ବର୍ଦ୍ଧିତ କରୋନା ମାମଲା ମଧ୍ୟରେ ବୁଷ୍ଟର ଡୋଜ ନେବାକୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୮।୭: ଦେଶରେ ପୁଣି ଥରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଭାରତର କେତୋଟି ରାଜ୍ୟରେ କରୋନା ମାମଲା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ରାଜ୍ୟବାସୀଙ୍କୁ ବୁଷ୍ଟର ଡୋଜ ନେବାକୁ ନିବେଦନ କରିଛନ୍ତି।…
ନିଜ ସହଯୋଗୀଙ୍କୁ ଗୁଳି କଲେ ପୋଲିସ ଯବାନ: ୩ମୃତ
ନୂଆଦିଲ୍ଲୀ,୧୮।୭: ରାଜଧାନୀ ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସିକ୍କିମ ପୋଲିସର ଜଣେ ଯବାନ ନିଜର ୩ସହଯୋଗୀଙ୍କ ଉପରେ ଗୁଳି ଚଳାଇଥିବା ଜଣାପଡ଼ିଛି। ଏହି ଘଟଣାରେ ୩ଜଣ ଯବାନଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…
ଦିନିକିଆ କ୍ରିକେଟ୍ରୁ ଅବସର ନେଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଲଣ୍ଡନ,୧୮।୭: ଇଂଲଣ୍ଡ ଟେଷ୍ଟ ଦଳର ଅଧିନାୟକ ବେନ ଷ୍ଟୋକ୍ସ ଦିନିକିଆ କ୍ରିକେଟରୁ ଅବସର ନେଇଛନ୍ତି। ସୋମବାର ସେ ଏହା ଘୋଷଣା କରିଛନ୍ତି। ମଙ୍ଗଳବାର ଷ୍ଟୋକ୍ସ ତାଙ୍କ ଦିନିକିଆ କ୍ୟାରିୟରର ଶେଷ ମ୍ୟାଚ ଖେଳିବେ। ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି…
ଉଦ୍ଧବଙ୍କୁ ଝଟକା: ଶିନ୍ଦେ ଗୋଷ୍ଠୀଙ୍କ ବୈଠକରେ ଅନ୍ଲାଇନ୍ରେ ସାମିଲ ହେଲେ ବିଦ୍ରୋହୀ ଏମ୍ପି
ମୁମ୍ବାଇ,୧୮।୭: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍ରେଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ପୂର୍ବରୁ ହାତରୁ ଶାସନ କ୍ଷମତା ହରାଇଥିବା ବେଳେ ବର୍ତ୍ତମାନ ଦଳକୁ ବଞ୍ଚାଇବା ପାଇଁ ସେ ସଂଗ୍ରାମ ଚଳାଇଛନ୍ତି। ପ୍ରତିଦିନ ନୂଆ ନୂଆ…
‘ମୁଁ ଅପରାଧୀ ନୁହେଁ, ମୋତେ ସିଙ୍ଗାପୁର ଛାଡ’
ନୂଆଦିଲ୍ଲୀ,୧୮ା୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ପୁଣି ସୋମବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସିଙ୍ଗାପୁର ଗସ୍ତକୁ ଅନୁମତି ପ୍ରଦାନରେ ବିଳମ୍ବକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରି ରାଜନୈତିକ କାରଣରୁ ତାଙ୍କୁ ସିଙ୍ଗାପୁରରେ ହେବାକୁ ଥିବା ଏକ…
ଦେଶରେ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ଥିରୁଭାନନ୍ତପୁରମ୍,୧୮।୭: ସୋମବାର ଦେଶରେ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦ୍ୱିତୀୟ ମାମଲା କେରଳରେ ଦେଖିବାକୁ ମିଳିଛି। କେରଳର କନ୍ନୁରଠାରେ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ ସୂଚନା ଦେଇଛନ୍ତି। ପୂର୍ବରୁ ମଧ୍ୟ କେରଳରେ…
ବସ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା
ଭୋପାଳ,୧୮।୭: ମଧ୍ୟପ୍ରଦେଶରେ ଏକ ବଡ଼ ବସ ଦୁର୍ଘଟଣା ଘଟିଛି। ଧର ଜିଲାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ନର୍ମଦା ନଦୀରେ ଖସିପଡିଛି। ଏହି ଦୁର୍ଘଟଣାରେ ବସ ଡ୍ରାଇଭରଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏହାର ଯାଞ୍ଚ୍ ନିର୍ଦ୍ଦେଶ ଦେଇଛନ୍ତି…
କୁନି ଝିଅଙ୍କ ପ୍ରଶ୍ନ ଶୁଣି ମୁଖ୍ୟମନ୍ତ୍ରୀ ଆଶ୍ଚର୍ଯ୍ୟ
ପୁଣେ,୧୮।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହ ଏକ କୁନି ଝିଅର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ଝିଅଟି ମୁଖ୍ୟମନ୍ତ୍ରୀଙ୍କୁ ଏମିତି କିଛି ପ୍ରଶ୍ନ ପଚାରିଛନ୍ତି, ଯାହା ଶୁଣି ସମସ୍ତେ ହସିବାରେ ଲାଗିଛନ୍ତି। ରବିବାର ଏକନାଥ ଶିନ୍ଦେଙ୍କୁ ଭେଟିବାକୁ ଜଣେ…
ପନ୍ତଙ୍କ ବିସ୍ଫୋରକ ବ୍ୟାଟିଂ ଦେଖି ଗର୍ଲଫ୍ରେଣ୍ଡ୍ କହିଲେ…
ଲଣ୍ଡନ,୧୮।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ସିରିଜର ଶେଷ ମ୍ୟାଚ ରବିବାର ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ରୋମାଞ୍ଚକର ବିଜୟ ହାସଲ କରି ସିରିଜ ଜିତିଛି। ଭାରତୀୟ ଦଳର ଷ୍ଟାର୍ ଉଇକେଟ୍କିପର ରିଷଭ ପନ୍ତଙ୍କ…
୨୩୧ ବର୍ଷର ବନ୍ଧୁକ ସଂସ୍କୃତି, ନିୟନ୍ତ୍ରଣ କରିବାରେ ସରକାର ବିଫଳ…
ଓ୍ବାଶିଂଟନ,୧୮।୭ : ଆମେରିକାରେ ଗୁଳିକାଣ୍ଡ ଥମିବାର ନା ଧରୁନି। ଦେଶରେ ଜାରି ରହିଥିବା ବନ୍ଧୁକ ସଂସ୍କୃତି ଯୋଗୁ ଏଭଳି ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ସମୟରେ ଏଭଳି ଘଟଣାରେ ବହୁ ଧନ ଜୀବନର ହାନି ଘଟୁଛି। ରାଷ୍ଟ୍ରପତି ଜୋ ବାଇଡେନ୍…
ଦୌଡ଼ି ଦୌଡ଼ି ନଡ଼ିଆ ଗଛରେ ଚଢ଼ିଗଲେ ବ୍ୟକ୍ତି, ଭିଡିଓ ଦେଖିଲେ…
ଏକ ଗଛ ଉପରକୁ ଚଢ଼ିବା ଏବଂ ଫଳ ତୋଳିବା ଯେତିକି ସହଜ ମନେହୁଏ ବାସ୍ତବରେ ତାହା ସେତିକି ସହଜ ହୋଇ ନ ଥାଏ। ବିଶେଷକରି ନଡ଼ିଆ ଗଛ ଚଢ଼ିବା ଏତେ ସହଜ ନୁହେଁ। ଏହି ଗଛ ଉପରକୁ ଚଢ଼ିବାକୁ ହେଲେ ଶରୀର…
ଅଳିଆ ଗାଡିରୁ ମିଳିଲା ମୋଦି-ଯୋଗୀଙ୍କ ଫଟୋ: ସଫେଇ କର୍ମଚାରୀ ବହିଷ୍କୃତ
ମଥୁରା,୧୮।୭: ଉତ୍ତରପ୍ରଦେଶ ମଥୁରାର ଜଣେ ସଫେଇ କର୍ମଚାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଅଳିଆ ଗାଡିରେ ନେବା ମହଙ୍ଗା ପଡିଛି। ଶେଷରେ ତାଙ୍କ ଚାକିରି ଯାଇଛି। ମଥୁରା ମ୍ୟୁନିସିପାଲିଟି କର୍ପୋରେଶନର ଜଣେ ଚୁକ୍ତିଭିତ୍ତିକ କର୍ମଚାରୀ ଠେଲା…
Archives


