Home

ପ୍ରତି ନାଗରିକ ସମ୍ବିଧାନ ଜାଣିବା ଜରୁରୀ

ନୂଆଦିଲ୍ଲୀ, ୧ା୮: ସମ୍ବିଧାନ ସମସ୍ତଙ୍କ ପାଇଁ। ଏକ ସାମ୍ବିଧାନିକ ଗଣତନ୍ତ୍ର ସେତେବେଳେ ଅଗ୍ରଗତି କରିପାରିବ ଯେତେବେଳେ ନାଗରିକମାନେ ସେମାନଙ୍କ ସମ୍ବିଧାନ ପ୍ରଦତ୍ତ ଅଧିକାର ଏବଂ କର୍ତ୍ତବ୍ୟ ବାବଦରେ ଅବଗତ ହେବେ। କିନ୍ତୁ ଦୁଃଖର କଥା ଦେଶରେ ଅଧିକାଂଶ ଲୋକଙ୍କ ନିକଟରେ ସମ୍ବିଧାନ…

ଆଉ ୩ଦିନ ତାତି, ୪ରୁ ପୁଣି ବର୍ଷା

ଭୁବନେଶ୍ୱର,୧ା୮(ବ୍ୟୁରୋ): ଶ୍ରାବଣ ମାସରେ ଧୁ ଧୁ ଖରା। ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି। ଖରାଦିନ ଭଳି ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରାଜ୍ୟରେ ମୌସୁମୀ ଦୁର୍ବଳ ହେବାରୁ ତାପମାତ୍ରା ବଢୁଛି। ଦିନ ଓ ରାତି ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହୁଛି।…

୨୪ ଘଣ୍ଟାରୁ କମିଲା ଦିନ

ନୂଆଦିଲ୍ଲୀ, ୧ା୮: ପୃଥିବୀ ନିଜ କକ୍ଷପଥରେ ଘୂରିବା ସମୟର ପୂର୍ବ ରେକର୍ଡକୁ ଭାଙ୍ଗିଛି। ୨୦୨୦ ଜୁଲାଇ ୧୯ରେ ୨୪ ଘଣ୍ଟାରୁ ୧.୪୭ ମିଲିସେକେଣ୍ଡ କମ୍‌ ଅବଧିରେ ପୃଥିବୀ ନିଜ ଚାରିପଟେ ଘୂରିଥିବାବେଳେ ଗତ ଶୁକ୍ରବାର ୧.୫୯ କମ୍‌ ମିଲିସେକେଣ୍ଡ ମଧ୍ୟରେ ଘୂର୍ଣ୍ଣନ…

ଆର୍‌ଏମ୍‌ଆର୍‌ସିରେ ହେବ ମଙ୍କିପକ୍ସ ପରୀକ୍ଷା

ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ବରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି)ରେ ମଙ୍କିପକ୍ସ ଟେଷ୍ଟିଂ ହେବ। ଏ ସମ୍ପର୍କରେ ରବିବାର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇ କହିଛନ୍ତି, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆର୍‌ଏମ୍‌ଆର୍‌ସିକୁ ମଙ୍କିପକ୍ସ…

ସମୁଦ୍ର ତଳୁ ବି ମିଶାଇଲ ଆକ୍ରମଣ କରିପାରେ ଚାଇନା, ଟାର୍ଗେଟରେ ଆମେରିକା, ଭାରତ

ବେଜିଂ,୧ ।୮: ଚାଇନା ଲୁଚିଛପି ଦୀର୍ଘ ଓ ସ୍ୱଳ୍ପ ଦୂରଗାମୀ ପାରମ୍ପରିକ ମିଶାଇଲର ଷ୍ଟକ ବୃଦ୍ଧି କରିବାରେ ଲାଗିପଡିଛି । ଆମେରକିା ବିଶେଷଜ୍ଞଙ୍କ ଏକ ରିପୋର୍ଟ ଅନୁଯାୟୀ, ଚାଇନା ପିପୁଲ୍ସ ଲିବରେଶନ ଆର୍ମି(ପିଏଲଏ)ଏବେ ସମୁଦ୍ର ଓ ସ୍ଥଳଭାଗରୁ ନିକ୍ଷେପ କରାଯାଇପାରୁଥିବା ସ୍ୱଳ୍ପ…

ନୌସେନା ଦିବସରେ ପୁଟିନଙ୍କ ବଡ଼ ଘୋଷଣା

ମସ୍କୋ,୩୧ା୭: ସେଣ୍ଟ ପିଟର୍ସବର୍ଗରେ ରବିବାର ଆୟୋଜିତ ନୌସେନା ଦିବସରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆସନ୍ତା କିଛି ମାସ ମଧ୍ୟରେ ରୁଷିଆକୁ ହାଇପରସୋନିକ ଜିରକାନ କ୍ରୁଜ କ୍ଷେପଣାସ୍ତ୍ର ମିଳିବ। ଏକ ନୂତନ ନୌସେନାର…

ବନ୍ଦ କୋଠରିରୁ ନବବଧୂଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ

ପାରଳାଖେମୁଣ୍ଡି,୩୧ା୭(ଡି.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ଯାଜପୁରଠାରେ ଏକ ବନ୍ଦ କୋଠରିରୁ ଜଣେ ନବବଧୂଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିଛି। ତେବେ ଘରେ କେହି ନ ଥିବା ବେଳେ ସେ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଆତ୍ମହତ୍ୟା କରିଥିବା…

ପୋଖରୀରୁ ମିଳିଲା ମହିଳାଙ୍କ ମୃତଦେହ: ବେକ ଆଉ ଗୋଡ଼ରେ ବନ୍ଧାଯାଇଛି ଚିପ୍ସ ଭର୍ତ୍ତି ଅଖା

ସିମୁଳିଆ,୩୧ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ପାହିତୋରଣା ପଞ୍ଚାୟତର ଦୋରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୋରାର କୁନୁଲତା ନାୟକ(୩୫) ନାମକ ଜଣେ ମହିଳାଙ୍କ ବେକ ଓ ଗୋଡ଼ରେ ଚିପ୍ସ ଭର୍ତ୍ତି ଅଖା ବନ୍ଧାଯାଇ ନିକଟସ୍ଥ ପୋଖରୀରେ ପଡ଼ିଥିବା…

ଶ୍ରୀଲଙ୍କାରେ ପୁଣି ଇନ୍ଧନ ସଙ୍କଟ

କଲମ୍ବୋ,୩୧ା୭: ଶ୍ରୀଲଙ୍କାରେ ପୁଣି ଇନ୍ଧନ ସଙ୍କଟ ଦେଖାଦେଇଛି। ଏଠାରେ ଗଚ୍ଛିତ ଥିବା ପେଟ୍ରୋଲ ଲୋକଙ୍କ ଆବଶ୍ୟକତା ପୂରଣ କରିପାରିବ ନାହିଁ। କାରଣ ଏହା ପର୍ଯ୍ୟାପ୍ତ ନୁହେଁ। ଡବ୍ଲୁଏଫ୍‌ପି ପକ୍ଷରୁ କୁହାଯାଇଛି, ଅବଶିଷ୍ଟ ପେଟ୍ରୋଲ ସଂରକ୍ଷଣ ସାଧାରଣ ଆବଶ୍ୟକତା ପୂରଣ ପାଇଁ ପର୍ଯ୍ୟାପ୍ତ…

ରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଆତଙ୍କିତ

ରିଆମାଳ,୩୧ା୭(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳରେ ବାଘ ଆତଙ୍କ। ଏକ କଲରାପତରିଆ ବାଘ ରିଆମାଳ-ରାମପାଲି ରାସ୍ତା କ୍ରସର ଆଗରେ ଶନିବାର ସନ୍ଧ୍ୟାରେ ଦେଖାଯାଇଥିଲା। କାରରେ ଯାଉଥିବା କିଛି ଲୋକ ଫଟୋ ଉଠାଇ ପୋଲିସକୁ ଦେଇଥିଲେ। ରିଆମାଳ ଥାନାଧିକାରୀ ଲଳିତା ପ୍ରଧାନ ଏ ସମ୍ପର୍କରେ…

ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣପଦକ

ବର୍ମିଂହାମ,୩୧ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ବର୍ଣ୍ଣପଦକ ମିଳିଛି। ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା ସ୍ବର୍ଣ୍ଣ ପଦକ ଜିତିଛନ୍ତି। ୭୬ କେଜି ପୁରଷ ବର୍ଗରେ ସେ ଏହି ପଦକ ଜିତିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସ୍ନାଚ କ୍ୟାଟେଗୋରୀରେ ସେ ୧୪୦ କିଲୋଗ୍ରାମ…

ଜାହ୍ନବୀଙ୍କ ସିକ୍ରେଟ୍‌ ଓ୍ବାର୍କଆଉଟ୍‌

ମୁମ୍ବାଇ: ‘ଗୁଡ୍‌ ଲକ୍‌ ଜେରି’ର ଅଭିନେତ୍ରୀ ଜାହ୍ନବୀ କପୁର ତାଙ୍କର ଏକ୍ସରସାଇଜ ଏବଂ ଡାଏଟ୍‌ ବିଷୟରେ କହିଛନ୍ତି। ଜାହ୍ନବୀ ତାଙ୍କ ଅଭିନୟ ଏବଂ ଫିଟନେସ୍‌ ପାଇଁ ସମସ୍ତ ଶକ୍ତି ପ୍ରଦର୍ଶନ କରୁଛନ୍ତି। ଏହି ସମୟର କିଛି ଫଟୋ ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri