ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଭାଜପା ବିଧାୟକ
ହାଇଦ୍ରାବାଦ୍,୨୩।୮: ନିଲମ୍ବିତ ଭାଜପା ମୁଖପାତ୍ର ନୁପୁର ଶର୍ମା ମାମଲା ଏପର୍ଯ୍ୟନ୍ତ ଥମି ନ ଥିବାବେଳେ ତେଲେଙ୍ଗାନାରେ ଭାଜପା ବିଧାୟକ ଟି ରାଜା ସିଂ ଫ୍ରଫେଟ୍ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଅଭିଯୋଗ ହୋଇଛି ଯେ, ବିଧାୟକ ମହମ୍ମଦଙ୍କ ବିଷୟରେ ଅପମାନଜନକ…
ଦେଶରେ କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୨୩।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯,୬୮୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୯ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…
ଆଜି ରାଜ୍ୟରେ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୨୧…
କରୋନାରେ ଚାଲିଗଲା ଜଣଙ୍କ ଜୀବନ
ଭୁବନେଶ୍ୱର,୨୩।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୨୧ ବର୍ଷୀୟା ଯୁବତୀ। ସେ ନବରଙ୍ଗପୁର ଜିଲାର ବୋଲି ଜଣାପଡିଛି।]…
ଭାରତରେ ନୂଆ ପ୍ରଜାତିର ବାଦୁଡି ସନ୍ଧାନ
ନୂଆଦିଲ୍ଲୀ,୨୩।୮: ଅନ୍ତର୍ଜାତୀୟ ଅନୁସନ୍ଧାନକାରୀଙ୍କ ଏକ ଦଳ ଭାରତ ଏବଂ ଶ୍ରୀଲଙ୍କାରେ ଏକ ନୂତନ ପ୍ରଜାତିର ବାଦୁଡି ସନ୍ଧାନ କରିଛନ୍ତି, ଯାହାର ଲମ୍ବା ଆଙ୍ଗୁଠି ଅଛି। ଅନୁସନ୍ଧାନକାରୀମାନେ ଏହି ନୂତନ ପ୍ରଜାତିର ବାଦୁଡି ‘ମିନିଓପେଟରସ ଫିଲିପସି’ ନାମ ଦେଇଛନ୍ତି। ସାଧାରଣତଃ ଏହି ବାଦୁଡିଗୁଡିକ…
ଥରିଲା ଜମ୍ମୁ-କଶ୍ମୀର
ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର କାଟ୍ରାଠାରେ ସୋମବାର ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୯ ଥିଲା। ରାତି ପ୍ରାୟ ୨.୨୦ ସମୟରେ କାଟ୍ରା ଏବଂ ଏହାର ଆଖପାଖ ଅଞ୍ଚଳରେ…
ସାଟେଲାଇଟ୍ ମାପଚୁପ ରଫାଦଫା ମସୁଧା
ଯାଜପୁର ଅଫିସ,୨୩ା୮:ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଶତାଧିକ ଖାଦାନରୁ ମୂଲ୍ୟବାନ୍ କଳାପଥର ଉଭୟ ଲିଜ୍ଧାରୀ ଓ ପ୍ରଶାସନିକ ଅଧିକାରୀ ମିଳିମିଶି ଲୁଟି ନେଇଛନ୍ତି। ଗତ ମାର୍ଚ୍ଚରେ ବିଧାନସଭା ଅଧିବେଶନରେ ଏକ ପ୍ରଶ୍ନର ଉତ୍ତରରେ ଏହା ସ୍ପଷ୍ଟ ହୋଇଥିଲା। ଅନୁମୋଦନଠାରୁ ବହୁ…
ପୋଖରୀ ପୋତାହେବାରୁ ପାଣିଘେରରେ ୧୦୦ ପରିବାର
ପଟ୍ଟାମୁଣ୍ଡାଇ,୨୩ା୮ (ସ୍ବ. ପ୍ର.):ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଥିବା ପାରମ୍ପରିକ ଜଳାଶୟ ଅସ୍ତିତ୍ୱ ହରାଇବାକୁ ବସିଛି। ବ୍ଲକର ଶାସନ ପଞ୍ଚାୟତ ପୋଖରୀସାହିରେ ପୋଖରୀ ପୋତାହେବାରୁ ଶହେ ପରିବାର ପାଣିଘେରରେ ରହିଛନ୍ତି। ଏ ନେଇ ପଞ୍ଚାୟତବାସୀ ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ କରିବା ସହ…
ମରାମତିର ୬ ମାସରେ ଘେରିବନ୍ଧରେ ଗର୍ତ୍ତ
ପଟ୍ଟାମୁଣ୍ଡାଇ,୨୩ା୮(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। କେନ୍ଦ୍ରାପଡ଼ା ଜଳସମ୍ପଦ ଡିଭିଜନ ଅଧୀନରେ ଥିବା ଇନ୍ଦୁପୁର-ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରି ବନ୍ଧ ମରାମତି ପାଇଁ ବିଭାଗ ପକ୍ଷରୁ ଗତ ମାର୍ଚ୍ଚରେ ୪୮ ଲକ୍ଷ ୯୪ ହଜାର ବ୍ୟୟରେ ଖାଲଖମା ମରାମତି ସହ…
ଗୋବରୀ ଫୁଲିଲେ ନାଗପୁରା ପାଟ ବଢୁଛି
କେନ୍ଦ୍ରାପଡ଼ା ଅଫିସ, ୨୩ା୮:କେନ୍ଦ୍ରାପଡ଼ା ଜିଲାରେ ବର୍ଷା ହେଲେ ଗୋବରୀ ନଦୀ ଫୁଲେ। ଏହାର ବନ୍ୟାଜଳ ନାଗପୁରା ପାଟ ଉଜାଡ଼େ। ଏହାକୁ ଦୃଷ୍ଟିରେ ରଖି ପାଟନାଳି ପାଇଁ ବାରମ୍ବାର ଆନ୍ଦୋଳନ ହେଉଛି। ତେବେ ପାଟନାଳି ପାଇଁ ଟଙ୍କା ମଞ୍ଜୁର ସତ୍ତ୍ୱେ ଏହି ପ୍ରକଳ୍ପ…
ଆମ ସ୍କୁଲ ଆମକୁ ଫେରେଇଦିଅ
ମହାକାଳପଡ଼ା,୨୩ା୮(ଡି.ଏନ.ଏ.):କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତ ସର୍ବପୁରାତନ ଗୟାଶପୁର ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ ଉପସ୍ଥାନ ସଂଖ୍ୟା ୪୦ରୁ କମ। ଏଥିପାଇଁ ଶିକ୍ଷା ବିଭାଗ ଉକ୍ତ ବିଦ୍ୟାଳୟକୁ ୨୦୨୦ରୁ ବନ୍ଦ କରିଥିଲେ ବୋଲି ବ୍ଲକ ଶିକ୍ଷା ଅଧିକାରୀ ତନ୍ମୟ…
ଶିକ୍ଷିତ ଯୁବତୀଙ୍କୁ ପାଠପଢ଼ା ଦାୟିତ୍ୱ ଦେଲେ ଗ୍ରାମବାସୀ
ବାଲିଆ,୨୩ା୮(ସ୍ବ.ପ୍ର.):ବିରିଡି ବ୍ଲକ ବତିମିରା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ପ୍ରାୟ ୨ କିଲୋମିଟର ଦୂରରେ ଥିବା ରାଜକୃଷ୍ଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରାଯାଇଛି। ଏହାପରେ ଚଳିତ ଶିକ୍ଷା ବର୍ଷରୁ ଶିକ୍ଷକମାନଙ୍କୁ ଉକ୍ତ ବିଦ୍ୟାଳୟରୁ ଅପସାରଣ କରି ନିଆଯାଇଛି। ଅପରପକ୍ଷେ ଗ୍ରାମବାସୀ ଓ…

