ପାକିସ୍ତାନ ଖେଳାଳିଙ୍କ ଇଚ୍ଛା ପୂରଣ କଲେ ବିରାଟ କୋହଲି
ଦୁବାଇ,୩୦।୮: ଏସିଆ କପ ୨୦୨୨ର ଏକ ମ୍ୟାଚ୍ ପାକିସ୍ତାନକୁ ୫ ଉଇକେଟ୍ରେ ପରାସ୍ତ କରିଛି ଭାରତ। ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ଏହି ମ୍ୟାଚ ସମୟରେ ପାକିସ୍ତାନର ଦ୍ରୁତ ବୋଲର ହରିସ ରୌଫ୍ଙ୍କ ଇଚ୍ଛା ପୂରଣ କରିଥିଲେ। ହରିସ କୋହଲିଙ୍କୁ…
ଭାରତଠାରୁ ହାରିବା ପରେ କାନ୍ଦି କାନ୍ଦି ଡ୍ରେସିଂ ରୁମ୍କୁ ଫେରିଲେ ପାକିସ୍ତାନ ଖେଳାଳି
ଦୁବାଇ,୩୦।୮: ଏସିଆ କପ ୨୦୨୨ରେ ପାକିସ୍ତାନର ଦ୍ରୁତ ବୋଲର ନସିମ ଶାହା ଭାରତ ବିପକ୍ଷରେ ଅନ୍ତର୍ଜାତୀୟ ଟି-୨୦ ଡେବ୍ୟୁ କରିଥିଲେ। ଡେବ୍ୟୁ ମ୍ୟାଚ୍ରେ ସେ ତାଙ୍କ ବୋଲିଂ ବ୍ୟତୀତ କ୍ରିକେଟ୍ ପ୍ରତି ଥିବା ଉତ୍ସାହ ଜରିଆରେ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ନସିମ…
ସାଟେଲାଇଟ ମାପଚୁପ ଆରମ୍ଭ
ଯାଜପୁର ଅଫିସ,୩୦ା୮:ଅନୁମୋଦନଠାରୁ ବହୁ ଗୁଣ ମୂଲ୍ୟବାନ ଗ୍ରାନାଇଟ ପଥର ଉତ୍ତୋଳନ ଉପରେ ସାଟେଲାଇଟ୍ ମାପଚୁପ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହୋଇଛି। କଟକସ୍ଥିତ ମାଇ ୱାର୍ଲଡ୍ କନସଲଟାନ୍ସିକୁ ଏହି ଦାୟିତ୍ୱ ଦିଆଯାଇଛି। ଏହି ପ୍ରକ୍ରିୟା ଆରମ୍ଭରେ ଡଙ୍କାରୀ ପାହାଡ଼ର ୩ଟି ଖାଦାନର ମାପଚୁପ…
ଖରିଫ ଧାନରେ ମାଟିଆଗୁଣ୍ଡି ପୋକ
କେନ୍ଦ୍ରାପଡ଼ା ଅଫିସ, ୩୦ା୮:ଚଳିତ ବର୍ଷର ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷତି ଆକଳନ ସରିନାହିଁ। ରାଜକନିକା ଓ ଆଳି ବ୍ଲକ ଅଞ୍ଚଳରେ ପୁନର୍ବାର ବ୍ରାହ୍ମଣୀ, ଖରସ୍ରୋତା ଓ କାଣୀରେ ବନ୍ୟା ଆସି କ୍ଷେତ ଜମି ପାଣି ଘେରରେ ଅଛି। ଏପରି କି…
ଭଙ୍ଗାଘରେ ବିତୁଛି ଜୀବନ, ବର୍ଷେ ହେଲା ମିଳୁନି ରାଶନ
ରାଜନଗର,୩୦ା୮(ଡି.ଏନ.ଏ.):କେହି ଯେପରି ଉପାସରେ ନ ରହିବେ ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ସରକାର ଗରିବ ଲୋକମାନଙ୍କୁ ପ୍ରତିମାସରେ ଚାଉଳ, ଗହମ ଯୋଗାଇ ଦେଉଛନ୍ତି। କିନ୍ତ୨ୁ ଭଙ୍ଗା ଚାଳଘର ଉପରେ ପାଲ ଟାଣି ରହୁଥିବା ଗରିବ ପରିବାର ବର୍ଷେ ହେଲା ରାଶନ…
ଚଢ଼ା ଦରରେ ସାର ବିକ୍ରି: ଚିନ୍ତାରେ ଚାଷୀ
ମହାକାଳପଡ଼ା, ୩୦ା୮(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ମୋଟ ଚାଷ ଜମି ୨୮,୫୦୦ ହେକ୍ଟରରୁ ଅଧିକ। ସେଥିମଧ୍ୟରୁ ୨୪ ହଜାର ହେକ୍ଟରରୁ ଅଧିକ ଜମିରେ ଖରିଫ ଧାନ ଫସଲ ହେଉଛି। ଏହି ଅଞ୍ଚଳରେ ୭ ହଜାରରୁ ଅଧିକ ଜଳସେଚନ ଜମି ରହିଛି। ଭାଦ୍ରବ…
ମୃତ ଶିଶୁକୁ ବ୍ୟାଗରେ ନେଉଥିଲେ ବାପା
ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଶେଷକୃତ୍ୟ ପାଇଁ ଶିଶୁକନ୍ୟାର ମୃତଦେହକୁ ବ୍ୟାଗରେ ନେଉଥିଲେ ବାପା। ହେଲେ ଅଧାବାଟରେ ଛିଣ୍ଡିଗଲା ବ୍ୟାଗ। ମୃତଦେହଟି ତଳକୁ ଖସି ପଡିବା ଦେଖି ଲୋକଙ୍କ ସନ୍ଦେହ ହେଲା। ତାଙ୍କୁ ଅଟକାଇ ନିସ୍ତୁକ ମାଡ଼ ମାରିଥିଲେ। ମୃତ ଝିଅକୁ ସଂସ୍କାର ପାଇଁ ନେଉଥିବା କହିଥିଲେ…
ପୁରୀ ଜେଲରେ ଗ୍ୟାଙ୍ଗ୍ଓ୍ବାର
ପୁରୀ ଅଫିସ,୩୦।୮:ପୁରୀ ଜେଲରେ ସୋମବାର ଗ୍ୟାଙ୍ଗଓ୍ବାର ଘଟିଛି। ଏହି ଜେଲ୍ରେ ଥିବା ଦୁର୍ଦ୍ଦାନ୍ତ ଧୀରେନ୍ଦ୍ର ବରାଳ ଓରଫ ପପୁଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ତାଙ୍କର ପ୍ରତିପକ୍ଷ ଗୋଷ୍ଠୀ ପ୍ରତିଶୋଧ ପରାୟଣ ହୋଇ ଏଭଳି କାଣ୍ଡ ଭିଆଇଥିବା କୁହାଯାଉଛି। ଗୁରୁତର ଅବସ୍ଥାରେ ପପୁଙ୍କୁ…
ଚାଇନାକୁ ପୁଣି ଫେରିଲା କରୋନା ମହାମାରୀ, ବିଶ୍ୱର ସବୁଠାରୁ ବଡ ଇଲେକ୍ଟ୍ରୋନିକ ମାର୍କେଟ ଅସ୍ଥାୟୀ ଭାବେ ବନ୍ଦ
ବେଜିଂ,୩୦ ।୮: ପୁଣିଥରେ ଚାଇନାରେ କରୋନା ମହାମାରୀ ସଂକ୍ରମଣ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ସରକାର ଶେନଝେନର ହୁଆକିୟାଂଗବେଇ ସ୍ଥିତ ବିଶ୍ୱର ସବୁଠାରୁ ବଡ ଇଲେକ୍ଟ୍ରୋନିକ ରିଟେଲ ମାର୍କେଟକୁ ୪ ଦିନ ପାଇଁ ଲକଡାଉନ କରିବାକୁ ନିଷ୍ପତ୍ତି ନେଇଛନ୍ତି…
ଡମ୍ପିଂୟାର୍ଡ ବିବାଦର ସମାଧାନ ଆଶା ମଉଳିଲା
ଭୁବନେଶ୍ୱର, ୩୦।୮ (ବ୍ୟୁରୋ):ଭୁଆସୁଣୀ ଡମ୍ପିଂୟାର୍ଡ ବିବାଦ ଥମିବାର ନାଁ ଧରୁନି। ଯେତେ ଉଦ୍ୟମ କଲେ ବି ସମାଧାନ କରିବାରେ ବିଏମ୍ସି ସଫଳ ହୋଇପାରୁନି। ସୋମବାର ସମାଧାନର କୌଣସି ନିଷ୍କର୍ଷ ବାହାରିବ ବୋଲି କୁହାଯାଉଥିଲା। ସହରରୁ ଅଳିଆ ଉଠିବା ସହିତ ସମସ୍ତ ପ୍ରକ୍ରିୟା…
ଓପିଏସ୍ସିରେ ଯୋଗଦେଲେ ୨ ନୂତନ ସଦସ୍ୟ
କଟକ ଅଫିସ,୩୦ା୮:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି)ର ନୂତନ ସଦସ୍ୟ ଭାବେ ସନତ କୁମାର ମହାନ୍ତି ଯୋଗଦେଇଛନ୍ତି। ସୋମବାର ଓପିଏସସି ଅଧ୍ୟକ୍ଷ ଡ. ସତ୍ୟଜିତ ମହାନ୍ତି ତାଙ୍କୁ ଶପଥ ପାଠ କରାଇଛନ୍ତି। ମହାନ୍ତି ପୂର୍ବରୁ ଖୋର୍ଦ୍ଧା ଜିଲାପାଳ ଥିଲେ। ଗତ ମାର୍ଚ୍ଚରେ ସେ…
କୋର୍ଟ ପରିସର ପାଲଟିଲା ରଣକ୍ଷେତ୍ର
ବାଲେଶ୍ୱର ଅଫିସ,୩୦।୮:ବାଲେଶ୍ୱର ଫାମିଲି କୋର୍ଟକୁ ଛାଡ଼ପତ୍ର ପାଇଁ ଆସିଥିବା ଏକ ଦମ୍ପତି ସୋମବାର ମାରପିଟ ଲାଗିବା ଚର୍ଚ୍ଚାର ବିଷୟ ପାଲଟିଛି। ଉଭୟେ ସାମ୍ନାସାମ୍ନି ହେବା ପରେ ଯୁକ୍ତିତର୍କ ଓ ଟଣାଓଟରା ହେବାରୁ କୋର୍ଟ ପରିସର କିଛି ସମୟ ରଣକ୍ଷେତ୍ର ପାଲଟିଥିଲ। ଆଇନଜୀବୀଙ୍କ…

