ପାକିସ୍ତାନରେ ପ୍ରବଳ ବନ୍ୟା: ଗଲାଣି ୯୩୭ ଜୀବନ, ଜରୁରିକାଳୀନ ପରିସ୍ଥିତି ଘୋଷଣା
ଇସଲାମାବାଦ,୨୬ା୮: ପାକିସ୍ତାନରେ ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ଏହାକୁ ଦୃଷ୍ଟିରେ ରଖି ସରକାର ଜାତୀୟ ଜରୁରିକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(NDMA)ର ଆକଳନ ଅନୁଯାୟୀ, ଏଠାରେ ବର୍ଷା ଓ ବନ୍ୟା ଯୋଗୁ ଶୁକ୍ରବାର…
ଆୱାଦ ବିହାରୀ ଚୌଧୁରୀ ହେଲେ ବିହାର ବିଧାନସଭାର ନୂତନ ବାଚସ୍ପତି
ପାଟନା,୨୬।୮: ବିହାର ବିଧାନସଭାର ନୂତନ ବାଚସ୍ପତି ଭାବରେ ଆରଜେଡି ନେତା ଆୱାଦ ବିହାରୀ ଚୌଧୁରୀ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ବିଜୟ କୁମାର ସିହ୍ନାଙ୍କ ଇସ୍ତଫା ପରେ ଏହି ପଦବୀ ଖାଲି ପଡିଥିଲା। ସୂଚନାଯୋଗ୍ୟ,ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାଜପା ଛାଡି…
ସ୍ତ୍ରୀଙ୍କୁ ଡରି ଖଜୁରୀ ଗଛରେ ଲୁଚି ରହୁଛନ୍ତି ସ୍ବାମୀ, କାରଣ ଜାଣିଲେ…
ଉତ୍ତରପ୍ରଦେଶର ମାଉ ଜିଲାର କୋପାଗଞ୍ଜ ପୋଲିସ ଷ୍ଟେଶନ ଅନ୍ତର୍ଗତ ବାସରାଥପୁର ଗ୍ରାମସଭାରେ ରାମପ୍ରବେଶ ନାମକ ଜଣେ ବ୍ୟକ୍ତି ପ୍ରାୟ ମାସେ ହେଲା ଗାଁ ମଝିରେ ଥିବା ଏକ ଖଜୁରୀ ଗଛରେ ରହି ଆସୁଛନ୍ତି। ଯେଉଁଥିପାଇଁ ଗାଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।…
କାଲିଫର୍ନିଆରେ ସ୍ବସ୍ତିକକୁ ସ୍ବୀକୃତି
ଓ୍ବାଶିଂଟନ୍: ଆମେରିକାର କାଲିଫର୍ନିଆ ବିଧାନସଭା ରାଜ୍ୟର ଦଣ୍ଡବିଧି ଆଇନରେ ପବିତ୍ର ସ୍ବସ୍ତିକ ଚିହ୍ନକୁ ସ୍ଥାନିତ କରିବା ପାଇଁ ସ୍ବୀକୃତି ଦେଇଛି। ଏଥିସହ ଜର୍ମାନୀର ଏକଚ୍ଛତ୍ରବାଦୀ ଶାସକ ଆଡଲ୍ଫ ହିଟ୍ଲରଙ୍କ ସ୍ବସ୍ତିକ ଚିହ୍ନ ‘ହ୍ୟାକେନ୍କ୍ରେୟୁଜ୍’କୁ ଏକ ଘୃଣ୍ୟ ପ୍ରତୀକ ରୂପେ ବିବେଚନା ଲାଗି…
ଏସିଆ କପ୍ କ୍ରିକେଟ: ଭାରତ-ପାକିସ୍ତାନ ମ୍ୟାଚ୍ ଉପରେ ନଜର
ଏସିଆ କପ୍ର ଉଦ୍ଘାଟନୀ ମ୍ୟାଚ୍ ଯଦିଓ ଆଫଗାନିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ହେବ ତେବେ ୨୮ ତାରିଖରେ ହେବାକୁଥିବା ଭାରତ-ପାକିସ୍ତାନ ମ୍ୟାଚ୍ ଉପରେ ସମସ୍ତଙ୍କ ନଜର ରହିବ। ଏସିଆ କପ୍ କ୍ରିକେଟ ଟୁର୍ନାମେଣ୍ଟର ୧୫ତମ ସଂସ୍କରଣ ୟୁନାଇଟେଡ୍ ଆରବ ଏମିରେଟ୍ସରେ ଆରମ୍ଭ…
ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ଯୋଡ଼ିହେଲା ବଣାଇଁ ବ୍ଲକ
ସୁନ୍ଦରଗଡ,୨୬ା୮(ଡି.ଏନ.ଏ.):ଓଡିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ଚଳିତବର୍ଷ ସୁନ୍ଦରଗଡ ଜିଲାର ବଣାଇଁ ବ୍ଲକକୁ ସାମିଲ କରାଯାଇଛି। ଏଥିପାଇଁ ସୁନ୍ଦରଗଡ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନରେ ଥିବା ‘ଆତ୍ମା’, ବୈଷୟିକ ପରାମର୍ଶକାରୀ ସଂସ୍ଥା ୱାସନ ଏବଂ ସ୍ଥାନୀୟ ସ୍ବେଚ୍ଛାସେବୀ ଅନୁଷ୍ଠାନ ମଧ୍ୟରେ…
ଜାତୀୟ ପତାକାକୁ ଅସମ୍ମାନ ଘଟଣା: ଶାନ୍ତି ଫେରାଇ ଆଣିବା ପାଇଁ ପ୍ରଶାସନର ପ୍ରୟାସ
ଝାରସୁଗୁଡ଼ା ଅଫିସ,୨୬ା୮: ଝାରସୁଗୁଡ଼ା ଜିଲା ବନ୍ଧବାହାଲ ଶିଳ୍ପାଞ୍ଚଳରେ ଗୁରୁବାର ଏକ ମାଂସ ଦୋକାନୀ କଟାଛେଳିମୁଣ୍ଡକୁ ଜାତୀୟ ପତାକାରେ ଢାଙ୍କି ରଖି ଅସମ୍ମାନ କରିଥିଲେ। ଏହାକୁ ନେଇ ବନ୍ଧବାହାଲ ଶିଳ୍ପାଞ୍ଚଳରେ ୨ଦିନ ହେଲାଣି ଉତ୍ତେଜନା ଲାଗିରହିଛି। ଏନେଇ ଉତ୍ତ୍ୟେକ୍ତ ଲୋକେ ଭଙ୍ଗାରୁଜା କରିବା…
ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ଭାରତ
ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୨୨ତମ ସଂସ୍କରଣ ନିକଟରେ ବର୍ମିଂହାମ୍ରେ ଅନୁଷ୍ଠିତ ହୋଇଯାଇଛି। ଏଥର ପ୍ରତିଯୋଗିତାରୁ ଶୁଟିଂ ଇଭେଣ୍ଟ ବାଦ୍ ପଡ଼ିଥିଲେ ହେଁ ଦମ୍ ଦେଖାଇଛି ଭାରତ। ୨୨ ସ୍ବର୍ଣ୍ଣ ସହ ପଦକ ତାଲିକାର ୪ର୍ଥ ସ୍ଥାନ ଅଧିକାର କରିଛି। ଟେବୁଲ ଟେନିସ୍ ତାରକା…
ଏସ୍ପି ଅଫିସରେ ମୁଣ୍ଡିଆ ମାରି ଗୁହାରି କଲେ ରଜନୀ
ସମ୍ବଲପୁର,୨୬ା୮(ବ୍ୟୁରୋ):ସ୍ବାମୀ ପ୍ରାୟ ଏକମାସ ହେବ ଦାଦନ ଖଟିବାକୁ ଯାଇ ଆଉ ଫେରିନାହାନ୍ତି। ସ୍ବାମୀ ଗଲାପରେ ପରିବାର ପୋଷଣ ହୋଇ ପାରୁନାହିଁ। ଛୋଟ ପିଲାମାନେ ଥିବାରୁ ରୋଜଗାର କରିବାକୁ ଯାଇ ପାରୁନାହିଁ। ନିଖୋଜ ସ୍ବାମୀଙ୍କୁ ଉଦ୍ଧାର କରିବାକୁ ଯୁଯୁମୁରା ଥାନା ପୋଲିସ ପାଖକୁ…
ଶିକ୍ଷକଙ୍କ ମାଡ଼ରେ ୨୦ ଛାତ୍ରୀଛାତ୍ର ଲହୁଲୁହାଣ
ଆର୍.ଉଦୟଗିରି,୨୬ା୮(ଡି.ଏନ୍.ଏ.): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଲୁଧିଗୁଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗଦୀଶ ବେହେରା ଅନ୍ୟ ଏକ ବିଦ୍ୟାଳୟ ଡେଙ୍ଗା ସଖାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇ ବିନା କାରଣରେ ୨୦ରୁ ଊଦ୍ଧର୍ବ ଛାତ୍ରୀଛାତ୍ରୀଙ୍କୁ ୨ଟି ବାଉଁଶ ବାଡ଼ିରେ ଆଖିବୁଜା…
‘କଂଗ୍ରେସର ପତ୍ତନ ପାଇଁ ରାହୁଲ ଗାନ୍ଧୀ ସମ୍ପୂର୍ଣ୍ଣ ଦାୟୀ’
ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଶୁକ୍ରବାର ଦଳର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ସେ ସୋନିଆ ଗାନ୍ଧୀଙ୍କୁ ୫ ପୃଷ୍ଠାର ଲମ୍ବା ଚିଠି ଲେଖି ଦଳ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କେବଳ ଏତିକି ନୁହେଁ, କଂଗ୍ରେସର…
୩ ବର୍ଷ ହେବ ଚାଉଳ ନେଇଛି ଭୂତ
ତେନ୍ତୁଳିଖୁଣ୍ଟି, ୨୬।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଲିଖୁଣ୍ଟି ବ୍ଲକ ପୁଜାରୀଗୁଡ଼ା ପଞ୍ଚାୟତରେ ଜାତୀୟ ଖାଦ୍ୟ ନିରାପତ୍ତା ଆଇନରେ ଚାଉଳ ବଣ୍ଟନରେ ଅନିୟମିତତା ହେଉଛି। ଉକ୍ତ ଯୋଜନାରେ ମୃତ ହିତାଧିକାରୀଙ୍କ ନାମରେ ମଧ୍ୟ ଚାଉଳ ଉଠୁଛି। ଏପରିକି କୋରନା ସମୟରେ ଆସିଥିବା ସହାୟତା ଟଙ୍କା…

