କମିଲା ଏଲପିଜି ସିଲିଣ୍ଡର ଦାମ
ନୂଆଦିଲ୍ଲୀ,୧ ।୮: ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର । କମର୍ସିଆଲ(୧୯ କିଲୋଗ୍ରାମ) ଏଲପିଜିର ଦାମ କମ ହୋଇଛି । ଇଣ୍ଡିଆନ ଅଏଲ କର୍ପୋରେଶନ (ଆଇଓସି) କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ ୩୬ ଟଙ୍କା କମ କରିଛନ୍ତି । ଏହାଫଳରେ…
‘ମୁଖ୍ୟମନ୍ତ୍ରୀ କାଶୀପୁର ଗସ୍ତ ନ କରିବା ଦୁର୍ଭାଗ୍ୟଜନକ’
ଟିକିରି/ରାୟଗଡ଼ା ଅଫିସ,୧ା୮(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ଗ୍ରାମରେ ଝାଡ଼ାବାନ୍ତି ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ମୃତ୍ୟୁସଂଖ୍ୟା ୧୨ ରେ ପହଞ୍ଚିଲାଣି। ତଥାପି ମୁଖ୍ୟମନ୍ତ୍ରୀ ଅଞ୍ଚଳକୁ ଆସି ସମସ୍ୟା ନ ବୁଝିବା ଦୁର୍ଭାଗ୍ୟଜନକ। ପରିସ୍ଥିତି ପାଇଁ ଅଞ୍ଚଳବାସୀ ନୁହଁ ସରକାରଙ୍କ…
୨ ଦିନ ଭିତରେ କାରଣ ଦର୍ଶାଅ ନୋଟିସ୍ର ଜବାବ ଦେବେ ମୋକିମ୍
ଭୁବନେଶ୍ବର,୧ା୮(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନର ଭୋଟିଂ ଲାଗି କୌଣସି ହ୍ବିପ୍ ଜାରି କରାଯାଇ ନ ଥିଲା। କଂଗ୍ରେସ ପ୍ରାର୍ଥୀଙ୍କୁ ଯେଉଁମାନେ ଭୋଟ୍ ନ ଦେଇଛନ୍ତି ସେମାନଙ୍କ ବିରୋଧରେ ଦଳର ସାମ୍ବିଧାନିକ ବ୍ୟବସ୍ଥା ଯାହା ରହିଛି ସେହି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ। ଦଳର ସାମ୍ବିଧାନିକ…
ସ୍ମାର୍ଟସିଟିର ବିକଳ ଚିତ୍ର
ସ୍ମାର୍ଟ ସିଟି ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ଯୋଜନା ପରେ ଯୋଜନା କରୁଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ସଫେଇ ବାବଦକୁ ବିପୁଳ ଅର୍ଥ ଖର୍ଚ୍ଚ କରାଯାଉଛି। ହେଲେ ସହରର ବାସ୍ତବ ଚିତ୍ର କିନ୍ତୁ ଭିନ୍ନ।…
ସୁପ୍ରିମକୋର୍ଟରେ ଲଢ଼େଇ
ନୂଆଦିଲ୍ଲୀ,୧।୮(ପି.ଟି.): ମହାରାଷ୍ଟ୍ରରେ ଶିବସେନାର ବିଦ୍ରୋହୀ ଗୋଷ୍ଠୀ ଉଦ୍ଧବ ଠାକ୍ରେ ସରକାରଙ୍କୁ ହଟାଇ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ସରକାର ଗଢ଼ିବା ପରେ ପ୍ରକୃତ ଶିବସେନା କିଏ, ତାକୁ ନେଇ ବିବାଦ ଦେଖାଦେଇଛି। ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚତ୍ଥିବାବେଳେ ଉଦ୍ଧବ ଠାକ୍ରେ ଗୋଷ୍ଠୀର ସମସ୍ତ…
ବାଲୁଗାଁରୁ କୃଷ୍ଣପ୍ରସାଦ ଲଞ୍ଚ ଚଳାଚଳ ବନ୍ଦ
କୃଷ୍ଣପ୍ରସାଦ,୧ା୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁରୁଠାରୁ ଚିଲିକାରେ ଲଞ୍ଚ୍ ଯୋଗେ ଦୈନିକ ଶତାଧିକ ଯାତ୍ରୀ କୃଷ୍ଣପ୍ରସାଦ ଓ ଏହାର ଆଖପାଖ ଅଞ୍ଚଳକୁ ଯାତାୟାତ କରିଥାନ୍ତି। ତେବେ ହଠାତ୍ ବିଭାଗୀୟ କର୍ତ୍ତୃପକ୍ଷ ଉକ୍ତ ଲଞ୍ଚ୍ ଚଳାଚଳ ବନ୍ଦ କରିଦେବାରୁ ଯାତ୍ରୀ ନାହିଁ ନ ଥିବା…
ଭୁଲ୍ରେ ଗିରଫ ବ୍ୟକ୍ତିଙ୍କୁ ମିଳିବ ୫ ଲକ୍ଷ କ୍ଷତିପୂରଣ
ବେଙ୍ଗାଲୁରୁ,୧।୮: କର୍ନାଟକ ପୋଲିସ ଏକ ଆପରାଧିକ ମାମଲାରେ ଗିରଫ କରିଥିବା ୫୬ ବର୍ଷୀୟ ନିଙ୍ଗାରାଜୁ ଏନ୍ଙ୍କୁ ୫ ଲକ୍ଷ କ୍ଷତିପୂରଣ ଦିଆଯିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରାଜୁ ଏନ୍ଜିଏନ୍ ନାମକ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ପୋଲିସ ଭୁଲବଶତଃ…
ଅନେକ ମହିଳାଙ୍କ ସହ ନେ-ୟୋଙ୍କ ସମ୍ପର୍କ
ଓ୍ବାଶିଂଟନ୍, ୧ା୮: ନେ-ୟୋ ଭାବେ ଜଣା ଆମେରିକୀୟ ଗାୟକ ଶାଫେର ଚିମେରେ ସ୍ମିଥ୍ଙ୍କ ନାଁରେ ସ୍ତ୍ରୀ କ୍ରିଷ୍ଟାଲ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ନେ-ୟୋ ଜଣେ ସିରିଏଲ ଠକ ଏବଂ ଅନେକ ମହିଳାଙ୍କ ସହ ସେ ସମ୍ପର୍କ ରଖିଛନ୍ତି ବୋଲି କ୍ରିଷ୍ଟାଲ ରବିବାର…
ଭିଇଏମ୍ଏସ୍ ଅଧ୍ୟକ୍ଷ ଚନ୍ଦ୍ରଶେଖର ପତିଙ୍କ ପରଲୋକ
ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଭେଙ୍କଟେଶ୍ୱର ଇଂଲିଶ ମିଡ଼ିୟମ ସ୍କୁଲ (ଭିଇଏମ୍ଏସ) ସମୂହର ଚେୟାରମ୍ୟାନ ଚନ୍ଦ୍ରଶେଖର ପତି (୫୯)ଙ୍କ ଶନିବାର ରାତି ୨ଟାରେ ସ୍ଥାନୀୟ ଆମ୍ରି ହସ୍ପିଟାଲରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ କିଡନୀଜନିତ ରୋଗରେ ପୀଡିତ ହୋଇ…
ଅନିର୍ଦ୍ଦିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ
ଭୁବନେଶ୍ୱର,୧।୮ (ବ୍ୟୁରୋ): ରାଜଧାନୀର ପ୍ରମୁଖ ବଜାର ୟୁନିଟ-୨ ମାର୍କେଟ ବିଲ୍ଡିଂରେ କିଛିଦିନର ବ୍ୟବଧାନ ପରେ ପୁଣିଥରେ ଉଠାଦୋକାନୀ ଓ ସ୍ଥାୟୀ ବ୍ୟବସାୟୀ ମୁହାଁମୁହିଁ ହୋଇଛନ୍ତି। ରବିବାର ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଯୋଗୁ ଦୀର୍ଘ ସମୟ ଧରି ସେଠାରେ ଉତ୍ତେଜନା ଲାଗି ରହିଥିଲା।…
ପ୍ରୋଫାଇଲ ଫଟୋରେ ତ୍ରିରଙ୍ଗା ରଖ: ମୋଦି
ନୂଆଦିଲ୍ଲୀ,୧।୮: ଆଗକୁ ସ୍ବାଧୀନତା ଦିବସ ଥିବାବେଳେ ଦେଶବାସୀ ଅଗଷ୍ଟ ୨ରୁ ୧୫ ମଧ୍ୟରେ ସେମାନଙ୍କ ସୋସିଆଲ ମିଡିଆ ପ୍ରୋଫାଇଲରେ ଜାତୀୟ ପତାକା ତ୍ରିରଙ୍ଗାକୁ ଡିସ୍ପ୍ଲେ ପିକ୍ଚର ଭାବେ ବ୍ୟବହାର କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ରବିବାର ମାସିକ…
ଲାଡେନଙ୍କ ଦାନ ଗ୍ରହଣ କରିଛନ୍ତି ଚାଲର୍ସ
ଲଣ୍ଡନ, ୧ା୮: ବ୍ରିଟେନ ପ୍ରିନ୍ସ ଚାଲର୍ସ ଆମେରିକାରେ ୯/୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ଓସାମା ବିନ୍ ଲାଡେନ୍ଙ୍କ ଠାରୁ ଦାନ ଅର୍ଥ ଗ୍ରହଣ କରିଥିବା ନେଇ ରିପୋର୍ଟ ପ୍ରକାଶ ପାଇଛି। ଅଲ୍-କାଏଦା ସଙ୍ଗଠନର ଏହି ନିହତ ଆତଙ୍କବାଦୀଙ୍କ ପରିବାର ୨୦୧୩ରେ ଚାଲର୍ସଙ୍କ ଏକ…
Archives


