Home

ବନ୍ୟାଜଳରେ ବନ୍ୟଜନ୍ତୁ: ଟାପୁରେ ଫସିିଛନ୍ତି ହରିଣ

ମାଲକାନଗିରି,୧୮ା୭ (ଡି.ଏନ୍‌.ଏ.): ପ୍ରବଳ ବର୍ଷା ଯୋଗୁ ଗତ ୬ଦିନ ଧରି ଓଡ଼ିଶା ସହ ଆନ୍ଧ୍ର ପ୍ରଦେଶ ବନ୍ୟାରେ ପ୍ରଭାବିତ ହୋଇଛି। ଏହି ବନ୍ୟାରେ ଅନେକ ଘରଦ୍ୱାର, ଚାଷଜମି ନଷ୍ଟ ହୋଇଥିବା ବେଳେ ଏଥିରୁ ବାଦ ପଡିନାହାନ୍ତି ବନ୍ୟଜନ୍ତୁ। ଏପରି ଏକ ଦୃଶ୍ୟ…

ପାଣି ଘେରରେ ୨୦ରୁ ଊର୍ଦ୍ଧ୍ୱ ଗାଁ 

ବାଲୁଗାଁ ,୧୮ା୭(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ଚିଲିକା ବ୍ଲକ ଅଧୀନ ୨୦ରୁ ଊର୍ଦ୍ଧ୍ୱ ଗ୍ରାମ ଜଳବନ୍ଦୀରେ ରହିଥିବା ବେଳେ ଏକାଧିକ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ବର୍ଷା ଜଳ ଘରେ ପଶିବାରୁ ଲୋକଙ୍କ ଜୀବନ ବିପନ୍ନ ହୋଇପଡ଼ିଛି। ଆଙ୍କୁଲା ପଞ୍ଚାୟତର ପାଇକକୁଶଡ଼ିହ,…

ବର୍ଷାରେ ଧୋଇଗଲା ରାସ୍ତା: ପାଣ୍ଡିଆବିଲି, ବୁଢ଼ାଙ୍ଗରା ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

ଖୋର୍ଦ୍ଧା ଅଫିସ/ଜଟଣୀ/ବାଣପୁର, ୧୮ା୭(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ଦୟାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବର୍ଷାରେ ଜଟଣୀ ବ୍ଲକର ପାଣ୍ଡିଆବିଲି ଓ ବୁଢ଼ାଙ୍ଗରା ଗ୍ରାମକୁ ସଂଯୋଗ କରୁଥିବା ଏକ ଅସ୍ଥାୟୀ ରାସ୍ତା ଧୋଇଯାଇଛି। ୨୦ଫୁଟର ଘାଈ ସୃଷ୍ଟି ହେବା ସହ ପାଣି ପ୍ରବାହିତ…

ମହିଳାଙ୍କ ବୁଲିବା ଉପରେ ପାକିସ୍ତାନରେ କଟକଣା ଦାବି କଲା ଜିରଗା ପରିଷଦ…

ଇସଲାମାବାଦ,୧୮।୭: ପାକିସ୍ତାନରେ ମହିଳାଙ୍କ ଅଧିକାର ଉପରେ ନିରନ୍ତର ପହରା ଲଗା ଯାଉଛି। ନିକଟରେ ପାକିସ୍ତାନର ଏକ ଆଦିବାସୀ ପରିଷଦ ଜିରଗା ମହିଳାମାନଙ୍କୁ ପର୍ଯ୍ୟଟନ ଏବଂ ମନୋରଞ୍ଜନ ପାଇଁ ସର୍ବସାଧାରଣ ସ୍ଥାନ ପରିଦର୍ଶନ କରିବାକୁ ବାରଣ କରିଛି। ପରିଷଦ ଏହାକୁ ଅନୈତିକ ଏବଂ…

ମାଳବନ୍ଧରେ ୭୫ ଫୁଟର ଘାଇ

ନୟାଗଡ଼ ଅଫିସ,୧୮ା୭: ଲଘୁଚାପଜନିତ ବର୍ଷାରେ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଶନିବାର ରାତିରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷାରେ ଲୁଣିଝରା, କୁସୁମୀ ପରୀ ନଦୀରେ ବନ୍ୟା ଆସିଛି। ନୟାଗଡ଼ ବ୍ଲକର ବାଲିକୁଦିଆରେ ଲୁଣିଝରା ନଦୀ ମାଳବନ୍ଧରେ…

୩ ଚାଇନା ନାଗରିକଙ୍କ ନାଁରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଭାରତ ସମେତ ବିଭିନ୍ନ ଦେଶରେ କ୍ରେଡିଟ୍‌ ଗୋଲ୍ଡ ଲୋନ ଆପ୍‌ ସମେତ ଅନ୍ୟାନ୍ୟ ଲୋନ ଆପ୍‌ରେ ହୋଇଥିବା ବଡ଼ଧରଣର ଠକେଇ ଓ ନିର୍ଯାତନା ମାମଲାରେ ମାଷ୍ଟରମାଇଣ୍ଡ ଥିବା ୩ ଚାଇନା ନାଗରିକଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଚିହ୍ନଟ…

ଦୁଇ ଅଧିକାରୀଙ୍କୁ ବରଖାସ୍ତ କଲେ ଜେଲେନସ୍କି, ରୁଷିଆକୁ ସହଯୋଗ ଅଭିଯୋଗ…

କ୍ୱିଭ୍‌,୧୮।୭ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରୁଷିଆକୁ ସହଯୋଗ କରୁଥିବା ଅଭିଯୋଗ ଆଧାରରେ ଦେଶର ଏଜେନ୍ସିର ଦୁଇଜଣ ଅଧିକାରୀଙ୍କୁ ବରଖାସ୍ତ କରିଛନ୍ତି। ଜେଲେନସ୍କି ଦେଶର ଘରୋଇ ସୁରକ୍ଷା ଏଜେନ୍ସିର ମୁଖ୍ୟ ଇଭାନ ବକାନୋଭ ଏବଂ ଦେଶର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଇରିନା…

୧୯ ଜୁଲାଇରେ ୮୨ ପ୍ରାଣୀ ସଞ୍ଜିବନୀ ଆମ୍ବୁଲାନ୍ସ୍‌ ଶୁଭାରମ୍ଭ କରିବେ ସରକାର…

ବେଙ୍ଗାଲୁରୁ,୧୮।୭ : କର୍ନାଟକରେ ରାଜ୍ୟ ସରକାର ପ୍ରାଣୀ ସଞ୍ଜିବନୀ ଆମ୍ବୁଲାନ୍ସ୍‌ ଶୁଭାରମ୍ଭ କରିବେ । ଏନେଇ ରାଜ୍ୟ ପଶୁପାଳନ ମନ୍ତ୍ରୀ ପ୍ରଭୁ ଚୌହ୍ବାନ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ଗୋହତ୍ୟା ନିୟମ ନିଷେଧାଦେଶ ଲାଗୁ ହେବା ପରେ ଇତିମଧ୍ୟରେ ୨୦ ହଜାରରୁ…

ରିପୋର୍ଟ ସ୍ପଷ୍ଟ କଲା ‘ଦୂଷିତ ପାଣି’

ରାୟଗଡ଼ା ଅଫିସ,୧୮ା୭: ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତିରେ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ୩୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ଏବେ ସମଗ୍ର ରାଜ୍ୟରେ ଚିନ୍ତାର ବିଷୟ ହୋଇଛି। ବିଧାନସଭାରେ ଏହି ପ୍ରସଙ୍ଗ ଉଠିବା ପରେ କାଶୀପୁର…

ଆଜି ୭ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହିତ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଆଇସିଏସ୍‌ଇ ଦଶମ ପାସ୍‌ ହାର ୯୯.୯୭%: ଓଡ଼ିଶାର ୪ଜଣ ରାଜ୍ୟ ଟପ୍ପର

ଭୁବନେଶ୍ୱର,୧୮।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୯୯.୯୭% ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୯.୯୮% ଥିବାବେଳେ ଛାତ୍ରଙ୍କ ପାସ୍‌ ହାର…

ନଗଡ଼ା ଶିଶୁ ମୃତ୍ୟୁ ଘଟଣା: ତଥ୍ୟ ନ ଦେବାରୁ ୨୫ ହଜାର ଜରିମାନା

ଯାଜପୁର ଅଫିସ,୧୮ା୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ ନଗଡ଼ାରେ ଶିଶୁ ମୃତ୍ୟୁ ଘଟଣା ପରେ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ତଥାପି ନଗଡ଼ାରେ ବାଲ୍ୟ ବିବାହ ସାଙ୍ଗକୁ ପୁଷ୍ଟିହୀନତା ଶତପ୍ରତିଶତ ହ୍ରାସ ପାଇନାହିଁ। ଏହିକ୍ରମରେ ପ୍ରଦୀପ ପ୍ରଧାନ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri