IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ ସହଜରେ ହାସଲ କରି ନେଇଛି। ତେବେ ୨୦୨୩ ପରଠାରୁ ଦିଲ୍ଲୀ ଏପର୍ଯ୍ୟନ୍ତ ଲକ୍ଷ୍ନୌ…
ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…
ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ବ୍ୟାକଫୁଟରେ ଥିବା ଜଣାପଡ଼ିଛି। ଇରାନ ସହ ଚାଲିଥିବା ଯୁଦ୍ଧ ଏବେ…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ସ୍ଥାନୀୟ ଜିଲା ସଂସ୍କୃତି ଭବନରେ ଚାଲିଥିବା ସରକାରୀ ଓଡ଼ିଶା ଦିବସ ସମାରୋହକୁ…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩ ବର୍ଷର ନାବାଳିକାକୁ ଜଣେ ବ୍ୟକ୍ତି ବଳାତ୍କାର କରିବା ସହ ଗର୍ଭବତୀ କରିଥିବା ନେଇ…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର ଦିନ ଭଟଲି ବଜାର ପଡ଼ାରେ ଏକ ଅତର୍କିତ ଚଢ଼ାଉ କରି ଜଣେ ମହିଳାଙ୍କୁ…
ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…
ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ବୁଧବାର ସନ୍ଧ୍ୟା ପ୍ରାୟ ୫ଟା…
ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….
ନୂଆଦିଲ୍ଲୀ,୧।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ ସହିତ ଯୋଗାଯୋଗ କରିଛନ୍ତି ଏବଂ ଯୁଦ୍ଧବିରତି ଘୋଷଣା ପାଇଁ ଅନୁରୋଧ କରିଛନ୍ତି। ତଥାପି,…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ ନିଯୁକ୍ତ କରିଛନ୍ତି । ଏନେଇ ବିଧିବଦ୍ଧ ଭାବେ ରାଜ୍ୟ ସରକାର ଏକ ପ୍ରେସ…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର ବନ ବିଭାଗ ଏବଂ ସ୍ଥାନୀୟ ପ୍ରଶାସନକୁ ଅବଗତ କରାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦ ତମ ଓଡିଶା ଦିବସ ପାଳନ ହୋଇଯାଇଛି । ଏହି ସମୟରେ ଜିଲା ସୂଚନା…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ ବୁଧବାର ତାରାତାରିଣୀରୋ ହୋଇଥିଲା । ଏଥିରେ ମୁଖ୍ୟକରି ବ୍ରହ୍ମପୁର ବସଷ୍ଟାଣ୍ଡ ଗତମାସ ୬…
ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି
ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ ବୁଧବାର ସାପ୍ତାହିକ ହାଟ ମଝିରେ ଏକ ବିରାଟ ଆମ୍ବଗଛ ଭାଙ୍ଗି ପିଣ୍ଡି ଉପରେ…

