କଲେଜ ପରିସରରେ ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା
ଗଜପତି,୨୮ା୭(ଡି.ଏନ୍.ଏ.): ପାରଳାଖେମୁଣ୍ଡି ରାଣୀପେଣ୍ଠ ନିକଟସ୍ଥ ଗଜପତି ନର୍ସିଂ କଲେଜ ପରିସରରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। କଲେଜର ପ୍ରଥମ ବର୍ଷ ଛାତ୍ରୀ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ଛାତ୍ରୀ ଜଣକ ବ୍ରହ୍ମପୁର ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ…
ବଢ଼ୁଛି କରୋନା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୦ ଆକ୍ରାନ୍ତ; ଜାଣନ୍ତୁ କେଉଁ ଜିଲାରୁ …
ଭୁବନେଶ୍ୱର,୨୮।୭(ବ୍ୟୁରୋ): ଉପରମୁହାଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୦୩ କ୍ୱାରାଣ୍ଟାଇନ୍ରୁ ଓ ୪୨୭ ଲୋକାଲ କେସ୍ ରହିଛି। ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୭୯ଆକ୍ରାନ୍ତ…
ଧାରଣା ଦେଇଥିବା ନେତାଙ୍କ ପାଇଁ ବିଭିନ୍ନ ପ୍ରକାର ସୁସ୍ବାଦୁ ଖାଦ୍ୟ, ରାତିରେ ମଶା ଉପଦ୍ରବ…
ନୂଆଦିଲ୍ଲୀ,୨୮।୭ : ବିରୋଧୀ ଦଳମାନେ ସଂସଦ ପରିସରରେ ପ୍ରାୟ ୫୦ ଘଣ୍ଟା ଧରି ଧାରଣାରେ ବସିଥିବା ସେମାନଙ୍କର ଖାଦ୍ୟ ଇତ୍ୟାଦିର ବ୍ୟବସ୍ଥା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ପାଇଁ ଦହିଭାତ ଠାରୁ ଆରମ୍ଭ କରି ଇଡଲି-ସମ୍ବର୍, ଗାଜର କା ହାଲୱା,…
ଆଜିଠୁ ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତର ୨୧୫ ଆଥଲେଟ୍ କରିବେ ଅଂଶଗ୍ରହଣ
ବର୍ମିଂହାମ୍, ୨୭।୭: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ଆଜିଠାରୁ ଇଂଲଣ୍ଡର ବର୍ମିଂହାମ ଠାରେ ଆରମ୍ଭ ହେବ। ଏଥିପାଇଁ ଭାରତୀୟ ଖେଳାଳିମାନେ ସମ୍ପୂର୍ଣ୍ଣ ପ୍ରସ୍ତୁତି ସହ ଇଂଲଣ୍ଡରେ ପହଞ୍ଚିଛନ୍ତି। ଭାରତ ୧୮ ଥରପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେବାକୁ ଯାଉଛି। ବର୍ମିଂହାମ କ୍ରୀଡ଼ାରେ ଭାରତର…
କ୍ଲିନ୍ସୁଇପ୍ କଲା ଭାରତ
ତ୍ରିନିଦାଦ,୨୮।୭: ତ୍ରିନିଦାଦର କ୍ୱିନ୍ସ ପାର୍କ ଓଭାଲରେ ଖେଳାଯାଇଥିବା ତୃତୀୟ ଦିନିକିଆରେ ଭାରତ ୧୧୯ ରନ୍ରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହା ସହ ଭାରତ ଦିନିକିଆ ସିରିଜକୁ ୩-୦ରେ ଜିତି ନେଇଛି। ପ୍ରଥମ ଥର ପାଇଁ ୱେଷ୍ଟଇଣ୍ଡିଜ୍କୁ ନିଜ ଘରେ ଦିନିକିଆ ସିରିଜରେ…
ସକ୍ରିୟ ମାମଲା ଲକ୍ଷେ ୪୬ ହଜାରରୁ ଅଧିକ…
ନୂଆଦିଲ୍ଲୀ, ୨୮।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ଗଛଲତାରେ ପରିପୂର୍ଣ୍ଣ ତହସିଲ କ୍ୱାର୍ଟର୍ସ : କର୍ମଚାରୀ ରହୁନାହାନ୍ତି
ରଘୁନାଥପୁର,୨୮ା୭(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ରଘୁନାଥପୁର ତହସିଲ କ୍ୱାର୍ଟର୍ସରେ କର୍ମଚାରୀ ରହୁ ନ ଥିବାର ଏହା ଭୂତକୋଠି ପାଲଟିଛି। ଏହାର ଚତୁଃପାର୍ଶ୍ୱ ଅବର୍ଜନାମୟ ହୋଇଥିବାବେଳେ ଗଛଲତା ମାଡି ସରୀସୃପଙ୍କ ବାସସ୍ଥାନ ପାଲଟିଛି। ଗତ ୨୦୦୯ରେ ୬୦ ଲକ୍ଷ ଟଙ୍କା…
ପାଠପଢ଼ାରେ ଝିଅ ଆଗରେ, ପୁଅଙ୍କ ତୁଳନାରେ କମ୍ ଝିଅ ଅଧାରୁ ଛାଡୁଛନ୍ତି ସ୍କୁଲ…
ନୂଆଦିଲ୍ଲୀ,୨୮।୭ : ପାଠପଢ଼ାରେ ଝିଅମାନେ ପୁଅଙ୍କ ତୁଳନାରେ ଆଗରେ ଅଛନ୍ତି। ସ୍କୁଲକୁ ଯିବା ଏବଂ ଅଧ୍ୟୟନ ଜାରି ରଖିବା ହାର ଝିଅମାନଙ୍କ କ୍ଷେତ୍ରରେ ଅଧିକ ରହିଛି। ତେବେ ଅଧିକ ସଂଖ୍ୟକ ପୁଅ ଅଧାରୁ ସ୍କୁଲ ଛାଡୁଛନ୍ତି। ସଂସଦରେ ଏକ ପ୍ରଶ୍ନର ଉତ୍ତରରେ…
୧୫ ଅଗଷ୍ଟରେ ୩ ପ୍ରକାର ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ଆଶଙ୍କା, ସତର୍କ ସୂଚନା ଜାରି…
ନୂଆଦିଲ୍ଲୀ,୨୮।୭ : ସ୍ବାଧୀନତା ଦିବସ ଅବସରରେ ଆତଙ୍କବାଦୀ ଆକ୍ରମଣ ହେବା ନେଇ ଗୁପ୍ତଚର ଏଜେନ୍ସି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥର ତିନି ପ୍ରକାରର ଗୁପ୍ତଚର ଆଲର୍ଟ ଅଛି। ଏହା ଆଧାରରେ ସୁରକ୍ଷା ଏଜେନ୍ସିମାନେ ସଜାଗ ରହିଛନ୍ତି। ଅଗଷ୍ଟ ୧୫…
ଆଜି ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା, ଅପରାହ୍ନ ୨ରୁ ସନ୍ଧ୍ୟା ୬ଟା ଦର୍ଶନ ବନ୍ଦ
ପୁରୀ ଅଫିସ, ୨୮ା୭: ଚିତାଲାଗି ଅମାବାସ୍ୟାରେ ଗୁରୁବାର ଶ୍ରୀମନ୍ଦିରରେ ବିଶେଷ ନୀତି ସହ ତିନିଠାକୁରଙ୍କ ଚିତାଲାଗି କରାଯିବ। ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ପରେ ଦାରୁଦିଅଁଙ୍କୁ ଦଇତାପତି ସେବକମାନେ ରତ୍ନଚିତା ଲାଗି କରାଇବେ। ଏହା ଏକ ଗୁପ୍ତ ନୀତି। ଅପରାହ୍ନ ୨ଟାରୁ…
ଭାରତୀୟ ବୈଜ୍ଞାନିକଙ୍କୁ ସଫଳତା, ପୃଥକ କଲେ ମଙ୍କିପକ୍ସ ଭୂତାଣୁ…
ପୁଣେ,୨୮।୭ : କରୋନା ପରେ, ବର୍ତ୍ତମାନ ଭାରତୀୟ ବୈଜ୍ଞାନିକମାନେ ମଙ୍କିପକ୍ସ କ୍ଷେତ୍ରରେ ବେଶ୍ ସଫଳତା ହାସଲ କରିଛନ୍ତି। ପୁଣେ ଭିତ୍ତିକ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଭିରୋଲୋଜି (ଏନଆଇଭି)ର ଏକ ଟିମ ମଙ୍କିପକ୍ସ ଭୂତାଣୁକୁ ସଂକ୍ରମିତଙ୍କଠାରୁ ପରୀକ୍ଷା ପାଇଁ ନିଆଯାଇଥିବା ନମୁନାରୁ ପୃଥକ…
ପ୍ରତିଷେଧକ ହିଁ ପ୍ରକୃତ ନିଦାନ
ଶରୀରରେ ବିଭିନ୍ନ ସମସ୍ୟା ସୃଷ୍ଟି ହୋଇଥାଏ। ତେବେ ପ୍ରତିଷେଧକ ବ୍ୟବସ୍ଥା ହିଁ ପ୍ରକୃତ ନିଦାନ । ପ୍ରତିବର୍ଷ ଜୁଲାଇ ୨୮ରେ ପାଳନ କରାଯାଉଥିବା ବିଶ୍ୱ ହେପାଟାଇଟିସ୍ ଦିବସରେ ଏନେଇ ସଚେତନତା ସୃଷ୍ଟି କରାଯାଇଥାଏ। ହେପାଟାଇଟିସ୍ ଏ, ବି, ସି, ଡି, ଏବଂ…
Archives


