Home

ବାଉଁଶ କାଟିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋରୁକୋଣ୍ଡା,୨୭ା୭(ଡି.ଏନ୍‌.ଏ.): ମାଲକାନଗିରି ସଦର ଥାନା ଅନ୍ତର୍ଗତ କୋରୁକୋଣ୍ଡା ସଦର ମହକୁମାରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସୂଚନାନୁଯାୟୀ, କୋରୁକୋଣ୍ଡା ଗ୍ରାମର ଭୀମ ଦାସ (୫୫) ଆଜି ମଧ୍ୟାହ୍ନରେ ଘରୁ ମଙ୍ଗଳା ମନ୍ଦିର ନିକଟରେ ଥିବା ନିଜ ଜମିକୁ ବାଉଁଶ ଆଣିବା…

ପୁଣି ଅର୍ପିତାଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

କୋଲକତା,୨୭।୭: ପଶ୍ଚିମବଙ୍ଗ ଶିକ୍ଷକ ଦୁର୍ନୀତି ମାମଲାରେ ଗିରଫ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଅଡୁଆ ବଢିବାରେ ଲାଗିଛି। ବୁଧବାର ଇଡି ଟିମ୍‌ ତାଙ୍କ ଆଉ ଏକ ଘରେ ଚଢାଉ କରିଛି। ଚଢାଉରେ ତାଙ୍କ ଘରୁ ବିଡ଼ା ବିଡ଼ା ନୋଟ…

ପୁଣି ଚମକିଲେ ସୌରଭ, ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ପଶ୍ଚିମ ଓଡ଼ିଶା ଟପ୍ପର

ଭବାନୀପାଟଣା,୨୭ା୭(ସ୍ବ.ପ୍ର.): ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ପ୍ରଗତି କଲେଜର ଛାତ୍ର ସୌରଭ କୁମାର ସର୍ବାଧିକ ନମ୍ବର ରଖିଜିଲା ସମେତ ପଶ୍ଚିମ ଓଡ଼ିଶା ଟପ୍ପର ହୋଇଛନ୍ତି। ସେ ମୋଟ୍‌…

ହାଇକୋର୍ଟ ଗଲେ ବାବୁସାନ୍‌

କଟକ ଅଫିସ,୨୭ା୭: ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ବୁଧବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଜଧାନୀ ରାଜରାସ୍ତାରେ ଅଭିନେତା ବାବୁସାନ୍‌, ସ୍ତ୍ରୀ ତୃପ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ହୋଇଥିବା ବିବାଦକୁ ନେଇ ଥାନାରେ ମାମଲା ହୋଇଥିଲା। ସ୍ତ୍ରୀ ତୃପ୍ତି ବାବୁସାନ୍‌ଙ୍କ…

କେନ୍ଦୁଝର ଆସିବେ କେନ୍ଦ୍ରମନ୍ତ୍ରୀ

କେନ୍ଦୁଝର,୨୭ା୭(ସ୍ବ.ପ୍ର.): ଗୁରୁବାର କେନ୍ଦୁଝର ଅଭିମୁଖେ ୩ ଦିନିଆ ଗସ୍ତରେ ଆସୁଛନ୍ତି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା। ଏହି ଅବସରରେ କେନ୍ଦୁଝର ଜିଲା ଭାଜପା ପକ୍ଷରୁ ଜୋର୍‌ଦାର୍‌ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ କେନ୍ଦ୍ରମନ୍ତ୍ରୀଙ୍କ ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ…

ପୁରୀ ଷ୍ଟେଶନରେ ଅଭାବନୀୟ ଦୃଶ୍ୟ: ଟ୍ରେନ୍‌ ସିଟ୍‌ ତଳୁ ଉଦ୍ଧାର ହେଲା ନବଜାତ ଶିଶୁ

ପୁରୀ ଅଫିସ,୨୭।୭: ପୁରୀ ଷ୍ଟେଶନରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ୪ ନଂ ପ୍ଲାଟଫର୍ମରେ ଛିଡା ହୋଇଥିବା ତପସ୍ବିନୀ ଏକ୍ସପ୍ରେସର ଏକ ବଗି ଭିତର ସିଟ ତଳୁ ଏହି ନବଜାତ ଶିଶୁକୁ ଉଦ୍ଧାର କରାଯାଇଛି। ଆରପିଏଫ୍‌ ପକ୍ଷରୁ ଯାଞ୍ଚ…

ମଙ୍କିପକ୍ସକୁ ନେଇ ଜାରି ହେଲା ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୨୭ା୭: କେନ୍ଦ୍ର ସରକାର ମଙ୍କିପକ୍ସକୁ ନେଇ ଏକ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମଙ୍କିପକ୍ସ ରୋଗୀ ଏବଂ ସେମାନଙ୍କ ସମ୍ପର୍କରେ ଆସିଥିବା ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଗାଇଡ୍‌ଲାଇନ୍‌ରେ ୨୧ ଦିନିଆ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ ବୋଲି ଉଲ୍ଲେଖ…

ଟସ୍‌ ଜିତିଲା ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୭।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ତ୍ରିନିଦାଦର କ୍ୱିନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଅଧିନାୟକ ଶିଖର ଧାୱନ ଟସ…

କନ୍ଦମୂଳ ଉତ୍ପାଦନରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟରେ ଉଦ୍ୟାନ କୃଷି ସଫଳତାର ସହ କୃଷକଙ୍କ ନିକଟରେ ପହଞ୍ଚି ପାରିଛି। ଜାତୀୟ ଉଦ୍ୟାନ ବୋର୍ଡ ତଥ୍ୟ ଅନୁଯାୟୀ ସର୍ବ ଭାରତୀୟସ୍ତରରେ ଫଳ ଓ ପନିପରିବା ଉତ୍ପାଦନରେ ଓଡ଼ିଶାର ସ୍ଥାନ ଅନ୍ୟତମ। କନ୍ଦମୂଳରେ ଓଡ଼ିଶା ପ୍ରଥମ ସ୍ଥାନରେ ଥିବାବେଳେ…

ସ୍ପାଇସଜେଟ୍‌ ଉପରେ ଡିଜିସିଏର ବଡ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୭।୭: ସ୍ପାଇସଜେଟ୍‌ ଉପରେ ବୁଧବାର ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଡାଇରେକ୍ଟୋରେଟ ଜେନେରାଲ ସିଭିଲ ଆଭିଏସନ (ଡିଜିସିଏ)। ସ୍ପାଇସଜେଟ୍‌ର ୫୦ ପ୍ରତିଶତ ବିମାନକୁ ୮ ସପ୍ତାହ ପାଇଁ ସ୍ଥଗିତ ରଖାଯାଇଛି। ବିମାନରେ ଥିବା ତ୍ରୁଟିକୁ ଦୃଷ୍ଟିରେ ରଖି ଡିଜିସିଏ ଏହି…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୯୩,୯୫୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବାଡ଼ ଖାଉଛି ଫସଲ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ବାଡ଼ ଖାଉଛି ଫସଲ। ରାଜ୍ୟରେ ତଳସ୍ତରରୁ ଉପରଯାଏ ଦୁର୍ନୀତି ଭରି ରହିଛି। ପର୍ସେଣ୍ଟେଜ୍‌(ପିସି) କାରବାର ବୃଦ୍ଧି ପାଇଛି। ସରକାରଙ୍କ ସମସ୍ତ ବିଭାଗରେ ପୁଳାପୁଳା ଦୁର୍ନୀତି। ଏଥିରେ ତଳଶ୍ରେଣୀର କର୍ମଚାରୀଠାରୁ ଆରମ୍ଭ କରି ଉପର ଅଫିସର ପର୍ଯ୍ୟନ୍ତ ଏକ ର଼୍ୟାକେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri