Home

ଜଳକାରେ କୁମ୍ଭୀର ଆତଙ୍କ

ବାଲେଶ୍ୱର ଅଫିସ,୨୨ା୮: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଗାନ୍ଧୀ ଛକ ନିକଟରେ ଜଳକା ନଦୀରେ କୁମ୍ଭୀର ଦେଖିବାକୁ ମିଳିଛି। ଫଳରେ ସ୍ଥାନୀୟ ବାସିନ୍ଦା ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଜଳକାରେ ପାଣି ଅଧିକ ହେବାରୁ ଶତାଧିକ ଗାଁ ଜଳମଗ୍ନ ହେବାରୁ କୁମ୍ଭୀର…

‘ଏଏପି ଛାଡ଼ି ଭାଜପା ଆସ, ସବୁ ସିବିଆଇ-ଇଡି କେସ୍‌ ହୋଇଯିବ ବନ୍ଦ’

ନୂଆଦିଲ୍ଲୀ,୨୨।୮: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି(ଏଏପି)ନେତା ମନୀଷ ସିସୋଡିଆଙ୍କ ଘରେ ସିବିଆଇ ଚଢାଉକୁ ନେଇ ରାଜନୀତି ଜୋର ଧରିଛି। ସୋମବାର ସିସୋଡିଆ ଏକ ନୂଆ ଦାବି କରିଛନ୍ତି। ସେ କହିଛନ୍ତି, ତାଙ୍କୁ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ…

ସୁବର୍ଣ୍ଣରେଖାରେ ବନ୍ୟା: ୩ ବ୍ଲକ ଜଳମଗ୍ନ

ବାଲେଶ୍ୱର ଅଫିସ,୨୨ା୮: ବାଲେଶ୍ୱର ଜିଲାରେ ପ୍ରବାହିତ ସୁବର୍ଣ୍ଣରେଖାରେ ବନ୍ୟା ଆସିଛି। ଫଳରେ ବାଲିଆପାଳ, ଭୋଗରାଇ, ଜଳେଶ୍ୱର ବ୍ଲକର ସମସ୍ତ ଅଞ୍ଚଳ ଜଳବନ୍ଦୀ। ରବିବାର ରାତି ୩ରୁ ୧୧.୯୦ ମିଟର, ସୋମବାର ୯ଟା ସମୟ ପର୍ଯ୍ୟନ୍ତ ସ୍ଥିର ରହିଛି। ମଧ୍ୟାହ୍ନ ୧୨ଟା ସୁଦ୍ଧା…

ଚାଷୀଙ୍କ ମହାପଞ୍ଚାୟତ, ଦିଲ୍ଲୀ ଜାମ, ଟିକରି ସୀମାରୁ ଜନ୍ତର ମନ୍ତର ପର୍ଯ୍ୟନ୍ତ କଡ଼ା ସୁରକ୍ଷା…

ନୂଆଦିଲ୍ଲୀ, ୨୨।୮ : ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ଜନ୍ତର ମନ୍ତରଠାରେ ଚାଷୀଙ୍କ ମହାପଞ୍ଚାୟତ ଆୟୋଜନ କରିବାକୁ ଘୋଷଣା କରାଯାଇଛି। ମହାପଞ୍ଚାୟତକୁ ଦୃଷ୍ଟିରେ ରଖି ଦିଲ୍ଲୀର ସମସ୍ତ ସୀମାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତେବେ ରାଜଧାନୀର ଟ୍ରାଫିକ ଉପରେ…

କଚ୍ଛପ ଗତିରେ ୨୯ ମେଗା ପାଣି ପ୍ରକଳ୍ପ

ଯାଜପୁର ଅଫିସ,୨୨ା୮: ରାଜ୍ୟର ୬ ଖଣି ପ୍ରଭାବିତ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୯ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କଚ୍ଛପ ଗତିରେ ଚାଲିଛି। ଏଥିରେ ନିୟୋଜିତ ଅଣଓଡ଼ିଆ…

ଖୁବ୍‌ଶୀଘ୍ର ଆରମ୍ଭ ହେବ ପୁଷ୍ପା-୨ର ଶୁଟିଂ

ସାଉଥ୍‌ ଅଭିନେତା ଅଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦନାଙ୍କ ଫିଲ୍ମ ‘ପୁଷ୍ପା: ଦି ରାଇଜ’ ସୁପରହିଟ ହେବା ପରେ ପ୍ରଶଂସକମାନେ ଏହାର ସିକ୍ୱେଲକୁ ଅପେକ୍ଷା କରିଛନ୍ତି। ଏବେ ପୁଷ୍ପା ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ଖୁବ୍‌ଶୀଘ୍ର ଏହି ଫିଲ୍ମର…

ବନ୍ୟାରେ ଜିଲା କୃଷି ଅର୍ଥନୀତି ବିପନ୍ନ

କେନ୍ଦ୍ରାପଡ଼ା ଅଫିସ,୨୨ା୮: ମହାନଦୀରେ ବନ୍ୟା ପାଣି କେନ୍ଦ୍ରାପଡ଼ା ଜିଲାର କୃଷି ଅର୍ଥନୀତିକୁ ବିପନ୍ନ କରି ଦେଇଛି। ଜିଲାର ୭ ବ୍ଲକର ୪୧ ପଞ୍ଚାୟତରେ ବନ୍ୟାଜଳ ଜମି ରହି ଖରିଫ ଚାଷ, ପନିପରିବା ଫସଲକୁ ଉଜାଡି ଦେଇଛି। ଏବେ ସୁଦ୍ଧା ବନ୍ୟା ପ୍ରଭାବିତ…

ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଲା ବନ୍ୟା

ଜଗତ୍‌ସିଂହପୁର ଅଫିସ,୨୨ା୮: ଜଗତ୍‌ସିଂହପୁର ଜିଲାରେ ଲଗାଣ ବର୍ଷା ଓ ବନ୍ୟା ଯୋଗୁ ପନିପରିବା ଚାଷ କ୍ଷତିଗ୍ରସ୍ତ ହୋଇଛି। ଅମଳ ବେଳେ ପ୍ରାକୃତିକ ବିପତ୍ତି ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଦେଇଛି। ବିଭିନ୍ନ ମାଧ୍ୟମରେ ଏପରି କି କରଜ କରି ଅନେକ ଚାଷୀ…

ଓମାର ଅବଦୁଲ୍ଲାଙ୍କ ପ୍ରଶ୍ନ, ଇଡି-ସିବିଆଇ କଂଗ୍ରେସ ପାଇଁ ଭାଜପା ଏଜେଣ୍ଟ,ଏଏପି କ୍ଷେତ୍ରରେ ବିଶ୍ୱସନୀୟ…

ଶ୍ରୀନଗର, ୨୨।୮ : ନ୍ୟାଶନାଲ କନଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ସିବିଆଇ, ଇଡି ଏବଂ ଏନଆଇଏ ଭଳି କେନ୍ଦ୍ରୀୟ ଏଜେନ୍ସିର ଭୂମିକା ଉପରେ କଂଗ୍ରେସର ଦୋମୁହାଁ ଆଭିମୁଖ୍ୟ ନେଇ ପ୍ରଶ୍ନ କରିଛନ୍ତି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ବିରୋଧରେ ସିବିଆଇ ଚଢ଼ାଉ…

ଚହଲଙ୍କ ସହ ମନୋମାଳିନ୍ୟକୁ ନେଇ ମୁହଁ ଖୋଲିଲେ ଧନଶ୍ରୀ

ନିକଟରେ ଭାରତୀୟ ଦଳର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଟ୍ରେଣ୍ଡରେ ଥିଲେ। ଧନଶ୍ରୀ ଇନ୍‌ଷ୍ଟାଗ୍ରାମରେ ତାଙ୍କ ନାଁରୁ ଚହଲ ସରନେମ୍‌ ହଟାଇ ଦେଇଥିଲେ। ସେପଟେ ଚହଲ ମଧ୍ୟ ଏକ ଇନ୍‌ଷ୍ଟା ଷ୍ଟାଟସରେ ଲେଖିଥିଲେ ‘ନ୍ୟୁ ଲାଇଫ୍‌…

କିମ୍‌ଙ୍କ ଆଣବିକ ଆକ୍ରମଣ ଧମକକୁ ଭୟ ନାହିଁ, ଆମେରିକା-ଦକ୍ଷିଣ କୋରିଆ ମିଳିତ ସମରାଭ୍ୟାସ ଆରମ୍ଭ…

ଓ୍ବାଶିଂଟନ/ସିଓଲ, ୨୨।୮ : ଉତ୍ତରକୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ଆଣବିକ ଆକ୍ରମଣ ଧମକକୁ ଭୟ ନ କରି ସୋମବାର ଆମେରିକା ଏବଂ ଦକ୍ଷିଣ କୋରିଆ ଏକ ବୃହତ ସାମରିକ ଅଭ୍ୟାସ ଆରମ୍ଭ କରିଛନ୍ତି। ଉତ୍ତର କୋରିଆର ବଢୁଥିବା…

ଘରୋଇ ଡଙ୍ଗାରେ ପୁଣି ଯାତ୍ରୀ ପରିବହନ

ମହାକାଳପଡ଼ା, ୨୨ା୮ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ ବାହାକୁଦ ଘାଟରୁ ପାରାଦୀପ ମୂଷାଡିଆ ଫେରି ଘାଟରେ ଗତ ୧୬ ତାରିଖରୁ ରାମନଗର ପଞ୍ଚାୟତ ପକ୍ଷରୁ ମହାନଦୀରେ ବନ୍ୟା ଯୋଗୁ ଡଙ୍ଗା ଚଳାଚଳକୁ ବନ୍ଦ କରାଯାଇଥିଲା। ପୁଣି ନିର୍ଦ୍ଦେଶ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?