ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା
କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍ କରିଛନ୍ତି। ରାଜ୍ୟର ପରିସ୍ଥିତି ଖରାପ ହେବା ପଛରେ ଏକ ଯୋଜନାବଦ୍ଧ ଷଡ଼ଯନ୍ତ୍ର ରହିଛି ବୋଲି ସେ କହିଛନ୍ତି।…
୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….
ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ ଜଳିଯାଇଛି । ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର । ତେବେ ସୂଚନା…
ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର
ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା। ଏହା ଏକ ମଜାଦାର ପାରିବାରିକ ମନୋରଞ୍ଜନଧର୍ମୀ ଫିଲ୍ମ। ଦର୍ଶକଙ୍କୁ କିନ୍ତୁ ଏହି ଫିଲ୍ମ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ ଐତିହାସିକ ଚନ୍ଦନ ଯାତ୍ରା । ଏହି ଯାତ୍ରା ଏପ୍ରିଲ ୨୦ରୁ ଆରମ୍ଭ ହୋଇ…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦ ଡବ୍ଲୁ ୧୪୮୦ ନମ୍ବର୍ ବିଶିଷ୍ଟ ଦୁଇ ଅଟୋ ମୁହାଁ ମୁହିଁ ଧକ୍କା ହୋଇଛି…
ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….
ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ ରିଲସ କରୁଥିବା ବେଳେ ବୁଡି ଯାଇଥିଲେ । ତେବେ ଜଣେ ଉଦ୍ଧାର ହୋଇଥିବା…
ଫିଲ୍ମ ଷ୍ଟାଇଲ୍ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…
ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ ସଫଳ ହୋଇଛି। ସାଆନ୍ଦା ଫାଣ୍ଡି ଅଧିକାରୀ ଜଳନ୍ଧର ବାରିକଙ୍କ ନେତୃତ୍ୱରେ ପୋଲିସ ଟିମ୍…
ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ ବନ୍ଦ ହେବା ଗଞ୍ଜାମବାସୀଙ୍କୁ ଚିନ୍ତାରେ ପକାଇଛି। ସାନିଟେସନ ଏକ୍ସପର୍ଟ ଏନ୍ଏସିରେ କାର୍ଯ୍ୟରତ କିଛି…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍ ଭୁବନେଶ୍ୱର ଯାଉଥିଲା। ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବାବେଳେ ଜଣେ ଯାତ୍ରୀ…
ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା
ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ ବାହାର କରିବାରେ ସାହାଯ୍ୟ କରେ। କିନ୍ତୁ ଅତ୍ୟଧିକ ପାଣି ପିଇବା ଆପଣଙ୍କ ସ୍ୱାସ୍ଥ୍ୟ…
ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ
ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଆଜି ମାଟ୍ରିକ ପରୀକ୍ଷା ଖାତା ଦେଖା ସରିବ । ରେଜଲ୍ଟ ବାହାରିବା ପରେ ସଙ୍ଗେସଙ୍ଗେ ସାର୍ଟିଫିକେଟ୍…
ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ
ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ ପଛକୁ ହଟିବାକୁ ପ୍ରସ୍ତୁତ ନୁହଁନ୍ତି। ଆମେରିକା ଏବଂ ଇରାନ ଅନେକ ଦାବି କରିଛନ୍ତି।…

