Home

ଜନ୍ମ ପୂର୍ବରୁ ନେହାଙ୍କୁ ମାରିଦେବାକୁ ଚାହୁଁଥିଲେ ମା’

ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କର ଆଜି ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସଫଳତାର ଶିଖରରେ ପହଞ୍ଚିଥିବା ନେହାଙ୍କ ଜୀବନ ସଂଘର୍ଷରେ ପରିପୂର୍ଣ୍ଣ ଥିଲା। ଗୀତ ରିଆଲିଟି ଶୋ’ ଇଣ୍ଡିଆନ ଆଇଡଲ୍‌ରୁ ଜଣେ ପ୍ରତିଯୋଗୀ ଭାବେ ସଙ୍ଗୀତ ଜୀବନ ଆରମ୍ଭ କରି…

ପ୍ରଜାପତି ପଛରେ ଗୋଡ଼ାଉଛନ୍ତି ପେଙ୍ଗୁଇନ୍‌ ଦଳ, ଭିଡିଓ ଦେଖିଲେ ହସି ହସି ଗଡ଼ିବେ

କିଛି ପ୍ରାଣୀ ପ୍ରକୃତି ଦ୍ୱାରା ଏତେ ସୁନ୍ଦର ଯେ, ସେମାନଙ୍କୁ ଦେଖିବା ପରେ ଖୁସିରେ ମନ ନାଚି ଉଠିବ। ଏହିପରି ପ୍ରାଣୀମାନଙ୍କ ମଧ୍ୟରୁ ଗୋଟିଏ ହେଉଛି ପେଙ୍ଗୁଇନ୍‌। ଯିଏ ଜୀବନ ଅତିବାହିତ କରିବା ସମୟରେ ସେମାନଙ୍କର ସୁନ୍ଦର ଏବଂ ନିରୀହ ଗୁଣ…

ଭାଜପା ସରକାରଙ୍କୁ ଘେରିଲେ ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ, ୬।୬ : ମହାପୁରୁଷ ମହମ୍ମଦଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ନୁପୁର ଶର୍ମା ଏବଂ ନବୀନ ଜିନ୍ଦଲଙ୍କୁ ଭାଜପାରୁ ନିଲମ୍ବନ କରିବା ପ୍ରସଙ୍ଗରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଦୈନିକ ସଂକ୍ରମଣ ବଢୁଛି, ମୃତ୍ୟୁ ସଂଖ୍ୟା କମୁଛି…

ନୂଆଦିଲ୍ଲୀ, ୬।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ଆଜି ରାଜ୍ୟରୁ ୧୩ ପଜିଟିଭ୍‌ ଚିହ୍ନଟ, ୧୨,୮୮,୫୧୭ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୬ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୮ ଜଣ ଚିହ୍ନଟ…

କରୋନା ମହାମାରୀ ଯୋଗୁ ସନ୍ତାନ ଚାହୁଁ ନାହାନ୍ତି ଚାଇନା ଦମ୍ପତି, ଜନସଂଖ୍ୟା ହ୍ରାସ ନେଇ ଚିନ୍ତାରେ ସରକାର…

ବେଜିଂ, ୬।୬ : ଚାଇନାର ଜନସଂଖ୍ୟା ହ୍ରାସ ପାଇବା ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ନିକଟରେ ଚାଇନ ଅଧିକାରୀଙ୍କ ପକ୍ଷରୁ କୁହାଯାଇଛି ଯେ ବେଜିଂ ଦ୍ୱାରା ଦିଆଯାଇଥିବା ସରକାରୀ ଆକଳନ ଅପେକ୍ଷା ଜନସଂଖ୍ୟା ସଙ୍କଟ ଅଧିକ ଖରାପ ସ୍ଥିତିରେ ରହିଛି।…

ସନ୍ଦେହରେ ପୋଲିସ ଭୂମିକା

ଯାଜପୁର ଅଫିସ,୬ା୬: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଅନ୍ଧାରି ପଞ୍ଚାୟତର ରଗଡ଼ିଠାରୁ କୋରେଇଗଡ଼ିଆ ରାସ୍ତା କାର୍ଯ୍ୟରେ ମେଶିନ ଲଗାଯାଇ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଏହି ମର୍ମରେ…

ସବୁ ଅଟୋ ପଛରେ ଲାଗିବ ଦର ସାରଣୀ

ପୁରୀ ଅଫିସ,୬।୬: ଅଟୋରେ ଲାଗିବ ଦର ତାଲିକା। ଅଟୋ ଚାଳକମାନେ ମନମୁତାବକ ଦର ନେଇପାରିବେ ନାହିଁ। ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ଭିନ୍ନ ଭିନ୍ନ ଅଟୋ ଚାଳକ ଭିନ୍ନ ଭିନ୍ନ ଦର ନେଉଥିବା ବେଳେ ଯାତ୍ରୀମାନେ ଶୋଷଣର ଶିକାର ହେଉଥିଲେ।…

ସହର, ଉପାନ୍ତ ଅଞ୍ଚଳରେ ବଢୁଛି ଅପରାଧ

କେନ୍ଦ୍ରାପଡ଼ା ଅଫିସ,୬ା୬: କେନ୍ଦ୍ରାପଡ଼ା ଜିଲା ଦୀର୍ଘ ଦୁଇ ଦଶନ୍ଧି ଧରି ଅପରାଧ ପ୍ରବଣ ହେବାରେ ଲାଗିଛି। ଏହି ସମୟ ଅବଧିରେ ଜିଲାକୁ ବାଂଲାଦେଶୀ ଅନୁପ୍ରବେଶ ଉତ୍କଟରୂପ ଧାରଣ କରିଥିବା ବେଳେ ସହର ଓ ଉପାନ୍ତ ଅଞ୍ଚଳ ଅପରାଧୀଙ୍କ ଚରାଭୂଇଁ ପାଲଟିଛି। କ୍ରମାଗତ…

ପନ୍ଦରମାଇଲି ଗାଁକୁ ସୁରକ୍ଷା ଦେଉଛି ହେନ୍ତାଳବଣ

ମହାକାଳପଡ଼ା,୬ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବିଶାଳ ହେନ୍ତାଳ ଜଙ୍ଗଲ ବିପର୍ଯ୍ୟୟର ସୁରକ୍ଷା ପାଚେରୀ ଭାବେ ଛିଡ଼ା ହୋଇଛି। ଏହାର ସୁରକ୍ଷା ଜରୁରୀ ହୋଇପଡ଼ିଛି। ରବିବାର ବିଶ୍ୱ ପରିବେଶ ଦିବସ ଅବସରରେ ପରିବେଶବିତ୍‌ ସମରେନ୍ଦ୍ର ମାହାଳିଙ୍କ ଦ୍ୱାରା ବ୍ଲକର…

ଶ୍ରମିକ ବଦଳରେ ମେଶିନ କରୁଛି କାମ

ଆଳି,୬ା୬(ଡି.ଏନ.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌) ମାଧ୍ୟମରେ ଜବ୍‌କାର୍ଡଧାରୀ ଶ୍ରମିକମାନଙ୍କୁ ୧୦୦ ଦିନର କାମ ଯୋଗାଇ ଦେବାକୁ ସରକାର ଘୋଷଣା କରିଛନ୍ତି। ସେମାନେ ଯେପରି ଅନ୍ୟ ରାଜ୍ୟକୁ ଶ୍ରମିକ ଭାବେ କାର୍ଯ୍ୟ କରିବାକୁ ଯିବେ ନାହିଁ…

ବିପର୍ଯ୍ୟୟ ବର୍ଷକରେ ନେଇଛି ୧୭,୦୦ ଲୋକଙ୍କ ଜୀବନ, ମହାରାଷ୍ଟ୍ରରେ ସର୍ବାଧିକ, ଓଡ଼ିଶା ଦ୍ୱିତୀୟ ସ୍ଥାନରେ…

ନୂଆଦିଲ୍ଲୀ, ୬।୬ : ଦେଶରେ ୨୦୨୧ରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ୧୭,୦୦ ଲୋକଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ସର୍ବାଧିକ ୩୫୦ ଜଣ ମହାରାଷ୍ଟ୍ରର, ୨୨୩ ଜଣ ଓଡିଶାରେ ଏବଂ ୧୯୧ ଜଣ ମଧ୍ୟପ୍ରଦେଶର ରହିଛନ୍ତି। ଅଧିକାଂଶ ମୃତ୍ୟୁ ବଜ୍ରପାତ, ଘୂର୍ଣ୍ଣିବଳୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri