ଲାବ୍ରୁ ଗ୍ୟାସ୍ ଲିକ୍: ୨୦୦ ମହିଳା ଅସୁସ୍ଥ
ବିଶାଖାପାଟଣା,୪।୬ : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଥିବା ଏକ ରାସାୟନିକ ଲାବରେଟୋରିରୁ ଶୁକ୍ରବାର ଆମୋନିଆ ଗ୍ୟାସ୍ ଲିକ୍ ହେବାରୁ ନିକଟସ୍ଥ ଏକ ପୋଷାକ କାରଖାନାରେ କାମ କରୁଥିବା ୨୦୦ରୁ ଊର୍ଦ୍ଧ୍ୱ ମହିଳା ଅସୁସ୍ଥ ହୋଇପଡ଼ିଛନ୍ତି। ଅଚ୍ୟୁତପୁରମ୍ରେ ଥିବା ପୋରସ୍ ଲାବରେଟୋରିରୁ ଗ୍ୟାସ୍ ଲିକ୍…
କାନପୁରରେ ହିଂସା: ୬ ଆହତ
କାନପୁର୍,୪।୬: ଭାଜପା ନେତା ନୁପୂର ଶର୍ମା ଏକ ଟେଲିଭିଜନ ବିତର୍କରେ ପ୍ରଫେଟ୍ ମହମ୍ମଦଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହାର ପ୍ରତିବାଦରେ ଏକ ମୁସଲମାନ ସଂଗଠନ ଉତ୍ତରପ୍ରଦେଶ କାନପୁରସ୍ଥିତ ପରେଡ୍ ମାର୍କେଟ ବନ୍ଦ ଡାକରା ଦେଇଥିଲା। ଏହାକୁ…
ହରିନୀ ‘ନ୍ୟାଶନାଲ ସ୍ପେଲିଙ୍ଗ୍ ବି’ ବିଜୟିନୀ
ଓ୍ବାଶିଂଟନ,୪।୬: ଭାରତୀୟ ବଂଶୋଦ୍ଭବ ହରିନୀ ଲୋଗାନ ଚଳିତବର୍ଷର ‘ନ୍ୟାଶନାଲ ସ୍ପେଲିଙ୍ଗ୍ ବି’ ପ୍ରତିଯୋଗିତା ଜିତିଛନ୍ତି। ୯୦ ସେକେଣ୍ଡରେ ୨୧ଟି ଓ୍ବାର୍ଡର ସ୍ପେଲିଙ୍ଗ୍ କହି ସେ ଏହି ଟାଇଟଲ୍ର ଅଧିକାରୀ ହୋଇଛନ୍ତି। ହରିନି ଟେକ୍ସାସ୍ରେ ଅଷ୍ଟମ ଶ୍ରେଣୀରେ ପାଠପଢ଼ନ୍ତି। ପ୍ରତିଯୋଗିତାରେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…
ପିମ୍ପୁଡ଼ି କାମୁଡ଼ାରେ ଶିଶୁ ମୃତ
ଲକ୍ଷ୍ନୌ, ୪।୬: ଉତ୍ତର ପ୍ରଦେଶର ମହୋବା ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ପିମ୍ପୁଡ଼ି କାମୁଡ଼ିବାରୁ ଜଣେ ୩ ଦିନର ଶିଶୁଙ୍କ ପ୍ରାଣ ଚାଲିଯାଇଛି। ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ଅବହେଳା କାରଣରୁ ଏପରି ହୋଇଥିବା ତାଙ୍କ ଘରଲେକ କହିଛନ୍ତି। ମାମଲା ଚପାଇଦେବା ପାଇଁ ଡାକ୍ତର ତାଙ୍କୁ ୬,୫୦୦…
ନାବାଳିକାଙ୍କୁ ମର୍ସିଡିଜ୍ରେ ଗଣବଳାତ୍କାର
ହାଇଦ୍ରାବାଦ,୪।୬: ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ପବ୍ ପାର୍ଟିରୁ ଫେରୁଥିବା ଜଣେ ନାବାଳିକାଙ୍କୁ ମର୍ସିଡିଜ୍ କାର୍ ଭିତରେ ଗଣବଳାତ୍କାର କରାଯାଇଛି। ବଳାତ୍କାର କରିଥିବା ସ୍କୁଲ ଛାତ୍ରମାନଙ୍କ ମଧ୍ୟରେ ଜଣେ ବିଧାୟକଙ୍କ ପୁଅ ଥିବା ଅଭିଯୋଗ ହୋଇଛି। କହିବା ଅନୁସାରେ ୫ ଅଭିଯୁକ୍ତ ରାଜନୈତିକ…
ପିପିଇ ଦୁର୍ନୀତିରେ ବିଶ୍ୱଶର୍ମା ଦମ୍ପତି
ନୂଆଦିଲ୍ଲୀ/ଗୁଆହାଟୀ,୪।୬: ଆସାମ ସରକାରଙ୍କଠାରୁ ଆର୍ଟିଆଇ ଆଇନ ବଳରେ ମିଳିଥିବା ଉତ୍ତର ଅନୁସାରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସ୍ବାସ୍ଥ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ସ୍ତ୍ରୀ ରିଙ୍କି ଭୂୟଁା ଶର୍ମାଙ୍କ ଜଣେ ପୂର୍ବତନ ବ୍ୟବସାୟିକ ସହଯୋଗୀ ମହାମାରୀ ମୁକାବିଲା ସମ୍ପର୍କିତ ସାମଗ୍ରୀର ସର୍ବାଧିକ ଲୋଭନୀୟ ଅର୍ଡର…
ଜାତିଭିତ୍ତିକ ଜନଗଣନା ପାଇଁ ଦାବି
ଭୁବନେଶ୍ୱର,୪।୬(ବ୍ୟୁରୋ): ବିହାର ଭଳି ଓଡ଼ିଶାରେ ଜାତିଭିତ୍ତିକ ଜନଗଣନା କରିବାକୁ ରାଜ୍ୟ ସମାଜବାଦୀ ପାର୍ଟି ଦାବି କରିଛି। ଏନେଇ ପାର୍ଟିର ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ୱରେ ୩ ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ରାଜ୍ୟପାଳ ଗଣେଶୀ ଲାଲଙ୍କୁ ସାକ୍ଷାତ କରି ଦାବିପତ୍ର…
ଅଳକାଙ୍କୁ ବିଜୟ ପ୍ରମାଣପତ୍ର
ଝାରସୁଗୁଡ଼ା ଅଫିସ,୪।୬: ବ୍ରଜରାଜନଗର ଉପନିର୍ବାଚନ ଭୋଟ ଗଣତି ଶୁକ୍ରବାର ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ୍ ପରିସରରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରକ୍ରିୟା ସକାଳ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟାରେ ଶେଷ ହୋଇଥିଲା। ମୋଟ ୧୪ ଟେବୁଲ୍ କରାଯାଇ ପ୍ରତି ଟେବୁଲ୍ରେ…
ୟୁପିରୁ ୧୧, ଛତିଶଗଡ଼ରୁ ୨ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ
ଲକ୍ଷ୍ନୌ/ରାୟପୁର,୪।୬: ଉତ୍ତରପ୍ରଦେଶରୁ ରାଜ୍ୟ ସଭାକୁ ୧୧ ଜଣ ଏବଂ ଛତିଶଗଡ଼ରୁ ୨ ଜଣ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉତ୍ତରପ୍ରଦେଶରୁ ନିର୍ବାଚିତ ହୋଇଥିବା ୮ ଭାଜପା ପ୍ରାର୍ଥୀ ହେଲେ ଲକ୍ଷ୍ମୀକାନ୍ତ ବାଜପେୟୀ, ଡ. ରାଧାମୋହନ ଦାସ ଅଗ୍ରଓ୍ବାଲ, ସୁରେନ୍ଦ୍ର ନାଗର, ଡ. କେ.…
ବିଜେଡି ପାଖ ମାଡ଼ିପାରିଲେନି ବିରୋଧୀ
ଭୁବନେଶ୍ୱର,୪।୬(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ଫଳ ବିରୋଧୀଙ୍କୁ ଚକିତ କରିଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଆଗରେ ବିରୋଧୀ ଏକପ୍ରକାର ଚିତ୍ପଟାଙ୍ଗ ମାରିଛନ୍ତି। ଏପରି କି ଭୋଟ ହାସଲ କରିବାରେ ବିରୋଧୀ ଦଳଗୁଡ଼ିକ ବିଜେଡିର ପାଖ ମାଡ଼ିପାରି ନାହାନ୍ତି। ଗତ ନିର୍ବାଚନଗୁଡ଼ିକୁ ଯଦି…
ସଞ୍ଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ
ନୂଆଦିଲ୍ଲୀ,୪।୬: ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ବିଧାନର ଅନୁଚ୍ଛେଦ ୨୧୭ ଅନ୍ତର୍ଗତ ଧାରା ୧ର କ୍ଷମତା ବଳରେ ଏହି ନିଯୁକ୍ତି ଦେଇଛନ୍ତି। ଓଡ଼ିଶା ସମେତ ପାଟନା ଏବଂ…
ପ୍ରବାସୀ ଶ୍ରମିକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ୨ ଆହତ
ଶ୍ରୀନଗର,୪ ।୬: କଶ୍ମୀରରେ ଲଗାତାର ଭାବେ ପ୍ରବାସୀଙ୍କୁ ଟାର୍ଗେଟ କରାଯାଉଛି । ଗତ ୨୬ ଦିନ ମଧ୍ୟରେ ଏମିତି ୧୦ଟି ଘଟଣା ଘଟି ସାରିଲାଣି । ଏବେ ଦକ୍ଷିଣ କଶ୍ମୀରର ଶୋପିଆନରେ ପ୍ରବାସୀ ଶ୍ରମିକଙ୍କୁ ଟାର୍ଗେଟ କରିଛନ୍ତି ଆତଙ୍କବାଦୀ । ପୋଲିସର…
Archives


