ପୁଣି ଫେରିବେ ଚାଷୀ ସଂଗଠନ, ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ…
ନୂଆଦିଲ୍ଲୀ, ୨୧।୮ : ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)ର ଗ୍ୟାରେଣ୍ଟି ସହିତ ଅନେକ ଦାବି ସହିତ ଚାଷୀ ସଂଗଠନ ପୁଣି ଥରେ ଦିଲ୍ଲୀ ଫେରିବାକୁ ଯୋଜନା କରୁଛନ୍ତି। ସୋମବାର ଜନ୍ତର ମନ୍ତରରେ ଚାଷୀଙ୍କ ବିରୋଧ ଡାକରା ପୂର୍ବରୁ ଦିଲ୍ଲୀ-ହରିୟାଣାକୁ ସଂଯୋଗ କରୁଥିବା…
ନାଁ ବଦଳାଇବେ ଆଲିଆ
ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଖୁବ୍ଶୀଘ୍ର ତାଙ୍କ ନାଁ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଆଲିଆ ତାଙ୍କ ନାଁରେ ସ୍ବାମୀ ରଣବୀର କପୁରଙ୍କ ସର୍ନେମ ଯୋଡ଼ିବେ। ଆଲିଆ-ରଣବୀର ୨୦୨୨ ଏପ୍ରିଲରେ ବିବାହ କରିଥିଲେ। ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ସେଟ୍ରେ ଏକାଠି କାମ କରୁଥିବାବେଳେ ସେମାନେ…
ଏସପିଜିରେ ସାମିଲ ହେବେ ଦେଶୀ କୁକୁର ପ୍ରଜାତି…
ନୂଆଦିଲ୍ଲୀ, ୨୧।୮ : ପ୍ରଧାନମନ୍ତ୍ରୀ ତଥା ରାଷ୍ଟ୍ରପତିଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ସ୍ବତନ୍ତ୍ର ସୁରକ୍ଷା ଦଳ (ଏସପିଜି) କର୍ନାଟକର ଏକ ଦେଶର ପ୍ରଜାତିର କୁକୁର ମୁଧୋଲ ହାଉଣ୍ଡକୁ ତାଲିମ ପାଇଁ ଚୟନ କରାଯାଇଛି। ଏହି ପ୍ରଜାତି ଏସପିଜି ବାହିନୀରେ ସାମିଲ ହେବ…
ଗାଜିପୁର ବର୍ଡରରେ ରାକେଶ ଟିକାଏତ ଗିରଫ, ବିକେୟୁ ସଦସ୍ୟଙ୍କୁ ସତର୍କ ରହିବାକୁ ସୂଚନା…
ନୂଆଦିଲ୍ଲୀ, ୨୧।୮ : ଦିଲ୍ଲୀର ଗାଜିପୁର ବର୍ଡରରେ ଭାରତୀୟ କିଷାନ ୟୁନିଅନ(ବିକେୟୁ)ର ଜାତୀୟ ମୁଖପାତ୍ର ଚୌଧୁରୀ ରାକେଶ ଟିକାଏତଙ୍କୁ ଗିରଫ କରାଯାଇଛି। ତାଙ୍କ ଗିରଫ ହେବା ପରେ ସମସ୍ତ ବିକେୟୁ ସଦସ୍ୟଙ୍କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି। ସୂଚନା…
ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍କା, ଆନନ୍ଦ ଶର୍ମା ଦେଲେ ଇସ୍ତଫା…
ନୂଆଦିଲ୍ଲୀ, ୨୧।୮ : ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍କା ମିଳିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଆନନ୍ଦ ଶର୍ମା ରବିବାର ଦିନ ଦଳର ପରିଚାଳନା କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ…
ପୁଣି ଆରମ୍ଭ ହେବ କମେଡି କିଙ୍ଗ୍ଙ୍କ ଶୋ’
ମୁମ୍ବାଇ: ଦେଶର ସବୁଠାରୁ ଲୋକପ୍ରିୟ କମେଡି ଶୋ’ ‘ଦ କପିଲ ଶର୍ମା ଶୋ’ର ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଦୀର୍ଘଦିନର ବ୍ୟବଧାନ ପରେ ପୁଣି ଆରମ୍ଭ ହେବ ଏହି ଶୋ’। ଶୋ’ର ଜଜ୍ ଅର୍ଚ୍ଚନା ପୁରନସିଂ ତାଙ୍କ ସୋସିଆଲ ମିଡିଆ…
ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେଲେ ଦୀପକ
ହରାରେ,୨୧।୮: ଦ୍ୱିତୀୟ ଦିନିକିଆରେ ଭାରତ ଆୟୋଜକ ଜିମ୍ବାୱେକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରେ ୨-୦ ଅଗ୍ରଣୀ ହାସଲ କରିଛି। ଯଦିଓ ସିରିଜ ଟିମ ଇଣ୍ଡିଆ ଏହାର ନାମ ଜିତିଛି।…
ଗହମ ଆମଦାନୀର ଆବଶ୍ୟକତା ନାହିଁ, ଭାରତ ପାଖରେ ରହିଛି ପର୍ଯ୍ୟାପ୍ତ ଷ୍ଟକ୍…
ନୂଆଦିଲ୍ଲୀ, ୨୧।୮ : ଗହମ ଆମଦାନୀ ରିପୋର୍ଟକୁ କେନ୍ଦ୍ର ସରକାର ଖଣ୍ଡନ କରିଛନ୍ତି। ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗ କହିଛି, ଭାରତ ଗହମ ଆମଦାନୀ କରିବା ପାଇଁ ସେପରି କୌଣସି ଯୋଜନା ନାହିଁ। ଆମର ଘରୋଇ ଆବଶ୍ୟକତା ପୂରଣ କରିବା…
ପାଣିରୁ ବାହାରି ଭୂମିରେ ବୁଲିଲା ଶାର୍କ, ବୈଜ୍ଞାନିକ ଆଶ୍ଚର୍ଯ୍ୟ
ପ୍ରକୃତି ଏହାର ରୂପ ବଦଳାଇବା ଭଳି ଜୀବମାନେ ମଧ୍ୟ ସେମାନଙ୍କର ଗତିବିଧି ବାସସ୍ଥାନ ପରିବର୍ତ୍ତନ କଲେଣି। ଏପରିକି ଭୂମିରେ ବାସ କରୁଥିବା ଜୀବମାନେ ପାଣିରେ ଚାଲୁଥିବା ବେଳେ ପାଣିରେ ବଞ୍ଚି ରହୁଥିବା ଜୀବମାନେ ଭୂମିରେ ବୁଲିଲେଣି। ଶାର୍କ ଏମିତି ଏକ ଜୀବ…
ଗଛରେ ଏମିତି ଚଢୁଛି ଅଜଗର, ଭିଡିଓ ଦେଖିଲେ…
ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏଥିରୁ କିଛି ଭିଡିଓ ମନୋରଞ୍ଜନର ଖୋରାକ ଯୋଗାଉଥିବା ବେଳେ ଆଉ କିଛି ଭିଡିଓ ଅତ୍ୟନ୍ତ ଭୟଙ୍କର ହୋଇଥାଏ। ଏବେ ସେମିତି ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯାହାକୁ…
ମେହବୁବା ପୁଣି ନଜର ବନ୍ଦୀ, ଘର ସମ୍ମୁଖରେ ସିଆର୍ପିଏଫ୍ ଗାଡ଼ି…
ଶ୍ରୀନଗର, ୨୧।୮ : ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କୁ ପୁଣି ଥରେ ନଜର ବନ୍ଦୀ ରଖାଯାଇଛି। ସେ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଏହା ସହ ମେହବୁବା ମୁଫତି କାଶ୍ମୀରୀ ପଣ୍ଡିତଙ୍କ ଅବସ୍ଥା…
ଜୟଲଳିତାଙ୍କ ଚିକିତ୍ସାରେ ହୋଇ ନ ଥିଲା କୌଣସି ଅବହେଳା, ବହୁ ଶାରୀରିକ ସମସ୍ୟା ଭୋଗୁଥିଲେ…
ଚେନ୍ନାଇ, ୨୧।୮ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଏମ୍ସ ପ୍ୟାନେଲ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଚିକିତ୍ସାରେ କୌଣସି ଅବହେଳା ହୋଇ ନଥିବା କହିଛନ୍ତି। ଏମ୍ସ ଡାକ୍ତରମାନେ କହିଛନ୍ତି ଯେ ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ଜୟଲଳିତା ଡାଇବେଟିସ, ମୁଣ୍ଡ ବୁଲାଇବା,…

