ଜାତିସଂଘ ମୁଖ୍ୟଙ୍କ ଚେତାବନୀ: ପରମାଣୁ ମହାବିପତ୍ତିଠାରୁ ବିଶ୍ୱ ମାତ୍ର ଗୋଟିଏ ପାଦ ଦୂରରେ
ଜେନେଭା,୨ ।୮: ମିଳିତ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ସୋମବାର ଚେତାବନୀ ଦେଇ କହିଛନ୍ତି, ବିଶ୍ୱ ପରମାଣୁ ବିନାଶଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି । ପରମାଣୁ ଅସ୍ତ୍ର ବିସ୍ତାରକୁ ରୋକିବା ଏବଂ ପରମାଣୁ ମୁକ୍ତ ବିଶ୍ୱ ସୃଷ୍ଟି କରିବା…
ମୋବାଇଲ ଟର୍ଚ୍ଚରେ ରୋଗୀ ସେବା
ଚାନ୍ଦବାଲି, ୨ା୮(ଡି.ଏନ.ଏ.):ଦୀର୍ଘ ୭ ଘଣ୍ଟା ଧରି ଅନ୍ଧାରରେ ରହିଲା ଡାକ୍ତରଖାନା। ଅନ୍ଧାର ସାଙ୍ଗକୁ ଗରମରେ ରୋଗୀମାନେ ଛଟପଟ ହୋଇଥିଲେ। ଏଭଳି ସ୍ଥିତିରେ ଡାକ୍ତରଙ୍କୁ ମୋବାଇଲ ଟର୍ଚ୍ଚରେ ଚିକିତ୍ସା କରିବାକୁ ପଡ଼ିଥିଲା। ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ରାତିରେ ଏଭଳି…
ଖୋ ଖୋ ଭଳି ସ୍ବଦେଶୀ ଖେଳକୁ ପ୍ରୋତ୍ସାହନ ଉପରେ ଫୋକସ
ଭୁବନେଶ୍ୱର, ୨।୮ (କ୍ରୀଡ଼ା ପ୍ରତିନିଧି):ଅଲ୍ଟିମେଟ ଖୋ ଖୋ ଲିଗ୍ର ପ୍ରଥମ ସଂସ୍କରଣରେ ଭାଗନେବାକୁ ଯାଉଥିବା ଓଡ଼ିଶା ଜଗରନଟ୍ସର ଜର୍ସି ଉନ୍ମୋଚନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାଭିତ୍ତିକ ଏହି ଫ୍ରାଞ୍ଚାଇଜ୍ର ଜର୍ସି ଉନ୍ମୋଚନ କରିଛନ୍ତି।…
ବୈଷୟିକ ସହାୟତା ଦେବ ଏନ୍ଆଇଓଟି
ଛତ୍ରପୁର/ଗଞ୍ଜାମ,୨ା୮(ଡି.ଏନ୍.ଏ.):ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ ଖାଇବାରେ ଲାଗିଛି। ସମୁଦ୍ର ଜଳପତନ ବୃଦ୍ଧି ହେଉଥିବାରୁ ଉଚ୍ଚ ଜୁଆର ମାଡି ଆସୁଛି। ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଓ ଗଞ୍ଜାମ ବ୍ଲକର ପୋଡ଼ମପେଟା ଗାଁ ସମୁଦ୍ର କୂଳରେ ଥିଲା। ସମୁଦ୍ର କୂଳ ଲଂଘିବାରୁ…
‘ବାୟୁସେନାରେ ସଶକ୍ତ ଯୁବଗୋଷ୍ଠୀଙ୍କ ଆବଶ୍ୟକତା ରହିଛି’
ଭୁବନେଶ୍ୱର, ୨।୮(ବ୍ୟୁରୋ):ବାୟୁସେନା ମୁଖ୍ୟାଳୟ ନୂଆଦିଲ୍ଲୀସ୍ଥିତ ବାୟୁଭବନରୁ ଏୟାର ମାର୍ଶଲ ଏସ୍.କେ. ଝା, ଏଭିଏସ୍ଏମ୍, ଏଓପିଙ୍କ ସମେତ ଏକ ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସି ସୋମବାର ଭୁବନେଶ୍ୱରସ୍ଥିତ ୱାଲର୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ କରିଥିଲେ। ଭାରତୀୟ ବାୟୁସେନାର ଅଗ୍ନିପଥ ଯୋଜନାରେ କିଭଳି…
ଶିକ୍ଷକତାକୁ ସଂକଳ୍ପ ଭାବେ ଗ୍ରହଣ କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨।୮(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୬,୮୯୧ଜଣ ହାଇସ୍କୁଲ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ଏହି ନବନିଯୁକ୍ତ ଶିକ୍ଷକଙ୍କ ପାଇଁ ସୋମବାର କଳିଙ୍ଗ ହକି ଷ୍ଟାଡିୟମ୍ଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ବିଜୟ ନାୟକଙ୍କୁ ରାଷ୍ଟ୍ରପତିଙ୍କ ଅତିରିକ୍ତ ସଚିବ ଦାୟିତ୍ୱ
ଭୁବନେଶ୍ୱର, ୨।୮(ବ୍ୟୁରୋ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅତିରିକ୍ତ ସଚିବ(ପ୍ରେସ୍) ଭାବେ ପୂର୍ବତନ ପ୍ରଶାସନିକ ଅଧିକାରୀ ବିଜୟ ନାୟକଙ୍କୁ ନିଯୁକ୍ତି ଦିଆଯାଇଛି। ବିଜୟ ନାୟକ ବର୍ତ୍ତମାନ ଓଡ଼ିଆ ବିଶ୍ୱବିଦ୍ୟାଳୟର ଓଏସ୍ଡି ଭାବେ କାର୍ଯ୍ୟରତ ଅଛନ୍ତି। ସେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଥିଲେ।…
ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀଙ୍କ କାର୍ ଦୁର୍ଘଟଣାଗ୍ରସ୍ତ
ସୁନ୍ଦରଗଡ଼/ସବ୍ଡେଗା,୨ା୮ (ଡି.ଏନ୍.ଏ.):ସୁନ୍ଦରଗଡ଼ ଜିଲା ତଳସରା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସଂପାଦକ ଡା. ପ୍ରଫୁଲ୍ଲ କୁମାର ମାଝିଙ୍କ କାର୍ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରୁ ଡା. ମାଝି ଓ ତାଙ୍କ…
କମର୍ସିଆଲ ଗ୍ୟାସ୍ ମୂଲ୍ୟ ୩୬ ଟଙ୍କା ହ୍ରାସ
ଭୁବନେଶ୍ୱର,୨/୮: କ୍ରମାଗତ ଅନ୍ତର୍ଜାତୀୟ ବଜାରରେ ତୈଳ ଦର ହ୍ରାସ ପାଉଛି। ତା’ର ପ୍ରଭାବ ଭାରତୀୟ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି। ବିଶେଷକରି ଗତ କିଛି ମାସ ହେବ ଦେଶରେ ତୈଳ ଉତ୍ପାଦଗୁଡ଼ିକର ମୂଲ୍ୟ ପରିବର୍ତ୍ତନ ହେଉଛି। ଏପରିକି କମର୍ସିଆଲ ଗ୍ୟାସ୍ ଏବଂ…
ଏୟାର ଇଣ୍ଡିଆର ନୂଆ ନୀତି: ଅବସର ନେବା ପରେ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ଉଡାଇ ପାରିବେ ବିମାନ
ନୂଆଦିଲ୍ଲୀ,୨ ।୮: ଟାଟା ଗ୍ରୁପର ବିମାନ କମ୍ପାନୀ ଏୟାର ଇଣ୍ଡିଆ ଏବେ ତା’ର ପାଇଲଟଙ୍କୁ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ବିମାନ ଉଡାଇବାର ଅନୁମତି ଦେବାକୁ ନିଷ୍ପତ୍ତି ନେଇଛି । ଏଥିପାଇଁ କମ୍ପାନୀ ପକ୍ଷରୁ ନୂଆ ନୀତି ଆସିଛି । ଏହି…
ଦର ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୬ ବର୍ଷୀୟ ଶିଶୁ
ନୂଆଦିଲ୍ଲୀ, ୨ା୮:ସମ୍ପ୍ରତି ଦେଶରେ ଅତ୍ୟବଶ୍ୟକ ସାମଗ୍ରୀର ଦରଦାମ୍ ହୁ ହୁ ହୋଇ ବଢ଼ିଚାଲିଛି। ମୂଲ୍ୟବୃଦ୍ଧି ଯୋଗୁ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ପାର୍ଲାମେଣ୍ଟ ଅଧିବେଶନରେ ବିରୋଧୀ ଏହା ଉପରେ ଆଲୋଚନା ଦାବି କରି ହଟ୍ଟଗୋଳ ଜାରି ରଖିଛନ୍ତି। ପରିବାର ଚଳାଇବା ସାଧାରଣ ଲୋକଟିଏ…
ଚାରା ରୋପଣରେ ଦୁର୍ନୀତି
ଭୁବନେଶ୍ୱର,୨ା୮(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ହୋଇଛି। ଜଙ୍ଗଲ ଧ୍ୱଂସ ଏହାର ଏକ ପ୍ରମୁଖ କାରଣ। ବନୀକରଣ ଉପରେ ସବୁସ୍ତରରେ ଜୋର ଦିଆଯାଉଛି। କିନ୍ତୁ ଓଡ଼ିଶା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗରେ ହେଉଥିବା ଅନିୟମିତତା ରାଜ୍ୟର…
Archives


