Home

ଥମୁନି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩,୭୩୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

ଆଜି ରାଜ୍ୟରେ ୭୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଥମୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୩ ଚିହ୍ନଟ ହୋଇଥିବାବେଳେ…

‘ଅରବପତି ପୁଅ ପାଇଁ ମୁଁ ଗର୍ବିତ ନୁହେଁ’

ନ୍ୟୁୟର୍କ,୨।୮: ଟେସଲା ମୁଖ୍ୟ ଏଲନ ମସ୍କଙ୍କ ପିତା ଏରୋଲ ମସ୍କ ଆଜିକାଲି ବେଶ୍‌ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ସେ ସ୍ବୀକାର କରିଛନ୍ତି ଯେ ସେ ତାଙ୍କ ଅରବପତି ପୁଅ ପାଇଁ ଗର୍ବିତ ନୁହଁନ୍ତି କାରଣ ସମଗ୍ର ମସ୍କ ପରିବାର ଅନେକ ଦିନ…

ହାତକୁ ଦି’ହାତ ହେଲେ ଏହି କ୍ରିକେଟର୍‌

ସିଡନୀ,୨।୮:ଅଷ୍ଟ୍ରେଲୀୟ ଟେଷ୍ଟ ଦଳର ଅଧିନାୟକ ପ୍ୟାଟ କୁମିନ୍ସ ଦୀର୍ଘ ଦିନରେ ପ୍ରେମିକା ବେକି ବୋଷ୍ଟନଙ୍କୁ ବିବାହ କରିଛନ୍ତି। ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି କୁମିନ୍ସ ଏହି ସୂଚନା ଦେଇଛନ୍ତି। ଫଟୋ ଶେୟାର କରି ସେ ‘ଜଷ୍ଟ ମ୍ୟାରେଡ୍‌’ ଲେଖିଥିଲେ। କୁମିନ୍ସଙ୍କୁ ଅନେକ…

ଏଣିକି ପ୍ରତି ମାସରେ ‘ଶ୍ରୀଜଗନ୍ନାଥାୟନ’

ପୁରୀ ଅଫିସ ୨ା୮:ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସୋମବାର ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ପ୍ରଥମଥର ପାଇଁ ଜଗନ୍ନାଥ ସଂସ୍କୃତି ଉପରେ ଆଧାରିତ ‘ଶ୍ରୀଜଗନ୍ନାଥାୟନ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଣିକି…

ଗାଁରୁ ଲିଭିଲିଭି ଯାଉଛି ଷ୍ଟ୍ରିଟ୍‌ ଲାଇଟ

ପଟ୍ଟାମୁଣ୍ଡାଇ, ୨ା୮(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳରେ ଫେଲ୍‌ ମାରିଛି ସରକାରଙ୍କ ଆଲୋକୀକରଣ ବ୍ୟବସ୍ଥା । ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳରେ ଏଲଇଡି ଷ୍ଟ୍ରିଟ୍‌ ଲାଇଟ୍‌ ଲଗେଇ ଠିକା ସଂସ୍ଥା ମାଲେମାଲ ହୋଇଥିଲେ। ସେମାନେ ନିମ୍ନମାନର ଏଲଇଡି ଓ ବିଦ୍ୟୁତ୍‌ ସରଞ୍ଜାମ…

ଦୃଷ୍ଟିବାଧିତଙ୍କ କାନ୍ଧରେ ବୋଲବମ୍‌ ଭାର

କେନ୍ଦ୍ରାପଡ଼ା ଅଫିସ, ୨ା୮:ଶ୍ରାବଣ ମାସରେ ଶିବଙ୍କୁ ଜଳାଭିଷେକ କରିବାକୁ ସାରା ଦେଶରେ ଶ୍ରଦ୍ଧାଳୁ କାନ୍ଧରେ ଭାର ରଖୁଛନ୍ତି। ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ୬ ଦୃଷ୍ଟିବାଧିତ ଯୁବକ ଏଥିରେ ସାମିଲ ହୋଇଛନ୍ତି। ସେମାନେ ହେଲେ ଦିଲୀପ କୁମାର ବରାଳ, ନିକୁଞ୍ଜ ବିହାରୀ ଜେନା,…

ବାଟବଣା ହୋଇଛି ଜଳଶକ୍ତି ଅଭିଯାନ

କେନ୍ଦ୍ରାପଡ଼ା ଅଫିସ, ୨ା୮:କେନ୍ଦ୍ରାପଡ଼ା ଜିଲା ପାନୀୟ ଜଳ ସଙ୍କଟ ଓ ଜଳ ସଂରକ୍ଷଣ ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଜିଲାର ୯ବ୍ଲକ ମଧ୍ୟରୁ ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, ମହାକାଳପଡ଼ା, ମାର୍ଶାଘାଇ ବ୍ଲକରେ ଏହା ଉତ୍କଟ ହୋଇଛି। ଗରଦପୁର ବ୍ଲକ…

ମାର୍କେଟ ବିଲ୍ଡିଂ ଖୋଲିବା ବାଟ ଫିଟୁନି

ଭୁବନେଶ୍ୱର, ୨।୮ (ବ୍ୟୁରୋ):ମାର୍କେଟ ବିଲ୍ଡିଂରେ କିଏ ବସିବ, କିଏ ଉଠିବ ତାକୁ ନେଇ ଚାଲିଛି ଟଣାଓଟରା। ସ୍ଥାୟୀ ଦୋକାନୀ ଓ ଉଠା ଦୋକାନୀ ମଧ୍ୟରେ ବିବାଦ ଯୋଗୁ ରବିବାରଠାରୁ ମାର୍କେଟ ବିଲ୍ଡିଂ ବନ୍ଦ ରହିଥିବାବେଳେ ସମସ୍ୟା ସମାଧାନର ରାସ୍ତା ବାହାରିପାରୁନାହିଁ। ସୋମବାର…

‘ମିରର ମେଜ୍‌’ରେ ବାଟବଣା

କଟକ ଅଫିସ, ୨।୮:ଲୋକଙ୍କ ମନୋରଞ୍ଜନ ପାଇଁ କଟକସ୍ଥିତ ରାଜ୍ୟ ନୌବାଣିଜ୍ୟ ସଂଗ୍ରହାଳୟରେ ଆରମ୍ଭ ହୋଇଛି ‘ମିରର ମେଜ୍‌’। ଏହା ଭୁଲ ଭୁଲେୟା ସଦୃଶ। ଏଥିମଧ୍ୟରେ ଲୋକେ ପାଦ ରଖିଲେ ବାଟବଣା ହେଉଛନ୍ତି। କାରଣ ‘ମିରର ମେଜ୍‌’ ମଧ୍ୟକୁ ପ୍ରବେଶ କରୁ କରୁ…

‘ଦ୍ୱିତୀୟ ଇନିଂସ୍‌ରେ ଦେଖାହେବ’

ଭୁବନେଶ୍ୱର,୨।୮(ବ୍ୟୁରୋ):ଅଭିନେତା ବାବୁସାନ୍‌ ମହାନ୍ତି, ସ୍ତ୍ରୀ ତୃପ୍ତି ଓ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ଉପୁଜିଥିବା ବିବାଦରେ କେବେ ପୂର୍ଣ୍ଣଚ୍ଛେଦ ପଡ଼ିବ ତାହାକୁ ନେଇ ପ୍ରଶଂସକମାନେ ଚାହିଁ ରହିଛନ୍ତି। ଏପରି ସ୍ଥିତିରେ ବାବୁସାନ୍‌ଙ୍କ ସହ ସମ୍ପର୍କକୁ ନେଇ ବିବାଦ ଘେରକୁ ଆସିଥିବା ଅଭିନେତ୍ରୀ…

‘ଗୋପରେ ଖୁବ୍‌ଶୀଘ୍ର ପ୍ରାକୃତିକ ଗ୍ୟାସ ଖନନ’

ଗୋପ,୨।୮(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଖୁବ୍‌ଶୀଘ୍ର ପ୍ରାକୃତିକ ଗ୍ୟାସ୍‌ ଖନନ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। ଏଠାରେ ତୈଳ ଓ ପ୍ରାକୃତିକ ଗ୍ୟାସ ଭରପୂର ରହିଥିବାରୁ ଆଗକୁ ଓଡ଼ିଶା ନିଶ୍ଚିତ ଭାବେ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ଉନ୍ନତି କରିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri