ଜଳିଗଲା ୯୦୦ ହେକ୍ଟର ପାଇନ୍ ଜଙ୍ଗଲ
ପ୍ୟାରିସ୍,୨୮ା୭: କିଛି ସପ୍ତାହ ଧରି ୟୁରୋପୀୟ ଦେଶଗୁଡ଼ିକରେ ପ୍ରବଳ ଉତ୍ତାପ ଏବଂ ଜଙ୍ଗଲୀ ନିଆଁ ବ୍ୟାପିଛି। ଦକ୍ଷିଣ-ପୂର୍ବ ଫ୍ରାନ୍ସର ଆର୍ଡଚେ ଜଙ୍ଗଲ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଦକ୍ଷିଣ ଫ୍ରାନ୍ସର ୯୦୦ ହେକ୍ଟର ପାଇନ ଜଙ୍ଗଲକୁ ନଷ୍ଟ କରିଥିବା ନିଆଁକୁ ନିୟନ୍ତ୍ରଣ…
ରାଜଧାନୀରେ ଗଡ଼ିବ ଇ-ବସ୍, ଇ-ରିକ୍ସା: ଆସନ୍ତା ୨୯ରେ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୭(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ରାଜଧାନୀରେ ଗଡିବ ଇ-ବସ ଏବଂ ଇ-ରିକ୍ସା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଇ-ବସ୍ର ସଫଳ ପରୀକ୍ଷଣ ପରେ କ୍ରୁଟ ପକ୍ଷରୁ ଏହାକୁ ସାମିଲ କରାଯାଇଛି । ପ୍ରାଥମିକ…
ଦ୍ୱାଦଶ ଫେଲ୍ ପରେ ରୋଷେୟା ହେବାକୁ ଚାହୁଁଥିଲେ, ଆଜି ସୁପରଷ୍ଟାର୍ ଅଭିନେତା
ସାଉଥ୍ ସୁପରଷ୍ଟାର ଧନୁଷ ଆଜି ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ଜଣେ ଅଭିନେତା, ଲେଖକ, ନିର୍ମାତା, ନିର୍ଦ୍ଦେଶକ ଏବଂ ପ୍ଲେବ୍ୟାକ୍ ସିଙ୍ଗର ଭାବେ ଧନୁଷ ଫିଲ୍ମ ଇଣ୍ଡଷ୍ଟ୍ରୀ ନାଁ କମାଇଛନ୍ତି। ଧନୁଷଙ୍କ ପ୍ରକୃତ ନାମ ହେଉଛି ଭେଙ୍କଟେଶ ପ୍ରଭୁ କସ୍ତୁରୀ ରାଜା।…
କହୁ କହୁ ପାଟିରୁ କଥା ଖସିଗଲା, ସଫେଇ ଦେଲେ ଅଧୀର ରଞ୍ଜନ…
ନୂଆଦିଲ୍ଲୀ,୨୮।୭ : ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଭାଜପା ପକ୍ଷରୁ ଟାର୍ଗେଟ କରାଯାଇଛି। କଂଗ୍ରେସ ସଦସ୍ୟ ଅଧୀର ରଞ୍ଜନ ଚୌଧୁରୀ ଅପମାନ ଜନକ ମନ୍ତବ୍ୟ ଦେଇଥିବା ନେଇ ନିସର୍ତ୍ତ କ୍ଷମା ମାଗିବାକୁ ଭାଜପା ଦାବି କରି…
ଭାଜପା ଏମ୍ପିଙ୍କ ସରକାରଙ୍କୁ ପ୍ରଶ୍ନ, ବେରୋଜଗାରୀ ପାଇଁ ଦାୟୀ କିଏ ?…
ନୂଆଦିଲ୍ଲୀ,୨୮।୭ : ଭାଜପା ନେତା ତଥା ଏମ୍ପି ବରୁଣ ଗାନ୍ଧୀ ପୁଣି ଥରେ ନିଜ ଦଳର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସଂସଦରେ ସରକାର ଦେଇଥିବା ଏହି ପରିସଂଖ୍ୟାନ ବେକାରୀ ପରିସ୍ଥିତିକୁ ଦର୍ଶାଉଛି ବୋଲି ସେ ଟୁଇଟ କରିଛନ୍ତି। ଗତ ୮ ବର୍ଷ…
ଅଗଷ୍ଟ ୧ରେ ସମ୍ବଲପୁରୀ ଦିବସ, ସମ୍ବଲପୁରୀ ବସ୍ତ୍ର ପରିଧାନ ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ
ବରଗଡ଼ ଅଫିସ,୨୮ା୭: ଆସନ୍ତା ଅଗଷ୍ଟ ୧ରେ ପାଳନ ହେବ ସମ୍ବଲପୁରୀ ଦିବସ। ଗୁରୁ ସ୍ବର୍ଗତଃ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମବାର୍ଷିକୀରେ ଏହା ପାଳନ କରାଯିବ। ତେବେ ଏହି ଦିବସରେ ଗୁରୁ ସ୍ବର୍ଗତଃ ବହିଦାରଙ୍କୁ ସମ୍ମାନ ଜଣାଇବା ସହିତ ଅଞ୍ଚଳର ସଂସ୍କୃତିର ପରିଚୟ…
ବୟଫ୍ରେଣ୍ଡ୍ଙ୍କ ସହ ରୋମାଣ୍ଟିକ ହେଲେ ଆଥିଆ
ବଲିଉଡ ସହ କ୍ରିକେଟର ସମ୍ପର୍କ ବେଶ ପୁରୁଣା। ଏଭଳି ଅନେକ କ୍ରିକେଟର୍ ଅଛନ୍ତି, ଯିଏ ବଲିଉଡ ଅଭିନେତ୍ରୀକୁ ନିଜ ଜୀବନସାଥୀ ରୂପେ ବାଛିଛନ୍ତି। ଏବେ ଏହି ତାଲିକାରେ ଆଉ ଜଣଙ୍କ ନାଁ ଯୋଡି ହୋଇଛି। ଗତ ୩ ବର୍ଷ ହେବ ବଲିଉଡ…
ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଘେରିଲା ଭାଜପା…
ନୂଆଦିଲ୍ଲୀ,୨୮।୭ : ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଭାଜପା ଘେରିବା ଆରମ୍ଭ କରିଛି। ଏପରି କହି କଂଗ୍ରେସ ସଦସ୍ୟ ଅଧୀର ରଞ୍ଜନ ଚୌଧୁରୀ ଅପମାନ ଜନକ ମନ୍ତବ୍ୟ ଦେଇଥିବା କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି। କଂଗ୍ରେସ ଏନେଇ କ୍ଷମା ମାଗିବା…
ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୮ା୭(ବ୍ୟୁରୋ): ଗୁରୁବାର ପୂର୍ବାହ୍ନରେ ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିବାରୁ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ପାର୍ଲାମେଣ୍ଟ ଅଧିବେଶନରେ କଂଗ୍ରେସ ଏମ୍ପି ଅଧୀର ଚୌଧୁରୀଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଆଜି…
ଚାଇନା ରକେଟର ଧ୍ୱଂସାବଶେଷ ପୃଥିବୀ ମୁହାଁ…
ଓ୍ବାଶିଂଟନ,୨୮।୭ : ଆସନ୍ତା କିଛି ଦିନ ମଧ୍ୟରେ ଚାଇନାର ରକେଟର ଧ୍ୱଂସାବଶେଷ ପୃଥିବୀକୁ ଖସିଯିବାକୁ ଯାଉଛି। ଏହା କେତେକଅଞ୍ଚଳକୁୁ ପ୍ରଭାବିତ କରିପାରେ ବୋଲି ଆଶଙ୍କା କରାଯାଉଛି। କାଲିଫର୍ନିଆର ଏକ ଅଣ-ଲାଭ ବ୍ୟବସାୟୀ ଏରୋସ୍ପେସ କର୍ପୋରେଟ ଅନୁଯାୟୀ, ଜୁଲାଇ ୨୪ ରେ ଚାଇନା…
ଟାଇଗର୍-ଦିଶାଙ୍କ ବେକ୍ଅପ୍କୁ ନେଇ ମୁହଁ ଖୋଲିଲେ ଜ୍ୟାକି
ଟାଇଗର ଶ୍ରଫ୍ ଏବଂ ଦିଶା ପଟାନୀ ବି-ଟାଉନର ଲୋକପ୍ରିୟ ଲଭ୍ବାର୍ଡଙ୍କ ମଧ୍ୟରୁ ଅନ୍ୟତମ। ଦୁହେଁ ୬ ବର୍ଷ ହେବ ପରସ୍ପରକୁ ଡେଟ୍ କରୁଛନ୍ତି। ଯଦିଓ ଉଭୟ ନିଜ ସମ୍ପର୍କକୁ ନେଇ କେବେ କ୍ୟାମେରା ଆଗରେ ସ୍ବୀକାର କରି ନାହାନ୍ତି। କିନ୍ତୁ ପାର୍ଟି…
କ୍ୟାବିନେଟ୍ ସମ୍ପ୍ରସାରଣ ନେଇ ଅନିଶ୍ଚିତତା…
ମୁମ୍ବାଇ,୨୮।୭ : ମହାରାଷ୍ଟ୍ରରେ କ୍ଷମତା ପରିବର୍ତ୍ତନ ହେବାର ପ୍ରାୟ ଏକ ମାସ ବିତିଗଲାଣି। କିନ୍ତୁ ଏପର୍ଯ୍ୟନ୍ତ କ୍ୟାବିନେଟର ସମ୍ପ୍ରସାରଣ ହୋଇନାହିଁ। ଏନେଇ ସମ୍ପ୍ରସାରଣ ନେଇ ଅନିଶ୍ଚିତତା ଲାଗି ରହିଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ୩୦ଜୁନ ରେ ଶପଥ ଗ୍ରହଣ କରିଥିଲେ। ସେବେଠାରୁ…
Archives


