ଭାରତକୁ ୪ର୍ଥ ପଦକ: ବିନ୍ଦ୍ୟାରାଣୀ ଜିତିଲେ ରୌପ୍ୟ
ବର୍ମିଂହାମ,୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ୪ର୍ଥ ପଦକ। ବିନ୍ଦ୍ୟାରାଣୀ ଦେବୀ ମହିଳା ଭାରୋତ୍ତୋଳନର ୫୫ କିଗ୍ରା ବର୍ଗରେ ଭାରତ ପାଇଁ ଜିତିଛନ୍ତି ରୌପ୍ୟ ପଦକ। ମୋଟ ୨୦୨ କିଗ୍ରା ଓଜନ ଉଠାଇ ସେ ରୋପ୍ୟ ନିଜ ନାମରେ କରିଛନ୍ତି। ରୋପ୍ୟ ଜିତିବା…
ଝାଡ଼ଖଣ୍ଡର ୩ କଂଗ୍ରେସ ବିଧାୟକ ନିଲମ୍ବିତ…
କୋଲକାତା, ୩୧।୭ : ଶନିବାର ରାତିରେ ପଶ୍ଚିମବଙ୍ଗର ହାଓ୍ବଡ଼ା ଜିଲାରେ ଝାଡଖଣ୍ଡର ତିନି ଜଣ ବିଧାୟକଙ୍କୁ ପୋଲିସ ଅଟକାଇଥିଲା। ତାଙ୍କ ଗାଡିରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ କରାଯାଇଥିଲା। ଗୁପ୍ତଚର ଇନପୁଟ ଆଧାରରେ ବିଧାୟକ ଇରଫାନ ଅନସାରୀ, ରାଜେଶ କାଚ୍ଚାପ…
ଆମେରିକାରେ ପ୍ରବଳ ବନ୍ୟା: ୨୫ ମୃତ, ଅନେକ ନିଖୋଜ
ଓ୍ବାଶିଂଟନ,୩୧ା୭: ଆମେରିକାର ଅନେକ ସ୍ଥାନରେ ପ୍ରବଳ ବନ୍ୟା ପରିସ୍ଥିତି ଦେଖାଦେଇଛି। ଆମେରିକାର କେଣ୍ଟୁକି ରାଜ୍ୟରେ ଏ ପର୍ଯ୍ୟନ୍ତ ୨୫ ଜଣଙ୍କର ମୃତ୍ୟୁ ଘଟିସାରିଲାଣି। କେଣ୍ଟୁକି ରାଜ୍ୟର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ଏହି ବନ୍ୟା ଯୋଗୁ ଅନେକ ଲୋକ ନିଖୋଜ ଥିବା…
ସ୍ବର୍ଣ୍ଣ ଜିତିବା ସହ ରେକର୍ଡ କଲେ ସୁନାଝିଅ ମୀରାବାଈ: ପ୍ରଧାନମନ୍ତ୍ରୀ କହିଲେ ‘ଅସାଧାରଣ’
ବର୍ମିଂହାମ, ୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ଗୋଟିଏ ପରେ ଗୋଟିଏ ପଦକ ନିଜ ନାମରେ କରୁଛି। ବିଶେଷକରି ଭାରତ୍ତୋଳନରେ ମୀରାବାଈ ଚାନୁ ପ୍ରଥମ ସ୍ବର୍ଣ୍ଣ ପଦକ ଜିଣିଛନ୍ତି। ୪୯ କିଗ୍ରା ବର୍ଗରେ ପ୍ରତିଦ୍ୱନ୍ଦିତା କରିଥିବା ଚାନୁ ରେକର୍ଡ ସହିତ ରାଜ୍ୟଗୋଷ୍ଠୀ କ୍ରୀଡାରେ…
ନିସର୍ତ୍ତ କ୍ଷମା ମାଗନ୍ତୁ ସ୍ମୃତି ଇରାନୀ, ଲୋକ ସଭା ବାଚସ୍ପତିଙ୍କୁ ଅଧୀର ରଞ୍ଜନଙ୍କ ଚିଠି…
ନୂଆଦିଲ୍ଲୀ, ୩୧।୭ : ଭୁଲ ଭାବରେ ରାଷ୍ଟ୍ରପତିଙ୍କ ନାମ ନେବା ପ୍ରସଙ୍ଗ ନେଇ ବିବାଦ ଥମିବାର ନା ଧରୁନି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ପୁଣି ଥରେ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ଚିଠି ଲେଖି…
ହସ୍ପିଟାଲରୁ ଚିକିତ୍ସାଧୀନ ଅବସ୍ଥାରେ କଏଦୀ ଫେରାର
ଝାରସୁଗୁଡ଼ା ଅଫିସ,୩୧ା୭: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବିଚାରାଧୀନ କଏଦୀ ଶନିବାର ବିଳମ୍ବିତ ରାତିରେ ଜେଲ ଓ୍ବାର୍ଡରକୁ ଚକମା ଦେଖାଇ କେଉଁଆଡ଼େ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ଜଣଙ୍କ ହେଲେ ବିହାର ମାଧୋପୁର ଥାନା ବୋଥନା ଗ୍ରାମର ଇନ୍ଦ୍ରଜିତ…
୧୭ ବର୍ଷରେ ଇଡ଼ିରେ ୫,୪୨୨ ମାମଲା, ଦୋଷୀ ମାତ୍ର ୦.୪୬ ପ୍ରତିଶତ…
ନୂଆଦିଲ୍ଲୀ, ୩୧।୭ : ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗତ କିଛି ଦିନ ହେବ ହେଡଲାଇନରେ ରହିଆସିଛି। କଂଗ୍ରେସ ପକ୍ଷରୁ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଇଡ଼ିର ପଚରାଉଚରାର ସମ୍ମୁଖୀନ ହୋଇଛନ୍ତି। ତାଙ୍କ ଦଳର ନେତା ଓ କର୍ମୀମାନେ ଏହା…
ଏମିତି ସହର, ଯେଉଁଠି ପ୍ରତିବର୍ଷ ମାଙ୍କଡ଼ଙ୍କ ପାଇଁ ଆୟୋଜନ କରାଯାଏ ବଫେ
ଦୁନିଆରେ ଧର୍ମ ଏବଂ ସମ୍ପ୍ରଦାୟକୁ ନେଇ ଅନେକ ବିଶ୍ୱାସ ରହିଛି। ବର୍ଷ ବର୍ଷ ଧରି ଲୋକେ ଏହି ପରମ୍ପରାକୁ ମାନି ଆସୁଛନ୍ତି। ଏହିପରି ଏକ ବିଶ୍ୱାସ ହେଉଛି ଥାଇଲାଣ୍ଡର ମଙ୍କି ବଫେ ଫେଷ୍ଟିଭାଲ। ବ୍ୟାଙ୍କକ୍ଠାରୁ ପ୍ରାୟ ୧୫୦ କିଲୋମିଟର ଦୂରରେ ଲୋପବୁରୀ…
ପ୍ରଥମ ଉପାର୍ଜନ ବୋଉକୁ ଦେଇଥିଲି: ଗାଳ୍ପିକା, ପ୍ରାବନ୍ଧିକା ସବିତା ମହାପାତ୍ର
ରୌପ୍ୟ ନଗରୀ କଟକର ମେରିଆ ବଜାରରେ ମୋର ଜନ୍ମ। ପାଠପଢା ବି ସେଇଠି। ପ୍ୟାରିମୋହନ ଏକାଡେମୀରୁ ଏକାଦଶ ପାସ୍ କରି ଶୈଳବାଳା ମହିଳା ମହାବିଦ୍ୟାଳୟରେ ଗୃହ ବିଜ୍ଞାନରେ ସ୍ନାତକୋତ୍ତର ଶେଷ କରିଥିଲି। ୧୯୮୩ ମସିହାରେ ମୁଁ ଉକ୍ତ କଲେଜରେ ସ୍ନାତକ ପରୀକ୍ଷାରେ…
ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବାକୁ ଯାଉଛେ ଆମେ, କହିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ, ୩୧।୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯୧ ତମ ମନ କି ବାତ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧିତ କରି କହିଛନ୍ତି ଯେ, ଆମେ ସ୍ବାଧିନତାର ୭୫ ବର୍ଷ ପାଳନ ଅବସରରେ ଆମେ ସଭିଏଁ ଏକ ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବାକୁ…
ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ଆକ୍ରାନ୍ତଙ୍କ ମୃତ୍ୟୁର କାରଣ ଯାହା ହେଲେ ମଧ୍ୟ ଏହାକୁ କରୋନା ଭାବେ ଗ୍ରହଣ କରାଯିବ, ହାଇକୋର୍ଟଙ୍କ ରାୟ…
ପ୍ରୟାଗରାଜ, ୩୧।୭ : ଆହ୍ଲାବାଦ ହାଇକୋର୍ଟ କହିଛନ୍ତି ଯେ ଥରେ କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ତାଙ୍କ ମୃତ୍ୟୁର କାରଣ ଯାହା ହେଲେ ମଧ୍ୟ ଏହାକୁ କରୋନା ମୃତ୍ୟୁ ଭାବେ ଗ୍ରହଣ କରାଯିବ। ମୃତ୍ୟୁର କାରଣ ଅନ୍ୟ କୌଣସି…
ଶାରୀରିକ ସମ୍ପର୍କ ସମୟରେ କହିବା ସତ୍ତ୍ୱେ ପୁରୁଷ ବନ୍ଧୁ ଜନ୍ମ ନିୟନ୍ତ୍ରଣ ବ୍ୟବସ୍ଥା ଗ୍ରହଣ ନ କରିବା ବଳାତ୍କାର ସହ ସମାନ, କାନାଡ଼ା ସୁପ୍ରିମ୍ କୋର୍ଟ…
ଅଟଓ୍ବା, ୩୧।୭ : କାନାଡାର ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି ଜଣେ ବ୍ୟକ୍ତି ପାର୍ଟନରଙ୍କ ଅନୁରୋଧ ପରେ ମଧ୍ୟ ଶାରୀରିକ ସମ୍ପର୍କ ସମୟରେ ଜନ୍ମ ନିୟନ୍ତ୍ରଣ ବ୍ୟବସ୍ଥା ବ୍ୟବହାର ନକରନ୍ତି, ତେବେ ଏହା ଯୌନ ହିଂସା ପରିସରକୁ ଆସିବ। ଅର୍ଥାତ୍ ଏହାକୁ…
Archives


