ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା ମାଙ୍କୁ ଶୀତଳଧାରା ଅର୍ପଣ କରାଯାଉଛି। ସକାଳ ୭ଟା ୨୨ମିନିଟରୁ ଚଣ୍ଡୀହୋମ ଆରମ୍ଭ ହୋଇଥିବାବେଳେ…
ବଢ଼ିଲା ଗ୍ୟାସ୍ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର
ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି କମର୍ସିଆଲ LPG ଦର ୨୦୭୮ ଟଙ୍କା ୫୦ ପଇସାରେ ପହଞ୍ଚିଛି। ଭୁବନେଶ୍ୱରରେ ୧୯…
ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ
ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ ତାଲିମ କର୍ମଶାଳା ଆରମ୍ଭ ହୋଇଛି। ତହସିଲଦାର ଧୀରଜ ପାତ୍ର, ଅତିରିକ୍ତ ତହସିଲଦାର ଦୁଃଶାସନ…
ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ
ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ ବୟସ ୨୦୨୬ ଏପ୍ରିଲ ୧ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ…
ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…
ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା। ଭାରତର ମହାପଞ୍ଜିକାର ତଥା ଜନଗଣନା ଆୟୁକ୍ତ ମୃତ୍ୟୁଞ୍ଜୟ କୁମାର ନାରାୟଣଙ୍କ ସୂଚନା ଅନୁଯାୟୀ,…
ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ
ତେହରାନ୍/ଓ୍ବାଶିଂଟନ୍,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା ଇଣ୍ଟରନ୍ୟାଶନାଲ ଆଟମିକ୍ ଏନର୍ଜି ଏଜେନ୍ସି (ଆଇଏଇଏ) ମଧ୍ୟ ଅଭିଯୋଗ ସମ୍ପର୍କର ସ୍ପଷ୍ଟ କରିନାହିଁ।…
ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ
ନୂଆଦିଲ୍ଲୀ,୩୧।୩: ଆଇପିଏଲ୍ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଗୁଜରାଟ ଟାଇଟନ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଯୁବ ବ୍ୟାଟର…
ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ
ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର ସ୍ବର୍ଣ୍ଣ ମନ୍ଦିର (Golden Temple) ପରିଦର୍ଶନ କରିବା ସହ ସେଠାରେ ସେବା କାର୍ଯ୍ୟରେ…
ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…
ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ ପୁଣି ଥରେ ସ୍ବାଭାବିକ ହେବାକୁ ଯାଉଛି। ଦୁଇ ଦେଶ ମଧ୍ୟରେ ବ୍ୟାପାର, ପର୍ଯ୍ୟଟନ…
ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…
ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ନେଇ ବିବୃତି ରଖିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଆଶ୍ୱାସନା…
ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍କୁ ନିଜେ ଦଖଲ କର’
ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର ବନ୍ଧୁ ଦେଶମାନଙ୍କୁ ଏକ ଶକ୍ତ ସନ୍ଦେଶ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି…
ଶିବମ୍ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍-ସଟ୍’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସିଏସ୍କେ ବିପକ୍ଷରେ ଦମଦାର ବୋଲିଂ କରିବା ସହ ଜାଡେଜାଙ୍କର…

