Home

ସୋନିଆଙ୍କ ସ୍ବାସ୍ଥ୍ୟ ସହିତ ଖେଳିବା ଠିକ ନୁହେଁ, ଗୁଲାମନବୀ-ଆନନ୍ଦ ଶର୍ମାଙ୍କ କ୍ଷୋଭ…

ନୂଆଦିଲ୍ଲୀ, ୨୭।୭ : କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଇଡ଼ିର ପଚରାଉଚରାନେଇ ବରିଷ୍ଠ ନେତା ଗୁଲାମନବୀ ଆଜାଦ ଏବଂ ଆନନ୍ଦ ଶର୍ମା ମୁହଁ ଖୋଲିଛନ୍ତି। ଏହି ବୟସରେ ସୋନିଆ ଗାନ୍ଧୀଙ୍କର ସୱାସ୍ଥ୍ୟ ସହିତ ଖେଳିବା ଠିକ ନୁହେଁ ବୋଲି ଗୁଲାମ ନବୀ…

ଦେଶରେ ଇଡ଼ି ଆତଙ୍କ, ସରକାର ଭାଙ୍ଗିବା ପାଇଁ ହେଉଛି ବ୍ୟବହୃତ, ଗେହଲଟଙ୍କ କଟାକ୍ଷ…

ଜୟପୁର, ୨୭।୭ : କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ଇଡି ପ୍ରଶ୍ନକୁ ବିରୋଧ କରି କଂଗ୍ରେସର ସତ୍ୟାଗ୍ରହ ଚାଲିଛି। ଏ ସମ୍ପର୍କରେ କଂଗ୍ରେସ ନେତା ତଥା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି ଯେ ଦେଶରେ ଇଡି ଦ୍ୱାରା ଏକ ନାଟକ…

ଉଦ୍ଧବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଶିନ୍ଦେ…

ମୁମ୍ବାଇ, ୨୭।୭ : ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ୬୨ ତମ ଜନ୍ମଦିନ ବୁଧବାର ପାଳନ କରୁଛନ୍ତି। ଏହି ଅବସରରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଉଦ୍ଧବଙ୍କର ସୁସ୍ବାସ୍ଥ୍ୟ କାମନା କରିଛନ୍ତ ଶିନ୍ଦେ। ବିଶେଷ କଥା ହେଉଛି…

ସୁପ୍ରିମ୍‌କୋର୍ଟଙ୍କ ବଡ଼ ଫଇସଲା, ପିଏମ୍‌ଏଲଏ ଅନ୍ତର୍ଗତ ଇଡିଙ୍କର ସମସ୍ତ କ୍ଷମତାକୁ ସମର୍ଥନ…

ନୂଆଦିଲ୍ଲୀ, ୨୭।୭ : ମନି ଲଣ୍ଡରିଂ ଆକ୍ଟ (ପିଏମ୍‌ଏଲଏ)ର କେତେକ ବ୍ୟବସ୍ଥାର ସାମ୍ବିଧାନିକତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ବୁଧବାର ସୁପ୍ରିମକୋର୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ଫଇସଲା ଦେଇଛନ୍ତି। ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡ଼ି)ଦ୍ୱାରା ପଞ୍ଜିକୃତ ହୋଇଥିବା ଏହି ମାମଲାରେ ଜଡିତ ଥିବା ବ୍ୟକ୍ତିଙ୍କ ପ୍ରତି…

ଲାଲୁଙ୍କ ନିକଟତମ ବନ୍ଧୁ ଭୋଲା ଯାଦବ ଗିରଫ

ପାଟନା,୨୭।୭: କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି(ସିବିଆଇ) ବୁଧବାର ଲାଲୁ ପ୍ରସାଦ ଯାଦବଙ୍କ ପୂର୍ବତନ ଓଏସ୍‌ଡି ତଥା ନିକଟତମ ବନ୍ଧୁ ଭୋଲା ଯାଦବଙ୍କୁ ଗିରଫ କରାଯାଇଛି। ରେଲଓ୍ବେ ନିଯୁକ୍ତି ସ୍କାମ ସହ ଜଡିତ ଏକ ମାମଲାରେ ଏହି ଗିରଫ କରାଯାଇଛି। କେବଳ ଏତିକି ନୁହେଁ,…

ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ପରଭେଜ ଇଲାହୀ…

ଇସଲାମାବାଦ, ୨୭।୭ : ପାକିସ୍ତାନର ପଞ୍ଜାବ ପ୍ରଦେଶରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ବିଏମ୍‌ଏଲ-କ୍‌ୟୁ ନେତା ଚୌଧୁରୀ ପରଭେଜ ଇଲାହୀଙ୍କୁ ନିଯୁକ୍ତ କରାଯାଇଛି। ସେ ବୁଧବାର ପୂର୍ବାହ୍ନରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ପାକିସ୍ତାନ ସୁପ୍ରିମକୋର୍ଟ ପ୍ରଧାନମନ୍ତ୍ରୀ ଶାହାବାଜଙ୍କ ପୁଅ…

ଉଦ୍ଧବଙ୍କ ଘରେ ବିଦ୍ରୋହ ! ଶିନ୍ଦେଙ୍କୁ ଭେଟିଲେ ବାଲାସାହେବ ଠାକରେଙ୍କ ବୋହୂ ସ୍ମିତା…

ମୁମ୍ବାଇ, ୨୭।୭ : ଶିବସେନା ବିଧାୟକମାନେ ବିଦ୍ରୋହ କରିବା ପରେ ମହାରାଷ୍ଟ୍ରରେ ଉଦ୍ଧବ ଠାକରେ କ୍ଷମତା ହରାଇଥିଲେ। ଏବେ ଦଳ ତାଙ୍କ ହାତରୁ ବାହାରକୁ ଯାଉଥିବା ଚର୍ଚ୍ଚା ହେଉଛି। ଏହି ସମୟରେ, ଉଦ୍ଧବଙ୍କ ପରିବାରରେ ବିଦ୍ରୋହର ସ୍ବର ଶୁଣିବାକୁ ମିଳୁଛି। ପ୍ରକାଶ…

ଅଦ୍ୟମ ସାହସ-ଉତ୍କୃଷ୍ଟ ସେବାର ନାମ ସିଆରପିଏଫ୍‌, ସ୍ଥାପନା ଦିବସରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୭।୭ : କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ୍‌)ର ସ୍ଥାପନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯବାନ ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସୁରକ୍ଷା ସମ୍ବନ୍ଧୀୟ ହେଉ କିମ୍ବା ମାନବିକ ଆହ୍ବାନ୍‌, ସମସ୍ତ କ୍ଷେତ୍ରରେ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ, ସକ୍ରିୟ ମାମଲା ଲକ୍ଷେ ୪୫ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୭।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ବଳାତ୍କାର-ହତ୍ୟା ମାମଲାରେ ଦଣ୍ଡାଦେଶ ହେବ ନାହିଁ କୋହଳ, ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ,୨୭।୭ : ଚାରି ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ଅଭିଯୁକ୍ତଙ୍କ ମୃତ୍ୟୁଦଣ୍ଡକୁ କୋହଳ କରିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଅଦାଲତ କହିଛନ୍ତି ଯେ ପ୍ରାସଙ୍ଗିକ କାରଣଗୁଡ଼ିକୁ ଧ୍ୟାନରେ ରଖି ମୃତ୍ୟୁଦଣ୍ଡକୁ ଆଜୀବନ…

ଦିଲ୍ଲୀରେ ଆଉ ଏକ ମଙ୍କିପକ୍ସ ମାମଲା ଚିହ୍ନଟ: ଟ୍ରାଭେଲ୍‌ ହିଷ୍ଟ୍ରି ସହ ରହିଛି ଲକ୍ଷଣ

ନୂଆଦିଲ୍ଲୀ,୨୭।୭: କରୋନା ପରେ ଏବେ ମଙ୍କିପକ୍ସ ସଂକ୍ରମଣ ରାଜଧାନୀ ଦିଲ୍ଲୀରେ ଏବେ ଚିନ୍ତାର କାରଣ ପାଲଟିଛି। ବୁଧବାର ଦିଲ୍ଲୀରେ ମଙ୍କିପକ୍ସର ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କୁ ଦିଲ୍ଲୀର ଲୋକ ନାୟକ ଜୟ ପ୍ରକାଶ (ଏଲ୍‌ଏନ୍‌ଜେପି) ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

କଂଗ୍ରେସର ସମସ୍ତେ ଗାନ୍ଧୀ ପରିବାର ସହ ଅଛନ୍ତି: ଶରତ

ଭୁବନେଶ୍ବର, ୨୭ା୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରରୋଚିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ନାଶନାଲ ହେରାଲ୍ଡ ମାମଲାରେ ବାରମ୍ବାର ଜେରା କରିବାକୁ ଡାକି ନିର୍ଯାତନା ଦେଉଛି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଅଭିଯୋଗ କରାଯାଇଛି। ଏହାର ପ୍ରତିବାଦରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri