ହାତୀ ଶିକାର: ୮ରେ ହାଇକୋର୍ଟରେ ହାଜର ହେବେ ପିସିସିଏଫ୍
ଭୁବନେଶ୍ବର, ୨୬ା୭(ବ୍ୟୁରୋ):ରାଜ୍ୟରେ ହାତୀ ଶୀକାର ଏବଂ ବନ ବିଭାଗ ଦ୍ାରା ହାତୀ ମୃତ୍ୟକୁ ଲୁଚାଇବା ଘଟଣାରେ ସୋମବାର ହାଇକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି। ଆବେଦନକାରୀ ଗୀତା ରାଉତଙ୍କ ପକ୍ଷରୁ ଆଡ୍ଭୋକେଟ ଆଶିଷ ମିଶ୍ର ଏକ ଜନ ସ୍ବାର୍ଥ ମାମଲା ରୁଜୁ କରିଛନ୍ତି।…
ପ୍ରତିଶ୍ରୁତିର ୧%ରୁ ବି କମ୍ ନିଯୁକ୍ତି
ଯାଜପୁର ଅଫିସ,୨୬ା୭:ସରକାର ନିଯୁକ୍ତିକୁ ଗୁରୁତ୍ୱ ଦେଇ ବିଭିନ୍ନ ଶିଳ୍ପ ପ୍ରତିଷ୍ଠା ପାଇଁ ସିଙ୍ଗଲ ୱିଣ୍ଡୋ ପଦ୍ଧତି ଏବଂ ହାଇଲେଭଲ କ୍ଲିୟରାନ୍ସ ଅଥରିଟି ଗଠନ କରିଛନ୍ତି। ହେଲେ ଶିଳ୍ପ ପ୍ରତିଷ୍ଠା କରିବାକୁ ପ୍ରସ୍ତାବ ଦେଇଥିବା ଉଦ୍ୟୋଗୀମାନଙ୍କୁ ଜମି, ରାସ୍ତା, ବିଦ୍ୟୁତୀକରଣ, ପାଣି ଇତ୍ୟାଦି…
କାମ ସରିନି, ମାଟିତଳୁ ଉଠିଗଲା ପାଇପ୍
ବରଗଡ଼ ଅଫିସ୍,୨୬।୭:ବରଗଡ଼ ଓ ସୁବର୍ଣ୍ଣପୁର ଜିଲା ଅଧୀନ ୧୪୧ଗ୍ରାମର ୩୧,୩୫୦ହେକ୍ଟର ମରୁଡ଼ିଗ୍ରସ୍ତ ଚାଷଜମିକୁ ଜଳଯୋଗାଣ ପାଇଁ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ କାମ ଚାଲିଛି। ଏହାଦ୍ୱାରା ଅଣଜଳସେଚିତ ଜମିକୁ ପାଣି ମାଡ଼ିବ ବୋଲି ଅଞ୍ଚଳର ଚାଷୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଥିଲା। ମାତ୍ର…
ମଙ୍କିପକ୍ସକୁ ନେଇ ଗାଇଡ୍ଲାଇନ୍ ଜାରି
ନୂଆଦିଲ୍ଲୀ,୨୫।୭:ଦିଲ୍ଲୀରେ ମଙ୍କିପକ୍ସ ମାମଲା ଚିହ୍ନଟ ହେବା ପରେ ରାଜ୍ୟ ସରକାର ଏବେ ଆଲର୍ଟ ହୋଇଯାଇଛନ୍ତି। ଇତିମଧ୍ୟରେ ଦିଲ୍ଲୀ ସରକାରଙ୍କ ଡିଜିଏଚ୍ଏସ୍ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ, ସମସ୍ତ ସ୍ବାସ୍ଥ୍ୟ ସୁବିଧା ପାଇଁ ମଙ୍କିପକ୍ସର କୌଣସି ସନ୍ଦିଗ୍ଧ ମାମଲାର ସୂଚନା ସଂପୃକ୍ତ ଜିଲା…
ଝାଡ଼ଖଣ୍ଡରେ ଭାଜପାକୁ ଲାଗିପାରେ ଝଟ୍କା: ୧୬ ବିଧାୟକ ଜେଏମ୍ଏମ୍ର ସମ୍ପର୍କରେ
ରାଞ୍ଚି,୨୫।୭: ଝାଡ଼ଖଣ୍ଡରେ କ୍ଷମତାସୀନ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ପକ୍ଷରୁ ଏକ ବଡ ଦାବି କରାଯାଇଛି। ସୋମବାର ଜେଏମ୍ଏମ୍ ମହାସଚିବ ସୁପ୍ରିୟ ଭଟ୍ଟାଚାର୍ଯ୍ୟଙ୍କ ଅନୁଯାୟୀ, ଭାଜପାର ୧୬ଜଣ ବିଧାୟକ ତାଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ସେମାନେ ହେମନ୍ତ ସୋରେନ ସରକାରଙ୍କୁ…
ନିର୍ବାଚନ ପରବର୍ତ୍ତୀ ହିଂସାରେ ୭ ଗିରଫ
କୋଲକାତା,୨୫।୭: ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସାରେ ଶ୍ରୀଧର ଦାସଙ୍କ ମୃତ୍ୟୁ ଘଟଣାରେ ସୋମବାର କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି (ସିବିଆଇ) ୭ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପ୍ରଣବ ବରକାଇଟ୍, ପ୍ରୀତମ ରୟ ସରକାର, ରତନ ରୟ ସରକାର, ଲିଟନ ଶିଲ,…
ଦକ୍ଷିଣ ଇରାନ ବନ୍ୟାରେ ଗଲା ୨୧ ଜୀବନ
ତେହରାନ, ୨୫।୭: ପ୍ରବଳ ବର୍ଷା କାରଣରୁ ସାଉଥର୍ନ ଇରାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋଟର୍ର୍ ଅନୁସାରେ ବନ୍ୟାରେ ପ୍ରାୟ ୨୧ଜଣଙ୍କ ମୃତ୍ୟୁ ଘଟିଛି। ବର୍ଷା କାରଣରୁ ରାଉଡବଲ ନଦୀର ଜଳସ୍ଥର ବୃଦ୍ଧି ପାଇବା ଦ୍ୱାରା ସ୍ଥାନୀୟ ଅଞ୍ଚଳରେ…
ପୁଟିନ୍ଙ୍କଠାରୁ ଆରମ୍ଭ କରି ଏହି ଦେଶର ରାଷ୍ଟ୍ରପତିମାନେ ଦ୍ରୌପଦୀଙ୍କୁ ଜଣାଇଲେ ଶୁଭେଚ୍ଛା
ମସ୍କୋ/କଲମ୍ବୋ/ମାଲେ/କାଠମାଣ୍ଡୁ,୨୫।୭: ରୁଷିଆ, ଶ୍ରୀଲଙ୍କା, ମାଳଦ୍ୱୀପ ଏବଂ ନେପାଳର ରାଷ୍ଟ୍ରପତିଙ୍କ ସମେତ ଅନେକ ବିଶ୍ୱ ନେତା ଭାରତର ୧୫ତମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଭାରତ ସହିତ ନିଜ ନିଜ ଦେଶର ବହୁମୁଖୀ ସମ୍ପର୍କ ବଢ଼ାଇବା ପାଇଁ ମୁର୍ମୁଙ୍କ ସହ କାମ…
ବିଷାକ୍ତ ମଦ ପିଇ ୪ମୃତ, ଅନେକ ହସ୍ପିଟାଲରେ ଭର୍ତ୍ତି
ଅହମଦାବାଦ,୨୫।୭: ଗୁଜରାଟର ବୋଟାଡ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବୋଟାଡ ଜିଲା ରୋଜିଦ ଗାଁରେ ବିଷାକ୍ତ ମଦ ପିଇ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭାବନଗର ଓ ବୋଟାଡ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କ…
ଗୁଜରାଟ ପରେ ଏଏପିର ହିମାଚଳ ମିଶନ
ଶିମ୍ଲା,୨୫।୭: ଆସନ୍ତା ବର୍ଷ ଗୁଜରାଟ ଓ ହିମାଚଳ ପ୍ରଦେଶର ବିଧାନସଭା ନିର୍ବାଚନ ରହିଛି। ଏହି ପରିପ୍ରେକ୍ଷୀରେ କିଛି ଦିନ ତଳେ ଗୁଜରାଟ ଗସ୍ତ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏକ ରାଲି କରି ଶକ୍ତି ପ୍ରଦର୍ଶନ କରିଥିଲେ। ଇତିମଧ୍ୟରେ ସୋମବାର…
ମୁହଁ ଖୋଲିଲେ ମମତା: ଦୋଷୀ ସାବ୍ୟସ୍ତ ହେଲେ ମିଳୁ ଆଜୀବନ କାରାଦଣ୍ଡ
କୋଲକାତା,୨୫।୭: ପଶ୍ଚିମବଙ୍ଗ ବିଦ୍ୟାଳୟ ସେବା ଆୟୋଗ(ଡବ୍ଲ୍ୟୁବିଏସ୍ଏସ୍ସି) ଅଧୀନରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ପୋଲିସ ଶନିବାର ଗିରଫ କରିଛି। ରାଜ୍ୟ ସରକାରଙ୍କ କ୍ୟାବିନେଟରେ ଥିବା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଗିରଫଦାରୀ ପରେ ଏବେ ରାଜନୀତି ସରଗରମ…
ସମଗ୍ର ବିଶ୍ୱ ପାଇଁ ଚାଇନା ଏକ ନମ୍ବର ବିପଦ: ସୁନକ
ଲଣ୍ଡନ,୨୫।୭: ବ୍ରିଟେନର ପ୍ରଧାନମନ୍ତ୍ରୀ ରେସ୍ରେ ଥିବା ଋଷି ସୁନକ ଚାଇନା ଉପରେ କଠୋର ହେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଯଦି ସେ ବ୍ରିଟେନର ପ୍ରଧାନମନ୍ତ୍ରୀ ହୁଅନ୍ତି, ତେବେ ସେ ଚାଇନା ବିରୋଧରେ କଡା ନୀତି ଆପଣାଇବେ। କେବଳ ବ୍ରିଟେନ ପାଇଁ ନୁହେଁ,…
Archives


