ଚେକ୍‌ଅପ୍‌ ପାଇଁ ଡାକ୍ତରଖାନା ନିଆଯାଇଥିବାବେଳେ ଏହି ଘଟଣା ଘଟିଛି। ମହିଳା…

ସ୍ତନ୍ୟଦାତ୍ରୀ ମା’ ଲାଗି …

ମା’ ସ୍ତନରୁ ଝରୁଥିବା କଷକ୍ଷୀରକୁ ଅପରିଷ୍କାର ଭାବି ନ ଫିଙ୍ଗି ଶିଶୁକୁ ଖୁଆନ୍ତୁ। ଏଥିରେ ଶିଶୁ ପାଇଁ ଆବଶ୍ୟକ ପୋଷକ ତତ୍ତ୍ୱ ଏବଂ ରୋଗ ପ୍ରତିରୋଧକ ଶକ୍ତି ଭରପୂର ଥାଏ। -ନୂଆ ନୂଆ ସ୍ତନ୍ୟପାନ କରାଉଥିବା ଅଧିକାଂଶ ମା’ ଶିଶୁଙ୍କୁ କିଛି…

ଯାଆଁଳା ଶିଶୁ ଓ ସ୍ତନ୍ୟପାନ

ମା’ କ୍ଷୀର ଶିଶୁ ପାଇଁ ଈଶ୍ୱରଙ୍କ ବରଦାନ ା କାରଣ ଏହା ଶିଶୁ ନିମନ୍ତେ ସର୍ବୋତ୍ତମ ଖାଦ୍ୟ। ଏହା ଶିଶୁ ମୃତ୍ୟୁହାର କମାଇବା ସହ ମା’ ଓ ଶିଶୁକୁ ଅନେକ ରୋଗରୁ ରକ୍ଷା କରିଥାଏ ା ସ୍ତନ୍ୟପାନ ଲାଗି ସଚେତନତା ସୃଷ୍ଟି…

ମା’ କ୍ଷୀର-ଶିଶୁ ସୁରକ୍ଷା କବଚ

ଜନ୍ମପରେ ପ୍ରଥମେ ମା’ର ଛାତି ଉପରେ ଶିଶୁକୁ ପ୍ରସବ କକ୍ଷରେ ଶୁଆଇ ଦିଆଯାଏ ଓ ସ୍ତନ୍ୟପାନ ଏହିଠାରୁ ହିଁ ଆରମ୍ଭ ହୋଇଥାଏ। ଶିଶୁ ଆପଣାଛାଏଁ ମାତୃସ୍ତନ୍ୟରୁ କ୍ଷୀର ଖାଇବା ଆରମ୍ଭ କରେ। ଏହାକୁ ବେବିକ୍ରଲ୍‌ କୁହାଯାଏ। ପ୍ରଥମ ୬ମାସ କେବଳ ମା’କ୍ଷୀର,…

କେରଳରେ ୫ମ ମଙ୍କିପକ୍ସ ମାମଲା ଚିହ୍ନଟ

ଥିରୁଭାନ୍ତପୁରମ,୨।୮: କରୋନା ଭାଇରସ୍‌ ପ୍ରକୋପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିବା ବେଳେ ବର୍ତ୍ତମାନ ମଙ୍କିପକ୍ସ ସଂକ୍ରମଣ ଲୋକଙ୍କ ଚିନ୍ତା ବଢ଼ାଇଛି। ଇତିମଧ୍ୟରେ ମଙ୍ଗଳବାର କେରଳରେ ମଙ୍କିପକ୍ସର ଆଉ ଏକ ମାମଲା ସାମ୍ନାକୁ ଆସିଛି। ଆକ୍ରାନ୍ତ ଜଣକ ୩୦ବର୍ଷୀୟ ବ୍ୟକ୍ତି…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ତୃତୀୟ ଟି-୨୦: ବିଳମ୍ବରେ ଆରମ୍ଭ ହେବ ମ୍ୟାଚ୍‌

ସେଣ୍ଟ କିଟ୍ସ,୨।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବାକୁ ଥିବା ତୃତୀୟ ଟି-୨୦ର ସମୟରେ ପରିବର୍ତ୍ତନ କରାଯାଇଛି। ସେଣ୍ଟ କିଟ୍ସରେ ଖେଳାଯିବାକୁ ଏହି ମ୍ୟାଚ ଭାରତୀୟ ସମୟ ରାତି ୮ଟା ପରିବର୍ତ୍ତେ ରାତି ୯.୩୦ରେ ଆରମ୍ଭ ହେବ। ବିସିସିଆଇ ଟୁଇଟ କରି…

ଲଜ୍ଜାଜନକ ରେକର୍ଡ ହାସଲ କଲେ ରୋହିତ ଶର୍ମା

ସେଣ୍ଟ କିଟ୍ସ,୨।୮:ସେଣ୍ଟ କିଟ୍ସରେ ଖେଳାଯାଇଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତ ୫ ଉଇକେଟରେ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଭାରତର ଅଧିନାୟକ ରୋହିତ ଶର୍ମା ବିଫଳ ହୋଇଥିଲେ ଏବଂ ସେ ମ୍ୟାଚର ପ୍ରଥମ ବଲରେ ଆକାଉଣ୍ଟ ନ…

ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୨।୮: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମଙ୍ଗଳବାର ଦିଲ୍ଲୀ ଓ କୋଲକାତା ସମେତ ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଦିଲ୍ଲୀ ସ୍ଥିତ ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। କୁହାଯାଉଛି, ଇଡ଼ି ଅଧିକାରୀମାନେ କାର୍ଯ୍ୟାଳୟର…

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ୪ଭାଜପା ବିଧାୟକ ନିଲମ୍ବିତ

ରାଞ୍ଚି,୨।୮: ଝାଡ଼ଖଣ୍ଡ ବିଧାନସଭାରେ ମୌସୁମୀ ଅଧିବେଶନ ଚାଲୁଛି। ଏହି ଅଧିବେଶନରେ ବିରୋଧୀ ଅନେକ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ଉଦ୍ୟମ କରୁଛନ୍ତି। ଇତିମଧ୍ୟରେ ସୋମବାର ବାଚସ୍ପତି ୪ଜଣ ଭାଜପା ବିଧାୟକଙ୍କୁ ନିଲମ୍ବିତ କରିଥିବା ଜଣାପଡ଼ିଛି। ଏହି ସମସ୍ତ ବିଧାୟକମାନଙ୍କୁ ୨ଦିନ ପାଇଁ…

ବିନା ବିସ୍ଫୋରଣରେ କେମିତି ନିହତ ହେଲେ ଅଲକାଏଦା ମୁଖ୍ୟ

ଓ୍ବାଶିଂଟନ,୨।୮: ଆମେରିକାର ଡ୍ରୋନ ଆକ୍ରମଣରେ ଆଖି ବୁଜିଛନ୍ତି ଅଲ କାଏଦା ମୁଖ୍ୟ ଆୟମାନ ଅଲ-ଜାୱାହିରି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଅଲ ଜାୱାହିରିଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି। ଏହି ମିଶନ ବିଷୟରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଯେ, ଆମେରିକା କୌଣସି…

ପ୍ରୋଫାଇଲ୍‌ ଫଟୋ ‘ତ୍ରିରଙ୍ଗା’ ରଖିଲେ ମୋଦି

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟଗୁଡିକର ପ୍ରୋଫାଇଲ୍‌ ଫଟୋକୁ ପରିବର୍ତ୍ତନ କରିଛନ୍ତି। ସେ ଫ୍ରୋଫାଇଲ୍‌ ଫଟୋ ଜାତୀୟ ପତାକା ‘ତ୍ରିରଙ୍ଗା’ ରଖିଛନ୍ତି। ଏହାସହ ସମସ୍ତେ ଏହା କରିବାକୁ ସେ ଦେଶର ଲୋକଙ୍କୁ ଅନୁରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ…

ଆମେରିକାର ସିକ୍ରେଟ୍‌ ଅପରେଶନକୁ କଡ଼ା ନିନ୍ଦା କଲେ ତାଲିବାନ ସରକାର

କାବୁଲ,୨।୮: ଆଫଗାନିସ୍ତାନର କାବୁଲରେ ଆମେରିକାର ଡ୍ରୋନ ଷ୍ଟ୍ରାଇକରେ ଅଲ-କାଏଦା ମୁଖ୍ୟ ଅଲ ଜାୱାହିରି ନିହତ ହୋଇଛନ୍ତି। ଏନେଇ ଆମେରିକା ରାଷ୍ଟ୍ରପତି ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଆଫଗାନିସ୍ତାନର ତାଲିବାନ ସରକାର ଆମେରିକା ପକ୍ଷରୁ କରାଯାଇଥିବା ଏହି ଅପରେଶନକୁ ତୀବ୍ର ନିନ୍ଦା କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri