ସୋନାଲୀଙ୍କ ଶରୀରରେ ରହିଛି କ୍ଷତ ଚିହ୍ନ: ହତ୍ୟା ନେଇ ରୁଜୁ ହେଲା ଏଫ୍ଆଇଆର
ପଣଜୀ,୨୫।୮: ଭାଜପା ନେତ୍ରୀ ତଥା ଟିକ୍ଟକ୍ ଷ୍ଟାର ସୋନାଲୀ ଫୋଗାଟଙ୍କ ମଙ୍ଗଳବାର ପରଲୋକ ଘଟିଛି। ଆରମ୍ଭରୁ ତାଙ୍କର ହୃଦ୍ଘାତ ଯୋଗୁ ମୃତ୍ୟୁ ହୋଇଥିବା ନେଇ କୁହାଯାଉଥିଲା। ହେଲେ ଗୁରୁବାର ଆସିଥିବା ତାଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆଉ କିଛି ବୟାନ କରୁଛି। ବର୍ତ୍ତମାନ…
ପ୍ରଥମ ଥର ଭାରତ ୟୁଏନ୍ଏସ୍ସିରେ ରୁଷିଆ ବିରୋଧରେ ଦେଲା ଭୋଟ
ଓ୍ବାଶିଂଟନ୍,୨୫।୮: ରୁଷିଆ-ୟୁକ୍ରେନ ମଧ୍ୟରେ ଗତ ୬ମାସରୁ ଊର୍ଦ୍ଧ୍ୱ ହେଲାଣି ଯୁଦ୍ଧ ଜାରି ରହିଛି। ହେଲେ ଏହାପୂର୍ବରୁ ମିଳିତ ଜାତିସଂଘରେ ହୋଇଥିବା ମତଦାନ ସମୟରେ ଭାରତ ନିଜକୁ ଦୂରେଇ ରଖିଥିଲା। ହେଲେ ପ୍ରଥମ ଥର ଭାରତ ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁଏନ୍ଏସ୍ସି)ରେ ବୁଧବାର…
୮ ସ୍ତ୍ରୀଙ୍କ ପାଇଁ ବିଳାସପୂର୍ଣ୍ଣ ପ୍ରାସାଦ ନିର୍ମାଣ କରୁଛନ୍ତି ଏହି ବ୍ୟକ୍ତି
ବ୍ରାଜିଲର ପ୍ରସିଦ୍ଧ ମଡେଲ ଏବଂ ଇନ୍ଫ୍ଲୁଏନ୍ସର ଆର୍ଥର ଓ ଉର୍ସୋଙ୍କର ଜଣେ କିମ୍ବା ଦୁଇଜଣ ନୁହେଁ, ମୋଟ ଆଠ ଜଣ ସ୍ତ୍ରୀ ଅଛନ୍ତି। ସେ ସମସ୍ତ ସ୍ତ୍ରୀଙ୍କ ସହିତ ଏକାଠି ରୁହନ୍ତି। ସମସ୍ତଙ୍କୁ ଖୁସିରେ ରଖିବା ପାଇଁ ଆର୍ଥର ୭୫୦୦ ବର୍ଗଫୁଟର…
ଚାଇନାରେ ୬୧ ବର୍ଷର ରେକର୍ଡ ଭାଙ୍ଗିଲା ଗରମ
ବେଜିଂ,୨୫ା୮: ଏବେ ଚାଇନାରେ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେଉଛି। ଏପରିକି ୬୧ ବର୍ଷ ମଧ୍ୟରେ ଏମିତି ଖରା, ଗରମ କେବେ ହୋଇ ନ ଥିଲା। ପ୍ରବଳ ଗରମ ଯୋଗୁ ଲୋକେ ନାନା ଯନ୍ତ୍ରଣା ଭୋଗୁଛନ୍ତି। ବିଦ୍ୟୁତ୍ ସଙ୍କଟ ଦେଖାଦେଇଛି। ଫଳରେ ଅନେକ…
ସ୍ତ୍ରୀଙ୍କ ପାଖରେ ଏହି ୫ ଗୁଣ ଥିଲେ ଭାଗ୍ୟଶାଳୀ ହୋଇଥାନ୍ତି ସ୍ବାମୀ; ଜାଣନ୍ତୁ କ’ଣ କହିଛନ୍ତି…
ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ ଅନେକ ସମସ୍ୟା ଦୂର ହୋଇପାରେ। ଚାଣକ୍ୟ ନିଜର ଏକ ନୀତିରେ ସ୍ତ୍ରୀମାନଙ୍କର ୫ଟି ଗୁଣ…
ଗୋଟିଏ ଦିନରେ ୩୦୯ ରନ୍: ୯୧ ବର୍ଷ ହେଲାଣି ଭାଙ୍ଗିନି ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍ଙ୍କ ରେକର୍ଡ
ବ୍ରିସ୍ବେନ୍,୨୭।୮: ଭାରତୀୟ କ୍ରିକେଟ ଟିମ୍ ବିପକ୍ଷରେ ଅଷ୍ଟ୍ରେଲିୟ ଦଳ ସଂଘର୍ଷ କରିବା ଭଳି ଘଟଣା ବହୁତ୍ କମ୍ ଦେଖିବାକୁ ମିଳିଛି। ଉଭୟ ଦଳର ମ୍ୟାଚ୍ ଭିତରେ ଅନେକ ରେକର୍ଡ କରି ଚର୍ଚ୍ଚାକୁ ଆସିଛନ୍ତି। ସେଭଳି ଜଣେ ହେଲେ ସାର୍ ଡନ୍ ବ୍ରାଡ୍ମ୍ୟାନ୍।…
ସର୍ବସମ୍ମୁଖରେ ଏସବୁ ଅଭିନେତ୍ରୀଙ୍କ ଅପମାନ କରିଛନ୍ତି ସଲମାନ୍
ବମ୍ବେ: ବଲିଉଡ୍ ସୁପରଷ୍ଟାର ସଲମାନ ଖାନ୍ ନିଜର ମଜାଳିଆ ସ୍ବଭାବକୁ ନେଇ ବେଶ୍ ପରିଚିତ। ପ୍ରଶଂସକମାନଙ୍କୁ ମଧ୍ୟ ତାଙ୍କର ଏହି ସ୍ବଭାବ ବେଶ ପସନ୍ଦ ଆସିଥାଏ। ହେଲେ ଅନେକ ସମୟରେ ସେ ମଜା କରୁ କରୁ କଟାକ୍ଷ କରିବା ଭଳି ଅନେକ…
ନିଲମ୍ବିତ ଭାଜପା ନେତା ଟି. ରାଜା ପୁଣି ଗିରଫ
ହାଇଦ୍ରାବାଦ,୨୫।୮: ନିଲମ୍ବିତ ଭାଜପା ନେତା ଟି. ରାଜା ସିଂଙ୍କୁ ପୁଣି ଗୁରୁବାର ଗିରଫ କରାଯାଇଛି। ପ୍ରଫେଟ୍ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ପରେ ସେ ଦୃଢ ବିରୋଧର ସମ୍ମୁଖୀନ ହୋଇଥିଲେ। ଏହାପୂର୍ବରୁ ଟି.ରାଜାଙ୍କୁ ଗତ ଅଗଷ୍ଟ ୨୩ରେ ଗିରଫ କରାଯାଇଥିଲା। ଏହା…
‘ପୂର୍ବ ଜନ୍ମରେ ନିଶ୍ଚେ ଭଲ କାମ କରିଥିଲି, ସିସୋଡିଆଙ୍କ ଭଳି ସାଥୀ ପାଇଛି’
ନୂଆଦିଲ୍ଲୀ,୨୫।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଆମ୍ ଆଦମୀ ପାର୍ଟି(ଏଏପି) ବିଧାୟକଙ୍କ ବୈଠକ ଶେଷ ହୋଇଛି। ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସମସ୍ତ ଏଏପି ବିଧାୟକ ମହାତ୍ମା ଗାନ୍ଧୀଙ୍କ ସ୍ମୃତି ସ୍ଥାନ ରାଜଘାଟରେ ପହଞ୍ଚିଥିଲେ। ଏହି ଅବସରରେ କେଜ୍ରିଓ୍ବାଲ୍ ଦିଲ୍ଲୀର…
ନାମଲେଖାରୁ ବଞ୍ଚିତ ହୋଇ ସ୍କୁଲ ସମ୍ମୁଖରେ ଚଣା, ମୁଢ଼ି ବିକିଲେ ଛାତ୍ର
ପୁରୁଷୋତ୍ତମପୁର,୨୫ା୮(ଡି.ଏନ୍.ଏ.): ସରକାର ଶିକ୍ଷା ଅଧିକାର ଆଇନ(ରାଇଟ୍ ଟୁ ଏଜୁକେଶନ) ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ‘ସମସ୍ତେ ପଢନ୍ତୁ ସମସ୍ତେ ବଢନ୍ତୁ’ ର ନାରା ଦେଇ ପିଲାଙ୍କୁ ସ୍କୁଲ ଆସିବା ଲାଗି ଆଗ୍ରହ ସୃଷ୍ଟି କରିବା ଦିଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରି ମଧ୍ୟାହ୍ନଭୋଜନଠାରୁ…
ଡାକ୍ତରଖାନାରେ ପାଣି ନାହିଁ, ରୋଗୀଙ୍କ ଡାଏଲିସିସ୍ ବନ୍ଦ
ମାଲକାନଗିରି,୨୫।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ କିଛିଦିନ ହେଲା ପାଣିର ଅଭାବ ଦେଖାଦେଇଛି। ଫଳରେ କିଡ୍ନୀ ରୋଗୀଙ୍କ ସେବା ବାଧାପ୍ରାପ୍ତ ହୋଇଛି। ପରିସ୍ଥିତି ଏଭଳି ହୋଇଛି ଯେ, ଡାଏଲିସିସ୍ ପାଇଁ ଆସୁଥିବା ରୋଗୀଙ୍କୁ ସ୍ବାସ୍ଥ୍ୟ କର୍ମଚାରୀ ଫେରାଇ ଦେଉଛନ୍ତି। ସୂଚନା ଅନୁଯାୟୀ,…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୩ ଆତଙ୍କବାଦୀ
ଶ୍ରୀନଗର,୨୫।୮: ଜମ୍ମୁ-କଶ୍ମୀରର ବାରମୁଳା ଜିଲାର ଉରି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଅନୁପ୍ରବେଶ ଉଦ୍ୟମକୁ ରୋକିବାବେଳେ ସୁରକ୍ଷାବାହିନୀ ଦ୍ୱାରା ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କ ଏକ ଟିମ୍ କମଲକୋଟରୁ ଭାରତୀୟ ଅଞ୍ଚଳରେ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ।…

