Home

ଜୟଲଳିତାଙ୍କ ଚିକିତ୍ସାରେ ହୋଇ ନ ଥିଲା କୌଣସି ଅବହେଳା, ବହୁ ଶାରୀରିକ ସମସ୍ୟା ଭୋଗୁଥିଲେ…

ଚେନ୍ନାଇ, ୨୧।୮ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଏମ୍ସ ପ୍ୟାନେଲ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଚିକିତ୍ସାରେ କୌଣସି ଅବହେଳା ହୋଇ ନଥିବା କହିଛନ୍ତି। ଏମ୍ସ ଡାକ୍ତରମାନେ କହିଛନ୍ତି ଯେ ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ଜୟଲଳିତା ଡାଇବେଟିସ, ମୁଣ୍ଡ ବୁଲାଇବା,…

ଚାଇନାରେ ରେକର୍ଡ ଭାଙ୍ଗିଲା ତାପମାତ୍ରା, ରେଡ୍‌ ଆଲର୍ଟ ଜାରି

ବେଜିଂ,୨୧ା୮: ଚାଇନାରେ ରେକର୍ଡ ଭାଙ୍ଗିଛି ତାପମାତ୍ରା। ଏନେଇ ଦେଶରେ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏହି ଚେତାବନୀ ସବୁଠାରୁ ଭୟଙ୍କର ବୋଲି କୁହାଯାଉଛି। ଦେଶର ଗାନସୁ, ଶାନସି, ହେନାନ, ଅନ୍‌ହୁଇ ଏବଂ ଅନ୍ୟାନ୍ୟ କେତେକ ଅଞ୍ଚଳରେ ଅଧିକ ତାପମାତ୍ରା ଅନୁଭୂତ ହେବ…

ଅଶାନ୍ତ ଭୀମକୁଣ୍ଡ, ସେଲ୍‌ଫି ଉଠାଉଛନ୍ତି ଅମାନିଆ

ପାଟଣା,୨୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଘାଟ ବାଲିଯୋଡ଼ି ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଲଘୁଚାପ ବର୍ଷା ଯୋଗୁ ଫୁଲୁଛି ବୈତରଣୀ ଆଉ ଭୀମକୁଣ୍ଡ ଏବେ ଅଶାନ୍ତ ହୋଇପଡ଼ିଛି । କିଛି ଦିନ ତଳେ ଭୀମକୁଣ୍ଡରେ ମାଛ ଧରିବାକୁ ଯାଇ ଜଣେ ଯୁବକ…

ପ୍ରତିଦିନ ଆରମ୍ଭ ହେଉଛି ସିବିଆଇ-ଇଡ଼ିର ନୂଆ ଖେଳ, ଦେଶର ବିକାଶ କିପରି ହେବ ସମ୍ଭବ…

ନୂଆଦିଲ୍ଲୀ, ୨୧।୮ : ଦିଲ୍ଲୀର ନୂତନ ଅବକାରୀ ନୀତିକୁ ନେଇ ରାଜନୀତି ଜୋରଦାର ହେବାରେ ଲାଗିଛି। ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କେନ୍ଦ୍ର ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ରବିବାର ସେ ଟୁଇଟ୍‌ କରି କହିଛନ୍ତି ଯେ ଯେଉଁ ସମୟରେ…

ଆତଙ୍କବାଦୀଙ୍କ ଟାର୍ଗେଟରେ ପଞ୍ଜାବର ୧୦ ରାଜନେତା, କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସି ପକ୍ଷରୁ ସତର୍କ ସୂଚନା ଜାରି…

ଚଣ୍ଡିଗଡ଼, ୨୧।୮ : ପଞ୍ଜାବର ୧୦ ଜଣ ରାଜନେତାଙ୍କୁ ହତ୍ୟା କରିବା ପାଇଁ ଆତଙ୍କqବାଦୀ ସଂଠନ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସି ପକ୍ଷରୁ ଏନେଇ ଏକ ସତର୍କ ସୂଚନା ଜାରି କରାଯାଇଛି। ସୂଚନାନୁସାରେ, ଗୁପ୍ତଚର ଏଜେନ୍ସି ପକ୍ଷରୁ ପଞ୍ଜାବ…

ମୁଖ୍ୟମନ୍ତ୍ରୀ ପଦରୁ ହେମନ୍ତ ହଟିବା ଆଶଙ୍କା, ୨ ସପ୍ତାହ ମଧ୍ୟରେ ଆସିବ ଇସିଙ୍କ ନିଷ୍ପତ୍ତି…

ରାଞ୍ଚି, ୨୧।୮ : ଖଣି ଲିଜ ମାମଲାରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମ୍ପୃକ୍ତି ସମ୍ପର୍କରେ ଆସନ୍ତା ୨ ସପ୍ତାହ ମଧ୍ୟରେ ନିର୍ବାଚନ ଆୟୋଗ(ଇସି) ଏହାର ରାୟ ପ୍ରଦାନ କରିବାର ସମ୍ଭାବନା ରହିଛି। ସୂଚନାନୁସାରେ, ଯଦି ହେମନ୍ତ ସୋରେନଙ୍କ ବିରୋଧରେ ଆସିଥିବା…

ଆସାମ ପୋଲିସକୁ ସଫଳତା, ଅଲକାଇଦା-ଏବିଟିର ୨ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ…

ଗୁଆହାଟୀ, ୨୧।୮ : ଆସାମ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଶନିବାର ବିଳମ୍ବିତ ରାତିରେ ଦୁଇଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ ଅଧିକାରୀ କହିଛନ୍ତି। ଅଲକାଇଦା ଇଣ୍ଡିଆନ ସବକଣ୍ଟିନେଣ୍ଟ (ଏକ୍ୟୁଆଇଏସ) ଏବଂ ଅନସରୁଲ୍ଲା ବାଂଲା ଟିମ୍‌ (ଏବିଟି)…

ଲର୍ଡସ୍‌ ମ୍ୟାଚ ପରେ ଅବସର ନେଇପାରନ୍ତି ଝୁଲଣ

କୋଲକାତା, ୨୧ା୮: ମହିଳା ଅନ୍ତର୍ଜାତୀୟ କ୍ରିକେଟର, ଅଗ୍ରଣୀ ଉଇକେଟ ହାସଲକାରୀ ଭେଟେରାନ ଭାରତୀୟ ବୋଲର ଝୁଲଣ ଗୋସ୍ବାମୀ ଲଡର୍‌ସଠାରେ ସେପ୍ଟେମ୍ବର ୨୪ରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆରେ ତାଙ୍କର ଅବସର ଘୋଷଣା କରିବେ ବୋଲି ଏକ…

ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ସିସୋଦିଆ, ନାଟକ ବନ୍ଦ କରନ୍ତୁ, ମତେ ଯେଉଁଠିକି ଡାକିବେ ମୁଁ ସେଠାକୁ ଯିବି…

ନୂଆଦିଲ୍ଲୀ, ୨୧।୮ : ଦିଲ୍ଲୀ ନୂତନ ଅବକାରୀ ନୀତି ଦୁର୍ନୀତି ମାମଲାରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଦେଶ ଛାଡିବାକୁ ବାରଣ କରାଯାଇଛି। ତାଙ୍କ ବିରୋଧରେ ସିବିଆଇ ଲୁକ ଆଉଟ ସର୍କୁଲାର୍‌ ନୋଟିସ ଜାରି କରିଛି। ନ୍ୟୁଜ ଏଜେନ୍ସି ଏଏନଆଇ ଅନୁଯାୟୀ, ଦିଲ୍ଲୀର…

ଭାରତ-ପ୍ରଶାନ୍ତ ମହାସାଗରରେ ଚାଇନାର ବେଆଇନ ମାଛଧରାରେ ଲାଗିବ ରୋକ…

ଓ୍ବାଶିଂଟନ, ୨୧।୮ : ଭାରତ-ପ୍ରଶାନ୍ତ ମହାସାଗରରେ ଚାଇନା ବେଆଇନ ଭାବେ ମାଛ ଧରିବା ଜାରି ରଖିଛି। ଏହା ଦ୍ୱାରା ଚାଇନା ବେଶ୍‌ ଲାଭାନ୍ବିତ ହେଉଛି। ଏହି ଅଞ୍ଚଳରେ ଥିବା ଛୋଟ ଛୋଟ ଦେଶଙ୍କ ପକ୍ଷରୁ ଏନେଇ ଆପତ୍ତି କରାଯାଉଥିଲେ ମଧ୍ୟ ଚାଇନା…

ଜୈବିକ ଆକ୍ରମଣ ଆଶଙ୍କାରେ ତାଇଓ୍ବାନ

ତାଇପେଇ, ୨୧ା୮: ଚାଇନା-ତାଇଓ୍ବାନ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଥିବାବେଳେ ବେଜିଂ ଏହି ଦ୍ୱୀପରାଷ୍ଟ୍ର ଉପରେ ଜୈବିକ ଅସ୍ତ୍ର ପ୍ରୟୋଗ କରିପାରେ ବୋଲି ତାଇପେଇ ଆଶଙ୍କା କରିଛି। କରୋନା ଭୂତାଣୁ ଚାଇନାର ଉହାନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିରୁ ସୃଷ୍ଟି କରାଯାଇଥିବା ଦାବି କରାଯାଉଥିବାବେଳେ…

ଅଭିଯୋଗ ପ୍ରମାଣିତ ହେଲେ ମୋ ସମ୍ପତ୍ତି ଲାଲୁଙ୍କୁ ଉପହାରରେ ଦେଇଦେବି ବୋଲି କହିଲେ ସୁଶୀଲ ମୋଦି…

ପାଟନା,୨୧।୮ : ବିହାରରେ ମହାମେଣ୍ଟ ସରକାର ଗଠନ ହେବା ପରେ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ଭାଜପା, ଆରଜେଡି ଏବଂ ଜେଡିୟୁ ନେତାଙ୍କ ମଧ୍ୟରେ ବାକ୍ୟ ଯୁଦ୍ଧ ମଧ୍ୟ ଆରମ୍ଭ ହୋଇଛି। ଏହି କାଦୁଅ ଫିଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?