Home

ବିକ୍ରି ପାଇଁ ଡିଲ୍‌ ବେଳେ ବାଘଛାଲ ଜବତ କଲା ଏସ୍‌ଟିଏଫ୍‌ ଟିମ୍‌

କୋରାପୁଟ,୨୦ା୭(ସ୍ବ.ପ୍ର.): ଏସ୍‌ଟିଏଫ୍‌ ଦ୍ୱାରା କୋରାପୁଟ ଜିଲା ରାମଗିରି ଅଞ୍ଚଳରୁ ବୁଧବାର ଏକ କଲରାପତିଆ ବାଘଛାଲ ଜବତ ହୋଇଛି। ଏହି ବାଘଛାଲ ୬୦ ହଜାର ଟଙ୍କାରେ ବିକ୍ରି ପାଇଁ ଡିଲ ଚାଲିଥିବାବେଳେ ଏସଟିଏଫ ଟିମ୍‌ ଦ୍ୱାରା ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

ମାନସିକ ଅନଗ୍ରସର ଆବାସିକ ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ଛତ୍ରପୁର,୨୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଥିବା ‘ସମର୍ଥ’ ମାନସିକ ଅନଗ୍ରସର ଆବାସିକ ବିଦ୍ୟାଳୟରେ ଭିଜିଲାନ୍ସ ଟିମ୍‌ ବୁଧବାର ଚଢ଼ାଉ କରିଛି। ଆଜି ଅପରାହ୍ନରେ ବ୍ରହ୍ମପୁର ଭିଜିଲାନ୍ସର ୫ ଜଣିଆ ଟିମ୍‌ ସମର୍ଥ ଶିକ୍ଷାନୁଷ୍ଠାନରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ସୂଚନାଥାଉକି, ସମର୍ଥ…

ଓଲଟା ଲେଖନ୍ତି, ଓଲଟା ଗାଆନ୍ତି; ଦେଖି ନ ଥିବେ ଏଭଳି…

ଓଲଟା ଚାଲିବା, ଓଲଟା ଲେଖିଥିବା ଅନେକ ଲୋକଙ୍କୁ ଆପଣ ଦେଖିଥିବେ। ହେଲେ ଯଦି କୁହାଯାଏ ଓଲଟା ଗୀତ ଗାଉଥିବାର କାହାକୁ ଦେଖିଛନ୍ତି। ଉତ୍ତର ନା ହୋଇପାରେ। ଏହା କିଭଳି ଏପରି ସମ୍ଭବ ବୋଲି ଭାବି ମଧ୍ୟ ପାରନ୍ତି। ହେଲେ ବାସ୍ତବରେ ଏଭଳି…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଛତ୍ରପୁର,୨୦ା୭(ଡି.ଏନ୍‌.ଏ.): ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଜିଲାର ସମସ୍ତ ସରକାରୀ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ରାଜ୍ୟରୁ ଆଉ ୮୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୬,୯୧୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଗୋ-ଫାଷ୍ଟ ଯାତ୍ରୀବାହୀ ବିମାନର ଫାଟିଲା ଓ୍ବିଣ୍ଡସିଲ୍ଡ

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀରୁ ଗୌହାଟୀ ଯାଉଥିବା ଗୋ-ଫାଷ୍ଟ ଯାତ୍ରୀବାହୀ ବିମାନରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ମଝି ଆକାଶରେ ଯାତ୍ରୀବାହୀ ବିମାନର ୱିଣ୍ଡସିଲ୍ଡ ଫାଟିଯାଇଛି। ଜୋର୍‌ ପବନ ବହିବା ଯୋଗୁ ଓ୍ବିଣ୍ଡସିଲ୍ଡ ଫାଟି ଯାଇଥିବା ଜଣାପଡିଛି। ଫଳରେ ଖରାପ ପାଗ ଯୋଗୁ ବିମାନଟିକୁ…

‘୧୦୦ କୋଟି ଟଙ୍କା ଦିଅ, ମନ୍ତ୍ରୀ ପଦ ନିଅ’

ପୁଣେ,୨୦।୭: ମହାରାଷ୍ଟ୍ରର ପୁଣେରେ ଜଣେ ଭାଜପା ବିଧାୟକଙ୍କୁ ମନ୍ତ୍ରୀ ପଦ ଦେବା ନାଁରେ ଠକେଇ ଉଦ୍ୟମ ମାମଲା ସାମ୍ନାକୁ ଆସିଛି। ଏହି ଘଟଣାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଚାରିଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ଅଭିଯୁକ୍ତମାନେ ଭାଜପା ବିଧାୟକ ରାହୁଲ କୁଲଙ୍କୁ…

ଅଖିଳେଶଙ୍କଠାରୁ ଛାଡପତ୍ର ଚାହୁଁଛନ୍ତି ରାଜଭର

ଲକ୍ଷ୍ନୌ,୨୦।୭: ସୁହେଲଦେବ ଭାରତ ସମାଜ ପାର୍ଟି ସଭାପତି ଓମପ୍ରକାଶ ରାଜଭର ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବଙ୍କୁ କ୍ରମାଗତ ଭାବେ ଟାର୍ଗେଟ କରିଆସୁଛନ୍ତି। ବୁଧବାର ସେ ଅଖିଳେଶଙ୍କୁ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଘଟିଥିବା ଘଟଣାଗୁଡ଼ିକ…

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ କ୍ରସର ମାଲିକ

ଖୋର୍ଦ୍ଧା ଅଫିସ,୨୦ା୭: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବେଆଇନ ଭାବେ ଚାଲିଥିବା କ୍ରସର ଶିଳ୍ପସଂସ୍ଥା ଉପରେ ଚଢ଼ାଉ ଜାରି ରହିଛି। ୯ ଦିନରେ ୯୦ଟି କ୍ରସର ୟୁନିଟ୍‌କୁ ସିଲ କରାଯିବା ସହ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଛି। ଶିଳ୍ପସଂସ୍ଥା ବନ୍ଦ ଯୋଗୁ…

ମିକାଙ୍କୁ ମିଳିଲା ଜୀବନସାଥୀ ! ଜାଣନ୍ତୁ କିଏ ସେ…

ବମ୍ବେ: ଆରମ୍ଭ ହେବା ପରଠାରୁ ଚର୍ଚ୍ଚାରେ ଗାୟକ ମିକା ସିଂହଙ୍କ ସ୍ବୟମ୍ବର ଶୋ’। ଏବେ ଏଥିରେ କେବଳ ଚାରିଜଣ ପ୍ରତିଯୋଗୀ ଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ମିକାଙ୍କ ହୃଦୟର ରାଣୀ ସାଜିବେ। ହେଲେ ଶେଷ ଏପିସୋଡ୍‌ ପ୍ରସାରିତ ହେବା ପୂର୍ବରୁ ମିକାଙ୍କ…

ପାକିସ୍ତାନର ମହାବିଜୟ

କଲମ୍ବୋ,୨୦।୭: ବୁଧବାର ଗଲ ଟେଷ୍ଟ ମ୍ୟାଚରେ ଶ୍ରୀଲଙ୍କାକୁ ପରାସ୍ତ କରି ପାକିସ୍ତାନ ଏକ ଐତିହାସିକ ବିଜୟ ହାସଲ କରିଛି। ମ୍ୟାଚ୍‌ର ଶେଷ ଦିନରେ ଶ୍ରୀଲଙ୍କା ଦେଇଥିବା ୩୪୨ ରନ୍‌ର ଟାର୍ଗେଟକୁ ପିଛା କରି ୪ ଉଇକେଟ୍‌ରେ ମ୍ୟାଚ୍‌ ଜିତିଯାଇଛି ପାକିସ୍ତାନ। ୨୨…

ସବୁଠୁ ଖରାପ ସ୍ଥିତିରେ ପାକିସ୍ତାନ ପାସପୋର୍ଟ, ମାତ୍ର ୩୨ ଦେଶକୁ କରିପାରିବେ ଯାତ୍ରା

ଇସଲାମାବାଦ,୨୦ା୭: ପାକିସ୍ତାନ ପାସପୋର୍ଟ ଦୁନିଆର ସବୁଠାରୁ ଖରାପ ର଼୍ୟାଙ୍କ ଅର୍ଥାତ୍‌ ଚତୁର୍ଥ ସ୍ଥାନରେ ରହିଛି। ବର୍ଷେ ପୂର୍ବରୁ ମଧ୍ୟ ଏହି ପାସପୋର୍ଟର ସ୍ଥାନ ଏପରି ଥିଲା। ଏହି ପାସପୋର୍ଟ ମାଧ୍ୟମରେ କେବଳ ଲୋକେ ୩୨ଟି ସ୍ଥାନ ପରିଦର୍ଶନ କରିପାରିବେ। ୨୦୨୨ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri