Home

ନାଗାବଳୀ ମଝିରେ ଫସିଲେ ଦୁଇ ପର୍ଯ୍ୟଟକ

ରାୟଗଡ଼ା ଅଫିସ,୧୭ା୭: ରାୟଗଡ଼ା ଜିଲା ନାଗାବଳୀ ନଦୀ ମଝିରେ ଦୁଇ ପର୍ଯ୍ୟଟକ ଫସି ରହିଛନ୍ତି। ନଦୀ ମଝିରେ ଏକ ପଥରେ ଉପରେ ଦୁହେଁ ଫସି ରହିଥିବା ଦେଖିବାକୁ ମିଳିଛି। ଉଭୟ ପର୍ଯ୍ୟଟକ କାଶୀପୁର ବ୍ଲକ ପୋଡ଼ାପାଡ଼ି ଅଞ୍ଚଳର। ସହରର ଝୁଲାପୋଲ ନିକଟରେ…

କର ବା ମର ମ୍ୟାଚ୍‌ରେ ଟସ୍‌ ଜିତିଲା ଭାରତ

ଲଣ୍ଡନ,୧୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ ଆଜି ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି…

ଦୁଇ ବ୍ୟକ୍ତି ନୁହେଁ ବୁଇ ବିଚାରଧାରାର ଲଢ଼େଇ, ଭୋଟ ପାଇଁ ଅପିଲ କଲେ ଯଶଓ୍ବନ୍ତ…

ନୂଆଦିଲ୍ଲୀ,୧୭।୭ : ସୋମବାର ଦେଶରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀଦଳଙ୍କ ଦ୍ୱାରା ପ୍ରାର୍ଥୀ ହୋଇଥିବା ଯଶବନ୍ତ ସିହ୍ନା ରବିବାର ସମସ୍ତ ରାଜନୈତିକ ଦଳକୁ ତାଙ୍କୁ ଭୋଟ ଦେବାକୁ ଅନ୍ତିମ ଆବେଦନ କରିଛନ୍ତି। ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ…

ଜାଣନ୍ତି କି ମୋବାଇଲରେ କାହିଁକି ରହିଥାଏ ଏତେ ଛିଦ୍ର

ଆଜିର ସମୟରେ ମୋବାଇଲ ଯେମିତି ଅତ୍ୟାବଶ୍ୟକୀୟ ସାମଗ୍ରୀ ପାଲଟିଛି। ଧନୀଠାରୁ ଆରମ୍ଭ କରି ମଧ୍ୟବିତ୍ତ, ଗରିବ ସମସ୍ତେ ଏହାକୁ ବ୍ୟବହାର କରୁଛନ୍ତି। ଏବେ ସ୍ମାର୍ଟଫୋନର କ୍ରେଜ ବଢ଼ିବା ସହିତ ଟେକ୍ନୋଲୋଜି ମଧ୍ୟ ବଦଳୁଛି। ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ନିର୍ମାତାମାନେ ଫୋନ୍‌ରେ…

କୋହଲିଙ୍କୁ ପଛରେ ପକାଇଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌

କଲମ୍ବୋ,୧୭।୭: ଶ୍ରୀଲଙ୍କା ବିପକ୍ଷ ଗାଲେ ଟେଷ୍ଟରେ ପାକିସ୍ତାନର ସ୍ଥିତି ଖରାପ ରହିଛି। ପ୍ରଥମ ଇନିଂସରେ ଶ୍ରୀଲଙ୍କା ୨୨୨ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପାକିସ୍ତାନ ୯ ଉଇକେଟ ହରାଇ ଏପର୍ଯ୍ୟନ୍ତ ୧୭୬ ରନ୍‌ କରିଛି। ପାକିସ୍ତାନ ପକ୍ଷରୁ ଅଧିନାୟକ ବାବର…

ସିଙ୍ଗାପୁର ଯାତ୍ରାକୁ ଅନୁମତି ନ ଦେବା ଅନ୍ୟାୟ, ମୋଦିଙ୍କୁ ଚିଠି ଲେଖିଲେ କେଜ୍ରିଓ୍ବାଲ…

ନୂଆଦିଲ୍ଲୀ,୧୭।୭ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି କହିଛନ୍ତି ଯେ ତାଙ୍କୁ ଭାରତର ପ୍ରତିନିଧିତ୍ୱ କରିବାକୁ ସିଙ୍ଗାପୁର ଯିବାକୁ ଅନୁମତି ନଦେବା ଅନ୍ୟାୟ। କେଜ୍ରିୱାଲଙ୍କୁ…

ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅନୁପସ୍ଥିତି ନେଇ କଂଗ୍ରେସର ପ୍ରଶ୍ନ…

ନୂଆଦିଲ୍ଲୀ,୧୭।୭ : ସୋମବାରଠାରୁ ଆରମ୍ଭ ହେବାକୁ ଥିବା ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ସରକାରଙ୍କ ପକ୍ଷରୁ ରବିବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଏହି ବୈଠକରେ ସରକାରଙ୍କ ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ରାଜ୍ୟ ସଭା ଭାଜପା ନେତା ପୀୟୁଷ…

ଦମ୍ପତିଙ୍କ ଆତ୍ମହତ୍ୟା

ଯାଜପୁର ଅଫିସ,୧୭ା୭: ଯାଜପୁର ଜିଲା ଯାଜପୁରରୋଡ୍‌ ଥାନା ଅନ୍ତର୍ଗତ ଦଳା ଶିବମନ୍ଦିର ନିକଟସ୍ଥ ଏକ ଭଡ଼ାଘରୁ ରବିବାର ପୂର୍ବାହ୍ନରେ ଦମ୍ପତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ କରାଯାଇଛି। ମୃତକ ହେଲେ ଶଙ୍କର ଦୟାଲ ନାୟକ(୨୭) ଏବଂ ତାଙ୍କ ସ୍ତ୍ରୀ। ତାଙ୍କ ଘର…

ଡ୍ରେନ୍‌ ସୁବିଧା ନାହିଁ, ପାଣିଘେରରେ ବହୁ ପରିବାର

ଭୁବନେଶ୍ୱର,୧୭ା୭(ବ୍ୟୁରୋ): କୌଣସି ଗାଁ ଗଣ୍ଡାର ଦୃଶ୍ୟ ନୁହେଁ, ଖୋଦ୍‌ ରାଜଧାନୀର ଜଳବନ୍ଦୀ ଦୃଶ୍ୟ ଦେଖିଲେ ମନରେ ନାନା ପ୍ରଶ୍ନ ଉଙ୍କିମାରେ। ସ୍ମାର୍ଟସିଟି ହୋଇଥିବା ଭୁବନେଶ୍ୱରର ଅନେକ ଓ୍ବାର୍ଡ ଆଜି ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଯାଇଛି। ରାସ୍ତା ଏବଂ ଡ୍ରେନ୍‌ ସୁବିଧା…

ଘରେ ଅଶାନ୍ତି ଲାଗି ରହୁଛି କି? ଆପଣାନ୍ତୁ କେତୋଟି ବାସ୍ତଟିପ୍ସ

ଏମିତି କେତୋଟି ବାସ୍ତୁଟିପ୍ସ ରହିଛି, ଯାହାକୁ ଆପଣାଇ ଘରେ ସୁଖଶାନ୍ତି ବୃଦ୍ଧି କରିହେବ। ତା’ସାଙ୍ଗକୁ ସମ୍ପର୍କରେ ମଧ୍ୟ ନିବିଡିତା ଅଣାଯାଇପାରିବ। ଯେମିତିକି: * ସପ୍ତାହରେ ଥରେ ହେଉନା କାହିଁକି ଝୁଣା ଧୂପ ଦେଲେ ଘରେ ସୁଖଶାନ୍ତି ବୃଦ୍ଧି ହୋଇଥାଏ ବୋଲି ବିଶ୍ୱାସ…

ଭାରତକୁ ବଡ଼ ସଫଳତା: ୨୦୦ କୋଟି ଅତିକ୍ରମ କଲା ଟିକାକରଣ

ନୂଆଦିଲ୍ଲୀ,୧୭।୭: କରୋନା ଟିକାକରଣରେ ଭାରତ ବଡ଼ ସଫଳତା ହାସଲ କରିଛି। ଟିକାକରଣରେ ବର୍ତ୍ତମାନ ଭାରତ ୨୦୦ କୋଟି ଅତିକ୍ରମ କରିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ ରବିବାର ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ପାୟ ୯୮% ବୟସ୍କ…

ବିମାନରେ ରୋମାଣ୍ଟିକ୍‌ ହେଲେ ଏହି ଦମ୍ପତି

ମୁମ୍ବାଇ: ଛୋଟ ପରଦାର ସଂସ୍କାରୀ ବୋହୂ ଦିଶା ପରମାର ଆଜିକାଲି ତାଙ୍କ ଦ୍ୱିତୀୟ ହନିମୁନ୍‌ରେ ଯାଇଛନ୍ତି। ସ୍ବାମୀ ରାହୁଲ ବୈଦ୍ୟଙ୍କ ସହ ଦିଶାଙ୍କ ଅନେକ ଅନ୍ତରଙ୍ଗ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପ୍ରଶଂସକମାନେ ସେମାନଙ୍କର ପ୍ରିୟ ଅଭିନେତ୍ରୀଙ୍କ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri