Home

ବିହାରରେ ଜାତିଗତ ଜନଗଣନାକୁ କ୍ୟାବିନେଟର ମୋହର

ପାଟନା,୨।୬: ବିହାରରେ ଜାତି ଭିତ୍ତିକ ଜନଗଣନାକୁ ନୀତିଶ କୁମାରଙ୍କ କ୍ୟାବିନେଟ ଅନୁମୋଦନ ପ୍ରଦାନ କରିଛି। ଗୁରୁବାର ମୁଖ୍ୟ ଶାସନ ସଚିବ ଅମୀର ସୁଭାନୀ ଏସମ୍ପର୍କରେ ସୂଚନା ଦେଇଛନ୍ତି। ଜାତିଗତ ଜନଗଣନା ସମୟରେ ଅର୍ଥନୈତିକ ଆଧାରରେ ଏକ ସର୍ଭେ କରିବା ପାଇଁ ଉଦ୍ୟମ…

ଶୁକ୍ରବାର ୟୁପି ଗସ୍ତ କରିବେ ମୋଦି

ଲକ୍ଷ୍ନୌ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ୩ ଅର୍ଥାତ୍‌ ଶୁକ୍ରବାର ଉତ୍ତରପ୍ରଦେଶ ଗସ୍ତ କରିବେ। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ମୋଦି ଲକ୍ଷ୍ନୌର ଇନ୍ଦିରା ଗାନ୍ଧୀ ପ୍ରତିଷ୍ଠାନରେ ପହଞ୍ଚିବେ। ଏହାପରେ ଦ୍ୱିପ୍ରହର ୧ଟା ୪୫ରେ ମୋଦି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ କାନପୁର…

ସିଧୁଙ୍କ ହତ୍ୟାର ୫ଦିନ ପରେ ପୁଣି ବଢ଼ିଲା ଭିଆଇପିଙ୍କ ସୁରକ୍ଷା

ଚଣ୍ଡିଗଡ଼,୨।୬: ପଞ୍ଜାବ ସରକାର ୪୨୪ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରତ୍ୟାହାର କରିନେବାର ଦିନକ ପରେ ମନସା ଜିଲାରେ ଖ୍ୟାତନାମା ପଞ୍ଜାବୀ ରାପର ଗାୟକ ସିଧୁ ମୂସେଓ୍ବାଲାଙ୍କୁ ରବିବାର କେତେଜଣ ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଥିଲେ। ତେବେ ଘଟଣାର ୫ଦିନ ପରେ…

ପ୍ରସିଦ୍ଧ ସନ୍ତୁର ବାଦକ ପଣ୍ଡିତ ଭଜନ ସୋପାରିଙ୍କ ପରଲୋକ

ଗୁରୁଗାଁଓ,୨।୬: ପ୍ରସିଦ୍ଧ ସନ୍ତୁର ବାଦକ ତଥା ସଙ୍ଗୀତକାର ପଣ୍ଡିତ ଭଜନ ସୋପାରିଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ହେବ ଅସୁସ୍ଥ ଥିଲେ। ଗୁରୁଗାଁଓର ଫୋର୍ଟିସ ହସ୍ପିଟାଲରେ ତାଙ୍କର ଚିକିତ୍ସା…

ୟୁକ୍ରେନରେ ରୁଷିଆ ସେନାର ଜୋର୍‌ଦାର ଆକ୍ରମଣ

କିଭ୍‌,୨ା୬: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୩ ମାସ ଅତିକ୍ରମ କରିଥିଲେ ମଧ୍ୟ ଶେଷ ହେବାର ନାଁ ନେଉନି। ଆଗାମୀ ଦିନରେ, ଏହି ଯୁଦ୍ଧର ଫଳାଫଳ କ’ଣ ହେବ ତାହା ମଧ୍ୟ କହି ହେଉନାହିଁ। ରୁଷିଆ ସୈନ୍ୟମାନେ ଦକ୍ଷିଣ ଏବଂ ପୂର୍ବ…

ଜମ୍ମୁ-କଶ୍ମୀରରେ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ହତ୍ୟା ଘଟଣା: ନିଜକୁ ଦାୟୀ କଲା କେଏଫ୍‌ଏଫ୍‌

ଶ୍ରୀନଗର,୨।୫: ଜମ୍ମୁ-କଶ୍ମୀରର କୁଲଗାମରେ ଗୁରୁବାର ଜଣେ ବ୍ୟାଙ୍କ୍‌ କର୍ମଚାରୀଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ଏହି ଘଟଣା ପାଇଁ ଆତଙ୍କବାଦୀ ସଂଗଠନ କଶ୍ମୀର ଫ୍ରିଡମ୍‌ ଫାଇଟର୍ସ(କେଏଫ୍‌ଏଫ୍‌) ନିଜକୁ ଦାୟୀ କରିଛି। କେବଳ ଏତିକି ନୁହେଁ, କେଏଫ୍‌ଏଫ୍‌ ଏକ ପତ୍ର ଜାରି କରି ଚେତାବନୀ…

ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ଅମିତ ଶାହାଙ୍କୁ ଭେଟିଲେ ଡୋଭାଲ

ନୂଆଦିଲ୍ଲୀ,୨।୬: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଓ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଗୁରୁବାର ଭେଟିଛନ୍ତି। ଅମିତ ଶାହା ଓ ଡୋଭାଲଙ୍କ ମଧ୍ୟରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।…

‘ତୁମେ ସବୁଦିନ ମନେ ରହିବ’

ମୁମ୍ବାଇ: ପ୍ରସିଦ୍ଧ ଗାୟକ କେକେଙ୍କ ଦେହାନ୍ତରେ ବଲିଉଡ୍‌ ଷ୍ଟାର୍‌ ସଲମାନ ଖାନ୍‌ ଶୋକ ପ୍ରକାଶ କରିଛନ୍ତି। କେକେ ସଲମାନ, ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ହମ ଦିଲ୍‌ ଦେ ଚୁକେ ସନମ’ର’ ତଡ଼ପ-ତଡ଼ପ କେ ଇସ୍‌…

ସାକିନାକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ମୁମ୍ବାଇ,୨।୬: ସାକିନାକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମୋହନ ଚୌହାନଙ୍କୁ ମୁମ୍ବାଇ ସେସନ୍ସ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। କୋର୍ଟ ଏହାକୁ ଏକ ବିରଳ ମାମଲା ବୋଲି କହିଛନ୍ତି। ଏଭଳି ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ଆବଶ୍ୟକ ବୋଲି…

ଧୋନୀଙ୍କୁ ନେଇ ବଡ଼ ଖୁଲାସା କଲେ ସେହ୍ବାଗ: ତାଙ୍କ ପାଇଁ ମୁଁ…..

ନୂଆଦିଲ୍ଲୀ,୨।୬: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ମହେନ୍ଦ୍ର ସିଂ ଧୋନୀଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି, ୨୦୦୮ ଅଷ୍ଟ୍ରେଲିଆ ଗସ୍ତ ସମୟରେ ଦିନିକିଆ କ୍ରିକେଟରୁ ଅବସର ନେବାକୁ ଚାହୁଁଥିଲି। ଏହାର କାରଣ ଥିଲେ…

ଅନୁଭବଙ୍କ ଘର ଛାଡ଼ିବେ ବର୍ଷା !

କଟକ ଅଫିସ,୨ା୬: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିବାଦ ତୁଟିବାର ନାଁ ଧରୁନି। ବର୍ଷା ଅନୁଭବଙ୍କ ପୈତୃକ ଘର  ଛାଡ଼ିବାକୁ ଅନୁଭବ କୋର୍ଟରେ ଆବେଦନ କରିଥିଲେ। ତାଙ୍କ ବାପା, ମାଆ ଅସୁସ୍ଥ ଥିବାରୁ…

ପଞ୍ଚଭୂତରେ ବିଲୀନ କେକେଙ୍କ ପାର୍ଥିବ ଶରୀର

ବଲିଉଡର ପ୍ରସିଦ୍ଧ ଗାୟକ କେକେଙ୍କ ପାର୍ଥତ୍ବ ଶରୀର ଗୁରୁବାର ପଞ୍ଚଭୂତରେ ବିଲୀନ ହୋଇଛି। ଭର୍ସୋଭା ଶ୍ମଶାନରେ କେକେଙ୍କ ପୁଅ ପିତାଙ୍କୁ ମୁଖାଗ୍ନି ଦେଇଥିଲେ। କେକେଙ୍କ ହଜାର ହଜାର ପ୍ରଶଂସକ ତାଙ୍କ ଅନ୍ତିମ ଯାତ୍ରାରେ ଯୋଗ ଦେଇଥିଲେ। ଏହି ସମୟରେ ତାଙ୍କ ପ୍ରଶଂସକମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri