ଗ୍ରାମ ସ୍ବରାଜର କଳ୍ପନା କରିଥିଲେ ମହାତ୍ମା ଗାନ୍ଧୀ, ଏହାକୁ ରୂପାନ୍ତର କରିଛି ଭାଜପା ସରକାର…
ପାଟନା, ୩୦।୭ : ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶନିବାର ବିହାର ଗସ୍ତରେ ଆସି ପାଟନାରେ ପହଞ୍ଚିଛନ୍ତି। ସେ ଏଠାରେ ଗ୍ରାମ ସଂସଦ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ, ମହାତ୍ମା ଗାନ୍ଧୀ ଗ୍ରାମ ସ୍ବରାଜର କଳ୍ପନା କରିଥିଲେ। ଭାଜପା ସରକାର…
ବାବୁସାନ୍ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ତ୍ରୀ ତୃପ୍ତି
ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଓଲିଉଡ୍ ଅଭିନେତା ବାବୁସାନ୍ଙ୍କ ଘରୋଇ କଳି ସମାଧାନ ଆଡ଼କୁ ଗତି କରୁଥିବା ଅନୁମାନ କରାଯାଉଛି। ଆଜି ଅର୍ଥାତ୍ ଜୁଲାଇ ୩୦ରେ ବାବୁସାନ୍ଙ୍କ ଜନ୍ମଦିନ ଥିବାରୁ ତାଙ୍କୁ ଫୋନ୍ କରି ଶୁଭେଚ୍ଛା ଜଣାଇଛନ୍ତି ସ୍ତ୍ରୀ ତୃପ୍ତି। ଅନ୍ୟପକ୍ଷରେ ବାବୁସାନଙ୍କ ପାରିବାରିକ ବନ୍ଧୁ…
ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ପ୍ରଥମ ପଦକ
ବର୍ମିଂହାମ,୩୦।୭: ଇଂଲଣ୍ଡର ବର୍ମିଂହାମରେ ଖେଳାଯାଉଥିବା ୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ ଭାରତ ରୋପ୍ୟ ପଦକ ସହ ନିଜର ଖାତା ଖୋଲିଛି। ତାରକା ଭାରୋତ୍ତୋଳକ ସଙ୍କେତ ମହାଦେବ ସରଗର ଭାରତକୁ ପ୍ରଥମ ପଦକ ପ୍ରଦାନ କରିଛନ୍ତି। ପୁରୁଷ ୫୫ କିଗ୍ରା ବର୍ଗର…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୫୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୦ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୦୫୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୯୭,୩୪୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଭାଇଜାନ୍ଙ୍କ ଜୀବନ ପ୍ରତି ବିପଦ, ବନ୍ଧୁକ ଲାଇସେନ୍ସ୍ ପରେ ଏବେ କାର୍କୁ କଲେ ଅପଗ୍ରେଡ୍…
ମୁମ୍ବାଇ : ବଲିଉଡ୍ ଅଭିନେତା ଭାଇଜାନ୍ଙ୍କ ସଲମାନ ଖାନଙ୍କ ଜୀବନ ପ୍ରତି ବିପଦ। ତାଙ୍କୁ ହତ୍ୟା ଧମକ ମିଳୁଛି। ଏବେ ସେ ତାଙ୍କ ସୁରକ୍ଷାକୁ ନେଇ ଅତିରିକ୍ତ ସତର୍କତା ଅବଲମ୍ବନ କରୁଛନ୍ତି। ସେ ତାଙ୍କ ନିରାପତ୍ତାରେ କୌଣସି ଅବହେଳା କରିବାକୁ ଚାହୁଁ…
‘ଲକ୍ଡାଉନ୍ ଲିରିକ୍ସ’ ପୁସ୍ତକ ଉନ୍ମୋଚନ
ଭୁବନେଶ୍ୱର,୩୦ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଲକ୍ଡାଉନ୍ ଲିରିକ୍ସ’ ପୁସ୍ତକ ଉନ୍ମୋଚନ କରିଛନ୍ତି। ଶ୍ରୀମତୀ ସଂଯୁକ୍ତା ଦାଶଙ୍କ ଦ୍ୱାରା ଲିଖିତ ଏହି ପୁସ୍ତକରେ ପଦ୍ୟ ସଙ୍କଳନ ରହିଛି। କରୋନା ମହାମାରୀ ସମୟରେ ହୋଇଥିବା ସମସ୍ୟା ଓ ସଙ୍କଟକୁ ପଦ୍ୟରେ ନିଜର ଭାଷାରେ ଖୁବ୍…
ମୁଁ କ’ଣ ମେଶିନ୍? ତୃତୀୟ ଥର ମା’ ହେବାକୁ ନେଇ…
ବମ୍ବେ: କିଛି ଦିନ ପୂର୍ବେ ସୋସିଆଲ ମିଡିଆରେ ଅଭିନେତ୍ରୀ କରିନା କପୁର ଖାନଙ୍କ ଫଟୋ ଭାଇରାଲ ହୋଇଥିଲା। ଫଟୋ ଦେଖି ଅନେକେ ସେ ମା’ ହେବାକୁ ଯାଉଥିବା ସନ୍ଦେହ କରିଥିଲେ। ଏବେ ଏହାକୁ ନେଇ ମୁହଁ ଖୋଲିଛନ୍ତି କରିନା। ଏକ ସାକ୍ଷାତକାରରେ…
ଏବେ ନିର୍ବାଚନ ହେଲେ ପୁଣି ଜିତିବ ଏନଡିଏ
ନୂଆଦିଲ୍ଲୀ, ୩୦।୭ : ନିକଟରେ ରାଷ୍ଟ୍ରପତି ନିର୍ବାଚନ ଶେଷ ହୋଇଛି। ଭାରତୀୟ ଜନତା ପାର୍ଟି ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏକ ବଡ଼ ବିଜୟ ହାସଲ କରିଛନ୍ତି। ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏଥିରେ ଭାଜପାର…
ସୋସିଆଲ ମିଡିଆରେ ଭାଇରାଲ ହେଉଛି ଏହି ଅଭିନେତାଙ୍କ ପିଲାଦିନର ଫଟୋ, ଚିହ୍ନିଲେ ଦେଖି…
ମୁମ୍ବାଇ: ପ୍ରଶଂସକମାନେ ସେମାନଙ୍କର ପ୍ରିୟ ଷ୍ଟାର୍ଙ୍କ ଜୀବନ ବିଷୟରେ ମଧ୍ୟ ଜାଣିବାକୁ ବହୁ ଆଗ୍ରହୀ ଅଟନ୍ତି। ଷ୍ଟାରମାନେ ମଧ୍ୟ ସେମାନଙ୍କର ପିଲାଦିନର ଫଟୋ ପ୍ରଶଂସକଙ୍କ ପାଇଁ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ଏବେ ଜଣେ ଅଭିନେତାଙ୍କ ପିଲାଦିନର ଫଟୋ ସୋସିଆଲ ମିଡିଆରେ…
ଟ୍ରେନ୍-ବସ୍ ମୁହାଁମୁହିଁ, ୭ ଛାତ୍ର-୪ ଶିକ୍ଷକ ମୃତ…
ଢାକା, ୩୦।୭ : ବାଂଲାଦେଶର ଚଟଗାଁସ୍ଥିତ ଜଗୁଆଳୀ ବିହୀନ ରେଳ କ୍ରସିଂରେ ଏକ ମିନିବସର ଟ୍ରେନ ସହିତ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୭ଜଣ ଛାତ୍ର ଏବଂ ୪ ଜଣ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୫ ଜଣ…
ବିଜେଡି-ଭାଜପା କାଉନସିଲର ଧସ୍ତାଧସ୍ତି
ଢେଙ୍କାନାଳ ଅଫିସ,୩୦ା୭: ଢେଙ୍କାନାଳ ପୌରସଂସ୍ଥା କାର୍ଯ୍ୟାଳୟ ନିର୍ବାହୀ ଅଧିକାରୀଙ୍କ ପ୍ରକୋଷ୍ଠରେ ଶନିବାର ମଧ୍ୟାହ୍ନରେ ବିଜେଡି ଓ ଭାଜପା କାଉନସିଲର ଧସ୍ତାଧସ୍ତି ହୋଇଛନ୍ତି। ଫଳରେ ପୌରସଂସ୍ଥା କାର୍ଯ୍ୟାଳୟରେ ବହୁ ସମୟ ଧରି ଉତ୍ତେଜନା ଲାଗି ରହିଥିଲା ଉଠା ଦୋକାନୀମାନଙ୍କୁ ଥଇଥାନ ପାଇଁ ପୌରସଂସ୍ଥା…
୪୪ କୋଟିରେ ରାଜକୁମାରଙ୍କୁ ଘର ବିକିଲେ ଜାହ୍ନବୀ
ବମ୍ବେ: ଅଭିନେତା ରାଜକୁମାର ରାଓଙ୍କୁ ଘର ବିକିଲେ ଅଭିନେତ୍ରୀ ଜାହ୍ନବୀ କପୁର। ଦୁଇ ବର୍ଷ ତଳେ ଜାହ୍ନବୀ ଆପାର୍ଟମେଣ୍ଟକୁ କିଣିଥିଲେ। ହେଲେ ଏବେ ସେ ୪୪ କୋଟିରେ ତାକୁ ବିକି ଦେଇଛନ୍ତି। ଜାହ୍ନବୀଙ୍କ ଆପାର୍ଟମେଣ୍ଟଟି ୩,୪୫୬ ବର୍ଗଫୁଟ ଅଞ୍ଚଳରେ ପରିବ୍ୟାପ୍ତ। ଏହା…
Archives


