ଜର୍ମାନୀ ଯିବେ ବାଇଡେନ
ଓ୍ବାଶିଂଟନ,୮ା୬: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଚଳିତମାସ ୨୫ ତାରିଖରେ ଦକ୍ଷିଣ ଜର୍ମାନୀର ସ୍କଲ୍ସ ଏଲମାଉ ଯାତ୍ରା କରିବେ। ଏଠାରେ ବରିଷ୍ଠ ନେତାଙ୍କ ସହ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବେ। ହ୍ବାଇଟ୍ ହାଉସର ପ୍ରେସ୍ ସଚିବ କରିନ…
ବାରବାଟୀ ମ୍ୟାଚ୍ ଖେଳିବେନି ରାହୁଲ
ନୂଆଦିଲ୍ଲୀ,୮ା୬: ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ନୈରାଶଜନକ ଖବର। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଦଳକୁ ଲାଗିଛି ଏକ ବଡ଼ ଝଟ୍କା। ବାରବାଟୀ ମ୍ୟାଚ୍ ଖେଳିବେନି ଅଧିନାୟକ କେ.ଏଲ୍ ରାହୁଲ। ପ୍ରଥମ ମୁକାବିଲା ଗୁରୁବାର ଦିଲ୍ଲୀର ଅରୁଣ…
ସ୍ତ୍ରୀଙ୍କୁ ଛୁରି ଭୁସି ହତ୍ୟା କଲେ ସ୍ବାମୀ
କୋରାପୁଟ,୮ା୬(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଛୋଟାଗୁଡ଼ା ଗ୍ରାମରେ ବୁଧବାର ସକାଳେ ଏକ ହତ୍ୟାକାଣ୍ଡ ହୋଇଛି। ପାରିବାରିକ କଳହରୁ ସ୍ତ୍ରୀ ଜାନକୀ ଦାମୀ (୨୩)ଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି ସ୍ବାମୀ ଦାମୋଦର ଦାମୀ(୨୬)। ଆଜି ସକାଳେ ଏହି ଘଟଣା ଘଟିଥିବାବେଳେ…
ପୁଅର ଶାବଳ ମାଡ଼ରେ ମା’ଙ୍କ ଜୀବନ ଗଲା
କେନ୍ଦୁଝର,୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବନବିହାରୀପୁର ନୂଆଗାଁ ମୁଣ୍ଡା ସାହିରେ ଜଣେ ନିଶାଶକ୍ତ ପୁଅ ବିଧବା ମା’ଙ୍କୁ ଶାବଳରେ ପିଟି ହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୃତକ ଜଣକ ହେଲେ ଟୁଲେଇ ମୁଣ୍ଡା(୬୦)। ପୋଲିସ ଅଭିଯୁକ୍ତ…
ଥୋମାସ କପ୍ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି। ଥୋମାସ…
ଜଳୁଛି ଟିଟିଲାଗଡ଼, ୪୫ ଡିଗ୍ରୀ ଟପିଲା ତାପମାତ୍ରା
ଭୁବନେଶ୍ୱର,୮ା୬(ବ୍ୟୁରୋ): ରାଜ୍ୟରେ ଅଗ୍ନିବର୍ଷା ହେଉଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ବିଶେଷକରି ପଶ୍ଚିମ ଓଡ଼ିଶାର ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼ ଏବଂ ନୂଆପଡ଼ାରେ ହିଟ୍…
ପାଖେଇ ଆସିଲାଣି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ରାପିଡ୍ ଆକ୍ସନ ଫୋର୍ସର ମକ୍ଡ୍ରିଲ୍
ପୁରୀ ଅଫିସ,୮ା୬: ଆଉ ଦିନ କେତେଟା ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ଜୋର୍ସୋର୍ରେ ଆଗେଇ ଚାଲିଛି କାମ। ଆସନ୍ତା ୧୪ ତାରିଖରେ ସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବେ ହଜାର ହଜାର ଶ୍ରଦ୍ଧାଳୁ।…
ବିମାନ ଯାତ୍ରାରେ ମାସ୍କ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୮ା୬: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶକ (ଡିଜିସିଏ) କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିମାନବନ୍ଦରଗୁଡିକ ପାଇଁ ନୂତନ ନିୟମ ଲାଗୁ କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଡିଜିସିଏ ନୂତନ ନିୟମ ଜାରି କରିଛି। ସମସ୍ତ ବିମାନବନ୍ଦରରେ ଏବଂ ବିମାନ ଭିତରେ…
ସ୍କୁଲ ବେଞ୍ଚ୍ରେ ଚଢ଼ି ଡ୍ୟାନ୍ସ କରୁଥିଲେ ଛାତ୍ରୀ, ପରେ ଘଟିଲା ଏମିତି
ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଶେୟାର କରାଯାଉଛି। ଏଥିମଧ୍ୟରୁ କିଛି ଅତ୍ୟନ୍ତ ମଜାଳିଆ ହୋଇଥିବା ବେଳେ ଆଉ କିଛି ଆଶ୍ଚର୍ଯ୍ୟଜନକ ହୋଇଥାଏ। ବର୍ତ୍ତମାନ ସୋସିଆଲ ମିଡିଆ ମନୋରଞ୍ଜନର ଏକ ମାଧ୍ୟମ ପାଲଟିଛି। ଲୋକେ ମଜାଳିଆ ଭିଡିଓ ଦେଖି ମନୋରଞ୍ଜନ କରୁଛନ୍ତି।…
ଭୁଲରେ ବି ଏହି ୭ ଜିନିଷରେ ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ହୋଇଯିବେ ବରବାଦ..
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି, ବ୍ୟବସାୟ, ବନ୍ଧୁତା, ଶତ୍ରୁତା ହେଉ ଅଥବା ବୈବାହିକ ଜୀବନ ସହ ଜଡିତ ସମସ୍ୟା ସବୁକିଛିର…
ଚାଷୀଙ୍କୁ ମୋଦି ସରକାରଙ୍କ ଉପହାର: ଧାନ ସମେତ ୧୭ ଖରିଫ ଫସଲର ଏମ୍ଏସ୍ପି ବୃଦ୍ଧି
ନୂଆଦିଲ୍ଲୀ,୮।୬: ଦେଶରେ ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ସରକାର ୨୦୨୨-୨୩ ବର୍ଷ ଲାଗି ୧୭ ଖରିଫ ଫସଲ ପାଇଁ ସର୍ବନିମ୍ନ ସହାୟତା ମୂଲ୍ୟ(ଏମ୍ଏସ୍ପି) ବଢ଼ାଇଛନ୍ତି। ଏନେଇ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ…
ରୁଷିଆ-ୟୁକ୍ରେନ ଯୁଦ୍ଧ ପାଇଁ ଅର୍ଥନୈତିକ ମନ୍ଥରତା: ବିଶ୍ୱ ବ୍ୟାଙ୍କ ମୁଖ୍ୟ
ଲଣ୍ଡନ,୮ା୬: କରୋନା ମହାମାରୀ ପ୍ରଭାବରେ ବିଶ୍ୱ ଅର୍ଥ ବ୍ୟବସ୍ଥା ଯେତିକି ଖରାପ ହୋଇ ନ ଥିଲା ରୁଷିଆ-ୟୁକ୍ରେନ ଯୁଦ୍ଧରେ ଏହା ଦ୍ୱିଗୁଣିତ ହୋଇଛି। ଏହି କାରଣରୁ ଅନେକ ଦେଶରେ ଅର୍ଥନତିକ ଅବନତି ଭୟ ବଢ଼ି ଯାଇଛି। ଏକ ରିପୋର୍ଟରେ କୁହାଯାଇଛି, କେବଳ…
Archives


