Home

ପାର୍କରେ ଗୁଳି: ୨ ମୃତ, ୫ ଆହତ

ଲସ୍‌ ଆଞ୍ଜେଲ୍‌ସ,୨୫ା୭: ଯୁକ୍ତରାଷ୍ଟ୍ରରେ ରବିବାର ସନ୍ଧ୍ୟାରେ ଏକ ପାର୍କରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଏକ ରିପୋର୍ଟ ଅନୁଯାୟୀ, ସାନ୍‌ପେଡ୍ରୋରେ ଥିବା ଏକ…

‘ସ୍କ୍ରୁ ଢିଲା’ରେ ଟାଇଗର୍‌ଙ୍କ ଜବରଦସ୍ତ ଆକ୍ସନ

ପ୍ରଶଂସକଙ୍କ ଅପେକ୍ଷା ଶେଷ ହୋଇଛି। ଆଗାମୀ ଫିଲ୍ମକୁ ନେଇ ସର୍ବଦା ସସ୍ପେନ୍ସ ରଖିଆସୁଥିବା କରଣ ଜୋହର ଶେଷରେ ସୋମବାର ଏକ ଭିଡିଓ ଜରିଆରେ ଆଗାମୀ ଫିଲ୍ମର ନାଁ ଘୋଷଣା କରିଛନ୍ତି। କରଣଙ୍କ ଧର୍ମା ପ୍ରଡକ୍ସନ୍ସର ନୂଆ ଫିଲ୍ମ ‘ସ୍କ୍ରୁ ଢିଲା’ର ଏକ…

‘ମୁଁ ଗାଁର ପ୍ରଥମ କଲେଜ ଯାଇଥିବା ଝିଅ’

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତ ଇତିହାସରେ ସୋମବାର ଯୋଡ଼ି ହୋଇଛି ଏକ ନୂତନ ଅଧ୍ୟାୟ। ଆଜି ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ପାର୍ଲାମେଣ୍ଟ ଭବନର ସେଣ୍ଟ୍ରାଲ ହଲ୍‌ରେ ଏହି ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହୋଇଥିଲା। ଆଜି…

ଜୋରିମନା ଦେବ ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୫।୭: ରେକର୍ଡ ୩୧୨ ରନ୍‌ର ଟାର୍ଗେଟକୁ ଚେଜ କରି ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ ସହ ସିରିଜ କବଜା କରିଛି ଟିମ ଇଣ୍ଡିଆ। ବରିଷ୍ଠ ଖେଳାଳିଙ୍କ ଅନୁପସ୍ଥିତିରେ ଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ଖେଳୁଥିବା ଭାରତ ଗୋଟିଏ ମ୍ୟାଚ…

ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନେଲେ ଶପଥ…

ନୂଆଦିଲ୍ଲୀ,୨୫।୭ : ଦ୍ରୌପଦୀ ମୁର୍ମୁ ଦେଶର ୧୫ ତମ ରାଷ୍ଟ୍ରପତି ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସଂସଦର ସେଣ୍ଟାଲ ହଲରେ ଆୟୋଜିତ ଏକ…

ପାକିସ୍ତାନକୁ ପଛରେ ପକାଇ ବିଶ୍ୱରେକର୍ଡ ହାସଲ କଲା ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୫।୭: ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଦଳ ସିରିଜ୍‌ ବିଜୟୀ ହୋଇଛି। ଅକ୍ଷର ପଟେଲ ଭାରତ ପାଇଁ ଅଲରାଉଣ୍ଡର ଖେଳ ପ୍ରଦର୍ଶନ କରି ସମସ୍ତଙ୍କ ହୃଦୟ ଜିତିଥିଲେ। ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତ ୱିଣ୍ଡିସ ଦଳକୁ ୨ ଉଇକେଟରେ ପରାସ୍ତ…

ପ୍ରମାଣପତ୍ରରେ କେବଳ ମାତାଙ୍କ ନାମ ଲେଖିପାରିବେ ସନ୍ତାନ, ପିତାଙ୍କ ନାମ ନ ଲେଖିବାର ରହିଛି ଅଧିକାର, ହାଇକୋର୍ଟଙ୍କ ରାୟ…

ଥିରୁଭାନନ୍ତପୁରମ୍‌,୨୫।୭ : କେରଳ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି ଯେ କୌଣସି ସନ୍ତାନଙ୍କର ତାଙ୍କ ଆବଶ୍ୟକୀୟ ପ୍ରମାଣପତ୍ରରେ ପିତାଙ୍କ ନାମ ଉଲ୍ଲେଖ ନ କରିବାର ଅଧିକାର ରହିଛି ଏବଂ ସେ କେବଳ ତାଙ୍କ ମାତାଙ୍କ ନାମ…

ଆଜି ଶ୍ରାବଣ ଦ୍ୱିତୀୟ ସୋମବାର: ଜଳାଭିଷେକ କରୁଛନ୍ତି କାଉଡ଼ିଆ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ଦ୍ୱିତୀୟ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ବିଭିନ୍ନ ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା। ପାଣି…

ଚମକପ୍ରଦ ବିଜୟ ହାସଲ କଲା ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୫।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଭାରତ ୨ ଉଇକେଟରେ ଜିତିଥିଲା। ଏହି ବିଜୟ ସହିତ ଏହି ସିରିଜ ଭାରତ ହାତେଇଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ କ୍ରମାଗତ ୧୨ଟି ସିରିଜ ଜିତିବାର ରେକର୍ଡ…

ଟ୍ରକ୍‌ ପଛରେ ପିଟିହେଲା ଯାତ୍ରୀବାହୀ ବସ୍‌, ଚାଳକ ଗୁରୁତର

ସୁନ୍ଦରଗଡ଼,୨୫ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ୧୦ ନମ୍ବର ରାଜ୍ୟ ରାଜପଥର ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସୋମବାର ସକାଳୁ ଏକ ସରକାରୀ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ବସ୍‌ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ୫ ଜଣ…

୫ ରାଜ୍ୟରେ ସ୍ଥିତି ଅଣାୟତ୍ତ…

ନୂଆଦିଲ୍ଲୀ, ୨୫।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ସୁକୁର୍ଜିମାରୁ ଲାଭା ଉଦ୍‌ଗୀରଣ, ପଞ୍ଚମସ୍ତରୀୟ ସତର୍କ ସୂଚନା ଜାରି…

ଟୋକିଓ,୨୫।୭ : ଜାପାନର କାଗୋସିମା ଜିଲାର ସାକୁର୍ଜିମା ଆଗ୍ନେୟଗିରିରୁ ରବିବାର ରାତି ୮ଟା ୫ରେ ପ୍ରବଳ ବିସ୍ଫୋରଣ ହୋଇଛି। ଉତ୍ତପ୍ତ ଲାଭ,ପାଉଁଶ ଏବଂ ପଥର କ୍ରମାଗତ ଭାବରେ ଏଥିରୁ ବାହାରୁଛି। ଜାପାନର ପାଣିପାଗ ବିଭାଗ କହିଛି ଯେ ସାକୁର୍ଜିମା ଆଗ୍ନେୟଗିରିରେ ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri