Home

ସିସୋଡିଆଙ୍କ ଘରେ ସିବିଆଇ ଚଢ଼ାଉ ପରେ ୧୨ ଆଇଏଏସ୍‌ ଅଧିକାରୀଙ୍କୁ ବଦଳି

ନୂଆଦିଲ୍ଲୀ,୨୦।୮: ଦିଲ୍ଲୀରେ ଅନେକ ଆଇଏଏସ୍‌ ଅଧିକାରୀଙ୍କୁ ବଦଳି କରାଯାଇଛି। ଏକ୍ସାଇଜ ସ୍କାମ୍‌ ମାମଲାରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ବାସଭବନରେ ସିବିଆଇ ଶୁକ୍ରବାର ଚଢ଼ାଉ କରିଥିଲା। ତେବେ ଚଢ଼ାଉର କିଛି ଘଣ୍ଟା ପରେ ଶୁକ୍ରବାର ୧୨ ଆଇଏଏସ୍‌ ଅଧିକାରୀଙ୍କୁ ବଦଳି କରାଯାଇଛି। ଦିଲ୍ଲୀ…

୧୪ ଘଣ୍ଟାର ଅପରେଶନ୍‌: ସମସ୍ତ ଆତଙ୍କବାଦୀ ନିହତ

ମୋଗାଦିଶୁ,୨୦।୮: ଦୀର୍ଘ ୧୪ଘଣ୍ଟା ପରେ ସୋମାଲିଆ ରାଜଧାନୀ ମୋଗାଦିଶୁର ହୋଟେଲ ହୟାତର ଅପରେଶନ୍‌ ଶେଷ ହୋଇଛି। ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଏଥିସହ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ ହୋଇଛି। ମିଳିଥିବା ସଦ୍ୟ ସୂଚନା ଅନୁସାରେ, ସୁରକ୍ଷାକର୍ମୀମାନେ ହୋଟୋଲକୁ…

ଦୁଇଚାରି ଦିନରେ ମୋତେ ଗିରଫ କରାଯିବ, ହେଲେ ୨୦୨୪ ନିର୍ବାଚନ ହେବ ମୋଦି ବନାମ କେଜରିୱାଲ: ସିସୋଡିଆ

ନୂଆଦିଲ୍ଲୀ,୨୦ ।୮: ସିବିଆଇ ଚଢାଉକୁ ନେଇ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଶନିବାର ଗଣମାଧ୍ୟମକୁ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି । ସେ ସିଧାସଳଖ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ସିବିଆଇ-ଇଡିର ଭୟ ଦେଖାଉଛି…

ସୋମାଲିଆରେ ବଡ଼ ଆତଙ୍କବାଦୀ ଆକ୍ରମଣ: ୧୫ ମୃତ, ଅନେକ ଆହତ

ସୋମାଲିଆ ରାଜଧାନୀ ମୋଗାଦିଶୁରେ ଭାରତର ମୁମ୍ବାଇ ଭଳି ୨୬/୧୧ ଭଳି ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀ ସଂଗଠନ ଅଲ୍‌-କାଏଦା ସହ ଜଡ଼ିତ ଅଲ୍‌-ଶବାବର କିଛି ଆତଙ୍କବାଦୀମାନେ ଶନିବାର ମୋଗାଦିଶୁରେ ଥିବା ଏକ ହୋଟେଲ ହୟାତରେ ପଶି ଗୁଳି ଚଳାଇବା ସହ ବିସ୍ଫୋରଣ…

ଯୁବକଙ୍କୁ ହତ୍ୟାକଲେ ମାଓବାଦୀ

ନୂଆପଡ଼ା ଅଫିସ,୨୦ା୮: କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ସକ୍ରିୟ ହୋଇଛନ୍ତି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଗୁରୁବାର ରାତିରେ ନୂଆପଡା ଜିଲା ସୁନାବେଡା ଅଭୟାରଣ୍ୟରେ ଜଣେ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ସୂଚନା ମିଳିଛି। ମୃତକ ହେଲେ କୋମନା…

୬ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ

ବରଗଡ଼ ଅଫିସ୍‌,୨୦ା୮: ଉତ୍ତର ପ୍ରଦେଶ ରାଜ୍ୟ ସୋନଭଦ୍ର ଜିଲା ସୁଖହାରା ଗ୍ରାମର ଉଦୟ ଓରଫ ରାଜୁ ଗୌଡ଼। ସେ ଉକ୍ତ ଗ୍ରାମର ପଞ୍ଚମ ଗୌଡ଼ଙ୍କ ସାନପୁଅ। ଭାଇ ଭଉଣୀ ମଧ୍ୟରୁ ଉଦୟ ମଧ୍ୟମ ସନ୍ତାନ। ୨୦୧୬ରେ ସେ ଘରୁ ନିଖୋଜ ହୋଇ…

ଘର ଭାଙ୍ଗିଲେ, ୧୦ ଏକର ଫସଲ ନଷ୍ଟ କଲେ

ଲାଞ୍ଜିଗଡ଼,୨୦ା୮(ଡି.ଏନ.ଏ.): ଜଙ୍ଗଲୀ ହାତୀପଲ ଆସି କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ବନାଞ୍ଚଳ ଅଧୀନ କୁଟିଙ୍ଗପଦର ଗାଁରେ ହାତୀ ଉପଦ୍ରବ ଦେଖାଦେଇଛି। ଏଠାରେ ୩ ଜଣଙ୍କ ଘର ଭାଙ୍ଗି ଧାନ, ଚାଉଳ, ମାଣ୍ଡିଆ, କାନ୍ଦୁଲ ଖାଇ ନଷ୍ଟ କରିବା ସହ ଘରେ…

ମହାବୀର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ ହେବେ ୩ ପ୍ରତିଭା

ମ.ରାମପୁର,୨୦ା୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମହାବୀର (ଏମ୍‌ଏସ୍‌ଏ) ଭବାନୀପାଟଣା ପକ୍ଷରୁ ହେବାକୁ ଥିବା ଚଳିତ ବର୍ଷର ବାର୍ଷିକ ଉତ୍ସବରେ ମ.ରାମପୁରର ୩ ପ୍ରତିଭାଙ୍କୁ ସମ୍ବର୍ଦ୍ଧନା ଦିଆଯିବ ବୋଲି ଜଣାପଡ଼ିଛି। ତଦନୁସାରେ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଲଳିତ କଳା ଶିଳ୍ପୀ…

ସୁବର୍ଣ୍ଣପୁରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସୋନପୁର,୨୦ା୮(ନି.ପ୍ର.): ଗଡଜାତ ପରମ୍ପରା ଅନୁସାରେ ସୋନପୁର ଗଡଜାତ ଓ ପଞ୍ଚରା ଅଞ୍ଚଳର ଜନସାଧାରଣଙ୍କ ପାଇଁ ନୂଆଁଖାଇ ଲଗ୍ନ ଶୁକ୍ରବାର ସନ୍ଧ୍ୟାରେ ସୋନପୁର ଗଡଭିତର ଜଗନ୍ନାଥ ମନ୍ଦିର ପରିସରରେ ଧାର୍ଯ୍ୟ ହୋଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖ ଭାଦ୍ରବ ଶୁକ୍ଳ ଋଷି ପଞ୍ଚମୀ…

ଲଘୁଚାପ ବର୍ଷା, ଚାଷୀଙ୍କୁ ସାମାନ୍ୟ ଆଶ୍ୱସ୍ତି

ସମ୍ବଲପୁର,୨୦ା୮(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଚାଷୀକୁଳକୁ ସାମାନ୍ୟ ଆଶ୍ୱସ୍ତି ଦେଇଥିବା ବେଳେ ମାନେଶ୍ୱର ଓ ଧନକଉଡ଼ା ବ୍ଲକରେ ହୋଇଥିବା ଧାନ ଫସଲରେ ପାଣି ଜମି ନଷ୍ଟ ହୋଇଛି। ଚଳିତ ଖରିଫ ଋତୁ ଆରମ୍ଭରୁ ନିଅଣ୍ଟିଆ ବର୍ଷା ଯୋଗୁ ଚାଷକାର୍ଯ୍ୟ ଆଗେଇପାରି…

ବିପଦ ସାଜିଛି ବାରଘରିଆ ନାଳ

ପରଜଙ୍ଗ, ୨୦ା୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳବାସୀଙ୍କ ଦୁଃଖ ପାଲଟିଛି ବାରଘରିଆ ନାଳ। ବର୍ଷାଦିନେ ନାଳ ପାଣି ଉଛୁଳି ପୁରୁଣା ସେତୁ ବୁଡ଼ିଯାଉଛି। ନୂତନ ବ୍ରିଜ୍‌ ନିର୍ମାଣ ଶେଷ ହୋଇଯାଇଥିବାବେଳେ ଆପ୍ରୋଚ୍‌ ରୋଡ୍‌ ପାଇଁ ଟେଣ୍ଡର ହୋଇପାରୁ ନ ଥିବାରୁ ଏହା…

୩୧ରେ ଆବାହନ, ୬ରେ ବିସର୍ଜନ

ଢେଙ୍କାନାଳ ଅଫିସ, ୨୦ା୮: ଦୀର୍ଘ ଦୁଇବର୍ଷ ପରେ ମଣ୍ଡପରେ ବିରାଜିବେ ବିଘ୍ନବିନାଶକ। ଆଡମ୍ବର ସହକାରେ ବିଦ୍ୟାଦାତାଙ୍କୁ କରାଯିବ ଆବାହନ। ଅସ୍ଥାୟୀ ମଣ୍ଡପରେ ଅଗଷ୍ଟ ୩୧ରୁ ପାରମ୍ପରିକ ନୀତି ଅନୁଯାୟୀ ପୂଜା ଆରମ୍ଭ ହେବ। ୬ ତାରିଖରେ ଗଜାନନଙ୍କୁ ବିଦାୟ ଦିଆଯିବ। ଚଳିତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?